ଭୁବନେଶ୍ୱର ୨୦-୧୦ (ଓଡ଼ିଆ ପୁଅ) ରାଜ୍ୟରେ ଆଜି କରୋନା ନେଲା ୧୬ ମୁଣ୍ଡ। ମୋଟ ମୃତକଙ୍କ ସଂଖ୍ୟା ୧୧୬୮ କୁ ବୃଦ୍ଧି ପାଇଛି। ଏ ନେଇ ଓଡ଼ିଶା ସରକାରଙ୍କର ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି।
ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ମୃତ –
ଝାରସୁଗୁଡା ଜିଲ୍ଲାର ଜଣେ
ଭଦ୍ରକ ଜିଲ୍ଲାର ଜଣେ
କଟକ ଜିଲ୍ଲାର ଜଣେ
କେନ୍ଦ୍ରାପଡା ଜିଲ୍ଲାର ଜଣେ
ଖୋର୍ଦ୍ଧା ଜିଲ୍ଲାର ୩ ଜଣ (ଭୁବନେଶ୍ୱରର ୨ ଜଣ )
ମୟୁରଭଞ୍ଜ ଜିଲ୍ଲାର ୪ ଜଣ
କଳାହାଣ୍ଡି ଜିଲ୍ଲାର ୩ ଜଣ
ନୁଆପଡା ଜିଲ୍ଲାର ୨ ଜଣ
ମୃତକଙ୍କ ବିଷୟରେ
୧- ଝାରସୁଗୁଡା ଜିଲ୍ଲାର ଜଣେ ୪୦ ବର୍ଷ ବୟସ୍କ ପୁରୁଷ ଯିଏ ଉଚ୍ଚ ରକ୍ତଚାପ, ମଧୁମେହ ଏବଂ ନିମୋନିଆରେ ମଧ୍ୟ ପୀଡିତ ଥିଲେ।
୨- ଭଦ୍ରକ ଜିଲ୍ଲାର ଜଣେ ୬୦ ବର୍ଷ ବୟସ୍କ ପୁରୁଷ ଯିଏ ଉଚ୍ଚ ରକ୍ତଚାପ, ମଧୁମେହରେ ମଧ୍ୟ ପୀଡିତ ଥିଲେ।
୩- କଟକ ଜିଲ୍ଲାର ଜଣେ ୫୯ ବର୍ଷ ବୟସ୍କ ପୁରୁଷ ଯିଏ ଉଚ୍ଚ ରକ୍ତଚାପ, ମଧୁମେହରେ ମଧ୍ୟ ପୀଡିତ ଥିଲେ।
୪- ଭୁବନେଶ୍ୱରର ୫୮ ବର୍ଷ ବୟସ୍କ ପୁରୁଷ ଯିଏ ମଧ୍ୟ ମଧୁମେହରେ ପୀଡିତ ଥିଲେ।
୫- ଭୁବନେଶ୍ୱରର ଜଣେ ୭୨ ବର୍ଷ ବୟସ୍କା ମହିଳା ଯିଏ ଉଚ୍ଚ ରକ୍ତଚାପ, ମଧୁମେହରେ ମଧ୍ୟ ପୀଡିତ ଥିଲେ।
୬- କେନ୍ଦ୍ରାପଡା ଜିଲ୍ଲାର ଜଣେ ୮୨ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହରେ ପୀଡିତ ଥିଲେ।
୭- ଖୋର୍ଦ୍ଧା ଜିଲ୍ଲାର ୭୨ ବର୍ଷ ବୟସ୍କା ମହିଳା।
୮- ମୟୁରଭଞ୍ଜ ଜିଲ୍ଲାର ୭୨ ବର୍ଷ ବୟସ୍କା ମହିଳା।
୯- ମୟୁରଭଞ୍ଜ ଜିଲ୍ଲାର ୬୦ ବର୍ଷ ବୟସ୍କା ମହିଳା।
୧୦- ମୟୁରଭଞ୍ଜ ଜିଲ୍ଲାର ୩୦ ବର୍ଷ ବୟସ୍କା ମହିଳା।
୧୧- ମୟୁରଭଞ୍ଜ ଜିଲ୍ଲାର ୭୨ ବର୍ଷ ବୟସ୍କ ପୁରୁଷ।
୧୨- କଳାହାଣ୍ଡି ଜିଲ୍ଲାର ୭୨ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହରେ ପୀଡିତ ଥିଲେ।
୧୩- କଳାହାଣ୍ଡି ଜିଲ୍ଲାର ଜଣେ ୨୪ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।
୧୪- କଳାହାଣ୍ଡି ଜିଲ୍ଲାର ଜଣେ ୬୦ ବର୍ଷ ବୟସ୍କ ପୁରୁଷ।
୧୫- ନୁଆପଡା ଜିଲ୍ଲାର ଜଣେ ୭୪ ବର୍ଷ ବୟସ୍କ ପୁରୁଷ ଯିଏ ମଧ୍ୟ ମଧୁମେହରେ ପୀଡିତ ଥିଲେ।
୧୬- ନୁଆପଡା ଜିଲ୍ଲାର ଜଣେ ୪୮ ବର୍ଷ ବୟସ୍କା ମହିଳା ଯିଏ ମଧ୍ୟ ହାଇପୋଥାଇରଏଡରେ ପୀଡିତ ଥିଲେ।