Home Coronavirus Outbreak ଆଜି କରାନା ନେଲା ୧୭ ମୁଣ୍ଡ – ମୋଟ ମୃତ୍ୟୁ ୮୫୯ କୁ ବୃଦ୍ଧି

ଆଜି କରାନା ନେଲା ୧୭ ମୁଣ୍ଡ – ମୋଟ ମୃତ୍ୟୁ ୮୫୯ କୁ ବୃଦ୍ଧି

55

ଭୁବନେଶ୍ୱର ୧-୧୦ (ଓଡ଼ିଆ ପୁଅ) ଆଜି କରାନା ନେଇଛି ୧୭ ମୁଣ୍ଡ – ମୋଟ ମୃତ୍ୟୁ ୮୫୯ କୁ ବୃଦ୍ଧି ପାଇଛି। ଏ ନେଇ ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି।

ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ମୃତ
ଅନୁଗୁଳ ଜିଲ୍ଲାରୁ ମୋଟ ମୃତକଙ୍କ ସଂଖ୍ୟା ୬ [ଆଜି ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି]

ଭଦ୍ରକ ଜିଲ୍ଲାରୁ ମୋଟ ମୃତକଙ୍କ ସଂଖ୍ୟା୧୪ [ଆଜି ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି]

ବଲାଙ୍ଗୀର ଜିଲ୍ଲାରୁ ମୋଟ ମୃତକଙ୍କ ସଂଖ୍ୟା୨୪ [ଆଜି ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି]

କଟକ ଜିଲ୍ଲାରୁ ମୋଟ ମୃତକଙ୍କ ସଂଖ୍ୟା୭୨ [ଆଜି ୨ ଜଣ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି]

ଢେଙ୍କାନାଳ ଜିଲ୍ଲାରୁ ମୋଟ ମୃତକଙ୍କ ସଂଖ୍ୟା୬ [ଆଜି ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି]

ଜଗତସିଂହପୁର ଜିଲ୍ଲାରୁ ମୋଟ ମୃତକଙ୍କ ସଂଖ୍ୟା୯ [ଆଜି ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି]

କଳାହାଣ୍ଡି ଜିଲ୍ଲାରୁ ମୋଟ ମୃତକଙ୍କ ସଂଖ୍ୟା୧୦ [ଆଜି ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି]

କେନ୍ଦ୍ରାପଡ଼ା ଜିଲ୍ଲାରୁ ମୋଟ ମୃତକଙ୍କ ସଂଖ୍ୟା୧୧ [ଆଜି ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି]

ଖୋର୍ଦ୍ଦା ଜିଲ୍ଲାରୁ ମୋଟ ମୃତକଙ୍କ ସଂଖ୍ୟା୧୩୮ [ଆଜି ୪ ଜଣ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି]

ନୟାଗଡ଼ ଜିଲ୍ଲାରୁ ମୋଟ ମୃତକଙ୍କ ସଂଖ୍ୟା୨୫ [ଆଜି ୨ ଜଣ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି]

ପୁରୀ ଜିଲ୍ଲାରୁ ମୋଟ ମୃତକଙ୍କ ସଂଖ୍ୟା୫୭ [ଆଜି ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି]

ରାୟଗଡ଼ା ଜିଲ୍ଲାରୁ ମୋଟ ମୃତକଙ୍କ ସଂଖ୍ୟା୩୮ [ଆଜି ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି]

ମୃତକଙ୍କ ବିଷୟରେ

୧- ଅନୁଗୁଳ ଜିଲ୍ଲାର ଜଣେ ୪୫ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୨- ଭଦ୍ରକ ଜିଲ୍ଲାର ଜଣେ ୬୫ ବର୍ଷ ବୟସ୍କା ମହିଳା ଯିଏ କି କ୍ରନିକ୍ କିଡନୀ ରୋଗ, ଡାଇବେଟିସ୍ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୩- ଭୁବନେଶ୍ୱରର ଜଣେ ୮୯ ବର୍ଷ ବୟସ୍କ ପୁରୁଷ।

୪- ଭୁବନେଶ୍ୱରର ଜଣେ ୬୨ ବର୍ଷ ବୟସ୍କା ମହିଳା ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୫- ଭୁବନେଶ୍ୱରର ଜଣେ ୪୮ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ, ଉଚ୍ଚ ରକ୍ତଚାପ ଏବଂ ବ୍ରୋଙ୍କିଆଲ୍ ଆଜମା ରୋଗରେ ପୀଡିତ ଥିଲେ।

୬- ବଲାଙ୍ଗୀର ଜିଲ୍ଲାର ଜଣେ ୬୫ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ, ଉଚ୍ଚ ରକ୍ତଚାପ, ମୋଟାପଣରେ ମଧ୍ୟ ପୀଡିତ ଥିଲେ।

୭- କଟକ ଜିଲ୍ଲାର ଜଣେ ୮୩ ବର୍ଷ ବୟସ୍କ ପୁରୁଷ ଯିଏ ମଧ୍ୟ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ।

୮- କଟକ ଜିଲ୍ଲାର ଜଣେ ୬୭ ବର୍ଷ ବୟସ୍କା ମହିଳା ଯିଏ ଉଚ୍ଚ ରକ୍ତଚାପ ଏବଂ ଆଜମା ରୋଗରେ ପୀଡିତ ଥିଲେ।

୯- ଢ଼େଙ୍କାନାଳ ଜିଲ୍ଲାର ଜଣେ ୫୬ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୧୦- ଜଗତସିଂହପୁର ଜିଲ୍ଲାର ଜଣେ ୬୪ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହରେ ପୀଡିତ ଥିଲେ।

୧୧- କଳାହାଣ୍ଡି ଜିଲ୍ଲାର ଜଣେ ୪୩ ବର୍ଷ ବୟସ୍କା ମହିଳା ଯିଏ ମଧୁମେହ, ଉଚ୍ଚ ରକ୍ତଚାପ ଏବଂ ବ୍ରୋଙ୍କିଆଲ୍ ଆଜମା ରୋଗରେ ପୀଡିତ ଥିଲେ।

୧୨- କେନ୍ଦ୍ରାପଡା ଜିଲ୍ଲାର ଜଣେ ୪୬ ବର୍ଷ ବୟସ୍କ ପୁରୁଷ ଯିଏ କି କ୍ରନିକ୍ କିଡନୀ ରୋଗ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୧୩- ଖୋର୍ଧା ଜିଲ୍ଲାର ଜଣେ ୫୯ ବର୍ଷ ବୟସ୍କ ପୁରୁଷ ଯିଏ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ।

୧୪- ନୟାଗଡ଼ ଜିଲ୍ଲାର ଜଣେ ୮୬ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୧୫- ନୟାଗଡ଼ ଜିଲ୍ଲାର ଜଣେ ୭୧ ବର୍ଷ ବୟସ୍କା ମହିଳା ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପ ଏବଂ ମୋଟାପଣରେ ମଧ୍ୟ ପୀଡିତ ଥିଲେ।

୧୬- ପୁରୀ ଜିଲ୍ଲାର ଜଣେ ୬୦ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୧୭- ରାୟଗଡା ଜିଲ୍ଲାର ଜଣେ ୮୦ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.