Home Coronavirus Outbreak ରାଜ୍ୟରେ କରୋନା ନେଲା ୧୬ ମୁଣ୍ଡ – ମୋଟ ମୃତକଙ୍କ ସଂଖ୍ୟା ୯୭୪ କୁ ବୃଦ୍ଧି

ରାଜ୍ୟରେ କରୋନା ନେଲା ୧୬ ମୁଣ୍ଡ – ମୋଟ ମୃତକଙ୍କ ସଂଖ୍ୟା ୯୭୪ କୁ ବୃଦ୍ଧି

69

ଭୁବନେଶ୍ୱର ୮-୧୦ (ଓଡ଼ିଆ ପୁଅ) ରାଜ୍ୟରେ କରୋନା ନେଲା ୧୬ ମୁଣ୍ଡ। ମୋଟ ମୃତକଙ୍କ ସଂଖ୍ୟା ୯୭୪କୁ ବୃଦ୍ଧି ପାଇଛି। ଏ ନେଇ ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି।

ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ –

ବାଲେଶ୍ୱର ଜିଲ୍ଲାର -୪ ଜଣ

ଭୁବନେଶ୍ୱରର – ୪ ଜଣ

ଝାସୁଗୁଡା ଜିଲ୍ଲାର – ଜଣେ

କଳାହାଣ୍ଡି ଜିଲ୍ଲାର – ୨ ଜଣ

ମୟୁରଭଞ୍ଜ ଜିଲ୍ଲାର – ୨ଜଣ

ନୟାଗଡ଼ ଜିଲ୍ଲାର – ୨ ଜଣ

ସୁନ୍ଦରଗଡ ଜିଲ୍ଲାର ଜଣେ –

ମୃତକଙ୍କ ବିଷୟରେ  

୧- ବାଲେଶ୍ୱର ଜିଲ୍ଲାର ଜଣେ ୫୦ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହରେ ପୀଡିତ ଥିଲେ।
୨- ବାଲେଶ୍ୱର ଜିଲ୍ଲାର ଜଣେ ୭୨ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।
୩- ବାଲେଶ୍ୱର ଜିଲ୍ଲାର ଜଣେ ୭୨ ବର୍ଷ ବୟସ୍କ ପୁରୁଷ।
୪- ବାଲେଶ୍ୱର ଜିଲ୍ଲାର ଜଣେ ୬୮ ବର୍ଷ ବୟସ୍କା ମହିଳା ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୫- ଭୁବନେଶ୍ୱରର ଜଣେ ୩୯ ବର୍ଷ ବୟସ୍କ ପୁରୁଷ।
୬- ଭୁବନେଶ୍ୱରର ଜଣେ ୬୧ ବର୍ଷ ବୟସ୍କ ପୁରୁଷ।
୭- ଭୁବନେଶ୍ୱରର ଜଣେ ୮୮ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।
୮- ଭୁବନେଶ୍ୱରର ଜଣେ ୭୧ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହରେ ପୀଡିତ ଥିଲେ।

୯- ଝାସୁଗୁଡା ଜିଲ୍ଲାର ଜଣେ ୬୦ ବର୍ଷ ବୟସ୍କା ମହିଳା ମଧ୍ୟ ମଧୁମେହରେ ପୀଡିତ ଥିଲେ।

୧୦- କଳାହାଣ୍ଡି ଜିଲ୍ଲାର ଜଣେ ୫୨ ବର୍ଷ ବୟସ୍କ ପୁରୁଷ।

୧୧- କଳାହାଣ୍ଡି ଜିଲ୍ଲାର ୩୦ ବର୍ଷ ବୟସ୍କା ମହିଳା।

୧୨- ମୟୁରଭଞ୍ଜ ଜିଲ୍ଲାର ଜଣେ ୯୨ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ, ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।
୧୩- ମୟୁରଭଞ୍ଜ ଜିଲ୍ଲାର ଜଣେ ୫୭ ବର୍ଷ ବୟସ୍କ ପୁରୁଷ ଯିଏ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ।

୧୪- ନୟାଗଡ଼ ଜିଲ୍ଲାର ଜଣେ ୭୦ ବର୍ଷ ବୟସ୍କ ପୁରୁଷ।
୧୫- ନୟାଗଡ଼ ଜିଲ୍ଲାର ଜଣେ ୫୫ ବର୍ଷ ବୟସ୍କା ମହିଳା।

୧୬- ସୁନ୍ଦରଗଡ ଜିଲ୍ଲାର ଜଣେ ୫୪ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ, ଉଚ୍ଚ ରକ୍ତଚାପ ଏବଂ କ୍ରନିକ୍ କିଡନୀ ରୋଗରେ ପୀଡିତ ଥିଲେ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.