Home Top News ନୂଆବର୍ଷରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ନୂଆବର୍ଷରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

34

ଭୁବନେଶ୍ୱର ୧-୧ (ଓଡ଼ିଆ ପୁଅ) : ନୂଆବର୍ଷରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଏ ନେଇ ସେ ଟ୍ୱିଟରରେ ଏହି ଶୁଭେଚ୍ଛାବାର୍ତ୍ତା ସେୟାର କରିଛନ୍ତି।

ମୁଖ୍ୟମନ୍ତ୍ରୀ ଲେଖିଛନ୍ତିଯେ, “ନୂତନ ବର୍ଷରେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ। ମହାପ୍ରଭୁଙ୍କ କୃପାରୁ ବର୍ଷ ୨୦୨୧ ସମସ୍ତଙ୍କ ପାଇଁ ସୁଖ, ସମୃଦ୍ଧି ଓ ପ୍ରଗତିର ବର୍ଷ ହେଉ।”

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.