Home Coronavirus Outbreak ରାଜ୍ୟରେ ପୁଣି କରୋନା ନେଲା ୧୪ ମୁଣ୍ଡ : ମୃତ୍ୟୁ ସଂଖ୍ୟା ୬୦୫ କୁ ବୃଦ୍ଧି

ରାଜ୍ୟରେ ପୁଣି କରୋନା ନେଲା ୧୪ ମୁଣ୍ଡ : ମୃତ୍ୟୁ ସଂଖ୍ୟା ୬୦୫ କୁ ବୃଦ୍ଧି

119

ଭୁବନେଶ୍ୱର ୧୧-୦୯ (ଓଡ଼ିଆ ପୁଅ) ପୁଣି କରୋନା ନେଇଛି ୧୪ ମୁଣ୍ଡ। କରୋନା କାରଣରୁ ମୃତ୍ୟୁ ସଂଖ୍ୟା ୬୦୫ କୁ ବୃଦ୍ଧି ପାଇଛି।
ଏ ନେଇ ଓଡ଼ିଶା ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି।

କଟକ ଜିଲ୍ଲାରୁ ଜଣେ,

କଳାହାଣ୍ଡି ଜିଲ୍ଲାରୁ ଜଣେ,

ଖୋର୍ଦ୍ଦା ଜିଲ୍ଲାରୁ ୫ ଜଣ,

କୋରାପୁଟ ଜିଲ୍ଲାରୁ ଜଣେ,

ମୟୁରଭଞ୍ଜ ଜିଲ୍ଲାରୁ ୨ ଜଣ,

ପୁରୀ ଜିଲ୍ଲାରୁ ୩ ଜଣ,

ସମ୍ବଲପୁର ଜିଲ୍ଲାରୁ ଜଣେ,

ବ୍ୟକ୍ତିଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି।

ଚିକିତ୍ସିତ ହେଉଥିବା ବେଳେ ୧୪ ଜଣ କୋଭିଡ ପଜିଟିଭ ରୋଗୀଙ୍କର ମୃତ୍ୟୁ ହୋଇଛି।

୧- ଭୁବନେଶ୍ୱରର ଜଣେ ୫୧ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ, ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୨- ଭୁବନେଶ୍ୱରର ଜଣେ ୫୬ ବର୍ଷ ବୟସ୍କ ପୁରୁଷ।

୩- ଭୁବନେଶ୍ୱରର ଜଣେ ୭୪ ବର୍ଷ ବୟସ୍କା ମହିଳା ଯିଏ ଉଚ୍ଚ ରକ୍ତଚାପ ଏବଂ ହାଇପୋଥାଇରଏଡିଜିମ୍ ରୋଗରେ ପୀଡିତ ଥିଲେ।

୪- ଭୁବନେଶ୍ୱର ଜିଲ୍ଲାର ଜଣେ ୭୧ ବର୍ଷ ବୟସ୍କା ମହିଳା ଯିଏ ମଧୁମେହ, ଉଚ୍ଚ ରକ୍ତଚାପ ଏବଂ ପୋଷ୍ଟ ସେରେବ୍ରୋଭାସ୍କୁଲାର ଦୁର୍ଘଟଣାରେ ମଧ୍ୟ ପୀଡିତ ଥିଲେ।

୬- କଳାହାଣ୍ଡି ଜିଲ୍ଲାର ଜଣେ ୬୧ ବର୍ଷ ବୟସ୍କ ପୁରୁଷ ଯିଏ ମଧ୍ୟ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ।

୭- ଖୋର୍ଧା ଜିଲ୍ଲାର ୪୯ ବର୍ଷ ବୟସ୍କ ପୁରୁଷ।

୮- କୋରାପୁଟ ଜିଲ୍ଲାର ଜଣେ ୬୦ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହରେ ମଧ୍ୟ ପୀଡିତ ଥିଲେ।

୯- ମୟୁରଭଞ୍ଜ ଜିଲ୍ଲାର ୬୫ ବର୍ଷ ବୟସ୍କା ମହିଳା।

୧୦- ମୟୁରଭଞ୍ଜ ଜିଲ୍ଲାର ୪୫ ବର୍ଷ ବୟସ୍କା ମହିଳା।

୧୧- ପୁରୀ ଜିଲ୍ଲାର ଜଣେ ୮୬ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ କରୋନାରୀ ଧମନୀ ରୋଗରେ ମଧ୍ୟ ପୀଡିତ ଥିଲେ।

୧୨- ପୁରୀ ଜିଲ୍ଲାର ଜଣେ ୭୨ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୧୩- ପୁରୀ ଜିଲ୍ଲାର ୪୩ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହରେ ପୀଡିତ ଥିଲେ।

୧୪- ସମ୍ବଲପୁର ଜିଲ୍ଲାର ଜଣେ ୪୫ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ କରୋନାରୀ ଧମନୀ ରୋଗରେ ମଧ୍ୟ ପୀଡିତ ଥିଲେ।

 

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.