Home Coronavirus Outbreak ରାଜ୍ୟରେ ପୁଣି କରୋନା ନେଲା ୧୧ ମୁଣ୍ଡ : ମୃତ୍ୟୁ ସଂଖ୍ୟା ୬୧୬ କୁ ବୃଦ୍ଧି

ରାଜ୍ୟରେ ପୁଣି କରୋନା ନେଲା ୧୧ ମୁଣ୍ଡ : ମୃତ୍ୟୁ ସଂଖ୍ୟା ୬୧୬ କୁ ବୃଦ୍ଧି

144

ଭୁବନେଶ୍ୱର ୧୨-୦୯ (ଓଡ଼ିଆ ପୁଅ) ପୁଣି କରୋନା ନେଇଛି ୧୧ ମୁଣ୍ଡ। କରୋନା କାରଣରୁ ମୃତ୍ୟୁ ସଂଖ୍ୟା ୬୧୬ କୁ ବୃଦ୍ଧି ପାଇଛି।
ଏ ନେଇ ଓଡ଼ିଶା ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି।

ବଲାଙ୍ଗୀର ଜିଲ୍ଲାରୁ ଜଣେ,
କଟକ ଜିଲ୍ଲାରୁ ୩ ଜଣ,
ଯାଜପୁର ଜିଲ୍ଲାରୁ ଜଣେ,
କନ୍ଧମାଳ ଜିଲ୍ଲାରୁ ଜଣେ,
କେନ୍ଦୁଝର ଜିଲ୍ଲାରୁ ଜଣେ,
ଖୋର୍ଦ୍ଦା ଜିଲ୍ଲାରୁ ୨ ଜଣ,
ନୟାଗଡ଼ ଜିଲ୍ଲାରୁ ଜଣେ,
ରାୟଗଡ଼ା ଜିଲ୍ଲାରୁ ଜଣେ,

ବ୍ୟକ୍ତିଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି।

ଚିକିତ୍ସିତ ହେଉଥିବା ବେଳେ ୧୧ ଜଣ କୋଭିଡ ପଜିଟିଭ ରୋଗୀଙ୍କର ମୃତ୍ୟୁ ହୋଇଛି।

୧- ଭୁବନେଶ୍ୱରର ଜଣେ ୩୦ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ, ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୨- ଭୁବନେଶ୍ୱରର ଜଣେ ୮୨ ବର୍ଷ ବୟସ୍କ ପୁରୁଷ।

୩- ବଲାଙ୍ଗୀର ଜିଲ୍ଲାର ଜଣେ ୭୦ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହରେ ପୀଡିତ ଥିଲେ।

୪- କଟକ ଜିଲ୍ଲାର ଜଣେ ୬୬ ବର୍ଷ ବୟସ୍କା ମହିଳା ଯିଏ ଉଚ୍ଚ ରକ୍ତଚାପ, ହାଇପୋଥାଇରଏଡିଜିମ୍ ଏବଂ ବ୍ରୋଙ୍କିଆଲ୍ ଆଜମା ରୋଗରେ ପୀଡିତ ଥିଲେ।

୫- କଟକ ଜିଲ୍ଲାର ଜଣେ ୮୮ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୬- କଟକ ଜିଲ୍ଲାର ଜଣେ ୪୫ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୭- ଯାଜପୁର ଜିଲ୍ଲାର ଜଣେ ୪୮ ବର୍ଷ ବୟସ୍କ ପୁରୁଷ ଯିଏ କି କ୍ରନିକ୍ କିଡନୀ ରୋଗରେ ପୀଡିତ ଥିଲେ।

୮- କନ୍ଧାମାଳ ଜିଲ୍ଲାର ଜଣେ ୬୪ ବର୍ଷ ବୟସ୍କା ମହିଳା ଯିଏକି ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ।

୯- କେନ୍ଦୁଝର ଜିଲ୍ଲାର ଜଣେ ୭୫ ବର୍ଷ ବୟସ୍କ ପୁରୁଷ ଯିଏ ପାନସାଇଟୋପେନିଆରେ ପୀଡିତ ଥିଲେ।

୧୦- ନୟାଗଡ଼ ଜିଲ୍ଲାର ଜଣେ ୫୬ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହରେ ମଧ୍ୟ ପୀଡିତ ଥିଲେ।

୧୧- ରାୟଗଡା ଜିଲ୍ଲାର ଜଣେ ୬୩ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହରେ ପୀଡିତ ଥିଲେ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.