Home Coronavirus Outbreak ଆଜି ରାଜ୍ୟରେ କରୋନା ନେଲା ୧୫ ମୁଣ୍ଡ। ମୋଟ ମୃତକଙ୍କ ସଂଖ୍ୟା ୧୧୦୪ କୁ ବୃଦ୍ଧି

ଆଜି ରାଜ୍ୟରେ କରୋନା ନେଲା ୧୫ ମୁଣ୍ଡ। ମୋଟ ମୃତକଙ୍କ ସଂଖ୍ୟା ୧୧୦୪ କୁ ବୃଦ୍ଧି

51

ଭୁବନେଶ୍ୱର ୧୬-୧୦ (ଓଡ଼ିଆ ପୁଅ) ଆଜି ରାଜ୍ୟରେ କରୋନା ନେଲା ୧୫ ମୁଣ୍ଡ। ମୋଟ ମୃତକଙ୍କ ସଂଖ୍ୟା ୧୧୦୪ କୁ ବୃଦ୍ଧି ପାଇଛି। ଏ ନେଇ ଓଡ଼ିଶା ସରକାରଙ୍କର ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି।

ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ –
ଖୋର୍ଦ୍ଧା ଜିଲ୍ଲାରୁ ୨ ଜଣ (ଭୁବନେଶ୍ୱରର ୨ ଜଣ)
ଭଦ୍ରକ ଜିଲ୍ଲାର ଜଣେ

ବରଗଡ ଜିଲ୍ଲାର ଜଣେ
କଟକର ୨ ଜଣ
ଜଗତସିଂହପୁରର ଜଣେ
ଝାରସୁଗୁଡାର ଜଣେ
କେନ୍ଦ୍ରାପଡା ଜିଲ୍ଲାର ଜଣେ
ନବରଙ୍ଗପୁର ଜିଲ୍ଲାର ୨ ଜଣ
ପୁରୀ ଜିଲ୍ଲାର ଜଣ
ସମ୍ବଲପୁରର ୨ ଜଣ
ରାଉରକେଲାର ଜଣେ

ମୃତକଙ୍କ ବିଷୟରେ

୧- ଭୁବନେଶ୍ୱରର ଜଣେ ୬୫ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହରେ ପୀଡିତ ଥିଲେ।

୨- ଭୁବନେଶ୍ୱରର ଜଣେ ୬୦ ବର୍ଷ ବୟସ୍କ ପୁରୁଷ।

୩- ଭଦ୍ରକ ଜିଲ୍ଲାର ଜଣେ ୫୬ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହରେ ପୀଡିତ ଥିଲେ।

୪- ବରଗଡ ଜିଲ୍ଲାର ଜଣେ ୬୩ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୫- କଟକର ଜଣେ ୪୭ ବର୍ଷ ବୟସ୍କ ପୁରୁଷ ଡାଇବେଟିସ୍ ରୋଗରେ ପୀଡିତ ଥିଲେ।

୬- କଟକର ଜଣେ ୩୦ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୭- ଜଗତସିଂହପୁରର ଜଣେ ୬୦ ବର୍ଷ ବୟସ୍କ ପୁରୁଷ।

୮- ଝାରସୁଗୁଡାର ଜଣେ ୬୨ ବର୍ଷ ବୟସ୍କ ପୁରୁଷ ଯିଏ ମଧ୍ୟ ଡାଇବେଟିସ୍ ଏବଂ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ।

୯- କେନ୍ଦ୍ରାପଡା ଜିଲ୍ଲାର ଜଣେ ୧୮ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହରେ ପୀଡିତ ଥିଲେ।

୧୦- ନବରଙ୍ଗପୁର ଜିଲ୍ଲାର ଜଣେ ୭୦ ବର୍ଷ ବୟସ୍କ ପୁରୁଷ।

୧୧- ନବରଙ୍ଗପୁର ଜିଲ୍ଲାର ଜଣେ ୪୬ ବର୍ଷ ବୟସ୍କ ପୁରୁଷ।

୧୨- ପୁରୀ ଜିଲ୍ଲାର ଜଣେ ୭୪ ବର୍ଷ ବୟସ୍କ ପୁରୁଷ।

୧୩- ସମ୍ବଲପୁରର ଜଣେ ୬୦ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୧୪- ରାଉରକେଲା ର ୪୫ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହରେ ମଧ୍ୟ ପୀଡିତ ଥିଲେ।

୧୫- ସମ୍ବଲପୁର ଜିଲ୍ଲାର ଜଣେ ୬୦ ବର୍ଷ ବୟସ୍କ ପୁରୁଷ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.