Home ଅପରାଧ ଟ୍ରେନରୁ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର

ଟ୍ରେନରୁ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର

1036

ରାଉରକେଲା ୧୬-୬ (ଓଡ଼ିଆ ପୁଅ) ରାଉରକେଲା ଷ୍ଟେସନରେ ଇତୱାରୀ-ଟାଟା ପାସେଞ୍ଜର ଟ୍ରେନ୍‌ର ଏକ ବଗିରୁ ଅଜଣା ବ୍ୟକ୍ତିଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର କରିଛି ଜିଆର୍‌ପି। ବ୍ୟକ୍ତିଙ୍କ ଦେହର ବିଭିନ୍ନ ସ୍ଥାନରେ କ୍ଷତ ଚିହ୍ନ ଥିବା ଜଣାପଡ଼ିଛି। ଏହାକୁ ହତ୍ୟା ସନ୍ଦେହ କରାଯାଉଥିବା ବେଳେ ମୃତକଙ୍କ ପରିଚୟ ମିଳିନି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.