Home Coronavirus Outbreak ରାଜ୍ୟରେ ଆଜି କରୋନା ନେଲା ୧୭ ମୁଣ୍ଡ – ମୋଟ ମୃତ୍ୟୁ ୧୦୫୭ କୁ ବୃଦ୍ଧି

ରାଜ୍ୟରେ ଆଜି କରୋନା ନେଲା ୧୭ ମୁଣ୍ଡ – ମୋଟ ମୃତ୍ୟୁ ୧୦୫୭ କୁ ବୃଦ୍ଧି

74

ଭୁବନେଶ୍ୱର ୧୩-୧୦ (ଓଡ଼ିଆ ପୁଅ) ରାଜ୍ୟରେ ଆଜି କରୋନା ନେଲା ୧୭ ମୁଣ୍ଡ – ମୋଟ ମୃତ୍ୟୁ ୧୦୫୭ କୁ ବୃଦ୍ଧି ପାଇଛି। ଏ ନେଇ ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି।

ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ –
ବାଲେଶ୍ୱର ଜିଲ୍ଲାର ଜଣେ
ବଲାଙ୍ଗୀର ଜିଲ୍ଲାର ଜଣେ
ଭୁବନେଶ୍ୱରର ୩ ଜଣ
ଜଗତସିଂହପୁରର ଜଣେ
ଝାରସୁଗୁଡା ଜିଲ୍ଲାର ଜଣେ
କେନ୍ଦ୍ରାପଡା ଜିଲ୍ଲାର ଜଣେ
ମୟୁରଭଞ୍ଜ ଜିଲ୍ଲାର ୪ ଜଣ
ପୁରୀ ଜିଲ୍ଲା ଜିଲ୍ଲାର ୨ ଜଣ
ସମ୍ବଲପୁର ଜିଲ୍ଲାର ଜଣେ
ସୁନ୍ଦରଗଡ ଜିଲ୍ଲାର ୨ ଜଣ
ବ୍ୟକେତିଙ୍କର ମୃତ୍ୟୁ ହୋଇଛି

ମୃତକଙ୍କ ବିଷୟରେ –
୧- ବାଲେଶ୍ୱର ଜିଲ୍ଲାର ଜଣେ ୪୫ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହରେ ପୀଡିତ ଥିଲେ।
୨- ବଲାଙ୍ଗୀର ଜିଲ୍ଲାର ଜଣେ ୪୮ ବର୍ଷ ବୟସ୍କ ପୁରୁଷ।
୩- ଭୁବନେଶ୍ୱରର ଜଣେ ୭୦ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।
୪- ଭୁବନେଶ୍ୱରର ୮୭ ବର୍ଷ ବୟସ୍କ ପୁରୁଷ ଯିଏ ମଧ୍ୟ ଆଜମା ରୋଗରେ ପୀଡିତ ଥିଲେ।
୫- ଭୁବନେଶ୍ୱରର ଜଣେ ୩୮ ବର୍ଷ ବୟସ୍କ ପୁରୁଷ ଯିଏ ଉଚ୍ଚ ରକ୍ତଚାପ ଏବଂ ବ୍ରୋଙ୍କିଆଲ୍ ଆଜମା ରୋଗରେ ପୀଡିତ ଥିଲେ।
୬- ଜଗତସିଂହପୁରର ୬୧ ବର୍ଷ ବୟସ୍କ ପୁରୁଷ।
୭- ଝାରସୁଗୁଡା ଜିଲ୍ଲାର ଜଣେ ୫୨ ବର୍ଷ ବୟସ୍କ ପୁରୁଷ।
୮- କେନ୍ଦ୍ରାପଡା ଜିଲ୍ଲାର ଜଣେ ୭୦ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ, ଉଚ୍ଚ ରକ୍ତଚାପ ଏବଂ ବ୍ରୋଙ୍କିଆଲ୍ ଆଜମା ରୋଗରେ ପୀଡିତ ଥିଲେ।
୯- ମୟୁରଭଞ୍ଜ ଜିଲ୍ଲାର ଜଣେ ୬୫ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।
୧୦- ମୟୁରଭଞ୍ଜ ଜିଲ୍ଲାର ଜଣେ ୫୫ ବର୍ଷ ବୟସ୍କ ପୁରୁଷ।
୧୧- ମୟୁରଭଞ୍ଜ ଜିଲ୍ଲାର ଜଣେ ୪୮ ବର୍ଷ ବୟସ୍କ ପୁରୁଷ ଯିଏ ମଧ୍ୟ ମଧୁମେହରେ ପୀଡିତ ଥିଲେ।
୧୨- ମୟୁରଭଞ୍ଜ ଜିଲ୍ଲାର ୫୩ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ, ଉଚ୍ଚ ରକ୍ତଚାପ ଏବଂ କ୍ରନିକ୍ କିଡନୀ ରୋଗରେ ପୀଡିତ ଥିଲେ।
୧୩- ପୁରୀ ଜିଲ୍ଲା ଜିଲ୍ଲାର ଜଣେ ୬୦ ବର୍ଷ ବୟସ୍କ ପୁରୁଷ ଯିଏ ମଧ୍ୟ ମଧୁମେହରେ ପୀଡିତ ଥିଲେ।
୧୪- ପୁରୀ ଜିଲ୍ଲାର ଜଣେ ୬୦ ବର୍ଷ ବୟସ୍କା ମହିଳା ଯିଏ ମଧୁମେହ, ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।
୧୫- ସମ୍ବଲପୁର ଜିଲ୍ଲାର ଜଣେ ୭୬ ବର୍ଷ ବୟସ୍କ ପୁରୁଷ।
୧୬- ସୁନ୍ଦରଗଡ ଜିଲ୍ଲାର ଜଣେ ୬୬ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।
୧୭- ସୁନ୍ଦରଗଡ ଜିଲ୍ଲାର ଜଣେ ୬୨ ବର୍ଷ ବୟସ୍କା ମହିଳା।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.