Home Coronavirus Outbreak କରୋନା ସମ୍ବନ୍ଧୀୟ ସମ୍ପୂର୍ଣ୍ଣ ଜିଲ୍ଲାୱାରୀ ତଥ୍ୟ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ଆକ୍ରାନ୍ତ, କେତେ ମୃତ...

କରୋନା ସମ୍ବନ୍ଧୀୟ ସମ୍ପୂର୍ଣ୍ଣ ଜିଲ୍ଲାୱାରୀ ତଥ୍ୟ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ଆକ୍ରାନ୍ତ, କେତେ ମୃତ ଏବଂ କେତେ ସକ୍ରିୟ – ୧୬, ଜୁଲାଇ

441

ଭୁବନେଶ୍ୱର ୧୬- ୭ (ଓଡ଼ିଆ ପୁଅ) ରାଜ୍ୟରେ ୪୯୪ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ଏବଂ ମୋଟ ଆକ୍ରାନ୍ତ ୧୫୩୯୨ କୁ ବୃଦ୍ଧି ହୋଇଛି। କ୍ୱାରେଣ୍ଟାଇନ୍ ସେଣ୍ଟରରୁ ୩୨୨ ଜଣ ଏବଂ ସ୍ଥାନୀୟ ଅଞ୍ଚଳରୁ ୧୭୨ ଜଣ ଚିହ୍ନଟ ହୋଇଛନ୍ତି। ୨୩ ଜିଲ୍ଲାରୁ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ଆକ୍ରାନ୍ତ ୨୪୬ ଜଣ ଚ୍ହ୍ନଟ ହୋଇଛନ୍ତି। ତେବେ ଗତକାଲି ସୁସ୍ଥ ହୋଇଥିଲେ ୬୧୨ ଜଣ ମୋଟ କୋଭିଡ୍ – ୧୯ ଟେଷ୍ଟ ହୋଇଛି ୩୬୧୯୨୦। ମୋଟ ଆକ୍ରାନ୍ତ ୧୫୩୯୨ କୁ ବୃଦ୍ଧି ପାଇଥିବା ବେଳେ ମୋଟ ସୁସ୍ଥ ହେଲେଣି ୧୦୪୭୬ ଜଣ ଏବଂ ସକ୍ରୀୟ ଆକ୍ରାନ୍ତ ୪୮୧୩ ଜଣ ବିଭିନ୍ନ କୋଭିଡ୍ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।

– ଜାଣନ୍ତୁ କେଉଁ ଜିଲ୍ଲାରୁ – କେତେ

୧- ଅନୁଗୁଳ ଜିଲ୍ଲାରୁ – ୧
୨- ବାଲେଶ୍ୱର ଜିଲ୍ଲାରୁ – ୨୧
୩- ଭଦ୍ରକ ଜିଲ୍ଲାରୁ – ୭
୪- ବଲାଙ୍ଗୀର ଜିଲ୍ଲା: ୩
୫- ବୌଦ୍ଦ ଜିଲ୍ଲାରୁ – ୨
୬- କଟକ ଜିଲ୍ଲାରୁ – ୩୮
୭- ଗଞ୍ଜାମ ଜିଲ୍ଲାରୁ – ୨୪୬
୮- ଜଗତସିଂହପୁର ଜିଲ୍ଲାରୁ – ୧
୯- ଯାଜପୁର ଜିଲ୍ଲାରୁ – ୧୫
୧୦- କଳାହାଣ୍ଡି ଜିଲ୍ଲାରୁ – ୨
୧୧- କେନ୍ଦ୍ରାପଡ଼ା ଜିଲ୍ଲାରୁ – : ୧୧
୧୨- କେନ୍ଦୁଝର ଜିଲ୍ଲାରୁ – ୧୦
୧୩- ଖୋର୍ଦ୍ଧା : ୬୪
୧୪- କୋରାପୁଟ ଜିଲ୍ଲାରୁ – ୪
୧୫- ମାଲକାନଗିରି : ୪
୧୬- ମୟୁରଭଞ୍ଜ ଜିଲ୍ଲାରୁ – ୧୪
୧୭- ନବରଙ୍ଗପୁର ଜିଲ୍ଲାରୁ – ୪
୧୮- ନୟାଗଡ଼ ଜିଲ୍ଲାରୁ – ୧୬
୧୯- ନୂଆପଡ଼ା ଜିଲ୍ଲାରୁ – ୯
୨୦- ପୁରୀ ଜିଲ୍ଲାରୁ – ୭
୨୧- ରାୟଗଡ଼ା ଜିଲ୍ଲାରୁ – ୧
୨୨- ସମ୍ବଲପୁର ଜିଲ୍ଲାରୁ – ୪
୨୩- ସୁନ୍ଦରଗଡ଼ ଜିଲ୍ଲାରୁ – ୧୦

ଆଜି କରୋନା ନେଇଛି ୨ ମୁଣ୍ଡ
ଆଜି ୨ ଜଣ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। କରୋନା କାରଣରୁ ମୃତ୍ୟୁ ସଂଖ୍ୟା ୭୯କୁ ବୃଦ୍ଧି ପାଇଛି। ତେବେ ଗଞ୍ଜାମ ଜିଲ୍ଲାରୁ ୨ଜଣ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି।

ଗଞ୍ଜାମ ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪,୮୬୭ [+୨୪୬] ହୋଇଥିବା ବେଳେ ୧,୮୪୫ [+୨୪୪] ସକ୍ରୀୟ ଆକ୍ରାନ୍ତ ଅଛନ୍ତି ଏବଂ ୨,୯୭୧ ଆକ୍ରାନ୍ତ ସୁସ୍ଥ ହୋଇ ଫେରିଛନ୍ତି ଜିଲ୍ଲାରେ ୪୮ [+୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି ଏବଂ ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଏ ନେଇ ଓଡ଼ିଶା ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି।

ଡାକ୍ତରଖାନାରେ ଚିକିତ୍ସିତ ହେଉଥିବାବେଳେ ଗଞ୍ଜାମ ଜିଲ୍ଲାର ଦୁଇ ଜଣ କୋଭିଡ ପଜିଟିଭ ରୋଗୀଙ୍କ ମୃତ୍ୟୁ ହୋଇଛି।

୧- ଜଣେ ୫୧ ବର୍ଷ ବୟସ୍କ ପୁରୁଷ ଯିଏ ମଧ୍ୟ ମୋଟାପଣରେ ପୀଡିତ ଥିଲେ।

୨- ଜଣେ ୩୪ ବର୍ଷ ବୟସ୍କ ପୁରୁଷ ଯିଏ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

ଜିଲ୍ଲାୱାରୀ ତଥ୍ୟ –

ଅନୁଗୁଳ ଜିଲ୍ଲା ରେ ୧୫୬ [+୧] ଜଣ ସଂକ୍ରମିତ ହୋଇଥିବା ବେଳେ ୪୫ [+୧] ଜଣ ସକ୍ରୀୟ ଅଛନ୍ତି। ୧୧୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବାଲେଶ୍ୱର ଜିଲ୍ଲା ରେ ୬୩୬ [+୨୧] ଜଣ ସଂକ୍ରମିତ ହୋଇଥିବା ବେଳେ ୧୮୩ [+୨୧] ଜଣ ସକ୍ରୀୟ ଅଛନ୍ତି। ୪୫୧ ଜଣ ସୁସ୍ଥ ହୋଇଛନ୍ତି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବରଗଡ଼ ଜିଲ୍ଲା ରେ ୨୦୫ ଜଣ ସଂକ୍ରମିତ ହୋଇଥିବା ବେଳେ ୪୩ ଜଣ ସକ୍ରୀୟ ଅଛନ୍ତି। ୧୬୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଭଦ୍ରକ ଜିଲ୍ଲା ରେ ୩୦୪ [+୭] ଜଣ ସଂକ୍ରମିତ ହୋଇଥିବା ବେଳେ ୨୨ [+୭] ଜଣ ସକ୍ରୀୟ ଅଛନ୍ତି। ୨୭୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବଲାଙ୍ଗୀର ଜିଲ୍ଲା ରେ ୨୭୩ [+୩] ଜଣ ସଂକ୍ରମିତ ହୋଇଥିବା ବେଳେ ୫୩ [+୩] ଜଣ ସକ୍ରୀୟ ଅଛନ୍ତି। ୨୨୦ ଜଣ ସୁସ୍ଥ ହୋଇଛନ୍ତି।

ବୌଦ୍ଦ ଜିଲ୍ଲା ରେ ୬୪ [+୨] ଜଣ ସଂକ୍ରମିତ ହୋଇଥିବା ବେଳେ ୧୯ [+୨] ଜଣ ସକ୍ରୀୟ ଅଛନ୍ତି। ୪୫ ଜଣ ସୁସ୍ଥ ହୋଇଛନ୍ତି।

କଟକ ଜିଲ୍ଲା ରେ ୧, ୧୧୪ [+୩୮] ଜଣ ସଂକ୍ରମିତ ହୋଇଥିବା ବେଳେ ୨୭୫ [+୩୮] ଜଣ ସକ୍ରୀୟ ଅଛନ୍ତି। ୮୨୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଦେବଗଡ଼ ଜିଲ୍ଲା ରେ ୬୬ ଜଣ ସଂକ୍ରମିତ ହୋଇଥିବା ବେଳେ ୪ ଜଣ ସକ୍ରୀୟ ଅଛନ୍ତି। ୬୨ ଜଣ ସୁସ୍ଥ ହୋଇଛନ୍ତି।

ଢେଙ୍କାନାଳ ଜିଲ୍ଲା ରେ ୧୦୬ ଜଣ ସଂକ୍ରମିତ ହୋଇଥିବା ବେଳେ ୨୧ ଜଣ ସକ୍ରୀୟ ଅଛନ୍ତି। ୮୫ ଜଣ ସୁସ୍ଥ ହୋଇଛନ୍ତି।

ଗଜପତିଜିଲ୍ଲା ରେ ୬୪୩ ଜଣ ସଂକ୍ରମିତ ହୋଇଥିବା ବେଳେ ୧୫୭ ଜଣ ସକ୍ରୀୟ ଅଛନ୍ତି। ୪୮୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଗଞ୍ଜାମ ଜିଲ୍ଲା ରେ ୪, ୮୬୭ [+୨୪୬] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୮୪୫ [+୨୪୪] ଜଣ ସକ୍ରୀୟ ଅଛନ୍ତି। ୨, ୯୭୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୮ [+୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଜଗତସିଂହପୁର ଜିଲ୍ଲା ରେ ୪୫୪ [+୧] ଜଣ ସଂକ୍ରମିତ ହୋଇଥିବା ବେଳେ ୧୨୮ [+୧] ଜଣ ସକ୍ରୀୟ ଅଛନ୍ତି। ୩୨୬ ଜଣ ସୁସ୍ଥ ହୋଇଛନ୍ତି।

ଯାଜପୁର ଜିଲ୍ଲା ରେ ୯୩୪ [+୧୫] ଜଣ ସଂକ୍ରମିତ ହୋଇଥିବା ବେଳେ ୩୪୬ [+୧୫] ଜଣ ସକ୍ରୀୟ ଅଛନ୍ତି। ୫୮୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଝାରସୁଗୁଡ଼ା ଜିଲ୍ଲା ରେ ୧୮୩ ଜଣ ସଂକ୍ରମିତ ହୋଇଥିବା ବେଳେ ୫୦ ଜଣ ସକ୍ରୀୟ ଅଛନ୍ତି। ୧୩୩ ଜଣ ସୁସ୍ଥ ହୋଇଛନ୍ତି।

କଳାହାଣ୍ଡି ଜିଲ୍ଲା ରେ ୮୫ [+୨] ଜଣ ସଂକ୍ରମିତ ହୋଇଥିବା ବେଳେ ୭ [+୨] ଜଣ ସକ୍ରୀୟ ଅଛନ୍ତି। ୭୮ ଜଣ ସୁସ୍ଥ ହୋଇଛନ୍ତି।

କନ୍ଧମାଳ ଜିଲ୍ଲା ରେ ୧୯୯ ଜଣ ସଂକ୍ରମିତ ହୋଇଥିବା ବେଳେ ୮ ଜଣ ସକ୍ରୀୟ ଅଛନ୍ତି। ୧୯୧ ଜଣ ସୁସ୍ଥ ହୋଇଛନ୍ତି।

କେନ୍ଦ୍ରାପଡ଼ା ଜିଲ୍ଲା ରେ ୩୨୯ [+୧୧] ଜଣ ସଂକ୍ରମିତ ହୋଇଥିବା ବେଳେ ୪୭ [+୧୧] ଜଣ ସକ୍ରୀୟ ଅଛନ୍ତି। ୨୮୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କେନ୍ଦୁଝର ଜିଲ୍ଲା ରେ ୩୫୫ [+୧୦] ଜଣ ସଂକ୍ରମିତ ହୋଇଥିବା ବେଳେ ୧୦୦ [+୧୦] ଜଣ ସକ୍ରୀୟ ଅଛନ୍ତି। ୨୫୪ ଜଣ ସୁସ୍ଥ ହୋଇଛନ୍ତି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଖୋର୍ଦ୍ଦା ଜିଲ୍ଲା ରେ ୧, ୫୯୪ [+୬୪] ଜଣ ସଂକ୍ରମିତ ହୋଇଥିବା ବେଳେ ୫୭୫ [+୬୪] ଜଣ ସକ୍ରୀୟ ଅଛନ୍ତି। ୧, ୦୦୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୬ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କୋରାପୁଟ ଜିଲ୍ଲା ରେ ୧୯୪ [+୪] ଜଣ ସଂକ୍ରମିତ ହୋଇଥିବା ବେଳେ ୧୨୭ [+୪] ଜଣ ସକ୍ରୀୟ ଅଛନ୍ତି। ୬୭ ଜଣ ସୁସ୍ଥ ହୋଇଛନ୍ତି।

ମାଲକାନଗିରି ରେ ୨୧୨ [+୪] ଜଣ ସଂକ୍ରମିତ ହୋଇଥିବା ବେଳେ ୧୧୧ [+୪] ଜଣ ସକ୍ରୀୟ ଅଛନ୍ତି। ୧୦୧ ଜଣ ସୁସ୍ଥ ହୋଇଛନ୍ତି।

ମୟୁରଭଞ୍ଜ ଜିଲ୍ଲା ରେ ୪୧୧ [+୧୪] ଜଣ ସଂକ୍ରମିତ ହୋଇଥିବା ବେଳେ ୧୨୪ [+୧୪] ଜଣ ସକ୍ରୀୟ ଅଛନ୍ତି। ୨୮୫ ଜଣ ସୁସ୍ଥ ହୋଇଛନ୍ତି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନବରଙ୍ଗପୁର ଜିଲ୍ଲା ରେ ୧୩୩ [+୪] ଜଣ ସଂକ୍ରମିତ ହୋଇଥିବା ବେଳେ ୪୪ [+୪] ଜଣ ସକ୍ରୀୟ ଅଛନ୍ତି। ୮୮ ଜଣ ସୁସ୍ଥ ହୋଇଛନ୍ତି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୟାଗଡ଼ ଜିଲ୍ଲା ରେ ୩୦୨ [+୧୬] ଜଣ ସଂକ୍ରମିତ ହୋଇଥିବା ବେଳେ ୯୧ [+୧୬] ଜଣ ସକ୍ରୀୟ ଅଛନ୍ତି। ୨୧୧ ଜଣ ସୁସ୍ଥ ହୋଇଛନ୍ତି।

ନୂଆପଡ଼ା ଜିଲ୍ଲା ରେ ୧୦୦ [+୯] ଜଣ ସଂକ୍ରମିତ ହୋଇଥିବା ବେଳେ ୧୮ [+୯] ଜଣ ସକ୍ରୀୟ ଅଛନ୍ତି। ୮୨ ଜଣ ସୁସ୍ଥ ହୋଇଛନ୍ତି।

ପୁରୀ ଜିଲ୍ଲା ରେ ୩୮୩ [+୭] ଜଣ ସଂକ୍ରମିତ ହୋଇଥିବା ବେଳେ ୮୬ [+୭] ଜଣ ସକ୍ରୀୟ ଅଛନ୍ତି। ୨୯୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ରାୟଗଡ଼ା ଜିଲ୍ଲା ରେ ୧୬୭ [+୧] ଜଣ ସଂକ୍ରମିତ ହୋଇଥିବା ବେଳେ ୩୯ [+୧] ଜଣ ସକ୍ରୀୟ ଅଛନ୍ତି। ୧୨୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସମ୍ବଲପୁର ଜିଲ୍ଲା ରେ ୧୨୯ [+୪] ଜଣ ସଂକ୍ରମିତ ହୋଇଥିବା ବେଳେ ୨୮ [+୪] ଜଣ ସକ୍ରୀୟ ଅଛନ୍ତି। ୧୦୧ ଜଣ ସୁସ୍ଥ ହୋଇଛନ୍ତି।

ସୋନପୁର ଜିଲ୍ଲା ରେ ୪୪ ଜଣ ସଂକ୍ରମିତ ହୋଇଥିବା ବେଳେ ୭ ଜଣ ସକ୍ରୀୟ ଅଛନ୍ତି। ୩୭ ଜଣ ସୁସ୍ଥ ହୋଇଛନ୍ତି।

ସୁନ୍ଦରଗଡ଼ ଜିଲ୍ଲା ରେ ୭୫୦ [+୧୦] ଜଣ ସଂକ୍ରମିତ ହୋଇଥିବା ବେଳେ ୨୧୦ [+୧୦] ଜଣ ସକ୍ରୀୟ ଅଛନ୍ତି। ୫୩୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.