Home ଓଡ଼ିଶା ଆନ୍ଧ୍ରର ନିବନିଯୁକ୍ତ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନଙ୍କୁ ଭେଟି ଅଭିନନ୍ଦନ ଜଣାଇଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଆନ୍ଧ୍ରର ନିବନିଯୁକ୍ତ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନଙ୍କୁ ଭେଟି ଅଭିନନ୍ଦନ ଜଣାଇଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

199

– ବିଶ୍ୱଭୂଷଣ ବାବୁ ସବୁବେଳେ ଓଡିଆ ଭାଷା, ସାହିତ୍ୟ ସଂସ୍କୃତି ଓ ସ୍ୱାଭିମାନର ପ୍ରତୀକ ଭାବରେ ସାଲିସବିହୀନ ସଂଗ୍ରାମ କରିଛନ୍ତି
ଭୁବନେଶ୍ୱର, ଜୁଲାଇ ୨୦ – (ଓଡ଼ିଆ ପୁଅ) ଓଡିଶା ବିଜେପିର ବରିଷ୍ଠ ନେତା ତଥା ଆନ୍ଧ୍ରପ୍ରଦେଶର ନୂଆ ରାଜ୍ୟପାଳ ଭାବେ ଦାୟିତ୍ୱ ନେଇଥିବା ବିଶ୍ୱଭୂଷଣ ହରିଚନ୍ଦନଙ୍କୁ ଶନିବାର ତାଙ୍କ ବାସଭବନରେ ଭେଟି ଅଭିନନ୍ଦନ ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ବିଶ୍ୱଭୂଷଣ ବାବୁ ସବୁବେଳେ ଓଡିଆ ଭାଷା, ସାହିତ୍ୟ ସଂସ୍କୃତି ଓ ସ୍ୱାଭିମାନର ପ୍ରତୀକ ଭାବରେ ସାଲିସବିହୀନ ସଂଗ୍ରାମ କରିଛନ୍ତି ବୋଲି ଶ୍ରୀ ପ୍ରଧାନ ସାମାଜିକ ଗଣମାଧ୍ୟମରେ ଉଲ୍ଲେଖ କରିଛନ୍ତି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.