Home Coronavirus Outbreak ରାଜ୍ୟରେ କରୋନା କାରଣରୁ ୧୭ ମୃତ, ଅନ୍ୟ କାରଣରୁ ୭ ମୃତ – ଜାଣନ୍ତୁ, କେଉଁ...

ରାଜ୍ୟରେ କରୋନା କାରଣରୁ ୧୭ ମୃତ, ଅନ୍ୟ କାରଣରୁ ୭ ମୃତ – ଜାଣନ୍ତୁ, କେଉଁ ଜିଲ୍ଲାରୁ କେତେ – ସମ୍ପୂର୍ଣ୍ଣ ଜିଲ୍ଲାୱାରୀ ତଥ୍ୟ

503

ଭୁବନେଶ୍ୱର ୨୩-୬ (ଓଡ଼ିଆ ପୁଅ) ରାଜ୍ୟରେ ଆଜି ପୁଣି ୨ ଜଣଙ୍କ ମୁଣ୍ଡ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ ସମୁଦାୟ ମୃତକଙ୍କ ସଂଖ୍ୟା ୧୭କୁ ବୃଦ୍ଧି ପାଇଛି। ଡାକ୍ତରଖାନାରେ ଚିକିତ୍ସିତ ହେଉଥିବାବେଳେ କଟକର ଦୁଇ ଏହି ଦୁଇ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।

ମୃତକଙ୍କ ଭିତରେ ଜଣେ ୭୧ ବର୍ଷିୟ ବୃଦ୍ଧ ଅଛନ୍ତି। ଯିଏକ ପୂର୍ବରୁ ଡାଇବେଟିସ୍ ଓ କିଡନୀ ରୋଗରେ ପୀଡିତ ଥିଲେ।

ଅନ୍ୟ ଜଣେ ୫୩ ବର୍ଷିୟ ବ୍ୟକ୍ତି। ସେ ମଧ୍ୟ ଡାଇବେଟିସ୍ ରୋଗରେ ପୀଡିତ ଥିଲେ।

ଅନ୍ୟ ଜଣେ କଟକର ୮୦ ବର୍ଷିୟ ବୃଦ୍ଧଙ୍କର ମଲ୍ଟି ଅର୍ଗାନ ଫେଲ୍ୟୁର ସହିତ ଅନ୍ତଃ ନଳୀରେ ବାଧା ହେତୁ ମୃତ୍ୟୁ ହୋଇଛି ସେ କରୋନା ଆକ୍ରାନ୍ତ ଥିଲେ।

ଆଜି ରାଜ୍ୟରେ ଆଉ ୧୬୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ୧୮ ଜିଲ୍ଲାରୁ ଏହି ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ଗଜପତି ଜିଲ୍ଲାରୁ ସର୍ବାଧିକ ୪୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଚିହ୍ନଟ ନୂଆ ୧୬୭ ଆକ୍ରାନ୍ତଙ୍କ ମଧ୍ୟରୁ ୧୫୦ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍ ୧୭ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ଆଜି ଚିହ୍ନଟ ନୂଆ ୧୬୭ ଆକ୍ରାନ୍ତଙ୍କ ମଧ୍ୟରୁ ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ
୧- ରାୟଗଡ଼ା ଜିଲ୍ଲାରୁ ୫ଜଣ
୨- ଯାଜପୁର ଜିଲ୍ଲାରୁ ୫ଜଣ
୩- ଖୋର୍ଦ୍ଦା ଜିଲ୍ଲାରୁ ୮ଜଣ
୪- ନୟାଗଡ଼ ଜିଲ୍ଲାରୁ ୨ଜଣ
୫- ବାଲେଶ୍ୱର ଜିଲ୍ଲାରୁ ୧୩ଜଣ
୬- ଜଗତସିଂହପୁର ଜିଲ୍ଲାରୁ ୧୯ଜଣ
୭- କଟକ ଜିଲ୍ଲାରୁ ୩ଜଣ
୮- ଢେଙ୍କାନାଳ ଜିଲ୍ଲାରୁ ୯ଜଣ
୯- ବରଗଡ଼ ଜିଲ୍ଲା ରୁ ୧ଜଣ
୧୦- ଗଞ୍ଜାମ ଜିଲ୍ଲାରୁ ୩୦ଜଣ
୧୧- ଗଜପତିଜିଲ୍ଲାରୁ ୪୧ଜଣ
୧୨- ପୁରୀ ଜିଲ୍ଲାରୁ ୧ଜଣ
୧୩- ସୁନ୍ଦରଗଡ଼ ଜିଲ୍ଲାରୁ ୪ଜଣ
୧୪- ବଲାଙ୍ଗୀରରୁ ୧ଜଣ
୧୫- ମୟୁରଭଞ୍ଜ ଜିଲ୍ଲାରୁ ୧୪ଜଣ
୧୬- କୋରାପୁଟ ଜିଲ୍ଲାରୁ ୧ଜଣ
୧୭- ଝାରସୁଗୁଡ଼ା ଜିଲ୍ଲାରୁ ୩ଜଣ
୧୮- କେନ୍ଦ୍ରାପଡ଼ା ଜିଲ୍ଲାରୁ ୭ଜଣ

ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫୪୭୦ ହୋଇଛି।

ଆଜି ୧୬୭ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫୪୭୦ କୁ ବୃଦ୍ଧି ପାଇଛି।

କ୍ୱାରେଣ୍ଟାଇନ୍ ସେଣ୍ଟରରୁ ୧୫୦ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୧୭ ଜଣ ଚିହ୍ନଟ ହୋଇଛନ୍ତି। ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫୪୭୦ କୁ ବୃଦ୍ଧି ପାଇଛି। ୩୮୬୩ ଜଣ ସୁସ୍ଥ ହୋଇଛନ୍ତି।

ତେବେ ରାଜ୍ୟରେ ମୋଟ ଟେଷ୍ଟ ୨୩୧୫୩୬ ହୋଇଛି। କରୋନା କାରଣରୁ ୧୭ ଜଣଙ୍କର ମୃତ୍ୟୁ ହୋଇଛି। ଅନ୍ୟ କାରଣରୁ ୭ ଜଣଙ୍କର ମୃତ୍ୟୁ ହୋଇଛି। ୧୫୮୩ ଜଣ ସକ୍ରୀୟ ଅଛନ୍ତି ଏବଂ ବିଭିନ୍ନ କୋଭିଡ୍ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।
ଜିଲ୍ଲାୱାରୀ ତଥ୍ୟ
ଗଞ୍ଜାମ ଜିଲ୍ଲାରେ ୯୫୫ ଜଣ ସଂକ୍ରମିତ ହୋଇଥିବା ବେଳେ ୬୭୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୭୭ ଜଣ ସକ୍ରୀୟ ଅଛନ୍ତି। ୮ ଜଣଙ୍କର ମୃତ୍ୟୁ ହୋଇଛି। ୦ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଖୋର୍ଦ୍ଧା ଜିଲ୍ଲାରେ ରେ ୬୬୨ ଜଣ ସଂକ୍ରମିତ ହୋଇଥିବା ବେଳେ ୪୦୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୫୩ ଜଣ ସକ୍ରୀୟ ଅଛନ୍ତି। ୪ ଜଣଙ୍କର ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କଟକ ଜିଲ୍ଲାରେ ୪୮୭ ଜଣ ସଂକ୍ରମିତ ହୋଇଥିବା ବେଳେ ୩୮୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୯୮ ଜଣ ସକ୍ରୀୟ ଅଛନ୍ତି। ୩ ଜଣଙ୍କର ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଯାଜପୁର ଜିଲ୍ଲାରେ ୩୮୭ ଜଣ ସଂକ୍ରମିତ ହୋଇଥିବା ବେଳେ ୩୨୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫୮ ଜଣ ସକ୍ରୀୟ ଅଛନ୍ତି।

ବାଲେଶ୍ୱର ଜିଲ୍ଲାରେ ୩୨୦ ଜଣ ସଂକ୍ରମିତ ହୋଇଥିବା ବେଳେ ୨୦୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୧୧ ଜଣ ସକ୍ରୀୟ ଅଛନ୍ତି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଗଜପତିଜିଲ୍ଲାରେ ୨୭୯ ଜଣ ସଂକ୍ରମିତ ହୋଇଥିବା ବେଳେ ୯୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୮୧ ଜଣ ସକ୍ରୀୟ ଅଛନ୍ତି।

ଜଗତସିଂହପୁର ଜିଲ୍ଲାରେ ୨୨୮ ଜଣ ସଂକ୍ରମିତ ହୋଇଥିବା ବେଳେ ୧୩୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୯୫ ଜଣ ସକ୍ରୀୟ ଅଛନ୍ତି।

କେନ୍ଦ୍ରାପଡ଼ା ଜିଲ୍ଲାରେ ୨୨୦ ଜଣ ସଂକ୍ରମିତ ହୋଇଥିବା ବେଳେ ୧୮୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୦ ଜଣ ସକ୍ରୀୟ ଅଛନ୍ତି।

ପୁରୀ ଜିଲ୍ଲାରେ ୨୧୫ ଜଣ ସଂକ୍ରମିତ ହୋଇଥିବା ବେଳେ ୧୩୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭୯ ଜଣ ସକ୍ରୀୟ ଅଛନ୍ତି। ୧ ଜଣଙ୍କର ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଭଦ୍ରକ ଜିଲ୍ଲାରେ ୨୦୦ ଜଣ ସଂକ୍ରମିତ ହୋଇଥିବା ବେଳେ ୧୭୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୨ ଜଣ ସକ୍ରୀୟ ଅଛନ୍ତି।

ସୁନ୍ଦରଗଡ଼ ଜିଲ୍ଲାରେ ରେ ୧୬୩ ଜଣ ସଂକ୍ରମିତ ହୋଇଥିବା ବେଳେ ୧୨୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୬ ଜଣ ସକ୍ରୀୟ ଅଛନ୍ତି।

ମୟୁରଭଞ୍ଜ ଜିଲ୍ଲାରେ ୧୫୯ ଜଣ ସଂକ୍ରମିତ ହୋଇଥିବା ବେଳେ ୧୦୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫୨ ଜଣ ସକ୍ରୀୟ ଅଛନ୍ତି।୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କନ୍ଧମାଳ ଜିଲ୍ଲାରେ ୧୫୯ ଜଣ ସଂକ୍ରମିତ ହୋଇଥିବା ବେଳେ ୧୪୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୫ ଜଣ ସକ୍ରୀୟ ଅଛନ୍ତି।

ବଲାଙ୍ଗୀର ଜିଲ୍ଲାରେ ୧୫୩ ଜଣ ସଂକ୍ରମିତ ହୋଇଥିବା ବେଳେ ୧୪୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୨ ଜଣ ସକ୍ରୀୟ ଅଛନ୍ତି।

ନୟାଗଡ଼ ଜିଲ୍ଲାରେ ୧୩୧ ଜଣ ସଂକ୍ରମିତ ହୋଇଥିବା ବେଳେ ୧୧୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୦ ଜଣ ସକ୍ରୀୟ ଅଛନ୍ତି।

କେନ୍ଦୁଝର ଜିଲ୍ଲାରେ ୧୦୦ ଜଣ ସଂକ୍ରମିତ ହୋଇଥିବା ବେଳେ ୬୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୯ ଜଣ ସକ୍ରୀୟ ଅଛନ୍ତି।

ନୂଆପଡ଼ା ଜିଲ୍ଲାରେ ୭୯ ଜଣ ସଂକ୍ରମିତ ହୋଇଥିବା ବେଳେ ୭୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮ ଜଣ ସକ୍ରୀୟ ଅଛନ୍ତି।

କଳାହାଣ୍ଡି ଜିଲ୍ଲାରେ ୭୦ ଜଣ ସଂକ୍ରମିତ ହୋଇଥିବା ବେଳେ ୪୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୯ ଜଣ ସକ୍ରୀୟ ଅଛନ୍ତି।

ବଗଗଡ଼ ଜିଲ୍ଲାରେ ରେ ୬୮ ଜଣ ସଂକ୍ରମିତ ହୋଇଥିବା ବେଳେ ୩୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୪ ଜଣ ସକ୍ରୀୟ ଅଛନ୍ତି। ୧ ଜଣଙ୍କର ମୃତ୍ୟୁ ହୋଇଛି।

ଢେଙ୍କାନାଳ ଜିଲ୍ଲାରେ ୬୬ ଜଣ ସଂକ୍ରମିତ ହୋଇଥିବା ବେଳେ ୫୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୫ ଜଣ ସକ୍ରୀୟ ଅଛନ୍ତି।

ଅନୁଗୁଳ ଜିଲ୍ଲାରେ ୫୬ ଜଣ ସଂକ୍ରମିତ ହୋଇଥିବା ବେଳେ ୪୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୬ ଜଣ ସକ୍ରୀୟ ଅଛନ୍ତି।

ମାଲକାନଗିରି ରେ ୫୩ ଜଣ ସଂକ୍ରମିତ ହୋଇଥିବା ବେଳେ ୪୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୦ ଜଣ ସକ୍ରୀୟ ଅଛନ୍ତି।

ଝାରସୁଗୁଡ଼ା ଜିଲ୍ଲାରେ ୫୩ ଜଣ ସଂକ୍ରମିତ ହୋଇଥିବା ବେଳେ ୧୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୫ ଜଣ ସକ୍ରୀୟ ଅଛନ୍ତି।

ଦେବଗଡ଼ ଜିଲ୍ଲାରେ ୪୧ ଜଣ ସଂକ୍ରମିତ ହୋଇଥିବା ବେଳେ ୪୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣ ସକ୍ରୀୟ ଅଛନ୍ତି।

ବୌଦ୍ଦ ଜିଲ୍ଲାରେ ୪୦ ଜଣ ସଂକ୍ରମିତ ହୋଇଥିବା ବେଳେ ୩୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣ ସକ୍ରୀୟ ଅଛନ୍ତି।

ସୋନପୁର ଜିଲ୍ଲାରେ ୩୫ ଜଣ ସଂକ୍ରମିତ ହୋଇଥିବା ବେଳେ ୩୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪ ଜଣ ସକ୍ରୀୟ ଅଛନ୍ତି।

ସମ୍ବଲପୁର ଜିଲ୍ଲାରେ ୩୧ ଜଣ ସଂକ୍ରମିତ ହୋଇଥିବା ବେଳେ ୨୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮ ଜଣ ସକ୍ରୀୟ ଅଛନ୍ତି।

କୋରାପୁଟ ଜିଲ୍ଲାରେ ୨୫ ଜଣ ସଂକ୍ରମିତ ହୋଇଥିବା ବେଳେ ୧୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮ ଜଣ ସକ୍ରୀୟ ଅଛନ୍ତି।

ରାୟଗଡ଼ା ଜିଲ୍ଲାରେ ୨୨ ଜଣ ସଂକ୍ରମିତ ହୋଇଥିବା ବେଳେ ୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୫ ଜଣ ସକ୍ରୀୟ ଅଛନ୍ତି।

ନବରଙ୍ଗପୁର ଜିଲ୍ଲାରେ ରେ ୧୩ ଜଣ ସଂକ୍ରମିତ ହୋଇଥିବା ବେଳେ ୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୦ ଜଣ ସକ୍ରୀୟ ଅଛନ୍ତି।୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.