Home Coronavirus Outbreak ଆସିଗଲା ରାଜ୍ୟରେ କରୋନା ସମ୍ବନ୍ଧିୟ ସମ୍ପୂର୍ଣ୍ଣ ଜିଲ୍ଲାୱାରୀ ତଥ୍ୟ – ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ...

ଆସିଗଲା ରାଜ୍ୟରେ କରୋନା ସମ୍ବନ୍ଧିୟ ସମ୍ପୂର୍ଣ୍ଣ ଜିଲ୍ଲାୱାରୀ ତଥ୍ୟ – ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ଆକ୍ରାନ୍ତ, କେତେ ମୃତ ଏବଂ କେତେ ସକ୍ରିୟ

499

– ରାଜ୍ୟରେ ଆଉ ୨୬୪ ଜଣ କରୋନା ଆକ୍ରାନ୍ତ

– ରାଜ୍ୟରେ କରୋନା ନେଇଛି ତିନୋଟି ମୁଣ୍ଡ

ଭୁବନେଶ୍ୱର ୨୮-୬ (ଓଡ଼ିଆ ପୁଅ) ରାଜ୍ୟରେ ଆଉ ୨୬୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ୨୩ ଜିଲ୍ଲାରୁ ଏହି ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୭୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ରାଜ୍ୟରେ କରୋନା ନେଇଛି ତିନୋଟି ମୁଣ୍ଡ। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ଟ୍ୱିଟ କରି ଜଣାଇଛି।

ତେବେ ଗଞ୍ଜାମ ଜିଲ୍ଲାର ଜଣେ ୭୫ ବର୍ଷ ବୟସ୍କ ପୁରୁଷ, ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ ତାଙ୍କର ମୃତ୍ୟୁ ହୋଇଛି।

କଟକ ଜିଲ୍ଲାର ଜଣେ ୬୫ ବର୍ଷ ବୟସ୍କ ପୁରୁଷ, ଯିଏ ମଧୁମେହ, ଉଚ୍ଚ ରକ୍ତଚାପ ଏବଂ କିଡନୀ ରୋଗରେ ମଧ୍ୟ ପୀଡିତ ଥିଲେ ତାଙ୍କର ମୃତ୍ୟୁ ହୋଇଛି।

ଭୁବନେଶ୍ୱରର ଜଣେ ୭୩ ବର୍ଷ ବୟସ୍କ ପୁରୁଷ, ଯିଏ ମଧୁମେହ, ଉଚ୍ଚ ରକ୍ତଚାପ ଏବଂ କିଡନୀ ରୋଗରେ ମଧ୍ୟ ପୀଡିତ ଥିଲେ ତାଙ୍କର ମୃତ୍ୟୁ ହୋଇଛି।

ତେବେ ରାଜ୍ୟରେ କରୋନା କାରଣରୁ ମୋଟ ୨୧ ଜଣଙ୍କର ମୃତ୍ୟୁ ହୋଇଛି। ଏବଂ ଅନ୍ୟ କରାଣରୁ ୭ ଜଣଙ୍କର ମୃତ୍ୟୁ ହୋଇଛି।

ଆଜି ରାଜ୍ୟରେ ଆଉ ୨୬୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ୨୩ ଜିଲ୍ଲାରୁ ଏହି ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୭୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଚିହ୍ନଟ ନୂଆ ୨୬୪ ଆକ୍ରାନ୍ତଙ୍କ ମଧ୍ୟରୁ ୨୩୪ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍ ୩୦ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ଆଜି ଚିହ୍ନଟ ନୂଆ ୨୬୪ ଆକ୍ରାନ୍ତଙ୍କ ମଧ୍ୟରୁ ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ

୧- ଖୋର୍ଦ୍ଦା ଜିଲ୍ଲାରୁ – ୧୫
୨- ଝାରସୁଗୁଡ଼ା ଜିଲ୍ଲାରୁ – ୧୮
୩- କୋରାପୁଟ ଜିଲ୍ଲାରୁ – ୧
୪- ଯାଜପୁର ଜିଲ୍ଲାରୁ – ୪୧
୫- କେନ୍ଦୁଝର ଜିଲ୍ଲାରୁ – ୨୫
୬- ମାଲକାନଗିରି : ୨
୭- ଭଦ୍ରକ ଜିଲ୍ଲାରୁ – ୧
୮- କନ୍ଧମାଳ ଜିଲ୍ଲାରୁ – ୧
୯- ବରଗଡ଼ ଜିଲ୍ଲାରୁ – ୧୮
୧୦- ନୂଆପଡ଼ା ଜିଲ୍ଲାରୁ – ୧
୧୧- ବାଲେଶ୍ୱର ଜିଲ୍ଲାରୁ – ୧୨
୧୨- କଟକ ଜିଲ୍ଲାରୁ – ୧୨
୧୩- ଅନୁଗୁଳ ଜିଲ୍ଲାରୁ – ୪
୧୪- ଜଗତସିଂହପୁର ଜିଲ୍ଲାରୁ – ୪
୧୫- ଗଞ୍ଜାମ ଜିଲ୍ଲାରୁ – ୭୬
୧୬- ନୟାଗଡ଼ ଜିଲ୍ଲାରୁ – ୨
୧୭- ଗଜପତି ଜିଲ୍ଲାରୁ – ୧
୧୮- ପୁରୀ ଜିଲ୍ଲାରୁ – ୭
୧୯- ସୁନ୍ଦରଗଡ଼ ଜିଲ୍ଲାରୁ – ୪
୨୦- କଳାହାଣ୍ଡି ଜିଲ୍ଲାରୁ – ୧
୨୧- ସମ୍ବଲପୁର ଜିଲ୍ଲାରୁ – ୧
୨୨- ବଲାଙ୍ଗୀର ଜିଲ୍ଲାରୁ ୨
୨୩- ମୟୁରଭଞ୍ଜ ଜିଲ୍ଲାରୁ – ୧୫

ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬୬୧୪ ହୋଇଛି।

ଆଜି ୨୬୪ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬୬୧୪ କୁ ବୃଦ୍ଧି ପାଇଛି।

କ୍ୱାରେଣ୍ଟାଇନ୍ ସେଣ୍ଟରରୁ ୨୩୪ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୩୦ ଜଣ ଚିହ୍ନଟ ହୋଇଛନ୍ତି। ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬୬୧୪ କୁ ବୃଦ୍ଧି ପାଇଛି। ୪୪୩୨ ଜଣ ସୁସ୍ଥ ହୋଇଛନ୍ତି।

ତେବେ ରାଜ୍ୟରେ ମୋଟ ଟେଷ୍ଟ ୨୫୫୮୦୯ ହୋଇଛି। କରୋନା କାରଣରୁ ୨୧ ଜଣଙ୍କର ମୃତ୍ୟୁ ହୋଇଛି। ଅନ୍ୟ କାରଣରୁ ୭ ଜଣଙ୍କର ମୃତ୍ୟୁ ହୋଇଛି। ୧୯୮୦ ଜଣ ସକ୍ରୀୟ ଅଛନ୍ତି ଏବଂ ବିଭିନ୍ନ କୋଭିଡ୍ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।

ଜାଣନ୍ତୁ ଜିଲ୍ଲାୱାରୀ ତଥ୍ୟ

ଅନୁଗୁଳ ଜିଲ୍ଲାରେ ୬୩ [+୪] ଜଣ ସଂକ୍ରମିତ ହୋଇଥିବା ବେଳେ ୧୫ [+୪] ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୮ ଜଣ ସକ୍ରୀୟ ଅଛନ୍ତି।

ବାଲେଶ୍ୱର ଜିଲ୍ଲାରେ ୩୪୪ [+୧୨] ଜଣ ସଂକ୍ରମିତ ହୋଇଥିବା ବେଳେ ୮୮ [+୧୨] ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୫୫ ଜଣ ସକ୍ରୀୟ ଅଛନ୍ତି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବରଗଡ଼ ଜିଲ୍ଲାରେ ୮୭ [+୧୮] ଜଣ ସଂକ୍ରମିତ ହୋଇଥିବା ବେଳେ ୩୮ [+୧୮] ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୮ ଜଣ ସକ୍ରୀୟ ଅଛନ୍ତି। ୧ ଜଣଙ୍କର ମୃତ୍ୟୁ ହୋଇଛି।

ଭଦ୍ରକ ଜିଲ୍ଲାରେ ୨୨୬ [+୧] ଜଣ ସଂକ୍ରମିତ ହୋଇଥିବା ବେଳେ ୩୨ [+୧] ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୯୪ ଜଣ ସକ୍ରୀୟ ଅଛନ୍ତି।

ବଲାଙ୍ଗୀର ଜିଲ୍ଲାରେ ୧୬୭ [+୨] ଜଣ ସଂକ୍ରମିତ ହୋଇଥିବା ବେଳେ ୨୦ [+୨] ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୪୭ ଜଣ ସକ୍ରୀୟ ଅଛନ୍ତି।

ବୌଦ୍ଦ ଜିଲ୍ଲାରେ ୪୧ ଜଣ ସଂକ୍ରମିତ ହୋଇଥିବା ବେଳେ ୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୮ ଜଣ ସକ୍ରୀୟ ଅଛନ୍ତି।

କଟକ ଜିଲ୍ଲାରେ ୫୪୯ [+୧୨] ଜଣ ସଂକ୍ରମିତ ହୋଇଥିବା ବେଳେ ୧୩୫ [+୧୧] ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୦୯ ଜଣ ସକ୍ରୀୟ ଅଛନ୍ତି। ୪ [+୧] ଜଣଙ୍କର ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଦେବଗଡ଼ ଜିଲ୍ଲାରେ ୪୨ ଜଣ ସଂକ୍ରମିତ ହୋଇଥିବା ବେଳେ ୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୦ ଜଣ ସକ୍ରୀୟ ଅଛନ୍ତି।

ଢେଙ୍କାନାଳ ଜିଲ୍ଲାରେ ୭୩ ଜଣ ସଂକ୍ରମିତ ହୋଇଥିବା ବେଳେ ୨୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫୩ ଜଣ ସକ୍ରୀୟ ଅଛନ୍ତି।

ଗଜପତିଜିଲ୍ଲାରେ ୪୨୮ [+୧] ଜଣ ସଂକ୍ରମିତ ହୋଇଥିବା ବେଳେ ୨୯୫ [+୧] ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୩୩ ଜଣ ସକ୍ରୀୟ ଅଛନ୍ତି।

ଗଞ୍ଜାମ ଜିଲ୍ଲାରେ ୧, ୨୭୧ [+୭୬] ଜଣ ସଂକ୍ରମିତ ହୋଇଥିବା ବେଳେ ୪୦୨ [+୭୫] ଜଣ ସୁସ୍ଥ ହୋଇଛନ୍ତି ଏବଂ ୮୫୯ ଜଣ ସକ୍ରୀୟ ଅଛନ୍ତି। ୧୦ [+୧] ଜଣଙ୍କର ମୃତ୍ୟୁ ହୋଇଛି।

ଜଗତସିଂହପୁର ଜିଲ୍ଲାରେ ୨୭୨ [+୪] ଜଣ ସଂକ୍ରମିତ ହୋଇଥିବା ବେଳେ ୧୦୪ [+୪] ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୬୮ ଜଣ ସକ୍ରୀୟ ଅଛନ୍ତି।

ଯାଜପୁର ଜିଲ୍ଲାରେ ୪୪୬ [+୪୧] ଜଣ ସଂକ୍ରମିତ ହୋଇଥିବା ବେଳେ ୧୦୪ [+୪୧] ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୪୨ ଜଣ ସକ୍ରୀୟ ଅଛନ୍ତି।

ଝାରସୁଗୁଡ଼ା ଜିଲ୍ଲାରେ ୯୮ [+୧୮] ଜଣ ସଂକ୍ରମିତ ହୋଇଥିବା ବେଳେ ୭୧ [+୧୮] ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୭ ଜଣ ସକ୍ରୀୟ ଅଛନ୍ତି।

କଳାହାଣ୍ଡି ଜିଲ୍ଲାରେ ୭୧ [+୧] ଜଣ ସଂକ୍ରମିତ ହୋଇଥିବା ବେଳେ ୧୪ [+୧] ଜଣ ସୁସ୍ଥ ହୋଇଛନ୍ତି ଏବଂ ୫୭ ଜଣ ସକ୍ରୀୟ ଅଛନ୍ତି।

କନ୍ଧମାଳ ଜିଲ୍ଲାରେ ୧୭୮ [+୧] ଜଣ ସଂକ୍ରମିତ ହୋଇଥିବା ବେଳେ ୨୦ [+୧] ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୫୮ ଜଣ ସକ୍ରୀୟ ଅଛନ୍ତି।

କେନ୍ଦ୍ରାପଡ଼ା ଜିଲ୍ଲାରେ ୨୩୫ ଜଣ ସଂକ୍ରମିତ ହୋଇଥିବା ବେଳେ ୩୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୦୦ ଜଣ ସକ୍ରୀୟ ଅଛନ୍ତି।

କେନ୍ଦୁଝର ଜିଲ୍ଲା ୧୩୨ [+୨୫] ଜଣ ସଂକ୍ରମିତ ହୋଇଥିବା ବେଳେ ୫୨ [+୨୫] ଜଣ ସୁସ୍ଥ ହୋଇଛନ୍ତି ଏବଂ ୮୦ ଜଣ ସକ୍ରୀୟ ଅଛନ୍ତି।

ଖୋର୍ଦ୍ଦା ଜିଲ୍ଲାରେ ୭୮୬ [+୧୫] ଜଣ ସଂକ୍ରମିତ ହୋଇଥିବା ବେଳେ ୨୩୫ [+୧୪] ଜଣ ସୁସ୍ଥ ହୋଇଛନ୍ତି ଏବଂ ୫୪୪ ଜଣ ସକ୍ରୀୟ ଅଛନ୍ତି। ୫ [+୧] ଜଣଙ୍କର ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କୋରାପୁଟ ଜିଲ୍ଲାରେ ୨୯ [+୧] ଜଣ ସଂକ୍ରମିତ ହୋଇଥିବା ବେଳେ ୧୨ [+୧] ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୭ ଜଣ ସକ୍ରୀୟ ଅଛନ୍ତି।

ମାଲକାନଗିରି ରେ ୬୦ [+୨] ଜଣ ସଂକ୍ରମିତ ହୋଇଥିବା ବେଳେ ୧୨ [+୨] ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୮ ଜଣ ସକ୍ରୀୟ ଅଛନ୍ତି।

ମୟୁରଭଞ୍ଜ ଜିଲ୍ଲାରେ ୧୯୬ [+୧୫] ଜଣ ସଂକ୍ରମିତ ହୋଇଥିବା ବେଳେ ୭୪ [+୧୫] ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୨୧ ଜଣ ସକ୍ରୀୟ ଅଛନ୍ତି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନବରଙ୍ଗପୁର ଜିଲ୍ଲାରେ ୩୫ ଜଣ ସଂକ୍ରମିତ ହୋଇଥିବା ବେଳେ ୨୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮ ଜଣ ସକ୍ରୀୟ ଅଛନ୍ତି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୟାଗଡ଼ ଜିଲ୍ଲାରେ ୧୪୦ [+୨] ଜଣ ସଂକ୍ରମିତ ହୋଇଥିବା ବେଳେ ୨୯ [+୨] ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୧୧ ଜଣ ସକ୍ରୀୟ ଅଛନ୍ତି।

ନୂଆପଡ଼ା ଜିଲ୍ଲାରେ ୮୨ [+୧] ଜଣ ସଂକ୍ରମିତ ହୋଇଥିବା ବେଳେ ୫ [+୧] ଜଣ ସୁସ୍ଥ ହୋଇଛନ୍ତି ଏବଂ ୭୭ ଜଣ ସକ୍ରୀୟ ଅଛନ୍ତି।

ପୁରୀ ଜିଲ୍ଲାରେ ୨୫୫ [+୭] ଜଣ ସଂକ୍ରମିତ ହୋଇଥିବା ବେଳେ ୪୬ [+୭] ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୦୭ ଜଣ ସକ୍ରୀୟ ଅଛନ୍ତି। ୧ ଜଣଙ୍କର ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ରାୟଗଡ଼ା ଜିଲ୍ଲାରେ ୩୮ ଜଣ ସଂକ୍ରମିତ ହୋଇଥିବା ବେଳେ ୨୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୨ ଜଣ ସକ୍ରୀୟ ଅଛନ୍ତି।

ସମ୍ବଲପୁର ଜିଲ୍ଲାରେ ୫୦ [+୧] ଜଣ ସଂକ୍ରମିତ ହୋଇଥିବା ବେଳେ ୨୬ [+୧] ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୪ ଜଣ ସକ୍ରୀୟ ଅଛନ୍ତି।

ସୋନପୁର ଜିଲ୍ଲାରେ ୩୫ ଜଣ ସଂକ୍ରମିତ ହୋଇଥିବା ବେଳେ ୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୫ ଜଣ ସକ୍ରୀୟ ଅଛନ୍ତି।

ସୁନ୍ଦରଗଡ଼ ଜିଲ୍ଲାରେ ୧୮୫ [+୪] ଜଣ ସଂକ୍ରମିତ ହୋଇଥିବା ବେଳେ ୩୯ [+୪] ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୪୬ ଜଣ ସକ୍ରୀୟ ଅଛନ୍ତି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.