Home Coronavirus Outbreak ରାଜ୍ୟରେ ପୁଣି କରୋନା ନେଲା ୧୧ ମୁଣ୍ଡ : ମୃତ୍ୟୁ ସଂଖ୍ୟା ୬୫୬ କୁ ବୃଦ୍ଧି

ରାଜ୍ୟରେ ପୁଣି କରୋନା ନେଲା ୧୧ ମୁଣ୍ଡ : ମୃତ୍ୟୁ ସଂଖ୍ୟା ୬୫୬ କୁ ବୃଦ୍ଧି

160

ଭୁବନେଶ୍ୱର ୧୬-୦୯ (ଓଡ଼ିଆ ପୁଅ) ପୁଣି କରୋନା ନେଇଛି ୧୧ ମୁଣ୍ଡ। କରୋନା କାରଣରୁ ମୃତ୍ୟୁ ସଂଖ୍ୟା ୬୫୬ କୁ ବୃଦ୍ଧି ପାଇଛି।
ଏ ନେଇ ଓଡ଼ିଶା ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି।

କଳାହାଣ୍ଡି ଜିଲ୍ଲାରୁ ଜଣେ,
ଖୋର୍ଦ୍ଦା ଜିଲ୍ଲାରୁ ୨ ଜଣେ,
ମୟୁରଭଞ୍ଜ ଜିଲ୍ଲାରୁ ଜଣେ,
ପୁରୀ ଜିଲ୍ଲାରୁ ୩ ଜଣ,
ସମ୍ବଲପୁର ଜିଲ୍ଲାରୁ ୩ ଜଣ,
ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ,

ବ୍ୟକ୍ତିଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି।

ଚିକିତ୍ସିତ ହେଉଥିବା ବେଳେ ୧୧ ଜଣ କୋଭିଡ ପଜିଟିଭ ରୋଗୀଙ୍କର ମୃତ୍ୟୁ ହୋଇଛି।

୧- କଳାହାଣ୍ଡି ଜିଲ୍ଲାର ଜଣେ ୫୯ ବର୍ଷ ବୟସ୍କ ପୁରୁଷ ଯିଏ ମଧ୍ୟ ମାନସିକ ରୋଗରେ ପୀଡିତ ଥିଲେ।

୨- ଖୋର୍ଦ୍ଧା ଜିଲ୍ଲାର ୬୧ ବର୍ଷ ବୟସ୍କ ପୁରୁଷ।

୩- ଖୋର୍ଦ୍ଧା ଜିଲ୍ଲାର ଜଣେ ୫୨ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହରେ ମଧ୍ୟ ପୀଡିତ ଥିଲେ।

୪- ମୟୁରଭଞ୍ଜ ଜିଲ୍ଲାର ୪୫ ବର୍ଷ ବୟସ୍କ ପୁରୁଷ।

୫- ପୁରୀ ଜିଲ୍ଲାର ଜଣେ ୪୫ ବର୍ଷ ବୟସ୍କ ପୁରୁଷ ଯିଏ ମଧ୍ୟ ମଧୁମେହରେ ପୀଡିତ ଥିଲେ।

୭- ପୁରୀ ଜିଲ୍ଲାର ଜଣେ ୭୦ ବର୍ଷ ବୟସ୍କା ମହିଳା ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୮- ସମ୍ବଲପୁର ଜିଲ୍ଲାର ଜଣେ ୬୦ ବର୍ଷ ବୟସ୍କ ପୁରୁଷ ଯିଏ କି କ୍ରୋନିକ୍ ଅବଷ୍ଟ୍ରକ୍ଟିଭ୍ ଫୁସଫୁସ ରୋଗ ଏବଂ କ୍ରନିକ୍ କିଡନୀ ରୋଗରେ ପୀଡିତ ଥିଲେ।

୯- ସମ୍ବଲପୁର ଜିଲ୍ଲାର ଜଣେ ୬୨ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହରେ ପୀଡିତ ଥିଲେ।

୧୦- ସମ୍ବଲପୁର ଜିଲ୍ଲାର ୬୫ ବର୍ଷ ବୟସ୍କ ପୁରୁଷ।

୧୧- ସୁନ୍ଦରଗଡ ଜିଲ୍ଲାର ଜଣେ ୩୧ ବର୍ଷ ବୟସ୍କା ମହିଳା ଯିଏ ମଧ୍ୟ ମଧୁମେହରେ ପୀଡିତ ଥିଲେ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.