Odiapua.com

ରାଜ୍ୟରେ ପୁଣି କରୋନା ନେଲା ୮ ମୁଣ୍ଡ : ମୃତ୍ୟୁ ସଂଖ୍ୟା ୫୪୬ କୁ ବୃଦ୍ଧି

ଭୁବନେଶ୍ୱର ୦୬-୦୯ (ଓଡ଼ିଆ ପୁଅ) ପୁଣି କରୋନା ନେଇଛି ୮ ମୁଣ୍ଡ। କରୋନା କାରଣରୁ ମୃତ୍ୟୁ ସଂଖ୍ୟା ୫୪୬ କୁ ବୃଦ୍ଧି ପାଇଛି।
ଏ ନେଇ ଓଡ଼ିଶା ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି।

ଗଞ୍ଜାମ ଜିଲ୍ଲାରୁ ୪ ଜଣ,
ଖୋର୍ଦ୍ଦା ଜିଲ୍ଲାରୁ ଜଣେ,
କୋରାପୁଟ ଜିଲ୍ଲାରୁ ଜଣେ,
ରାୟଗଡ଼ା ଜିଲ୍ଲାରୁ ଜଣେ,
ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ,

ବ୍ୟକ୍ତିଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି।

ଚିକିତ୍ସିତ ହେଉଥିବା ବେଳେ ୮ ଜଣ କୋଭିଡ ପଜିଟିଭ ରୋଗୀଙ୍କର ମୃତ୍ୟୁ ହୋଇଛି।