ଆଜି ଦେବସ୍ନାନ ପୂର୍ଣ୍ଣିମା; ମହାପ୍ରଭୁଙ୍କ ଗଜାନନ ବେଶ: ୧୦୮ ଗରା ଜଳରେ ସମାପନ ହେବ ଚତୁର୍ଦ୍ଧାମୂର୍ତ୍ତିଙ୍କ ସ୍ନାନଲୀଳା

ଆଜି ମହାପ୍ରଭୁଙ୍କ ଦେବସ୍ନାନ ପୂର୍ଣ୍ଣିମା। ଦେବସ୍ନାନ ପୂର୍ଣ୍ଣିମାକୁ ସ୍ନାନ ପୂର୍ଣ୍ଣିମା ବା ସ୍ନାନ ଯାତ୍ରା ମଧ୍ୟ କୁହାଯାଇଥାଏ। ଜ୍ୟେଷ୍ଠ ମାସ ଶୁକ୍ଳପକ୍ଷ ପୂର୍ଣ୍ଣିମା ତିଥିରେ ଶ୍ରୀକ୍ଷେତ୍ରରେ ପାଳନ କରାଯାଏ ଦେବସ୍ନାନ ପୂର୍ଣ୍ଣିମା। ଏହି ଦିନ ଶ୍ରୀମନ୍ଦିରର ସ୍ନାନ ମଣ୍ଡପରେ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ପାରମ୍ପରିକ ରୀତିରେ ବେଦଧ୍ୱନି ପୂର୍ବକ ୧୦୮ କଳସ ଜଳରେ ସ୍ନାନ କରାଯାଇଥାଏ। ଏହା ପରେ ଦିଅଁମାନଙ୍କୁ ଗଜାନନ ବେଶରେ ସଜ୍ଜିତ କରାଯାଇଥାଏ। ବର୍ଷରେ ଏହିଦିନ ଥରୁଟିଏ ଶ୍ରୀ ଜଗନ୍ନାଥ ଭାଇଭଉଣୀଙ୍କ ସହିତ ଜଳସ୍ନାନ କରିଥାଆନ୍ତି। ଅନ୍ୟ … Continue reading ଆଜି ଦେବସ୍ନାନ ପୂର୍ଣ୍ଣିମା; ମହାପ୍ରଭୁଙ୍କ ଗଜାନନ ବେଶ: ୧୦୮ ଗରା ଜଳରେ ସମାପନ ହେବ ଚତୁର୍ଦ୍ଧାମୂର୍ତ୍ତିଙ୍କ ସ୍ନାନଲୀଳା