Home Coronavirus Outbreak ରାଜ୍ୟରେ ପୁଣି କରୋନା ନେଲା ୧୦ ମୁଣ୍ଡ : ମୃତ୍ୟୁ ସଂଖ୍ୟା ୫୫୬ କୁ ବୃଦ୍ଧି

ରାଜ୍ୟରେ ପୁଣି କରୋନା ନେଲା ୧୦ ମୁଣ୍ଡ : ମୃତ୍ୟୁ ସଂଖ୍ୟା ୫୫୬ କୁ ବୃଦ୍ଧି

103

ଭୁବନେଶ୍ୱର ୦୭-୦୯ (ଓଡ଼ିଆ ପୁଅ) ପୁଣି କରୋନା ନେଇଛି ୧୦ ମୁଣ୍ଡ। କରୋନା କାରଣରୁ ମୃତ୍ୟୁ ସଂଖ୍ୟା ୫୫୬ କୁ ବୃଦ୍ଧି ପାଇଛି।
ଏ ନେଇ ଓଡ଼ିଶା ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି।

ବାଲେଶ୍ୱର ଜିଲ୍ଲାରୁ ଜଣେ,
କଟକ ଜିଲ୍ଲାରୁ ଜଣେ,
ଗଞ୍ଜାମ ଜିଲ୍ଲାରୁ ୩ ଜଣ,
କଳାହାଣ୍ଡି ଜିଲ୍ଲାରୁ ଜଣେ,
ଖୋର୍ଦ୍ଦା ଜିଲ୍ଲାରୁ ଜଣେ,
କୋରାପୁଟ ଜିଲ୍ଲାରୁ ଜଣେ,
ନୟାଗଡ଼ ଜିଲ୍ଲାରୁ ଜଣେ,
ରାୟଗଡ଼ା ଜିଲ୍ଲାରୁ ଜଣେ,

ବ୍ୟକ୍ତିଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି।

ଚିକିତ୍ସିତ ହେଉଥିବା ବେଳେ ୧୦ ଜଣ କୋଭିଡ ପଜିଟିଭ ରୋଗୀଙ୍କର ମୃତ୍ୟୁ ହୋଇଛି।

୧- ବାଲେଶ୍ୱରର ଜଣେ ୫୬ ବର୍ଷ ବୟସ୍କ ପୁରୁଷ ଯିଏ ମଧ୍ୟ ମଧୁମେହରେ ପୀଡିତ ଥିଲେ।

୨- ଭୁବନେଶ୍ୱରର ୫୩ ବର୍ଷ ବୟସ୍କ ପୁରୁଷ।

୩- କଟକର ଜଣେ ୭୦ ବର୍ଷ ବୟସ୍କା ମହିଳା ଯିଏକି ବ୍ରେନ୍ ଟ୍ୟୁମରରେ ପୀଡିତ ଥିଲେ।

୪- ଗଞ୍ଜାମ ଜିଲ୍ଲାର ଜଣେ ୩୮ ବର୍ଷ ବୟସ୍କ ପୁରୁଷ।

୫- ଗଞ୍ଜାମ ଜିଲ୍ଲାର ଜଣେ ୫୨ ବର୍ଷ ବୟସ୍କ ପୁରୁଷ ଯିଏ ମଧ୍ୟ ମଧୁମେହରେ ପୀଡିତ ଥିଲେ।

୬- ଗଞ୍ଜାମ ଜିଲ୍ଲାର ଜଣେ ୫୯ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୭- କଳାହାଣ୍ଡି ଜିଲ୍ଲାର ଜଣେ ୫୫ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପ, କ୍ରନିକ୍ କିଡନୀ ରୋଗରେ ପୀଡିତ ଥିଲେ।

୮- କୋରାପୁଟ ଜିଲ୍ଲାର ୭୦ ବର୍ଷ ବୟସ୍କ ପୁରୁଷ।

୯- ନୟାଗଡ଼ ଜିଲ୍ଲାର ଜଣେ ୫୫ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୧୦- ରାୟଗଡା ଜିଲ୍ଲାର ଜଣେ ୬୦ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.