Home Coronavirus Outbreak ରାଜ୍ୟରେ ରେକର୍ଡ଼ – ପୁଣି କରୋନା ନେଲା ୧୨ ମୁଣ୍ଡ : ମୃତ୍ୟୁ ସଂଖ୍ୟା ୨୪୭...

ରାଜ୍ୟରେ ରେକର୍ଡ଼ – ପୁଣି କରୋନା ନେଲା ୧୨ ମୁଣ୍ଡ : ମୃତ୍ୟୁ ସଂଖ୍ୟା ୨୪୭ କୁ ବୃଦ୍ଧି

151

ଭୁବନେଶ୍ୱର ୭-୮ (ଓଡ଼ିଆ ପୁଅ) ପୁଣି କରୋନା ନେଇଛି ୧୨ ମୁଣ୍ଡ। କରୋନା କାରଣରୁ ମୃତ୍ୟୁ ସଂଖ୍ୟା ୨୪୭ କୁ ବୃଦ୍ଧି ପାଇଛି।

ଭଦ୍ରକ, ଢେଙ୍କାନାଳ, ଗଜପତି, କେନ୍ଦ୍ରାପଡ଼ା, ମୟୁରଭଞ୍ଜ, ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ଏବଂ ଗଞ୍ଜାମ ରୁ ୩ ଜଣ ସୁନ୍ଦରଗଡ଼ରୁ ୩ ଜଣବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି।

ଏ ନେଇ ଓଡ଼ିଶା ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି।

ଜାକ୍ତରଖାନାରେ ୧୨ ଜଣ କୋଭିଡ ପଜିଟିଭ ରୋଗୀ ଚିକିତ୍ସିତ ହେଉଥିବା ବେଳେ ମୃତ୍ୟୁ ବରଣ କରିଛନ୍ତି ବୋଲି ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି।

୧- ମୟୁରଭଞ୍ଜ ଜିଲ୍ଲାର ଜଣେ ୫୫ ବର୍ଷ ବୟସ୍କ ପୁରୁଷ ଯିଏ ମଧ୍ୟ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ।

୨- କେନ୍ଦ୍ରାପଡା ଜିଲ୍ଲାର ଜଣେ ୩୬ ବର୍ଷ ବୟସ୍କ ପୁରୁଷ ଯିଏ କି କ୍ରନିକ୍ କିଡନୀ ରୋଗରେ ପୀଡିତ ଥିଲେ।

୩- ସମ୍ବଲପୁର ଜିଲ୍ଲାର ଜଣେ ୭୮ ବର୍ଷ ବୟସ୍କା ମହିଳା ଯିଏ କି କ୍ରୋନିକ୍ ଅବଷ୍ଟ୍ରକ୍ଟିଭ୍ ଫୁସଫୁସ ରୋଗରେ ମଧ୍ୟ ପୀଡିତ ଥିଲେ।

୪- ଭଦ୍ରକ ଜିଲ୍ଲାର ଜଣେ ୫୫ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହରେ ପୀଡିତ ଥିଲେ।

୫- ଢେଙ୍କାନାଳ ଜିଲ୍ଲାର ଜଣେ ୬୧ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୬- ସୁନ୍ଦରଗଡ ଜିଲ୍ଲାର ଜଣେ ୭୭ ବର୍ଷ ବୟସ୍କ ପୁରୁଷ।

୭- ସୁନ୍ଦରଗଡ ଜିଲ୍ଲାର ଜଣେ ୭୭ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ, ଉଚ୍ଚ ରକ୍ତଚାପ ଏବଂ କ୍ରନିକ୍ କିଡନୀ ରୋଗରେ ପୀଡିତ ଥିଲେ।

୮- ସୁନ୍ଦରଗଡ ଜିଲ୍ଲାର ଜଣେ ୬୬ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ କ୍ରନିକ୍ ଅବଷ୍ଟ୍ରକ୍ଟିଭ୍ ଫୁସଫୁସ ରୋଗରେ ମଧ୍ୟ ପୀଡିତ ଥିଲେ।

୯- ଗଞ୍ଜାମ ଜିଲ୍ଲାର ଜଣେ ୫୨ ବର୍ଷ ବୟସ୍କ ପୁରୁଷ।

୧୦- ଗଞ୍ଜାମ ଜିଲ୍ଲାର ଜଣେ ୫୦ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହରେ ପୀଡିତ ଥିଲେ।

୧୧- ଗଞ୍ଜାମ ଜିଲ୍ଲାର ଜଣେ ୬୨ ବର୍ଷ ବୟସ୍କ ପୁରୁଷ ଯିଏ ମଧ୍ୟ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ।

୧୨- ଗଜପତି ଜିଲ୍ଲାର ଜଣେ ୩୪ ବର୍ଷ ବୟସ୍କ ପୁରୁଷ ଯିଏ କି କ୍ରନିକ୍ କିଡନୀ ରୋଗରେ ପୀଡିତ ଥିଲେ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.