Home Coronavirus Outbreak ରାଜ୍ୟରେ ଆଜି କରୋନା ନେଲା ୧୫ ମୁଣ୍ଡ – ମୋଟ ମୃତକଙ୍କ ସଂଖ୍ୟା ୧୨୨୯ କୁ...

ରାଜ୍ୟରେ ଆଜି କରୋନା ନେଲା ୧୫ ମୁଣ୍ଡ – ମୋଟ ମୃତକଙ୍କ ସଂଖ୍ୟା ୧୨୨୯ କୁ ବୃଦ୍ଧି

42

ଭୁବନେଶ୍ୱର ୨୪-୧୦ (ଓଡ଼ିଆ ପୁଅ) ରାଜ୍ୟରେ ଆଜି କରୋନା ନେଲା ୧୫ ମୁଣ୍ଡ। ମୋଟ ମୃତକଙ୍କ ସଂଖ୍ୟା ୧୨୨୯ କୁ ବୃଦ୍ଧି ପାଇଛି। ଏ ନେଇ ଓଡ଼ିଶା ସରକାରଙ୍କର ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି।

ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ –

ଅନୁଗୁଳ ଜିଲ୍ଲାର ଜଣେ
ବୌଦ୍ଧ ଜିଲ୍ଲାର ଜଣେ
ବରଗଡ ଜିଲ୍ଲାର ଜଣେ
ଝାରସୁଗୁଡା ଜିଲ୍ଲାର ଜଣେ
କନ୍ଧମାଳ ଜିଲ୍ଲାର ଜଣେ
ପୁରୀ ଜିଲ୍ଲାର ଜଣେ
ସୁନ୍ଦରଗଡ ଜିଲ୍ଲାର ୨ ଜଣ
ସମ୍ବଲପୁର ଜିଲ୍ଲାର ଜଣେ
ଗଜପତି ଜିଲ୍ଲାର ଜଣେ
ଭୁବନେଶ୍ୱରର ୨ ଜଣ
ମୟୁରଭଞ୍ଜ ଜିଲ୍ଲାର ୨ ଜଣ
ବାଲେଶ୍ୱର ଜିଲ୍ଲାର ଜଣେ

ମୃକତଙ୍କ ବିଷୟରେ
୧- ଅନୁଗୁଳ ଜିଲ୍ଲାର ୬୦ ବର୍ଷ ବୟସ୍କ ପୁରୁଷ।

୨- ବୌଦ୍ଧ ଜିଲ୍ଲାର ଜଣେ ୫୧ ବର୍ଷ ବୟସ୍କ ପୁରୁଷ ଯିଏ ଉଚ୍ଚ ରକ୍ତଚାପ ଏବଂ ମଧୁମେହ ରୋଗରେ ପୀଡିତ ଥିଲେ।

୩- ବରଗଡ ଜିଲ୍ଲାର ଜଣେ ୫୩ ବର୍ଷ ବୟସ୍କ ପୁରୁଷ ଯିଏ ଉଚ୍ଚ ରକ୍ତଚାପ ଏବଂ ମଧୁମେହ ରୋଗରେ ପୀଡିତ ଥିଲେ।

୪- ଝାରସୁଗୁଡା ଜିଲ୍ଲାର ଜଣେ ୬୦ ବର୍ଷ ବୟସ୍କ ପୁରୁଷ ଯିଏକି CAD & Angioplasty ୨୦୦୭ ରେ ମଧ୍ୟ ପୀଡିତ ଥିଲେ।

୫- କନ୍ଧମାଳ ଜିଲ୍ଲାର ଜଣେ ୬୨ ବର୍ଷ ବୟସ୍କା ମହିଳା।

୬- ପୁରୀ ଜିଲ୍ଲାର ଜଣେ ୪୮ ବର୍ଷ ବୟସ୍କ ପୁରୁଷ ଯିଏ ଉଚ୍ଚ ରକ୍ତଚାପ, ଡାଇବେଟିସ୍ ମେଲିଟସ୍, ଆର୍ଡିଏସ୍ ରୋଗରେ ପୀଡିତ ଥିଲେ।

୭- ସୁନ୍ଦରଗଡ ଜିଲ୍ଲାର ଜଣେ ୭୮ ବର୍ଷ ବୟସ୍କ ପୁରୁଷ ଯିଏ ଇଶେମିକ୍ ହୃଦ ରୋଗ ଏବଂ HTN ରେ ମଧ୍ୟ ପୀଡିତ ଥିଲେ।

୮- ସୁନ୍ଦରଗଡ ଜିଲ୍ଲାର ଜଣେ ୭୩ ବର୍ଷ ବୟସ୍କ ପୁରୁଷ ଯିଏ ଉଚ୍ଚ ରକ୍ତଚାପ, ଆଜମା, ମଧୁମେହ ରୋଗରେ ପୀଡିତ ଥିଲେ।

୯- ସମ୍ବଲପୁର ଜିଲ୍ଲାର ଜଣେ ୬୦ ବର୍ଷ ବୟସ୍କ ପୁରୁଷ।

୧୦- ଗଜପତି ଜିଲ୍ଲାର ଜଣେ ୬୯ ବର୍ଷ ବୟସ୍କ ପୁରୁଷ ଯିଏ ମଧ୍ୟ ମାନସିକ ରୋଗରେ ପୀଡିତ ଥିଲେ।

୧୧- ଭୁବନେଶ୍ୱରର ୬୪ ବର୍ଷ ବୟସ୍କ ପୁରୁଷ।

୧୨- ଭୁବନେଶ୍ୱରର ୩୯ ବର୍ଷ ବୟସ୍କା ମହିଳା।

୧୩- ମୟୁରଭଞ୍ଜ ଜିଲ୍ଲାର ୬୨ ବର୍ଷ ବୟସ୍କ ପୁରୁଷ।

୧୪- ମୟୁରଭଞ୍ଜ ଜିଲ୍ଲାର ୪୨ ବର୍ଷ ବୟସ୍କ ପୁରୁଷ।

୧୫- ବାଲେଶ୍ୱର ଜିଲ୍ଲାର ଜଣେ ୫୨ ବର୍ଷ ବୟସ୍କା ମହିଳା ଯିଏ ଉଚ୍ଚ ରକ୍ତଚାପ ଏବଂ ମଧୁମେହ ରୋଗରେ ପୀଡିତ ଥିଲେ।

 

 

 

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.