Home ଆନ୍ତର୍ଜାତୀୟ ଭାରତ ଓ ମରକୋ ମଧ୍ୟରେ ସହଯୋଗ ନେଇ ବୁଝାମଣାକୁ କ୍ୟାବିନେଟର ଅନୁମୋଦନ

ଭାରତ ଓ ମରକୋ ମଧ୍ୟରେ ସହଯୋଗ ନେଇ ବୁଝାମଣାକୁ କ୍ୟାବିନେଟର ଅନୁମୋଦନ

188

ନୂଆ ଦିଲ୍ଲୀ ୩-୭ (ଓଡ଼ିଆ ପୁଅ) ନ୍ୟାୟିକ କ୍ଷେତ୍ରରେ ପାରସ୍ପରିକ ସହଯୋଗକୁ ସୁଦୃଢ଼, ଶକ୍ତିଶାଳୀ ଓ ସମୃଦ୍ଧ କରିବା ପାଇଁ ଭାରତ ଓ ମରକୋ ମଧ୍ୟରେ ସ୍ୱାକ୍ଷରିତ ବୁଝାମଣାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ କେନ୍ଦ୍ର କ୍ୟାବିନେଟ କମିଟି ଅନୁମୋଦନ କରିଛନ୍ତି।

ପ୍ରଭାବ

ଏହି ବୁଝାମଣା ଭାରତ ଓ ମରକୋ ମଧ୍ୟରେ ନ୍ୟାୟିକ ତଥା ଅନ୍ୟାନ୍ୟ ଆଇନ ଗତ କ୍ଷେତ୍ରରେ ସହଯୋଗ ବୃଦ୍ଧି ଏବଂ ଭିତିଭୂମି ଓ ସୂଚନା ଏବଂ ପ୍ରଯୁକ୍ତି ବିଦ୍ୟା କ୍ଷେତ୍ରରେ ଜ୍ଞାନ ଆଦାନ ପ୍ରଦାନରେ ସହାୟକ ହେବ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.