ବିଜେଡିର ୨୪ତମ ପ୍ରତିଷ୍ଠା ଦିବସରେ ନବୀନଙ୍କ ବାର୍ତ୍ତା: “ମା’ ମାନେ ହେଉଛନ୍ତି ସମାଜ ଚକର ଅଖ”

ଭୁବନେଶ୍ୱର: ବିଜୁ ଜନତା ଦଳ (ବିଜେଡି)ର ୨୪ ତମ ପ୍ରତିଷ୍ଠା ଦିବସ ରାଜ୍ୟ କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି। ଏଥି ଉପଲକ୍ଷେ ଦଳର ସଭାପତି, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କ ବାର୍ତ୍ତାରେ କହିଥିଲେ, “ଆଜି ବିଜୁ ଜନତା ଦଳର ପ୍ରତିଷ୍ଠା ଦିବସ। ଏହି ଅବସରରେ ଆମର ଲକ୍ଷ ଲକ୍ଷ କର୍ମୀ ଭାଇ ଓ ଭଉଣୀମାନଙ୍କୁ ମୋର ଅଭିନନ୍ଦନ ଜଣାଉଛି। ମୁଁ ସବୁବେଳେ କହି ଆସିଛି ଯେ ମହିଳା ସଶକ୍ତିକରଣ ମୋର ସବୁଠାରୁ ପ୍ରିୟ କାର୍ଯ୍ୟକ୍ରମ। ମା’ ଆଗେଇଲେ ଦେଶ … Continue reading ବିଜେଡିର ୨୪ତମ ପ୍ରତିଷ୍ଠା ଦିବସରେ ନବୀନଙ୍କ ବାର୍ତ୍ତା: “ମା’ ମାନେ ହେଉଛନ୍ତି ସମାଜ ଚକର ଅଖ”