Home Coronavirus Outbreak ରାଜ୍ୟରେ ରେକର୍ଡ ସଂଖ୍ୟକ କରୋନା ଆକ୍ରାନ୍ତ ଚିହ୍ନଟ, କରୋନାରେ ଗଡ଼ିଲା ଦୁଇ ମୁଣ୍ଡ – ମୋଟ...

ରାଜ୍ୟରେ ରେକର୍ଡ ସଂଖ୍ୟକ କରୋନା ଆକ୍ରାନ୍ତ ଚିହ୍ନଟ, କରୋନାରେ ଗଡ଼ିଲା ଦୁଇ ମୁଣ୍ଡ – ମୋଟ ୧୪ ମୃତ, ୫ ଅନ୍ୟ କାରଣରୁ – ଜାଣନ୍ତୁ ଏ ପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ତଥ୍ୟ

406

ଭୁବନେଶ୍ୱର ୨୧-୬ (ଓଡ଼ିଆ ପୁଅ) ରାଜ୍ୟରେ ଆଉ ୩୦୪ ଜଣ କରୋନା ଆକ୍ରାନ୍ତଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ୨୧ ଜିଲ୍ଲାରୁ ଏହି ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ଗଜପତି ଜିଲ୍ଲାରୁ ସର୍ବାଧିକ ୪୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଚିହ୍ନଟ ନୂଆ ୩୦୪ ଆକ୍ରାନ୍ତଙ୍କ ମଧ୍ୟରୁ ୨୭୨ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍ ୩୨ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ଆଜି ରାଜ୍ୟରେ କରୋନା ନେଇଛି ଦୁଇ ଜଣଙ୍କର ମୁଣ୍ଡ। ଏବଂ ଅନ୍ୟ କରାଣରୁ ଜଣଙ୍କର ମୃତ୍ୟୁ ହୋଇଛି। ଏହା ପରେ ରାଜ୍ୟରେ ମୃତକଙ୍କ ସଂଖ୍ୟା ୧୪ ଅନ୍ୟ କାରଣରୁ ୫ ରେ ପହଁଚିଛି।

ତେବେ ସୂତନା ଅନୁଯାୟୀ, ବରଗଡ ଜିଲ୍ଲାର ୭୬ ବର୍ଷିୟ କୋଭିଡ-୧୯ ପଜିଟିଭ ପୁରୁଷ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ବେଳେ ଦେହାନ୍ତ ହୋଇଛି।

ସେହିପରି ଗଞ୍ଜାମ ଜିଲ୍ଲାର ୪୯ ବର୍ଷ ବୟସ୍କ ପୁରୁଷ କରୋନା ରୋଗୀ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ବେଳେ ମୃତ୍ୟୁ ହୋଇଛି। ସେ କ୍ରୋନିକ୍ ଅବଷ୍ଟ୍ରକ୍ଟିଭ୍ ଫୁସଫୁସ ରୋଗର ମଧ୍ୟ ରୋଗୀ ଥିଲେ।

ଆଜି ଚିହ୍ନଟ ନୂଆ ୩୦୪ ଆକ୍ରାନ୍ତଙ୍କ ମଧ୍ୟରୁ ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ

୧- ଖୋର୍ଦ୍ଧା ଜିଲ୍ଲାରୁ ୦୫

୨- ମାଲକାନଗିରିରୁ ୦୨

୩- କଟକ ଜିଲ୍ଲାରୁ ୧୩

୪- ନୟାଗଡ଼ ଜିଲ୍ଲାରୁ ୩

୫- ଜଗତସିଂହପୁର ଜିଲ୍ଲାରୁ ୨୯

୬- ଝାରସୁଗୁଡ଼ା ଜିଲ୍ଲାରୁ ୨୫

୭- ବାଲେଶ୍ୱର ଜିଲ୍ଲାରୁ ୧୭

୮- ଢେଙ୍କାନାଳ ଜିଲ୍ଲାରୁ ୧

୯ – ସୋନପୁର ଜିଲ୍ଲାରୁ ୪

୧୦ – କନ୍ଧମାଳ ଜିଲ୍ଲାରୁ ୧୨

୧୧- ଭଦ୍ରକ ଜିଲ୍ଲାରୁ ୧୧

୧୨- ବରଗଡ଼ ଜିଲ୍ଲା ରୁ ୧୪

୧୩- ଯାଜପୁର ଜିଲ୍ଲାରୁ ୨୧

୧୪- ଗଞ୍ଜାମ ଜିଲ୍ଲାରୁ ୪୦

୧୫- ଗଜପତି ଜିଲ୍ଲାରୁ ୪୭

୧୬- ପୁରୀ ଜିଲ୍ଲାରୁ ୩

୧୭- ସୁନ୍ଦରଗଡ଼ ଜିଲ୍ଲାରୁ ୧

୧୮- ସମ୍ବଲପୁର ଜିଲ୍ଲାରୁ ୨

୧୯- ବଲାଙ୍ଗୀର ଜିଲ୍ଲାରୁ ୧

୨୦- ମୟୁରଭଞ୍ଜ ଜିଲ୍ଲାରୁ ୬

୨୧- କେନ୍ଦ୍ରାପଡ଼ାରୁ ୫

NDRF ଏବଂ ଅଗ୍ନିଶମ କର୍ମଚାରୀ : ୪୨

ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫୧୬୦ ହୋଇଛି।

ଆଜି ୩୦୪ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫୧୬୦ କୁ ବୃଦ୍ଧି ପାଇଛି।

କ୍ୱାରେଣ୍ଟାଇନ୍ ସେଣ୍ଟରରୁ ୨୭୨ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୩୨ ଜଣ ଚିହ୍ନଟ ହୋଇଛନ୍ତି। ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫୧୬୦ କୁ ବୃଦ୍ଧି ପାଇଛି। ୩୫୩୪ ଜଣ ସୁସ୍ଥ ହୋଇଛନ୍ତି।

ତେବେ ରାଜ୍ୟରେ ମୋଟ ଟେଷ୍ଟ ୨୨୪୪୦୨ ହୋଇଛି। କରୋନା କାରଣରୁ ୧୨ ଜଣଙ୍କର ମୃତ୍ୟୁ ହୋଇଛି। ଅନ୍ୟ କାରଣରୁ ୪ ଜଣଙ୍କର ମୃତ୍ୟୁ ହୋଇଛି। ୧୬୦୭ ଜଣ ସକ୍ରୀୟ ଅଛନ୍ତି ଏବଂ ବିଭିନ୍ନ କୋଭିଡ୍ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।

ଜିଲ୍ଲାୱାରୀ ତଥ୍ୟ

ଗଞ୍ଜାମ ଜିଲ୍ଲାରେ ୮୯୩ ଜଣ ସଂକ୍ରମିତ ହୋଇଥିବା ବେଳେ ୬୫୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୨୮ ଜଣ ସକ୍ରୀୟ ଅଛନ୍ତି। ୭ ଜଣଙ୍କର ମୃତ୍ୟୁ ହୋଇଛି।।

ଖୋର୍ଦ୍ଧା ଜିଲ୍ଲାରେ ରେ ୪୪୪ ଜଣ ସଂକ୍ରମିତ ହୋଇଥିବା ବେଳେ ୩୬୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭୬ ଜଣ ସକ୍ରୀୟ ଅଛନ୍ତି। ୪ ଜଣଙ୍କର ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କଟକ ଜିଲ୍ଲାରେ ୩୯୪ ଜଣ ସଂକ୍ରମିତ ହୋଇଥିବା ବେଳେ ୩୧୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮୦ ଜଣ ସକ୍ରୀୟ ଅଛନ୍ତି। ୧ ଜଣଙ୍କର ମୃତ୍ୟୁ ହୋଇଛି।।

ଯାଜପୁର ଜିଲ୍ଲାରେ ୩୮୨ ଜଣ ସଂକ୍ରମିତ ହୋଇଥିବା ବେଳେ ୩୨୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫୬ ଜଣ ସକ୍ରୀୟ ଅଛନ୍ତି।

ବାଲେଶ୍ୱର ଜିଲ୍ଲାରେ ୨୯୪ ଜଣ ସଂକ୍ରମିତ ହୋଇଥିବା ବେଳେ ୨୦୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୯୨ ଜଣ ସକ୍ରୀୟ ଅଛନ୍ତି।୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

NDRF/ODRAF/ Fire Service କର୍ମଚାରୀ ୨୬୬ ଜଣ ସଂକ୍ରମିତ ହୋଇଛନ୍ତି ଏବଂ ୨୬୬ ଜଣ ସକ୍ରୀୟ ଅଛନ୍ତି।

ଗଜପତିଜିଲ୍ଲାରେ ୨୩୮ ଜଣ ସଂକ୍ରମିତ ହୋଇଥିବା ବେଳେ ୮୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୫୮ ଜଣ ସକ୍ରୀୟ ଅଛନ୍ତି।

ପୁରୀ ଜିଲ୍ଲାରେ ୨୧୪ ଜଣ ସଂକ୍ରମିତ ହୋଇଥିବା ବେଳେ ୧୧୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୯୭ ଜଣ ସକ୍ରୀୟ ଅଛନ୍ତି। ୧ ଜଣଙ୍କର ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଜଗତସିଂହପୁର ଜିଲ୍ଲାରେ ୨୦୮ ଜଣ ସଂକ୍ରମିତ ହୋଇଥିବା ବେଳେ ୧୩୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭୮ ଜଣ ସକ୍ରୀୟ ଅଛନ୍ତି।

କେନ୍ଦ୍ରାପଡ଼ା ଜିଲ୍ଲାରେ ୨୦୩ ଜଣ ସଂକ୍ରମିତ ହୋଇଥିବା ବେଳେ ୧୭୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୯ ଜଣ ସକ୍ରୀୟ ଅଛନ୍ତି।

ଭଦ୍ରକ ଜିଲ୍ଲାରେ ୧୯୬ ଜଣ ସଂକ୍ରମିତ ହୋଇଥିବା ବେଳେ ୧୭୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୧ ଜଣ ସକ୍ରୀୟ ଅଛନ୍ତି।

କନ୍ଧମାଳ ଜିଲ୍ଲାରେ ୧୫୯ ଜଣ ସଂକ୍ରମିତ ହୋଇଥିବା ବେଳେ ୧୦୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫୮ ଜଣ ସକ୍ରୀୟ ଅଛନ୍ତି।

ବଲାଙ୍ଗୀର ଜିଲ୍ଲାରେ ୧୫୧ ଜଣ ସଂକ୍ରମିତ ହୋଇଥିବା ବେଳେ ୧୨୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୨ ଜଣ ସକ୍ରୀୟ ଅଛନ୍ତି।

ସୁନ୍ଦରଗଡ଼ ଜିଲ୍ଲାରେ ରେ ୧୪୭ ଜଣ ସଂକ୍ରମିତ ହୋଇଥିବା ବେଳେ ୧୨୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୨ ଜଣ ସକ୍ରୀୟ ଅଛନ୍ତି।

ମୟୁରଭଞ୍ଜ ଜିଲ୍ଲାରେ ୧୪୫ ଜଣ ସଂକ୍ରମିତ ହୋଇଥିବା ବେଳେ ୯୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫୫ ଜଣ ସକ୍ରୀୟ ଅଛନ୍ତି।

ନୟାଗଡ଼ ଜିଲ୍ଲାରେ ୧୧୬ ଜଣ ସଂକ୍ରମିତ ହୋଇଥିବା ବେଳେ ୧୦୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୯ ଜଣ ସକ୍ରୀୟ ଅଛନ୍ତି।

କେନ୍ଦୁଝର ଜିଲ୍ଲାରେ ୯୮ ଜଣ ସଂକ୍ରମିତ ହୋଇଥିବା ବେଳେ ୫୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୪ ଜଣ ସକ୍ରୀୟ ଅଛନ୍ତି।

ନୂଆପଡ଼ା ଜିଲ୍ଲାରେ ୭୯ ଜଣ ସଂକ୍ରମିତ ହୋଇଥିବା ବେଳେ ୭୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮ ଜଣ ସକ୍ରୀୟ ଅଛନ୍ତି।

ବଗଗଡ଼ ଜିଲ୍ଲାରେ ରେ ୬୬ ଜଣ ସଂକ୍ରମିତ ହୋଇଥିବା ବେଳେ ୧୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୭ ଜଣ ସକ୍ରୀୟ ଅଛନ୍ତି। ୧ ଜଣଙ୍କର ମୃତ୍ୟୁ ହୋଇଛି।।

କଳାହାଣ୍ଡି ଜିଲ୍ଲାରେ ୬୪ ଜଣ ସଂକ୍ରମିତ ହୋଇଥିବା ବେଳେ ୩୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୬ ଜଣ ସକ୍ରୀୟ ଅଛନ୍ତି।

ଅନୁଗୁଳ ଜିଲ୍ଲାରେ ୫୫ ଜଣ ସଂକ୍ରମିତ ହୋଇଥିବା ବେଳେ ୩୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୨ ଜଣ ସକ୍ରୀୟ ଅଛନ୍ତି।

ମାଲକାନଗିରି ରେ ୫୩ ଜଣ ସଂକ୍ରମିତ ହୋଇଥିବା ବେଳେ ୨୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୯ ଜଣ ସକ୍ରୀୟ ଅଛନ୍ତି।

ଢେଙ୍କାନାଳ ଜିଲ୍ଲାରେ ୫୩ ଜଣ ସଂକ୍ରମିତ ହୋଇଥିବା ବେଳେ ୪୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭ ଜଣ ସକ୍ରୀୟ ଅଛନ୍ତି।

ଝାରସୁଗୁଡ଼ା ଜିଲ୍ଲାରେ ୪୬ ଜଣ ସଂକ୍ରମିତ ହୋଇଥିବା ବେଳେ ୧୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୮ ଜଣ ସକ୍ରୀୟ ଅଛନ୍ତି।

ଦେବଗଡ଼ ଜିଲ୍ଲାରେ ୪୧ ଜଣ ସଂକ୍ରମିତ ହୋଇଥିବା ବେଳେ ୩୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩ ଜଣ ସକ୍ରୀୟ ଅଛନ୍ତି।

ବୌଦ୍ଦ ଜିଲ୍ଲାରେ ୪୦ ଜଣ ସଂକ୍ରମିତ ହୋଇଥିବା ବେଳେ ୩୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫ ଜଣ ସକ୍ରୀୟ ଅଛନ୍ତି।

ସୋନପୁର ଜିଲ୍ଲାରେ ୩୫ ଜଣ ସଂକ୍ରମିତ ହୋଇଥିବା ବେଳେ ୨୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୬ ଜଣ ସକ୍ରୀୟ ଅଛନ୍ତି।

ସମ୍ବଲପୁର ଜିଲ୍ଲାରେ ୨୬ ଜଣ ସଂକ୍ରମିତ ହୋଇଥିବା ବେଳେ ୧୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮ ଜଣ ସକ୍ରୀୟ ଅଛନ୍ତି।

କୋରାପୁଟ ଜିଲ୍ଲାରେ ୨୪ ଜଣ ସଂକ୍ରମିତ ହୋଇଥିବା ବେଳେ ୧୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭ ଜଣ ସକ୍ରୀୟ ଅଛନ୍ତି।

ରାୟଗଡ଼ା ଜିଲ୍ଲାରେ ୧୭ ଜଣ ସଂକ୍ରମିତ ହୋଇଥିବା ବେଳେ ୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୦ ଜଣ ସକ୍ରୀୟ ଅଛନ୍ତି।

ନବରଙ୍ଗପୁର ଜିଲ୍ଲାରେ ରେ ୧୩ ଜଣ ସଂକ୍ରମିତ ହୋଇଥିବା ବେଳେ ୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୦ ଜଣ ସକ୍ରୀୟ ଅଛନ୍ତି।୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.