Home Coronavirus Outbreak ଆଜି କରୋନା ନେଲା ୧୬ ମୁଣ୍ଡ – ମୋଟ ମୃତ୍ୟୁ ସଂଖ୍ୟା ୭୫୨ କୁ ବୃଦ୍ଧି

ଆଜି କରୋନା ନେଲା ୧୬ ମୁଣ୍ଡ – ମୋଟ ମୃତ୍ୟୁ ସଂଖ୍ୟା ୭୫୨ କୁ ବୃଦ୍ଧି

101

ଭୁବନେଶ୍ୱର ୨୪-୯ (ଓଡ଼ିଆ ପୁଅ) ଆଜି କରୋନା ନେଇଛି ୧୬ ମୁଣ୍ଡ – ମୋଟ ମୃତ୍ୟୁ ସଂଖ୍ୟା ୭୫୨ କୁ ବୃଦ୍ଧି ପାଇଛି ଏ ନେଇ ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି।
ତେବେ କେଉଁ ଜିଲ୍ଲାରୁ କେତେ ଜାଣନ୍ତୁ।

ବଲାଙ୍ଗୀର ଜିଲ୍ଲାରୁ ଜଣେ,

କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ ଜଣ,

ଖୋର୍ଦ୍ଦା ଜିଲ୍ଲାରୁ ୫ ଜଣ,

ମୟୁରଭଞ୍ଜ ଜିଲ୍ଲାରୁ ଜଣେ,

ନୟାଗଡ଼ ଜିଲ୍ଲାରୁ ଜଣେ,

ପୁରୀ ଜିଲ୍ଲାରୁ ୪ ଜଣ,

ରାୟଗଡ଼ା ଜିଲ୍ଲାରୁ ଜଣେ,

ସୋନପୁର ଜିଲ୍ଲାରୁ ଜଣେ,

୧- ବଲାଙ୍ଗୀର ଜିଲ୍ଲାର ଜଣେ ୪୩ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହରେ ମଧ୍ୟ ପୀଡିତ ଥିଲେ।

୨- ଭୁବନେଶ୍ୱରର ୬୫ ବର୍ଷ ବୟସ୍କ ପୁରୁଷ।

୩- ଭୁବନେଶ୍ୱରର ଜଣେ ୭୬ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୪- ଭୁବନେଶ୍ୱରର ଜଣେ ୭୨ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୫- କେନ୍ଦ୍ରାପଡା ଜିଲ୍ଲାର ଜଣେ ୫୮ ବର୍ଷ ବୟସ୍କା ମହିଳା ଯିଏ ଅନିୟନ୍ତ୍ରିତ ମଧୁମେହରେ ମଧ୍ୟ ପୀଡିତ ଥିଲେ।

୬- କେନ୍ଦ୍ରାପଡା ଜିଲ୍ଲାର ଜଣେ ୮୨ ବର୍ଷ ବୟସ୍କ ପୁରୁଷ ଯିଏ ଅନିୟନ୍ତ୍ରିତ ମଧୁମେହରେ ପୀଡିତ ଥିଲେ।

୭- ଖୋର୍ଧା ଜିଲ୍ଲାର ଜଣେ ୫୭ ବର୍ଷ ବୟସ୍କ ପୁରୁଷ।

୮- ଖୋର୍ଧା ଜିଲ୍ଲାର ଜଣେ ୬୯ ବର୍ଷ ବୟସ୍କ ପୁରୁଷ।

୯- ମୟୁରଭଞ୍ଜ ଜିଲ୍ଲାର ଜଣେ ୫୮ ବର୍ଷ ବୟସ୍କ ପୁରୁଷ।

୧୦- ନୟାଗଡ଼ ଜିଲ୍ଲାର ଜଣେ ୫୪ ବର୍ଷ ବୟସ୍କ ପୁରୁଷ।

୧୧- ପୁରୀ ଜିଲ୍ଲାର ଜଣେ ୭୯ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହରେ ପୀଡିତ ଥିଲେ।

୧୨- ପୁରୀ ଜିଲ୍ଲାର ଜଣେ ୬୭ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୧୩- ପୁରୀ ଜିଲ୍ଲାର ଜଣେ ୮୨ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୧୪- ପୁରୀ ଜିଲ୍ଲାର ଜଣେ ୩୯ ବର୍ଷ ବୟସ୍କ ପୁରୁଷ ଯିଏ କି କ୍ରନିକ୍ କିଡନୀ ରୋଗ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୧୫- ରାୟଗଡା ଜିଲ୍ଲାର ଜଣେ ୫୭ ବର୍ଷ ବୟସ୍କ ପୁରୁଷ।

୧୬- ସୁବର୍ଣ୍ଣପୁର ଜିଲ୍ଲାର ଜଣେ ୭୦ ବର୍ଷ ବୟସ୍କ ପୁରୁଷ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.