Odiapua.com

ଅର୍ଜୁନ ପୁରସ୍କାର ପାଇଁ ମନୋନୀତ ପ୍ରମୋଦ ଭଗତଙ୍କୁ ଶୁଭେଚ୍ଛା ଜଣାଇଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର, ଅଗଷ୍ଟ ୧୭ (ଓଡ଼ିଆ ପୁଅ) – ଅର୍ଜୁନ ପୁରସ୍କାର ପାଇଁ ମନୋନୀତ ହୋଇଥିବା ଓଡିଶାର ପାରା ବ୍ୟାଡମିଣ୍ଟନ ଖେଳାଳି ପ୍ରମୋଦ ଭଗତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଶ୍ରୀ ପ୍ରଧାନ ପ୍ରମୋଦ ଭଗତଙ୍କୁ ଶୁଭେଚ୍ଛା ଜଣାଇବା ସହ ଆଗାମୀ ଦିନରେ ତାଙ୍କର ସଫଳତା କାମନା କରିଛନ୍ତି ବୋଲି ସାମାଜିକ ଗଣମାଧ୍ୟମରେ ପ୍ରକାଶ କରିଛନ୍ତି।