Home Coronavirus Outbreak ଦେଶରେ ୪୦,୪୨୫ ନୂଆ କରୋନା ଆକ୍ରାନ୍ତ, ୬୮୧ ମୃତ୍ୟୁ, ମୃତକଙ୍କ ସଂଖ୍ୟା ୨୭,୪୯୭ – ମୋଟ...

ଦେଶରେ ୪୦,୪୨୫ ନୂଆ କରୋନା ଆକ୍ରାନ୍ତ, ୬୮୧ ମୃତ୍ୟୁ, ମୃତକଙ୍କ ସଂଖ୍ୟା ୨୭,୪୯୭ – ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୧ ଲକ୍ଷ ପାର

149

ନୂଆ ଦିଲ୍ଲୀ ୨୦-୭ (ଓଡ଼ିଆ ପୁଅ) ଆଜିବି ଦେଶରେ ୪୦,୪୨୫ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ, ଗତ ୨୪ ଘଣ୍ଟାରେ ୬୮୧ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୧,୧୮,୦୪୩ କୁ ବୃଦ୍ଧି ପାଇଛି ଏବଂ ୩,୯୦,୪୫୯ ଜଣ ସକ୍ରୀୟ ଆକ୍ରାନ୍ତ ଥିବା ବେଳେ ୭,୦୦,୦୮୭ ଜଣ ଆରୋଗ୍ୟ ହୋଇ ସାରିଲେଣି ଏବଂ ଦେଶରେ ମୋଟ ମୃତକଙ୍କ ସଂଖ୍ୟା ୨୭,୪୯୭ କୁ ବୃଦ୍ଧି ପାଇଛି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.