Home Coronavirus Outbreak ରାଜ୍ୟରେ ପୁଣି କରୋନା ନେଲା ୮ ମୁଣ୍ଡ : ମୃତ୍ୟୁ ସଂଖ୍ୟା ୬୪୫ କୁ ବୃଦ୍ଧି

ରାଜ୍ୟରେ ପୁଣି କରୋନା ନେଲା ୮ ମୁଣ୍ଡ : ମୃତ୍ୟୁ ସଂଖ୍ୟା ୬୪୫ କୁ ବୃଦ୍ଧି

132

ଭୁବନେଶ୍ୱର ୧୫-୦୯ (ଓଡ଼ିଆ ପୁଅ) ପୁଣି କରୋନା ନେଇଛି ୮ମୁଣ୍ଡ। କରୋନା କାରଣରୁ ମୃତ୍ୟୁ ସଂଖ୍ୟା ୬୪୫ କୁ ବୃଦ୍ଧି ପାଇଛି।
ଏ ନେଇ ଓଡ଼ିଶା ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି।

ବୌଦ୍ଦ ଜିଲ୍ଲାରୁ ଜଣେ,
କଟକ ଜିଲ୍ଲାରୁ ୩ ଜଣ,
କନ୍ଧମାଳ ଜିଲ୍ଲାରୁ ଜଣେ,
ରାୟଗଡ଼ା ଜିଲ୍ଲାରୁ ଜଣେ,
ସମ୍ବଲପୁର ଜିଲ୍ଲାରୁ ଜଣେ,
ସୋନପୁର ଜିଲ୍ଲାରୁ ଜଣେ,

ବ୍ୟକ୍ତିଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି।

ଚିକିତ୍ସିତ ହେଉଥିବା ବେଳେ ୮ ଜଣ କୋଭିଡ ପଜିଟିଭ ରୋଗୀଙ୍କର ମୃତ୍ୟୁ ହୋଇଛି।

୧- ବୌଦ୍ଧ ଜିଲ୍ଲାର ଜଣେ ୬୫ ବର୍ଷ ବୟସ୍କା ମହିଳା।

୨- କଟକ ଜିଲ୍ଲାର ଜଣେ ୫୦ ବର୍ଷ ବୟସ୍କା ପୁରୁଷ ଯିଏ ମଧୁମେହ ଏବଂ ମୋଟାପଣରେ ମଧ୍ୟ ପୀଡିତ ଥିଲେ।

୩- କଟକ ଜିଲ୍ଲାର ଜଣେ ୫୨ ବର୍ଷ ବୟସ୍କା ମହିଳା ଯିଏ ମଧ୍ୟ ମଧୁମେହରେ ପୀଡିତ ଥିଲେ।

୪- କଟକ ଜିଲ୍ଲାର ୪୫ ବର୍ଷ ବୟସ୍କ ପୁରୁଷ।

୫- କନ୍ଧମାଳ ଜିଲ୍ଲାର ଜଣେ ୫୫ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ରୋଗରେ ପୀଡିତ ଥିଲେ।

୬- ରାୟଗଡା ଜିଲ୍ଲାର ୫୦ ବର୍ଷ ବୟସ୍କ ପୁରୁଷ।

୭- ସମ୍ବଲପୁର ଜିଲ୍ଲାର ୫୧ ବର୍ଷ ବୟସ୍କ ପୁରୁଷ।

୮- ସୁବର୍ଣ୍ଣପୁର ଜିଲ୍ଲାର ଜଣେ ୭୦ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ, ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.