Home Coronavirus Outbreak ରାଜ୍ୟରେ ଆଜି କରୋନା ନେଲା ୧୩ ମୁଣ୍ଡ – ମୋଟ ମୃତକଙ୍କ ସଂଖ୍ୟା ୧୧୮୧ କୁ...

ରାଜ୍ୟରେ ଆଜି କରୋନା ନେଲା ୧୩ ମୁଣ୍ଡ – ମୋଟ ମୃତକଙ୍କ ସଂଖ୍ୟା ୧୧୮୧ କୁ ବୃଦ୍ଧି

54

ଭୁବନେଶ୍ୱର ୨୧-୧୦ (ଓଡ଼ିଆ ପୁଅ) ରାଜ୍ୟରେ ଆଜି କରୋନା ନେଲା ୧୩ ମୁଣ୍ଡ। ମୋଟ ମୃତକଙ୍କ ସଂଖ୍ୟା ୧୧୮୧ କୁ ବୃଦ୍ଧି ପାଇଛି। ଏ ନେଇ ଓଡ଼ିଶା ସରକାରଙ୍କର ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି।

ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ମୃତ –

ବାଲେଶ୍ୱର ଜିଲ୍ଲାର ଜଣେ
ଭୁବନେଶ୍ୱରର ୨ ଜଣ
ପୁରୀ ଜିଲ୍ଲାର ୩ ଜଣ
ଅନୁଗୁଳର ଜଣେ
ମୟୁରଭଞ୍ଜ ଜିଲ୍ଲାର ୪ ଜଣ
ନୁଆପଡା ଜିଲ୍ଲାର ଜଣେ
ବଲାଙ୍ଗୀର ଜିଲ୍ଲାର ଜଣେ

ମୃତକଙ୍କ ବିଷୟରେ

୧- ବାଲେଶ୍ୱର ଜିଲ୍ଲାର ଜଣେ ୫୩ ବର୍ଷ ବୟସ୍କା ମହିଳା।

୨- ଭୁବନେଶ୍ୱରର ୪୪ ବର୍ଷ ବୟସ୍କ ପୁରୁଷ।

୩- ପୁରୀ ଜିଲ୍ଲାର ଜଣେ ୪୮ ବର୍ଷ ବୟସ୍କ ପୁରୁଷ ଯିଏ ହାଇପୋଥାଇରଏଡିଜିମ୍, ଡାଇବେଟିସ୍ ରୋଗରେ ପୀଡିତ ଥିଲେ।

୪- ଅନୁଗୁଳର ଜଣେ ୫୨ ବର୍ଷ ବୟସ୍କ ପୁରୁଷ ଯିଏ ଉଚ୍ଚ ରକ୍ତଚାପ, ହାଇପୋଥାଇରଏଡିଜିମ୍ ରୋଗରେ ପୀଡିତ ଥିଲେ।

୫- ଭୁବନେଶ୍ୱରର ଜଣେ ୪୭ ବର୍ଷ ବୟସ୍କା ମହିଳା ଯିଏ ମଧୁମେହ ଏବଂ CAD ରେ ମଧ୍ୟ ପୀଡିତ ଥିଲେ।

୬- ପୁରୀ ଜିଲ୍ଲାର ଜଣେ ୬୬ ବର୍ଷ ବୟସ୍କା ମହିଳା ଯିଏ ମଧୁମେହରେ ମଧ୍ୟ ପୀଡିତ ଥିଲେ।

୭- ମୟୁରଭଞ୍ଜ ଜିଲ୍ଲାର ୪୫ ବର୍ଷ ବୟସ୍କ ପୁରୁଷ।

୮- ମୟୁରଭଞ୍ଜ ଜିଲ୍ଲାର ଜଣେ ୬୦ ବର୍ଷ ବୟସ୍କ ପୁରୁଷ ଯିଏ ମଧ୍ୟ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ।

୯- ପୁରୀ ଜିଲ୍ଲାର ଜଣେ ୬୮ ବର୍ଷ ବୟସ୍କା ମହିଳା ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୧୦- ନୁଆପଡା ଜିଲ୍ଲାର ଜଣେ ୫୨ ବର୍ଷ ବୟସ୍କ ପୁରୁଷ।

୧୧- ମୟୁରଭଞ୍ଜ ଜିଲ୍ଲାର ଜଣେ ୬୫ ବର୍ଷ ବୟସ୍କା ମହିଳା ଯିଏ ମଧୁମେହ ଏବଂ CKD ରେ ମଧ୍ୟ ପୀଡିତ ଥିଲେ।

୧୨- ବଲାଙ୍ଗୀର ଜିଲ୍ଲାର ୨୩ ବର୍ଷ ବୟସ୍କା ମହିଳା।

୧୩- ମୟୁରଭଞ୍ଜ ଜିଲ୍ଲାର ୭୫ ବର୍ଷ ବୟସ୍କା ମହିଳା।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.