Home Coronavirus Outbreak ରାଜ୍ୟରେ ଆଜି କରୋନା ନେଲା ୧୫ ମୁଣ୍ଡ – ମୋଟ ମୃତକଙ୍କ ସଂଖ୍ୟା ୧୯୯୬ କୁ...

ରାଜ୍ୟରେ ଆଜି କରୋନା ନେଲା ୧୫ ମୁଣ୍ଡ – ମୋଟ ମୃତକଙ୍କ ସଂଖ୍ୟା ୧୯୯୬ କୁ ବୃଦ୍ଧି

67

ଭୁବନେଶ୍ୱର ୨୨-୧୦ (ଓଡ଼ିଆ ପୁଅ) ରାଜ୍ୟରେ ଆଜି କରୋନା ନେଲା ୧୫ ମୁଣ୍ଡ। ମୋଟ ମୃତକଙ୍କ ସଂଖ୍ୟା ୧୧୯୬ କୁ ବୃଦ୍ଧି ପାଇଛି। ଏ ନେଇ ଓଡ଼ିଶା ସରକାରଙ୍କର ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି।

ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ –

ଅନୁଗୁଳ ଜିଲ୍ଲାରେ ମୋଟ ମୃତ୍ୟୁ ସଂଖ୍ୟା ୧୩କୁ ବୃଦ୍ଧି ପାଇଛି [ଆଜି ୩ ଜଣଙ୍କ ମୃତ୍ୟୁ ହୋଇଛି ]

କଟକ ଜିଲ୍ଲାରେ ମୋଟ ମୃତ୍ୟୁ ସଂଖ୍ୟା ୧୦୫କୁ ବୃଦ୍ଧି ପାଇଛି [ଆଜି ୧ଜଣଙ୍କ ମୃତ୍ୟୁ ହୋଇଛି ]

ଢେଙ୍କାନାଳ ଜିଲ୍ଲାରେ ମୋଟ ମୃତ୍ୟୁ ସଂଖ୍ୟା ୧୫କୁ ବୃଦ୍ଧି ପାଇଛି [ଆଜି ୨ଜଣଙ୍କ ମୃତ୍ୟୁ ହୋଇଛି ]

ଖୋର୍ଦ୍ଦା ଜିଲ୍ଲାରେ ମୋଟ ମୃତ୍ୟୁ ସଂଖ୍ୟା ୨୦୫ କୁ ବୃଦ୍ଧି ପାଇଛି [ଆଜି ୨ଜଣଙ୍କ ମୃତ୍ୟୁ ହୋଇଛି ]

ମୟୁରଭଞ୍ଜ ଜିଲ୍ଲାରେ ମୋଟ ମୃତ୍ୟୁ ସଂଖ୍ୟା ୫୧ କୁ ବୃଦ୍ଧି ପାଇଛି [ଆଜି ୩ଜଣଙ୍କ ମୃତ୍ୟୁ ହୋଇଛି ]

ପୁରୀ ଜିଲ୍ଲାରେ ମୋଟ ମୃତ୍ୟୁ ସଂଖ୍ୟା ୭୯କୁ ବୃଦ୍ଧି ପାଇଛି [ଆଜି ୧ଜଣଙ୍କ ମୃତ୍ୟୁ ହୋଇଛି ]

ସୋନପୁର ଜିଲ୍ଲାରେ ମୋଟ ମୃତ୍ୟୁ ସଂଖ୍ୟା ୧୪କୁ ବୃଦ୍ଧି ପାଇଛି [ଆଜି ୨ଜଣଙ୍କ ମୃତ୍ୟୁ ହୋଇଛି ]

ସୁନ୍ଦରଗଡ଼ ଜିଲ୍ଲାରେ ମୋଟ ମୃତ୍ୟୁ ସଂଖ୍ୟା ୫୬କୁ ବୃଦ୍ଧି ପାଇଛି [ଆଜି ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି ]

ମୃତକଙ୍କ ବିଷୟରେ
୧- ଢ଼େଙ୍କାନାଳ ଜିଲ୍ଲାର ଜଣେ ୫୦ ବର୍ଷ ବୟସ୍କା ମହିଳା।

୨- ଢ଼େଙ୍କାନାଳ ଜିଲ୍ଲାର ଜଣେ ୪୨ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହରେ ମଧ୍ୟ ପୀଡିତ ଥିଲେ।

୩- ରାଉରକେଲାର ୨୯ ବର୍ଷ ବୟସ୍କା ମହିଳା।

୪- କଟକଙ୍କର ଜଣେ ୭୩ ବର୍ଷ ବୟସ୍କ ପୁରୁଷ ଯିଏ ଉଚ୍ଚ ରକ୍ତଚାପ, ମଧୁମେହରେ ମଧ୍ୟ ପୀଡିତ ଥିଲେ।

୫- ଭୁବନେଶ୍ୱରର ଜଣେ ୭୩ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୬- ଭୁବନେଶ୍ୱରର ଜଣେ ୭୮ ବର୍ଷ ବୟସ୍କ ପୁରୁଷ ଯିଏକି ବ୍ରୋଙ୍କିଆଲ୍ ଆଜମା ରୋଗରେ ପୀଡିତ ଥିଲେ।

୭- ମୟୁରଭଞ୍ଜ ଜିଲ୍ଲାର ଜଣେ ୫୭ ବର୍ଷ ବୟସ୍କ ପୁରୁଷ ଯିଏ ମଧ୍ୟ CKD ରେ ପୀଡିତ ଥିଲେ।

୮- ମୟୁରଭଞ୍ଜ ଜିଲ୍ଲାର ଜଣେ ୭୨ ବର୍ଷ ବୟସ୍କ ପୁରୁଷ।

୯- ଅନୁଗୁଳ ଜିଲ୍ଲାର ଜଣେ ୮୪ ବର୍ଷ ବୟସ୍କ ପୁରୁଷ।

୧୦- ଅନୁଗୁଳ ଜିଲ୍ଲାର ଜଣେ ୮୫ ବର୍ଷ ବୟସ୍କା ମହିଳା।

୧୧- ଅନୁଗୁଳ ଜିଲ୍ଲାର ଜଣେ ୪୫ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୧୨- ପୁରୀ ଜିଲ୍ଲାର ଜଣେ ୪୮ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହରେ ମଧ୍ୟ ପୀଡିତ ଥିଲେ।

୧୩- ସୁବର୍ଣ୍ଣପୁର ଜିଲ୍ଲାର ଜଣେ ୪୧ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହରେ ପୀଡିତ ଥିଲେ।

୧୪- ସୁବର୍ଣ୍ଣପୁର ଜିଲ୍ଲାର ଜଣେ ୬୫ ବର୍ଷ ବୟସ୍କା ମହିଳା।

୧୫- ମୟୁରଭଞ୍ଜ ଜିଲ୍ଲାର ଜଣେ ୭୦ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହରେ ପୀଡିତ ଥିଲେ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.