କେନ୍ଦ୍ର ମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ:କିଏ କହେ ମୋଦୀ,କିଏ କହେ ଯୋଗୀ!

ଭୁବନେଶ୍ୱର:ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ମୋଦୀ ମନ୍ତ୍ରୀ ମଣ୍ଡଳରେ କେନ୍ଦ୍ରମନ୍ତ୍ରୀ ଭାବରେ ଶପଥ ନେଇଛନ୍ତି ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ।ପ୍ରତାପଙ୍କ ବ୍ୟତୀତ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ କେନ୍ଦ୍ରମନ୍ତ୍ରୀ ଭାବରେ ଶପଥ ନେଇଛନ୍ତି।ପୂର୍ବରୁ ଜୁଏଲ ଓରାମ, ଅପରାଜିତା ଷଡ଼ଙ୍ଗୀ ଏବଂ ବୈଜୟନ୍ତ ପଣ୍ଡା ଆଦିଙ୍କ ନାମ ମନ୍ତ୍ରୀ ମଣ୍ଡଳରେ ସ୍ଥାନ ପାଇବା ନେଇ ବିଭିନ୍ନ ଗଣମାଧ୍ୟମରେ ଚର୍ଚ୍ଚା ହୋଇ ଆସୁଥିଲା।କିନ୍ତୁ ଅନ୍ତରେ ଓଡ଼ିଶାରୁ ଦୁଇ ଜଣ ହିଁ ମୋଦୀ ମନ୍ତ୍ରୀ ମଣ୍ଡଳରେ ସ୍ଥାନ ପାଇ ପାରିଛନ୍ତି।ଧର୍ମେନ୍ଦ୍ର ପ୍ରଧାନ କ୍ୟାବିନେଟ … Continue reading କେନ୍ଦ୍ର ମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ:କିଏ କହେ ମୋଦୀ,କିଏ କହେ ଯୋଗୀ!