Home ଓଡ଼ିଶା ବିମୁଦ୍ରୀକରଣ କଳା ଟଙ୍କା ହ୍ରାସ, ଟିକସ ବୃଦ୍ଧି ଏବଂ ଦୁର୍ନୀତିକୁ ରୋକିବା ଦିଗରେ ସହାୟକ ହୋଇଛି...

ବିମୁଦ୍ରୀକରଣ କଳା ଟଙ୍କା ହ୍ରାସ, ଟିକସ ବୃଦ୍ଧି ଏବଂ ଦୁର୍ନୀତିକୁ ରୋକିବା ଦିଗରେ ସହାୟକ ହୋଇଛି : ପ୍ରଧାନମନ୍ତ୍ରୀ

60

ନୂଆ ଦିଲ୍ଲୀ ୮-୧୧ (ଓଡ଼ିଆ ପୁଅ) ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ଯେ, ବିମୁଦ୍ରୀକରଣ କଳା ଟଙ୍କା ହ୍ରାସ କରିବାରେ, ଟିକସ ବୃଦ୍ଧିରେ ସହାୟକ ହେବା ସହିତ ଦୁର୍ନୀତିକୁ ମଧ୍ୟ ରୋକିପାରିଛି।

ପ୍ରଧାନମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି ଯେ, ଏହି ଫଳାଫଳ ଜାତୀୟ ପ୍ରଗତି ପାଇଁ ବହୁତ ଲାଭଦାୟକ ଅଟେ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.