Home Coronavirus Outbreak ରାଜ୍ୟରେ ଆଜି କରୋନା ନେଲା ୧୭ ମୁଣ୍ଡ – ମୋଟ ମୃତ୍ୟୁ ୯୯୧ କୁ ବୃଦ୍ଧି

ରାଜ୍ୟରେ ଆଜି କରୋନା ନେଲା ୧୭ ମୁଣ୍ଡ – ମୋଟ ମୃତ୍ୟୁ ୯୯୧ କୁ ବୃଦ୍ଧି

88

ଭୁବନେଶ୍ୱର ୯-୧୦ (ଓଡ଼ିଆ ପୁଅ) ରାଜ୍ୟରେ ଆଜି କରୋନା ନେଲା ୧୭ ମୁଣ୍ଡ। ମୋଟ ମୃତ୍ୟୁ ୯୯୧ କୁ ବୃଦ୍ଧି ପାଇଛି। ଏ ନେଇ ସ୍ୱାସ୍ଥ୍ୟ ବିଭାଗ ସୂଚନା ଦୋଇଛି।

ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ  

ବାଲେଶ୍ୱର ଜିଲ୍ଲାର -୩ ଜଣ
ବରଗଡ ଜିଲ୍ଲାର – ଜଣେ
ଖୋର୍ଧା ଜିଲ୍ଲାର -୪ ଜଣ (ଭୁବନେଶ୍ୱରର ୨ ଜଣ)
କଳାହାଣ୍ଡି ଜିଲ୍ଲାର ଜଣେ
କନ୍ଧମାଳ ଜିଲ୍ଲାର ଜଣେ
ମାଲକାନଗିରି ଜିଲ୍ଲାର ଜଣେ
ମୟୁରଭଞ୍ଜ ଜିଲ୍ଲାର -୨ ଜଣ
ନୟାଗଡ଼ ଜିଲ୍ଲାର – ଜଣେ
ପୁରୀ ଜିଲ୍ଲାର -୨ଜଣ
ସୁବର୍ଣ୍ଣପୁର ଜିଲ୍ଲାର – ଜଣେ

ମୃତକଙ୍କ ବିଷୟରେ –

୧- ବାଲେଶ୍ୱର ଜିଲ୍ଲାର ଜଣେ ୫୫ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।
୨- ବାଲେଶ୍ୱର ଜିଲ୍ଲାର ଜଣେ ୭୨ ବର୍ଷ ବୟସ୍କା ମହିଳା।
୩- ବାଲେଶ୍ୱର ଜିଲ୍ଲାର ଜଣେ ୭୦ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହରେ ମଧ୍ୟ ପୀଡିତ ଥିଲେ।

୪- ବରଗଡ ଜିଲ୍ଲାର ଜଣେ ୫୩ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହରେ ମଧ୍ୟ ପୀଡିତ ଥିଲେ।

୫- ଭୁବନେଶ୍ୱରର ଜଣେ ୭୫ ବର୍ଷ ବୟସ୍କା ମହିଳା।
୬- ଭୁବନେଶ୍ୱରର ଜଣେ ୭୨ ବର୍ଷ ବୟସ୍କ ପୁରୁଷ।

୭- କଳାହାଣ୍ଡି ଜିଲ୍ଲାର ଜଣେ ୭୦ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହରେ ମଧ୍ୟ ପୀଡିତ ଥିଲେ।

୮- କନ୍ଧମାଳ ଜିଲ୍ଲାର ଜଣେ ୫୧ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ରୋଗରେ ପୀଡିତ ଥିଲେ।

୯- ଖୋର୍ଧା ଜିଲ୍ଲାର ଜଣେ ୬୪ ବର୍ଷ ବୟସ୍କ ପୁରୁଷ।

୧୦- ଖୋର୍ଧା ଜିଲ୍ଲାର ଜଣେ ୫୦ ବର୍ଷ ବୟସ୍କ ପୁରୁଷ।
୧୧- ମାଲକାନଗିରି ଜିଲ୍ଲାର ୪୦ ବର୍ଷ ବୟସ୍କ ପୁରୁଷ।

୧୨- ମୟୁରଭଞ୍ଜ ଜିଲ୍ଲାର ଜଣେ ୫୩ ବର୍ଷ ବୟସ୍କ ପୁରୁଷ।

୧୩- ମୟୁରଭଞ୍ଜ ଜିଲ୍ଲାର ଜଣେ ୫୬ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହରେ ମଧ୍ୟ ପୀଡିତ ଥିଲେ।

୧୪- ନୟାଗଡ଼ ଜିଲ୍ଲାର ଜଣେ ୮୦ ବର୍ଷ ବୟସ୍କ ପୁରୁଷ ଯିଏ ମଧ୍ୟ ସେରେବ୍ରୋଭାସ୍କୁଲାର ଦୁର୍ଘଟଣାରେ ପୀଡିତ ଥିଲେ।
୧୫- ପୁରୀ ଜିଲ୍ଲାର ଜଣେ ୯୦ ବର୍ଷ ବୟସ୍କ ପୁରୁଷ।

୧୬- ପୁରୀ ଜିଲ୍ଲାର ଜଣେ ୮୦ ବର୍ଷ ବୟସ୍କା ମହିଳା ଯିଏ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୧୭- ସୁବର୍ଣ୍ଣପୁର ଜିଲ୍ଲାର ଜଣେ ୬୭ ବର୍ଷ ବୟସ୍କ ପୁରୁଷ ଯିଏ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.