Home Top News ଆଜି ରାଜ୍ୟରେ ୫୮ କରୋନା ମୃତ୍ୟୁ ରିପୋର୍ଟ – ମୋଟ ମୃତ୍ୟୁ ସଂଖ୍ୟା ୪,୫୩୪ କୁ...

ଆଜି ରାଜ୍ୟରେ ୫୮ କରୋନା ମୃତ୍ୟୁ ରିପୋର୍ଟ – ମୋଟ ମୃତ୍ୟୁ ସଂଖ୍ୟା ୪,୫୩୪ କୁ ବୃଦ୍ଧି

111

ଭୁବନେଶ୍ୱର ୧୦-୭ (ଓଡ଼ିଆ ପୁଅ) ଓଡିଶାରେ ଗତ ୨୪ ଘଣ୍ଟା ମଧ୍ୟରେ Covid19 ଯୋଗୁଁ ୫୮ ଜଣଙ୍କର ମୃତ୍ୟୁ ଘଟିଛି। ମୋଟ ମୃତ୍ୟୁ ସଂଖ୍ୟା ୪,୫୩୪ କୁ ବୃଦ୍ଧି ପାଇଛି। କିନ୍ତୁ ସ୍ୱାସ୍ଥ୍ୟ ବିଭାଗର ରିପୋର୍ଟ ଅନୁଯାୟୀ, ଏହା ଗୋଟିଏ ଦିନର ମୃତ୍ୟୁ ସଂଖ୍ୟା ନୁହେଁ। ଆଜି ରିପୋର୍ଟ ହୋଇଥିବା ମୃତ୍ୟୁ ପୂର୍ବଦିନର ମୃତ୍ୟୁର ଅଡ଼ିଟ୍ ପରେ ରିପୋର୍ଟ ହୋଇଛି।

ଅନୁଗୁଳ ୧ ଜଣ,

ବରଗଡ ୭ ଜଣ,

କଟକ ୨ ଜଣ,

ଢେଙ୍କାନାଳ ୨ ଜଣ,

ଗଜପତି ୧ ଜଣ,

ଗଞ୍ଜାମ ୬ ଜଣ,

ଯାଜପୁର ୧ ଜଣ,

ଝାରସୁଗୁଡ଼ା ୧ ଜଣ,

କଳାହାଣ୍ଡି ୧ ଜଣ,

କେନ୍ଦ୍ରାପଡା ୩ ଜଣ,

କେନ୍ଦୁଝର ୨ ଜଣ,

ଖୋର୍ଦ୍ଧା ୧୧ ଜଣ,

ମୟୁରଭଞ୍ଜ ୧ ଜଣ,

ନୟାଗଡ଼ ୨ ଜଣ,

ପୁରୀ ୭ ଜଣ,

ସମ୍ବଲପୁର ୪ ଜଣ,

ସୁନ୍ଦରଗଡ ୬ ଜଣ,

ମୋଟ ୫୮ ଜଣଙ୍କର ମୃତ୍ୟୁ ହୋଇଛି।

୧ – ଅନୁଗୁଳ ଜିଲ୍ଲାର ୩୨ ବର୍ଷ ବୟସ୍କ ପୁରୁଷ।

୨ – ବରଗଡ ଜିଲ୍ଲାର ୬୩ ବର୍ଷ ବୟସ୍କ ପୁରୁଷ।

୩ – ବରଗଡ ଜିଲ୍ଲାର ୫୫ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ରୋଗରେ ପୀଡିତ ଥିଲେ।

୪ – ବରଗଡ ଜିଲ୍ଲାର ୫୨ ବର୍ଷ ବୟସ୍କା ମହିଳା।

୫ – ବରଗଡ ଜିଲ୍ଲାର ୬୦ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ରୋଗରେ ପୀଡିତ ଥିଲେ।

୬ – ବରଗଡ ଜିଲ୍ଲାର ୬୦ ବର୍ଷ ବୟସ୍କା ମହିଳା।

୭ – ବରଗଡ ଜିଲ୍ଲାର ୭୦ ବର୍ଷ ବୟସ୍କ ପୁରୁଷ ଯିଏ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ।

୮ – ବରଗଡ ଜିଲ୍ଲାର ୩୦ ବର୍ଷ ବୟସ୍କ ପୁରୁଷ।

୯ – ଭୁବନେଶ୍ୱରର ୫୧ ବର୍ଷ ବୟସ୍କ ପୁରୁଷ।

୧୦ – ଭୁବନେଶ୍ୱରର ୫୪ ବର୍ଷ ବୟସ୍କ ପୁରୁଷ ଯିଏ ମଧ୍ୟ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ।

୧୧ – ଭୁବନେଶ୍ୱରର ୫୯ ବର୍ଷ ବୟସ୍କା ମହିଳା।

୧୨ – ଭୁବନେଶ୍ୱରର ୪୯ ବର୍ଷ ବୟସ୍କ ପୁରୁଷ।

୧୩ – ଭୁବନେଶ୍ୱରର ୮୫ ବର୍ଷ ବୟସ୍କ ପୁରୁଷ।

୧୪ – ଭୁବନେଶ୍ୱରର ୪୯ ବର୍ଷ ବୟସ୍କା ମହିଳା ଯିଏ ମଧୁମେହ ରୋଗ, ଉଚ୍ଚ ରକ୍ତଚାପ ଏବଂ କରୋନାରୀ ଧମନୀରେ ମଧ୍ୟ ପୀଡିତ ଥିଲେ।

୧୫ – କଟକ ଜିଲ୍ଲାର ୩୫ ବର୍ଷ ବୟସ୍କ ପୁରୁଷ।

୧୬ – କଟକ ଜିଲ୍ଲାର ୪୦ ବର୍ଷ ବୟସ୍କ ପୁରୁଷ।

୧୭ – ଢେଙ୍କାନାଳ ଜିଲ୍ଲାର ୩୦ ବର୍ଷ ବୟସ୍କା ମହିଳା।

୧୮ – ଢେଙ୍କାନାଳ ଜିଲ୍ଲାର ୫୫ ବର୍ଷ ବୟସ୍କ ପୁରୁଷ ଯିଏ ମଧ୍ୟ ମଧୁମେହ ରୋଗରେ ପୀଡିତ ଥିଲେ।

୧୯ – ଗଜପତି ଜିଲ୍ଲାର ୪୫ ବର୍ଷ ବୟସ୍କ ପୁରୁଷ।

୨୦ – ଗଞ୍ଜାମ ଜିଲ୍ଲାର ୫୭ ବର୍ଷ ବୟସ୍କ ପୁରୁଷ ଯିଏ ମଧ୍ୟ ତୀବ୍ର କିଡନୀ ସଂକ୍ରମଣରେ ପୀଡିତ ଥିଲେ।

୨୧ – ଗଞ୍ଜାମ ଜିଲ୍ଲାର ୩୭ ବର୍ଷ ବୟସ୍କା ମହିଳା।

୨୨ – ଗଞ୍ଜାମ ଜିଲ୍ଲାର ୫୨ ବର୍ଷ ବୟସ୍କା ମହିଳା।

୨୩ – ଗଞ୍ଜାମ ଜିଲ୍ଲାର ୪୨ ବର୍ଷ ବୟସ୍କ ପୁରୁଷ ଯିଏ ଉଚ୍ଚ ରକ୍ତଚାପ ମଧୁମେହ ରୋଗରେ ପୀଡିତ ଥିଲେ।

୨୪ – ଗଞ୍ଜାମ ଜିଲ୍ଲାର ୪୨ ବର୍ଷ ବୟସ୍କା ମହିଳା।

୨୫ – ଗଞ୍ଜାମ ଜିଲ୍ଲାର ୩୪ ବର୍ଷ ବୟସ୍କ ପୁରୁଷ।

୨୬ – ଯାଜପୁର ଜିଲ୍ଲାର ୪୦ ବର୍ଷ ବୟସ୍କ ପୁରୁଷ।

୨୭ – ଝାରସୁଗୁଡା ଜିଲ୍ଲାର ୩୨ ବର୍ଷ ବୟସ୍କ ପୁରୁଷ।

୨୮ – କଳାହାଣ୍ଡି ଜିଲ୍ଲାର ୫୦ ବର୍ଷ ବୟସ୍କ ପୁରୁଷ।

୨୯ – କେନ୍ଦ୍ରାପଡା ଜିଲ୍ଲାର ୩୮ ବର୍ଷ ବୟସ୍କ ପୁରୁଷ।

୩୦ – କେନ୍ଦ୍ରାପଡା ଜିଲ୍ଲାର ୫୭ ବର୍ଷ ବୟସ୍କ ପୁରୁଷ।

୩୧ – କେନ୍ଦ୍ରାପଡା ଜିଲ୍ଲାର ୪୫ ବର୍ଷ ବୟସ୍କ ପୁରୁଷ।

୩୨ – କେନ୍ଦୁଝର ଜିଲ୍ଲାର ୩୮ ବର୍ଷ ବୟସ୍କ ପୁରୁଷ ଯିଏ ଉଚ୍ଚ ରକ୍ତଚାପ, ମଧୁମେହ ରୋଗରେ ପୀଡିତ ଥିଲେ।

୩୩ – କେନ୍ଦୁଝର ଜିଲ୍ଲାର ୭୧ ବର୍ଷ ବୟସ୍କା ମହିଳା।

୩୪ – ଖୋର୍ଦ୍ଧା ଜିଲ୍ଲାର ୬୩ ବର୍ଷ ବୟସ୍କା ମହିଳା।

୩୫ – ଖୋର୍ଦ୍ଧା ଜିଲ୍ଲାର ୪୨ ବର୍ଷ ବୟସ୍କା ମହିଳା।

୩୬ – ଖୋର୍ଦ୍ଧା ଜିଲ୍ଲାର ୬୧ ବର୍ଷ ବୟସ୍କ ପୁରୁଷ ଯିଏ ଉଚ୍ଚ ରକ୍ତଚାପ, ମଧୁମେହ ରୋଗରେ ପୀଡିତ ଥିଲେ।

୩୭ – ଖୋର୍ଦ୍ଧା ଜିଲ୍ଲାର ୩୫ ବର୍ଷ ବୟସ୍କ ପୁରୁଷ।

୩୮ – ଖୋର୍ଦ୍ଧା ଜିଲ୍ଲାର ୫୯ ବର୍ଷ ବୟସ୍କା ମହିଳା ଯିଏ ଉଚ୍ଚ ରକ୍ତଚାପ, ମଧୁମେହ ରୋଗରେ ପୀଡିତ ଥିଲେ।

୩୯ – ମୟୁରଭଞ୍ଜ ଜିଲ୍ଲାର ୬୦ ବର୍ଷ ବୟସ୍କ ପୁରୁଷ ଯିଏ କି କ୍ରନିକ୍ କିଡନୀ ରୋଗ, ମଧୁମେହ ରୋଗରେ ପୀଡିତ ଥିଲେ।

୪୦ – ନୟାଗଡ଼ ଜିଲ୍ଲାର ୪୦ ବର୍ଷ ବୟସ୍କା ମହିଳା।

୪୧ – ନୟାଗଡ଼ ଜିଲ୍ଲାର ୪୦ ବର୍ଷ ବୟସ୍କା ମହିଳା।

୪୨ – ପୁରୀ ଜିଲ୍ଲାର ୬୨ ବର୍ଷ ବୟସ୍କ ପୁରୁଷ।

୪୩ – ପୁରୀ ଜିଲ୍ଲାର ୪୭ ବର୍ଷ ବୟସ୍କ ପୁରୁଷ।

୪୪ – ପୁରୀ ଜିଲ୍ଲାର ୬୫ ବର୍ଷ ବୟସ୍କା ମହିଳା ଯିଏ ମଧ୍ୟ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ।

୪୫ – ପୁରୀ ଜିଲ୍ଲାର ୬୦ ବର୍ଷ ବୟସ୍କା ମହିଳା।

୪୬ – ​​ପୁରୀ ଜିଲ୍ଲାର ୫୦ ବର୍ଷ ବୟସ୍କ ପୁରୁଷ।

୪୭ – ପୁରୀ ଜିଲ୍ଲାର ୪୨ ବର୍ଷ ବୟସ୍କ ପୁରୁଷ ଯିଏ ଉଚ୍ଚ ରକ୍ତଚାପ ମଧୁମେହ ରୋଗରେ ପୀଡିତ ଥିଲେ।

୪୮ – ପୁରୀ ଜିଲ୍ଲାର ୪୨ ବର୍ଷ ବୟସ୍କ ପୁରୁଷ ଯିଏ ମଧ୍ୟ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ।

୪୯ – ସମ୍ବଲପୁର ଜିଲ୍ଲାର ୪୦ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ରୋଗରେ ପୀଡିତ ଥିଲେ।

୫୦ – ସମ୍ବଲପୁର ଜିଲ୍ଲାର ୪୦ ବର୍ଷ ବୟସ୍କ ପୁରୁଷ।

୫୧ – ସମ୍ବଲପୁର ଜିଲ୍ଲାର ୪୩ ବର୍ଷ ବୟସ୍କା ମହିଳା।

୫୨ – ସମ୍ବଲପୁର ଜିଲ୍ଲାର ୪୨ ବର୍ଷ ବୟସ୍କା ମହିଳା।

୫୩ – ସୁନ୍ଦରଗଡ ଜିଲ୍ଲାର ୫୦ ବର୍ଷ ବୟସ୍କ ପୁରୁଷ ଯିଏ ମଧ୍ୟ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ।

୫୪ – ସୁନ୍ଦରଗଡ ଜିଲ୍ଲାର ୪୩ ବର୍ଷ ବୟସ୍କ ପୁରୁଷ।

୫୫ – ସୁନ୍ଦରଗଡ ଜିଲ୍ଲାର ୩୦ ବର୍ଷ ବୟସ୍କ ପୁରୁଷ।

୫୬ – ସୁନ୍ଦରଗଡ ଜିଲ୍ଲାର ୭୩ ବର୍ଷ ବୟସ୍କ ପୁରୁଷ।

୫୭ – ସୁନ୍ଦରଗଡ ଜିଲ୍ଲାର ୬୧ ବର୍ଷ ବୟସ୍କା ମହିଳା।

୫୮ – ସୁନ୍ଦରଗଡ ଜିଲ୍ଲାର ୫୦ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ରୋଗରେ ପୀଡିତ ଥିଲେ।

ରାଜ୍ୟରେ ଗତ ୨୪ ଘଂଟାରେ ୨,୩୩୪ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ?

ନୂଆ ଆକ୍ରାନ୍ତ: ୨୩୩୪
– କ୍ୱାରେଣ୍ଟାଇନ୍ ସେଣ୍ଟରରୁ: ୧୩୪୨
– ସ୍ଥାନୀୟ ଅଞ୍ଚଳରୁ୯୯୨
କେଉଁ ଜିଲ୍ଲାରୁ – କେତେ ଜାଣନ୍ତୁ:
୧- ଅନୁଗୁଳ ଜିଲ୍ଲାରୁ – ୬୪
୨- ବାଲେଶ୍ୱର ଜିଲ୍ଲାରୁ – ୧୬୪
୩- ବରଗଡ଼ ଜିଲ୍ଲାରୁ – ୧୭
୪- ଭଦ୍ରକ ଜିଲ୍ଲାରୁ – ୧୨୧
୫- ବଲାଙ୍ଗୀର ଜିଲ୍ଲାରୁ – ୬
୬- ବୌଦ୍ଦ ଜିଲ୍ଲାରୁ – ୧୩
୭- କଟକ ଜିଲ୍ଲାରୁ – ୩୭୧
୮- ଦେବଗଡ଼ ଜିଲ୍ଲାରୁ – ୫
୯- ଢେଙ୍କାନାଳ ଜିଲ୍ଲାରୁ – ୩୪
୧୦- ଗଜପତି ଜିଲ୍ଲାରୁ – ୨
୧୧- ଗଞ୍ଜାମ ଜିଲ୍ଲାରୁ – ୬
୧୨- ଜଗତସିଂହପୁର ଜିଲ୍ଲାରୁ – ୧୦୧
୧୩- ଯାଜପୁର ଜିଲ୍ଲାରୁ – ୧୭୯
୧୪- ଝାରସୁଗୁଡ଼ା ଜିଲ୍ଲାରୁ – ୬
୧୫- କଳାହାଣ୍ଡି ଜିଲ୍ଲାରୁ – ୯
୧୬- କନ୍ଧମାଳ ଜିଲ୍ଲାରୁ – ୨୯
୧୭- କେନ୍ଦ୍ରାପଡ଼ା ଜିଲ୍ଲାରୁ – : ୧୯୬
୧୮- କେନ୍ଦୁଝର ଜିଲ୍ଲାରୁ – ୫୧
୧୯- ଖୋର୍ଦ୍ଧା : ୩୮୦
୨୦- କୋରାପୁଟ ଜିଲ୍ଲାରୁ – ୧୯
୨୧- ମାଲକାନଗିରି : ୧୩
୨୨- ମୟୁରଭଞ୍ଜ ଜିଲ୍ଲାରୁ – ୧୦୪
୨୩- ନବରଙ୍ଗପୁର ଜିଲ୍ଲାରେ: ୭
୨୪- ନୟାଗଡ଼ ଜିଲ୍ଲାରୁ – ୯୪
୨୫- ନୂଆପଡ଼ା ଜିଲ୍ଲାରୁ – ୩
୨୬- ପୁରୀ ଜିଲ୍ଲାରୁ – ୧୦୬
୨୭- ରାୟଗଡ଼ା ଜିଲ୍ଲାରୁ – ୩୮
୨୮- ସମ୍ବଲପୁର ଜିଲ୍ଲାରୁ – ୨୧
୨୯- ସୋନପୁର ଜିଲ୍ଲାରୁ – ୧୨
୩୦- ସୁନ୍ଦରଗଡ଼ ଜିଲ୍ଲାରୁ – ୮୭
୩୧- State Pool: ୭୬
– ନୂଆ ସୁସ୍ଥ ହୋଇଥିଲେ୩୩୪୧
– ମୋଟ କୋଭିଡ୍ – ୧୯ ଟେଷ୍ଟ ହୋଇଛି୧୪୪୯୦୦୨୧
– ମୋଟ ଆକ୍ରାନ୍ତ ୯୩୭୪୭୦
– ମୋଟ ସୁସ୍ଛ ହୋଲେଣି ୯୦୬୫୧୯
– ସକ୍ରୀୟ ଆକ୍ରାନ୍ତ – ୨୬୩୬୪

ଜିଲ୍ଲାୱାରୀ ତଥ୍ୟ –

ଅନୁଗୁଳ ଜିଲ୍ଲାରେ ୪୧, ୧୧୧ [+୬୪] ଜଣ ସଂକ୍ରମିତ ହୋଇଥିବା ବେଳେ ୬୭୨ [+୬୩] ଜଣ ସକ୍ରୀୟ ଅଛନ୍ତି। ୪୦, ୨୫୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୮୭ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବାଲେଶ୍ୱର ଜିଲ୍ଲାରେ ୩୫, ୫୧୭ [+୧୬୪] ଜଣ ସଂକ୍ରମିତ ହୋଇଥିବା ବେଳେ ୨, ୨୦୦ [+୧୬୪] ଜଣ ସକ୍ରୀୟ ଅଛନ୍ତି। ୩୩, ୧୭୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୩୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୫ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବରଗଡ ଜିଲ୍ଲାରେ ୩୦, ୩୮୩ [+୧୭] ଜଣ ସଂକ୍ରମିତ ହୋଇଥିବା ବେଳେ ୨୧୯ [+୧୦] ଜଣ ସକ୍ରୀୟ ଅଛନ୍ତି। ୨୯, ୯୭୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୮୫ [+୭] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଭଦ୍ରକ ଜିଲ୍ଲାରେ ୨୩, ୭୬୮ [+୧୨୧] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୨୪୪ [+୧୨୧] ଜଣ ସକ୍ରୀୟ ଅଛନ୍ତି। ୨୨, ୪୬୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବଲାଙ୍ଗୀର ଜିଲ୍ଲାରେ ୨୩, ୦୧୦ [+୬] ଜଣ ସଂକ୍ରମିତ ହୋଇଥିବା ବେଳେ ୧୧୨ [+୬] ଜଣ ସକ୍ରୀୟ ଅଛନ୍ତି। ୨୨, ୮୧୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବୌଦ୍ଧ ଜିଲ୍ଲାରେ ୧୨, ୩୬୨ [+୧୩] ଜଣ ସଂକ୍ରମିତ ହୋଇଥିବା ବେଳେ ୧୪୧ [+୧୩] ଜଣ ସକ୍ରୀୟ ଅଛନ୍ତି। ୧୨, ୧୩୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କଟକ ଜିଲ୍ଲାରେ ୮୧, ୦୯୫ [+୩୭୧] ଜଣ ସଂକ୍ରମିତ ହୋଇଥିବା ବେଳେ ୪, ୦୯୮ [+୩୬୯] ଜଣ ସକ୍ରୀୟ ଅଛନ୍ତି। ୭୬, ୬୮୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୦୭ [+୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଦେବଗଡ଼ ଜିଲ୍ଲାରେ ୬, ୦୫୦ [+୫] ଜଣ ସଂକ୍ରମିତ ହୋଇଥିବା ବେଳେ ୫୬ [+୫] ଜଣ ସକ୍ରୀୟ ଅଛନ୍ତି। ୫, ୯୫୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଢେଙ୍କାନାଳ ଜିଲ୍ଲାରେ ୧୮, ୦୭୫ [+୩୪] ଜଣ ସଂକ୍ରମିତ ହୋଇଥିବା ବେଳେ ୭୮୧ [+୩୨] ଜଣ ସକ୍ରୀୟ ଅଛନ୍ତି। ୧୭, ୨୦୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୯୩ [+୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଗଜପତି ଜିଲ୍ଲାରେ ୯, ୩୪୭ [+୨] ଜଣ ସଂକ୍ରମିତ ହୋଇଥିବା ବେଳେ ୫୭ [+୧] ଜଣ ସକ୍ରୀୟ ଅଛନ୍ତି। ୯, ୨୧୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭୨ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଗଞ୍ଜାମ ଜିଲ୍ଲାରେ ୩୩, ୨୦୪ [+୬] ଜଣ ସଂକ୍ରମିତ ହୋଇଥିବା ବେଳେ ୧୦୧ ଜଣ ସକ୍ରୀୟ ଅଛନ୍ତି। ୩୨, ୭୧୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୭୬ [+୬] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୮ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଜଗତସିଂହପୁର ଜିଲ୍ଲାରେ ୨୩, ୪୬୫ [+୧୦୧] ଜଣ ସଂକ୍ରମିତ ହୋଇଥିବା ବେଳେ ୯୨୮ [+୧୦୧] ଜଣ ସକ୍ରୀୟ ଅଛନ୍ତି। ୨୨, ୪୫୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮୦ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଯାଜପୁର ଜିଲ୍ଲାରେ ୩୮, ୭୯୮ [+୧୭୯] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୯୧୨ [+୧୭୮] ଜଣ ସକ୍ରୀୟ ଅଛନ୍ତି। ୩୬, ୮୩୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫୦ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଝାରସୁଗୁଡ଼ା ଜିଲ୍ଲାରେ ୨୩, ୪୨୦ [+୬] ଜଣ ସଂକ୍ରମିତ ହୋଇଥିବା ବେଳେ ୧୦୪ [+୫] ଜଣ ସକ୍ରୀୟ ଅଛନ୍ତି। ୨୩, ୧୮୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୩୧ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କଳାହାଣ୍ଡି ଜିଲ୍ଲାରେ ୨୩, ୯୭୩ [+୯] ଜଣ ସଂକ୍ରମିତ ହୋଇଥିବା ବେଳେ ୧୭୮ [+୮] ଜଣ ସକ୍ରୀୟ ଅଛନ୍ତି। ୨୩, ୬୦୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୮୭ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କନ୍ଧମାଳ ଜିଲ୍ଲାରେ ୧୦, ୯୪୧ [+୨୯] ଜଣ ସଂକ୍ରମିତ ହୋଇଥିବା ବେଳେ ୨୪୧ [+୨୯] ଜଣ ସକ୍ରୀୟ ଅଛନ୍ତି। ୧୦, ୬୪୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କେନ୍ଦ୍ରାପଡା ଜିଲ୍ଲାରେ ୨୧, ୭୫୧ [+୧୯୬] ଜଣ ସଂକ୍ରମିତ ହୋଇଥିବା ବେଳେ ୯୧୯ [+୧୯୩] ଜଣ ସକ୍ରୀୟ ଅଛନ୍ତି। ୨୦, ୭୩୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୯୭ [+୩] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କେନ୍ଦୁଝର ଜିଲ୍ଲାରେ ୧୯, ୬୪୯ [+୫୧] ଜଣ ସଂକ୍ରମିତ ହୋଇଥିବା ବେଳେ ୪୯୮ [+୪୯] ଜଣ ସକ୍ରୀୟ ଅଛନ୍ତି। ୧୯, ୦୬୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮୨ [+୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଖୋର୍ଦ୍ଧା ଜିଲ୍ଲାରେ ୧, ୪୦, ୩୦୩ [+୩୮୦] ଜଣ ସଂକ୍ରମିତ ହୋଇଥିବା ବେଳେ ୪, ୮୯୨ [+୩୬୯] ଜଣ ସକ୍ରୀୟ ଅଛନ୍ତି। ୧, ୩୪, ୬୫୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭୪୨ [+୧୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧୦ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କୋରାପୁଟ ଜିଲ୍ଲାରେ ୧୮, ୫୫୩ [+୧୯] ଜଣ ସଂକ୍ରମିତ ହୋଇଥିବା ବେଳେ ୫୯୯ [+୧୯] ଜଣ ସକ୍ରୀୟ ଅଛନ୍ତି। ୧୭, ୮୮୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୬୭ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ମାଲକାନଗିରି ଜିଲ୍ଲାରେ ୧୧, ୦୪୭ [+୧୩] ଜଣ ସଂକ୍ରମିତ ହୋଇଥିବା ବେଳେ ୩୯୮ [+୧୩] ଜଣ ସକ୍ରୀୟ ଅଛନ୍ତି। ୧୦, ୬୦୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୦ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ମୟୁରଭଞ୍ଜ ଜିଲ୍ଲାରେ ୩୬, ୯୮୦ [+୧୦୪] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୩୭୫ [+୧୦୩] ଜଣ ସକ୍ରୀୟ ଅଛନ୍ତି। ୩୫, ୪୫୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୫୦ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନବରଙ୍ଗପୁର ଜିଲ୍ଲାରେ ୨୩, ୨୨୫ [+୭] ଜଣ ସଂକ୍ରମିତ ହୋଇଥିବା ବେଳେ ୧୫୯ [+୭] ଜଣ ସକ୍ରୀୟ ଅଛନ୍ତି। ୨୩, ୦୧୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୯ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୟାଗଡ଼ ଜିଲ୍ଲାରେ ୨୧, ୨୪୯ [+୯୪] ଜଣ ସଂକ୍ରମିତ ହୋଇଥିବା ବେଳେ ୮୮୫ [+୯୨] ଜଣ ସକ୍ରୀୟ ଅଛନ୍ତି। ୨୦, ୨୩୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୨୪ [+୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୁଆପଡା ଜିଲ୍ଲାରେ ୨୨, ୬୮୭ [+୩] ଜଣ ସଂକ୍ରମିତ ହୋଇଥିବା ବେଳେ ୫୧ [+୩] ଜଣ ସକ୍ରୀୟ ଅଛନ୍ତି। ୨୨, ୫୬୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ପୁରୀ ଜିଲ୍ଲାରେ ୪୧, ୧୭୧ [+୧୦୬] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୩୪୫ [+୯୯] ଜଣ ସକ୍ରୀୟ ଅଛନ୍ତି। ୩୯, ୫୫୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୭୩ [+୭] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ରାୟଗଡ଼ା ଜିଲ୍ଲାରେ ୧୯, ୩୬୮ [+୩୮] ଜଣ ସଂକ୍ରମିତ ହୋଇଥିବା ବେଳେ ୩୨୯ [+୩୮] ଜଣ ସକ୍ରୀୟ ଅଛନ୍ତି। ୧୮, ୮୮୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୫୦ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସମ୍ବଲପୁର ଜିଲ୍ଲାରେ ୨୯, ୯୯୯ [+୨୧] ଜଣ ସଂକ୍ରମିତ ହୋଇଥିବା ବେଳେ ୨୦୪ [+୧୭] ଜଣ ସକ୍ରୀୟ ଅଛନ୍ତି। ୨୯, ୬୫୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୪୦ [+୪] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୁବର୍ଣ୍ଣପୁର ଜିଲ୍ଲାରେ ୧୨, ୮୪୦ [+୧୨] ଜଣ ସଂକ୍ରମିତ ହୋଇଥିବା ବେଳେ ୧୫୪ [+୧୨] ଜଣ ସକ୍ରୀୟ ଅଛନ୍ତି। ୧୨, ୬୪୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୁନ୍ଦରଗଡ ଜିଲ୍ଲାରେ ୫୯, ୭୧୨ [+୮୭] ଜଣ ସଂକ୍ରମିତ ହୋଇଥିବା ବେଳେ ୬୧୩ [+୮୧] ଜଣ ସକ୍ରୀୟ ଅଛନ୍ତି। ୫୮, ୭୦୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୯୫ [+୬] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ରାଜ୍ୟ ପୁଲ୍ ରେ ୨୪, ୪୧୭ [+୭୬] ଜଣ ସଂକ୍ରମିତ ହୋଇଥିବା ବେଳେ ୮୯୯ [+୭୬] ଜଣ ସକ୍ରୀୟ ଅଛନ୍ତି। ୨୩, ୫୧୮ ଜଣ ସୁସ୍ଥ ହୋଇଛନ୍ତି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.