Home Top News ବାପା ପରେ ଝିଅ: ଦୀପାଳି ଦାସ ଝାରସୁଗୁଡ଼ା ବିଜେଡି ପାର୍ଥି

ବାପା ପରେ ଝିଅ: ଦୀପାଳି ଦାସ ଝାରସୁଗୁଡ଼ା ବିଜେଡି ପାର୍ଥି

81

ଭୁବନେଶ୍ୱର: ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସଙ୍କ ମୃତ୍ୟୁ ପରେ ଖାଲି ପଡ଼ିଥିବା ଝାରସୁଗୁଡ଼ା ବିଧାନସଭା ଆସନ ପାଇଁ ନବ ଦାସଙ୍କ ଝିଅ ଦୀପାଳି ହେଲେ ଶାସକ ବିଜୁ ଜନତା ଦଳ ପାର୍ଥି। ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଆଜି ଝାରସୁଗୁଡ଼ା ବିଧାନସଭା ଉପ ନିର୍ବାଚନ ପାଇଁ ଦୀପାଳିଙ୍କ ନାମ ଆନୁଷ୍ଠାନିକ ଭାବରେ ଘୋଷଣା କରିଛନ୍ତି। ସୂଚନାଯୋଗ୍ୟ ଯେ ମେ ୧୦ରେ ହେବ ଝାରସୁଗୁଡ଼ା ବିଧାନସଭା ପାଇଁ ଉପନିର୍ବାଚନ। ଏପ୍ରିଲ ୧୩ରେ ପ୍ରକାଶ ପାଇବ ନିର୍ବାଚନ ବିଜ୍ଞପ୍ତି ।ଏପ୍ରିଲ ୨୦ ପର୍ଯ୍ୟନ୍ତ ପ୍ରାର୍ଥିପତ୍ର ଦାଖଲ ହେବ। ୨୧ରେ ଯାଞ୍ଚ, ୨୪ ପର୍ଯ୍ୟନ୍ତ ନାମାଙ୍କନ ପ୍ରତ୍ୟାହାର ପାଇଁ ସମୟ ଦିଆଯାଇଛି । ମେ’ ୧୩ରେ ଭୋଟ ଗଣତି ହେବ ।
-/Dr

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.