Home Coronavirus Outbreak ଆଜି ରାଜ୍ୟରେ କରୋନା ନେଲା ୧୭ ମୁଣ୍ଡ – ମୋଟ ମୃତ୍ୟୁ ୮୯୨ କୁ ବୃଦ୍ଧି

ଆଜି ରାଜ୍ୟରେ କରୋନା ନେଲା ୧୭ ମୁଣ୍ଡ – ମୋଟ ମୃତ୍ୟୁ ୮୯୨ କୁ ବୃଦ୍ଧି

72

ଭୁବନେଶ୍ୱର ୩-୧୦ (ଓଡ଼ିଆ ପୁଅ) ଆଜି ରାଜ୍ୟରେ କରୋନା ନେଲା ୧୭ ମୁଣ୍ଡ – ମୋଟ ମୃତ୍ୟୁ ୮୯୨ କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସରକାରଙ୍କର ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି।

ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ –
ବାଲେଶ୍ୱର ଜିଲ୍ଲାରୁ ମୋଟ ମୃତ୍ୟୁ ସଂଖ୍ୟା ୩୩ (ଆଜି ୩ ଜଣ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି)

ଭଦ୍ରକ ଜିଲ୍ଲାରୁ ମୋଟ ମୃତ୍ୟୁ ସଂଖ୍ୟା ୧୫ (ଆଜି ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି)

ଢେଙ୍କାନାଳ ଜିଲ୍ଲାରୁ ମୋଟ ମୃତ୍ୟୁ ସଂଖ୍ୟା ୯ (ଆଜି ୩ ଜଣ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି)

ଗଞ୍ଜାମ ଜିଲ୍ଲାରୁ ମୋଟ ମୃତ୍ୟୁ ସଂଖ୍ୟା ୨୨୧ (ଆଜି ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି)

ଜଗତସିଂହପୁର ଜିଲ୍ଲାରୁ ମୋଟ ମୃତ୍ୟୁ ସଂଖ୍ୟା ୧୨ (ଆଜି ୨ ଜଣ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି)

ଯାଜପୁର ଜିଲ୍ଲାରୁ ମୋଟ ମୃତ୍ୟୁ ସଂଖ୍ୟା ୧୧ (ଆଜି ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି)

ଖୋର୍ଦ୍ଦା ଜିଲ୍ଲାରୁ ମୋଟ ମୃତ୍ୟୁ ସଂଖ୍ୟା ୧୪୬ (ଆଜି ୨ ଜଣ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି)

ମୟୁରଭଞ୍ଜ ଜିଲ୍ଲାରୁ ମୋଟ ମୃତ୍ୟୁ ସଂଖ୍ୟା ୨୪ (ଆଜି ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି)

ନୟାଗଡ଼ ଜିଲ୍ଲାରୁ ମୋଟ ମୃତ୍ୟୁ ସଂଖ୍ୟା ୨୯ (ଆଜି ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି)

ପୁରୀ ଜିଲ୍ଲାରୁ ମୋଟ ମୃତ୍ୟୁ ସଂଖ୍ୟା ୫୯ (ଆଜି ୨ ଜଣ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି)

ମୃତକଙ୍କ ବିଷୟରେ –

୧- ବାଲେଶ୍ୱର ଜିଲ୍ଲାର ଜଣେ ୪୭ ବର୍ଷ ବୟସ୍କ ପୁରୁଷ।

୨- ବାଲେଶ୍ୱର ଜିଲ୍ଲାର ୬୨ ବର୍ଷ ବୟସ୍କ ପୁରୁଷ।

୩- ବାଲେଶ୍ୱର ଜିଲ୍ଲାର ଜଣେ ୬୫ ବର୍ଷ ବୟସ୍କା ମହିଳା।

୪- ଭଦ୍ରକ ଜିଲ୍ଲାର ଜଣେ ୫୬ ବର୍ଷ ବୟସ୍କା ମହିଳା ଯିଏ ମଧୁମେହ, ଉଚ୍ଚ ରକ୍ତଚାପ ଏବଂ ହାଇପୋଥାଇରଏଡିଜିମ୍ ରୋଗରେ ପୀଡିତ ଥିଲେ।

୫- ଢେଙ୍କାନାଳ ଜିଲ୍ଲାର ଜଣେ ୩୬ ବର୍ଷ ବୟସ୍କ ପୁରୁଷ ଯିଏ କି କ୍ରନିକ୍ ଲିଭର ରୋଗରେ ପୀଡିତ ଥିଲେ।

୬- ଢେଙ୍କାନାଳ ଜିଲ୍ଲାର ଜଣେ ୬୫ ବର୍ଷ ବୟସ୍କ ପୁରୁଷ ଯିଏ ମଧ୍ୟ ମଧୁମେହରେ ପୀଡିତ ଥିଲେ।

୭- ଢେଙ୍କାନାଳ ଜିଲ୍ଲାର ଜଣେ ୬୧ ବର୍ଷ ବୟସ୍କ ପୁରୁଷ।

୮- ଗଞ୍ଜାମ ଜିଲ୍ଲାର ଜଣେ ୫୪ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୯- ଜଗତସିଂହପୁର ଜିଲ୍ଲାର ଜଣେ ୬୨ ବର୍ଷ ବୟସ୍କ ପୁରୁଷ।

୧୦- ଜଗତସିଂହପୁର ଜିଲ୍ଲାର ୪୯ ବର୍ଷ ବୟସ୍କ ପୁରୁଷ।

୧୧- ଯାଜପୁର ଜିଲ୍ଲାର ଜଣେ ୫୭ ବର୍ଷ ବୟସ୍କ ପୁରୁଷ ଯିଏ କି କ୍ରନିକ୍ କିଡନୀ ରୋଗ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୧୨- ଖୋର୍ଧା ଜିଲ୍ଲାର ଜଣେ ୬୮ ବର୍ଷ ବୟସ୍କା ମହିଳା ଯିଏ ମଧୁମେହ, ଉଚ୍ଚ ରକ୍ତଚାପ ଏବଂ ମୋଟାପଣରେ ମଧ୍ୟ ପୀଡିତ ଥିଲେ।

୧୩- ଖୋର୍ଧା ଜିଲ୍ଲାର ଜଣେ ୬୫ ବର୍ଷ ବୟସ୍କ ପୁରୁଷ ଯିଏ କି କ୍ରନିକ୍ କିଡନୀ ରୋଗରେ ପୀଡିତ ଥିଲେ।

୧୪- ମୟୁରଭଞ୍ଜ ଜିଲ୍ଲାର ଜଣେ ୫୬ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୧୫- ନୟାଗଡ଼ ଜିଲ୍ଲାର ଜଣେ ୫୩ ବର୍ଷ ବୟସ୍କା ମହିଳା ଯିଏ ମଧୁମେହରେ ପୀଡିତ ଥିଲେ।

୧୬- ପୁରୀ ଜିଲ୍ଲାର ଜଣେ ୮୫ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୧୭- ପୁରୀ ଜିଲ୍ଲାର ଜଣେ ୭୦ ବର୍ଷ ବୟସ୍କା ମହିଳା ଯିଏ ମଧ୍ୟ ମଧୁମେହରେ ପୀଡିତ ଥିଲେ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.