Home Coronavirus Outbreak ଆଜି ୩୦୬୭ ନୂଆ ଆକ୍ରାନ୍ତ ଚିହ୍ନଟ, ୧୫ ମୃତ – ଜାଣନ୍ତୁ ଆପଣଙ୍କ ଜିଲ୍ଲାର ସମ୍ପୂର୍ଣ୍ଣ...

ଆଜି ୩୦୬୭ ନୂଆ ଆକ୍ରାନ୍ତ ଚିହ୍ନଟ, ୧୫ ମୃତ – ଜାଣନ୍ତୁ ଆପଣଙ୍କ ଜିଲ୍ଲାର ସମ୍ପୂର୍ଣ୍ଣ ତଥ୍ୟ –

162

ଭୁବନେଶ୍ୱର ୨୯-୯ (ଓଡ଼ିଆ ପୁଅ) ଆଜି ୩୦ ଜିଲ୍ଲାରୁ ୩୦୬୭ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ମୋଟ ଆକ୍ରାନ୍ତ ୨୧୫୬୭୬ କୁ ବୃଦ୍ଧି ପାଇଛି। ଏ ନେଇ ଓଡ଼ିଶା ସରକାରଙ୍କର ସୂଚନା ଓ ଲୋକସମ୍ପର୍କ ବିଭାଗ ସୂଚନା ଦେଇଛି। କ୍ୱାରେଣ୍ଟାଇନ୍ ସେଣ୍ଟରରୁ ୧୮୦୯ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୧୨୫୮ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ଗତକାଲି ସୁସ୍ଥ ହୋଇଥିଲେ ୪୦୧୪ ଜଣ। ମୋଟ କୋଭିଡ୍ – ୧୯ ଟେଷ୍ଟ ହୋଇଛି ୩୨୦୦୮୫୨। ମୋଟ ଆକ୍ରାନ୍ତ ୨୧୫୬୭୬ କୁ ବୃଦ୍ଧି ପାଇଛି। ମୋଟ ସୁସ୍ଥ ହେଲେଣି ୧୭୭୫୮୫ ଜଣ। ସକ୍ରୀୟ ଆକ୍ରାନ୍ତ –  ୩୭୨୧୦
ଭୁବନେଶ୍ୱର ୨୯-୯ (ଓଡ଼ିଆ ପୁଅ) ଆଜି କରୋନା ନେଲା ୧୫ ମୁଣ୍ଡ – ମୋଟ ମୃତ୍ୟୁ ସଂଖ୍ୟା ୮୨୮ କୁ ବୃଦ୍ଧି ପାଇଛି। ଏ ନେଇ ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି।

ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ
ବାଲେଶ୍ୱର ଜିଲ୍ଲା ମୋଟ ମୃତକଙ୍କ ସଂଖ୍ୟା ୨୭ [ଆଜି ଜଣ ୩]

ବଲାଙ୍ଗୀର ଜିଲ୍ଲା ମୋଟ ମୃତକଙ୍କ ସଂଖ୍ୟା ୨୩ [ଆଜି ଜଣେ]

କଟକ ଜିଲ୍ଲା ମୋଟ ମୃତକଙ୍କ ସଂଖ୍ୟା ୬୯ [ଆଜି ଜଣ ୩]

ଝାରସୁଗୁଡ଼ା ଜିଲ୍ଲା ମୋଟ ମୃତକଙ୍କ ସଂଖ୍ୟା ୨ [ଆଜି ଜଣେ]

ଖୋର୍ଦ୍ଦା ଜିଲ୍ଲା ମୋଟ ମୃତକଙ୍କ ସଂଖ୍ୟା ୧୩୧ [ଆଜି ଜଣ ୩]

ନବରଙ୍ଗପୁର ଜିଲ୍ଲା ମୋଟ ମୃତକଙ୍କ ସଂଖ୍ୟା ୫ [ଆଜି ଜଣେ]

ପୁରୀ ଜିଲ୍ଲା ମୋଟ ମୃତକଙ୍କ ସଂଖ୍ୟା ୫୪ [ଆଜି ଜଣ ୨]

ସୁନ୍ଦରଗଡ଼ ଜିଲ୍ଲା ମୋଟ ମୃତକଙ୍କ ସଂଖ୍ୟା ୪୦ [ଆଜି ଜଣେ]

ମୃତକଙ୍କ ବିଷୟରେ –

୧ – ବାଲେଶ୍ୱର ଜିଲ୍ଲାର ଜଣେ ୫୬ ବର୍ଷ ବୟସ୍କ ପୁରୁଷ।

୨- ବାଲେଶ୍ୱର ଜିଲ୍ଲାର ଜଣେ ୬୧ ବର୍ଷ ବୟସ୍କା ମହିଳା ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୩- ବାଲେଶ୍ୱର ଜିଲ୍ଲାର ଜଣେ ୭୦ ବର୍ଷ ବୟସ୍କା ମହିଳା ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୪- ଭୁବନେଶ୍ୱରର ୭୩ ବର୍ଷ ବୟସ୍କ ପୁରୁଷ।

୫- ଭୁବନେଶ୍ୱରର ୫୦ ବର୍ଷ ବୟସ୍କ ପୁରୁଷ।

୬- ଭୁବନେଶ୍ୱରର ୬୦ ବର୍ଷ ବୟସ୍କ ପୁରୁଷ।

୭- ବଲାଙ୍ଗୀର ଜିଲ୍ଲାର ୭୪ ବର୍ଷ ବୟସ୍କ ପୁରୁଷ।

୮- କଟକ ଜିଲ୍ଲାର ୪୦ ବର୍ଷ ବୟସ୍କ ପୁରୁଷ।

୯- କଟକ ଜିଲ୍ଲାର ଜଣେ ୬୮ ବର୍ଷ ବୟସ୍କ ପୁରୁଷ ଯିଏ ମଧ୍ୟ ମଧୁମେହରେ ପୀଡିତ ଥିଲେ।

୧୧- ଝାରସୁଗୁଡା ଜିଲ୍ଲାର ଜଣେ ୬୭ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୧୨- ନବରଙ୍ଗପୁର ଜିଲ୍ଲାର ୩୦ ବର୍ଷ ବୟସ୍କା ମହିଳା ଯିଏକି ଏଚ୍-ଆଇ-ଭି ସଂକ୍ରମଣ ଏବଂ ରକ୍ତହୀନତାର ଶିକାର ହୋଇଥିଲେ।

୧୩- ପୁରୀ ଜିଲ୍ଲାର ଜଣେ ୬୫ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୧୪- ପୁରୀ ଜିଲ୍ଲାର ୪୯ ବର୍ଷ ବୟସ୍କ ପୁରୁଷ।

୧୫- ସୁନ୍ଦରଗଡ ଜିଲ୍ଲାର ଜଣେ ୪୭ ବର୍ଷ ବୟସ୍କା ମହିଳା ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

ଆଜି ୩୦ ଜିଲ୍ଲାରୁ ୩୦୬୭ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
କେଉଁ ଜିଲ୍ଲାରୁ –  କେତେ ଜାଣନ୍ତୁ

୧- ଅନୁଗୁଳ ଜିଲ୍ଲାରୁ –  ୧୨୯

୨- ବାଲେଶ୍ୱର ଜିଲ୍ଲାରୁ –  ୧୪୬

୩- ବରଗଡ଼ ଜିଲ୍ଲାରୁ –  ୬୯

୪- ଭଦ୍ରକ ଜିଲ୍ଲାରୁ –  ୫୯

୫- ବଲାଙ୍ଗୀର ଜିଲ୍ଲାରୁ –  ୭୮

୬- ବୌଦ୍ଦ ଜିଲ୍ଲାରୁ –  ୪୫

୭- କଟକ ଜିଲ୍ଲାରୁ –  ୨୩୦

୮- ଦେବଗଡ଼ ଜିଲ୍ଲାରୁ –  ୧୫

୯- ଢେଙ୍କାନାଳ ଜିଲ୍ଲାରୁ –  ୯୧

୧୦- ଗଜପତି ଜିଲ୍ଲାରୁ –  ୨୧

୧୧- ଗଞ୍ଜାମ ଜିଲ୍ଲାରୁ –  ୩୪

୧୨- ଜଗତସିଂହପୁର ଜିଲ୍ଲାରୁ –  ୮୪

୧୩- ଯାଜପୁର ଜିଲ୍ଲାରୁ –  ୬୦

୧୪- ଝାରସୁଗୁଡ଼ା ଜିଲ୍ଲାରୁ –  ୯୬

୧୫- କଳାହାଣ୍ଡି ଜିଲ୍ଲାରୁ –  ୫୪

୧୬- କନ୍ଧମାଳ ଜିଲ୍ଲାରୁ –  ୮୧

୧୭- କେନ୍ଦ୍ରାପଡ଼ା ଜିଲ୍ଲାରୁ – : ୯୪

୧୮- କେନ୍ଦୁଝର ଜିଲ୍ଲାରୁ –  ୮୧

୧୯- ଖୋର୍ଦ୍ଧା ଜିଲ୍ଲାରୁ : ୫୫୫

୨୦- କୋରାପୁଟ ଜିଲ୍ଲାରୁ –  ୫୫

୨୧- ମାଲକାନଗିରି : ୨୪

୨୨- ମୟୁରଭଞ୍ଜ ଜିଲ୍ଲାରୁ –  ୧୪୩

୨୩- ନବରଙ୍ଗପୁର ଜିଲ୍ଲାରେ: ୫୮

୨୪- ନୟାଗଡ଼ ଜିଲ୍ଲାରୁ –  ୬୮

୨୫- ନୂଆପଡ଼ା ଜିଲ୍ଲାରୁ –  ୮୫

୨୬- ପୁରୀ ଜିଲ୍ଲାରୁ –  ୧୭୮

୨୭- ରାୟଗଡ଼ା ଜିଲ୍ଲାରୁ –  ୪୧

୨୮- ସମ୍ବଲପୁର ଜିଲ୍ଲାରୁ –  ୯୮

୨୯- ସୋନପୁର ଜିଲ୍ଲାରୁ –  ୨୨

୩୦- ସୁନ୍ଦରଗଡ଼ ଜିଲ୍ଲାରୁ –  ୬୨

୩୧- State Pool: ୨୧୧


ଜିଲ୍ଲାୱାରୀ ତଥ୍ୟ –

ଅନୁଗୁଳ ଜିଲ୍ଲାରେ ୪, ୧୨୧ [+୧୨୯] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୬୭୨ [+୧୨୯] ଜଣ ସକ୍ରୀୟ ଅଛନ୍ତି। ୨, ୪୪୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବାଲେଶ୍ୱର ଜିଲ୍ଲାରେ ୭, ୪୪୬ [+୧୪୬] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୪୪୮ [+୧୪୩] ଜଣ ସକ୍ରୀୟ ଅଛନ୍ତି। ୫, ୯୬୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୭ [+୩] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୫ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବରଗଡ଼ ଜିଲ୍ଲା ରେ ୬, ୨୭୩ [+୬୯] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୧୫୧ [+୬୯] ଜଣ ସକ୍ରୀୟ ଅଛନ୍ତି। ୫, ୧୧୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଭଦ୍ରକ ଜିଲ୍ଲାରେ ୫, ୧୪୬ [+୫୯] ଜଣ ସଂକ୍ରମିତ ହୋଇଥିବା ବେଳେ ୮୩୬ [+୫୯] ଜଣ ସକ୍ରୀୟ ଅଛନ୍ତି। ୪, ୨୯୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବଲାଙ୍ଗୀର ଜିଲ୍ଲାରେ ୪, ୧୯୪ [+୭୮] ଜଣ ସଂକ୍ରମିତ ହୋଇଥିବା ବେଳେ ୭୨୧ [+୭୭] ଜଣ ସକ୍ରୀୟ ଅଛନ୍ତି। ୩, ୪୫୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୩ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବୌଦ୍ଦ ଜିଲ୍ଲାରେ ୧, ୮୬୧ [+୪୫] ଜଣ ସଂକ୍ରମିତ ହୋଇଥିବା ବେଳେ ୪୨୫ [+୪୫] ଜଣ ସକ୍ରୀୟ ଅଛନ୍ତି। ୧, ୪୩୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କଟକ ଜିଲ୍ଲାରେ ୨୦, ୧୬୧ [+୨୩୦] ଜଣ ସଂକ୍ରମିତ ହୋଇଥିବା ବେଳେ ୪, ୨୦୦ [+୨୨୭] ଜଣ ସକ୍ରୀୟ ଅଛନ୍ତି। ୧୫, ୮୮୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୬୯ [+୩] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଦେବଗଡ଼ ଜିଲ୍ଲାରେ ୬୨୬ [+୧୫] ଜଣ ସଂକ୍ରମିତ ହୋଇଥିବା ବେଳେ ୧୨୨ [+୧୫] ଜଣ ସକ୍ରୀୟ ଅଛନ୍ତି। ୫୦୪ ଜଣ ସୁସ୍ଥ ହୋଇଛନ୍ତି।

ଢେଙ୍କାନାଳ ଜିଲ୍ଲାରେ ୩, ୬୮୯ [+୯୧] ଜଣ ସଂକ୍ରମିତ ହୋଇଥିବା ବେଳେ ୬୩୧ [+୯୧] ଜଣ ସକ୍ରୀୟ ଅଛନ୍ତି। ୩, ୦୫୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଗଜପତିଜିଲ୍ଲାରେ ୩, ୫୩୭ [+୨୧] ଜଣ ସଂକ୍ରମିତ ହୋଇଥିବା ବେଳେ ୧୬୯ [+୨୧] ଜଣ ସକ୍ରୀୟ ଅଛନ୍ତି। ୩, ୩୪୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଗଞ୍ଜାମ ଜିଲ୍ଲାରେ ୨୦, ୦୯୭ [+୩୪] ଜଣ ସଂକ୍ରମିତ ହୋଇଥିବା ବେଳେ ୨୭୪ [+୩୪] ଜଣ ସକ୍ରୀୟ ଅଛନ୍ତି। ୧୯, ୫୯୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୧୯ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୮ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଜଗତସିଂହପୁର ଜିଲ୍ଲାରେ ୫, ୨୨୯ [+୮୪] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୩୬୬ [+୮୪] ଜଣ ସକ୍ରୀୟ ଅଛନ୍ତି। ୩, ୮୫୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଯାଜପୁର ଜିଲ୍ଲାରେ ୮, ୧୫୨ [+୬୦] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୪୮୧ [+୬୦] ଜଣ ସକ୍ରୀୟ ଅଛନ୍ତି। ୬, ୬୬୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୦ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଝାରସୁଗୁଡ଼ା ଜିଲ୍ଲାରେ ୪, ୩୮୭ [+୯୬] ଜଣ ସଂକ୍ରମିତ ହୋଇଥିବା ବେଳେ ୯୮୯ [+୯୫] ଜଣ ସକ୍ରୀୟ ଅଛନ୍ତି। ୩, ୩୯୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କଳାହାଣ୍ଡି ଜିଲ୍ଲାରେ ୩, ୧୮୦ [+୫୪] ଜଣ ସଂକ୍ରମିତ ହୋଇଥିବା ବେଳେ ୭୪୫ [+୫୪] ଜଣ ସକ୍ରୀୟ ଅଛନ୍ତି। ୨, ୪୨୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କନ୍ଧମାଳ ଜିଲ୍ଲାରେ ୪, ୩୮୬ [+୮୧] ଜଣ ସଂକ୍ରମିତ ହୋଇଥିବା ବେଳେ ୬୧୩ [+୮୧] ଜଣ ସକ୍ରୀୟ ଅଛନ୍ତି। ୩, ୭୫୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କେନ୍ଦ୍ରାପଡ଼ା ଜିଲ୍ଲାରେ ୪, ୯୩୩ [+୯୪] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୧୭୭ [+୯୪] ଜଣ ସକ୍ରୀୟ ଅଛନ୍ତି। ୩, ୭୪୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୦ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କେନ୍ଦୁଝର ଜିଲ୍ଲାରେ ୪, ୧୫୪ [+୮୧] ଜଣ ସଂକ୍ରମିତ ହୋଇଥିବା ବେଳେ ୬୬୭ [+୮୧] ଜଣ ସକ୍ରୀୟ ଅଛନ୍ତି। ୩, ୪୭୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୦ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଖୋର୍ଦ୍ଦା ଜିଲ୍ଲାରେ ୩୬, ୯୫୯ [+୫୫୫] ଜଣ ସଂକ୍ରମିତ ହୋଇଥିବା ବେଳେ ୬, ୫୫୧ [+୫୫୨] ଜଣ ସକ୍ରୀୟ ଅଛନ୍ତି। ୩୦, ୨୬୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୩୧ [+୩] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧୦ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କୋରାପୁଟ ଜିଲ୍ଲାରେ ୬, ୦୯୭ [+୫୫] ଜଣ ସଂକ୍ରମିତ ହୋଇଥିବା ବେଳେ ୬୯୫ [+୫୫] ଜଣ ସକ୍ରୀୟ ଅଛନ୍ତି। ୫, ୩୯୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୦ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ମାଲକାନଗିରି ରେ ୩, ୫୩୬ [+୨୪] ଜଣ ସଂକ୍ରମିତ ହୋଇଥିବା ବେଳେ ୪୨୩ [+୨୪] ଜଣ ସକ୍ରୀୟ ଅଛନ୍ତି। ୩, ୦୯୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ମୟୁରଭଞ୍ଜ ଜିଲ୍ଲାରେ ୭, ୯୧୬ [+୧୪୩] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୩୯୧ [+୧୪୩] ଜଣ ସକ୍ରୀୟ ଅଛନ୍ତି। ୬, ୪୯୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନବରଙ୍ଗପୁର ଜିଲ୍ଲାରେ ୩, ୫୭୦ [+୫୮] ଜଣ ସଂକ୍ରମିତ ହୋଇଥିବା ବେଳେ ୮୦୦ [+୫୭] ଜଣ ସକ୍ରୀୟ ଅଛନ୍ତି। ୨, ୭୬୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୟାଗଡ଼ ଜିଲ୍ଲାରେ ୪, ୭୦୪ [+୬୮] ଜଣ ସଂକ୍ରମିତ ହୋଇଥିବା ବେଳେ ୬୪୧ [+୬୮] ଜଣ ସକ୍ରୀୟ ଅଛନ୍ତି। ୪, ୦୪୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୦ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୂଆପଡ଼ା ଜିଲ୍ଲାରେ ୩, ୦୪୫ [+୮୫] ଜଣ ସଂକ୍ରମିତ ହୋଇଥିବା ବେଳେ ୯୮୦ [+୮୫] ଜଣ ସକ୍ରୀୟ ଅଛନ୍ତି। ୨, ୦୬୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ପୁରୀ ଜିଲ୍ଲାରେ ୯, ୮୮୨ [+୧୭୮] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୭୦୩ [+୧୭୬] ଜଣ ସକ୍ରୀୟ ଅଛନ୍ତି। ୮, ୧୨୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫୪ [+୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ରାୟଗଡ଼ା ଜିଲ୍ଲାରେ ୭, ୪୩୨ [+୪୧] ଜଣ ସଂକ୍ରମିତ ହୋଇଥିବା ବେଳେ ୫୨୬ [+୪୧] ଜଣ ସକ୍ରୀୟ ଅଛନ୍ତି। ୬, ୮୬୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୭ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସମ୍ବଲପୁର ଜିଲ୍ଲାରେ ୫, ୮୫୧ [+୯୮] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୧୧୭ [+୯୮] ଜଣ ସକ୍ରୀୟ ଅଛନ୍ତି। ୪, ୭୧୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୋନପୁର ଜିଲ୍ଲାରେ ୨, ୮୧୦ [+୨୨] ଜଣ ସଂକ୍ରମିତ ହୋଇଥିବା ବେଳେ ୪୭୪ [+୨୨] ଜଣ ସକ୍ରୀୟ ଅଛନ୍ତି। ୨, ୩୨୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୁନ୍ଦରଗଡ଼ ଜିଲ୍ଲାରେ ୭, ୪୩୪ [+୬୨] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୦୬୬ [+୬୧] ଜଣ ସକ୍ରୀୟ ଅଛନ୍ତି। ୬, ୩୨୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୦ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

State Pool ରେ ୪, ୮୬୮ [+୨୧୧] ଜଣ ସଂକ୍ରମିତ ହୋଇଥିବା ବେଳେ ୨, ୧୫୬ [+୨୧୧] ଜଣ ସକ୍ରୀୟ ଅଛନ୍ତି। ୨, ୭୧୨ ଜଣ ସୁସ୍ଥ ହୋଇଛନ୍ତି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.