Home Coronavirus Outbreak ରାଜ୍ୟରେ ପୁଣି କରୋନା ନେଲା ୧୩ ମୁଣ୍ଡ : ମୃତ୍ୟୁ ସଂଖ୍ୟା ୬୬୯ କୁ ବୃଦ୍ଧି

ରାଜ୍ୟରେ ପୁଣି କରୋନା ନେଲା ୧୩ ମୁଣ୍ଡ : ମୃତ୍ୟୁ ସଂଖ୍ୟା ୬୬୯ କୁ ବୃଦ୍ଧି

168

ଭୁବନେଶ୍ୱର ୧୭-୦୯ (ଓଡ଼ିଆ ପୁଅ) ପୁଣି କରୋନା ନେଇଛି ୧୩ ମୁଣ୍ଡ। କରୋନା କାରଣରୁ ମୃତ୍ୟୁ ସଂଖ୍ୟା ୬୬୯ କୁ ବୃଦ୍ଧି ପାଇଛି।
ଏ ନେଇ ଓଡ଼ିଶା ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି।

ବାଲେଶ୍ୱର ଜିଲ୍ଲାରୁ ଜଣେ,
କଟକ ଜିଲ୍ଲାରୁ ଜଣେ,
ଗଜପତିଜିଲ୍ଲାରୁ ୨ ଜଣ,
ଖୋର୍ଦ୍ଦା ଜିଲ୍ଲାରୁ ୪ ଜଣ,
ପୁରୀ ଜିଲ୍ଲାରୁ ୪ ଜଣ,
ସୋନପୁର ଜିଲ୍ଲାରୁ ଜଣେ,

ବ୍ୟକ୍ତିଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି।

ଚିକିତ୍ସିତ ହେଉଥିବା ବେଳେ ୧୩ ଜଣ କୋଭିଡ ପଜିଟିଭ ରୋଗୀଙ୍କର ମୃତ୍ୟୁ ହୋଇଛି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.