Odiapua.com

ଆଜି ସକାଳ ୧୦ ଟାରେ ରକ୍ଷାମନ୍ତ୍ରୀ ରାଜନାଥ ସିଂ ଗୁରୁତ୍ତ୍ୱପୂର୍ଣ୍ଣ ଘୋଷଣା କରିବେ

ନୂଆଦିଲ୍ଲୀ, ୦୯ ଅଗଷ୍ଟ (ଓଡ଼ିଆ ପୁଅ) ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଆଜି ସକାଳ ୧୦ ଟାରେ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିବେ। ଏ ନେଇ ପ୍ରତିରକ୍ଷା ମନ୍ତ୍ରଣାଳୟ କାର୍ଯ୍ୟାଳୟ ଟୁଇଟ୍ କରି ଏ ସମ୍ପର୍କରେ ସୂଚନା ଦେଇଛନ୍ତି।

ଫ୍ରାନ୍ସରୁ ରାଫାଲ ଯୁଦ୍ଧ ବିମାନ ଭାରତରେ ପହଞ୍ଚିବା ପରେ ପ୍ରତିରକ୍ଷା ମନ୍ତ୍ରୀଙ୍କ ଏହି ଘୋଷଣା ଗୁରୁତ୍ୱପୂର୍ଣ୍ଣ ମାନାଯାଉଛି।