Home Coronavirus Outbreak ଆସିଗଲା ରାଜ୍ୟରେ କରୋନା ସମ୍ବନ୍ଧୀୟ ସମ୍ପୂର୍ଣ୍ଣ ଜିଲ୍ଲାୱାରୀ ତଥ୍ୟ : ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ...

ଆସିଗଲା ରାଜ୍ୟରେ କରୋନା ସମ୍ବନ୍ଧୀୟ ସମ୍ପୂର୍ଣ୍ଣ ଜିଲ୍ଲାୱାରୀ ତଥ୍ୟ : ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ଆକ୍ରାନ୍ତ, କେତେ ମୃତ ଏବଂ କେତେ ସକ୍ରିୟ ୧ ଜୁଲାଇ

327

ଭୁବନେଶ୍ୱର ୦୧-୭ (ଓଡ଼ିଆ ପୁଅ) ରାଜ୍ୟରେ ଆଉ ୨୫୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ୧୯ ଜିଲ୍ଲାରୁ ଏହି ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୧୦୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଆଜି ଆଉ ଜଣେ ଗଞ୍ଜାମ ଜିଲ୍ଲାର ୫୨ ବର୍ଷ ବୟସ୍କ ପୁରୁଷ କୋଭିଡ ପଜିଟିଭ ରୋଗୀଙ୍କର ବ୍ରେନ୍‌ ମେଟାଷ୍ଟାସିସ୍ ସହିତ ଫୁସଫୁସର କର୍କଟ କାରଣରୁ ଦେହାନ୍ତ ହୋଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି। ତେବେ ରାଜ୍ୟରେ ମୋଟ କରୋନା କାରଣରୁ ୨୫ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ କାରଣରୁ ୮ ଜଣଙ୍କର ମୃତ୍ୟୁ ହୋଇଛି।

ଆଜି ଚିହ୍ନଟ ନୂଆ ୨୫୧ ଆକ୍ରାନ୍ତଙ୍କ ମଧ୍ୟରୁ ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

୧- ଅନୁଗୁଳ ଜିଲ୍ଲାରୁ – ୧

୨- ବାଲେଶ୍ୱର ଜିଲ୍ଲାରୁ – ୨

୩- ବରଗଡ଼ ଜିଲ୍ଲାରୁ – ୧୨

୪- ବଲାଙ୍ଗୀର ଜିଲ୍ଲାରୁ : ୪

୫- କଟକ ଜିଲ୍ଲାରୁ – ୩୨

୬- ଦେବଗଡ଼ ଜିଲ୍ଲାରୁ – ୪

୭- ଗଜପତି ଜିଲ୍ଲାରୁ – ୬

୮- ଗଞ୍ଜାମ ଜିଲ୍ଲାରୁ – ୧୦୨

୯- ଝାରସୁଗୁଡ଼ା ଜିଲ୍ଲାରୁ – ୫

୧୦- କେନ୍ଦ୍ରାପଡ଼ା ଜିଲ୍ଲାରୁ – : ୪

୧୧- ଖୋର୍ଦ୍ଦା ଜିଲ୍ଲାରୁ – ୨୬

୧୨- ମାଲକାନଗିରି : ୧୦

୧୩- ମୟୁରଭଞ୍ଜ ଜିଲ୍ଲାରୁ – ୫

୧୪- ନୟାଗଡ଼ ଜିଲ୍ଲାରୁ – ୧୪

୧୫- ପୁରୀ ଜିଲ୍ଲାରୁ – ୧୨

୧୬- ସମ୍ବଲପୁର ଜିଲ୍ଲାରୁ – ୨

୧୭- ସୋନପୁର ଜିଲ୍ଲାରୁ – ୧

୧୮- ସୁନ୍ଦରଗଡ଼ ଜିଲ୍ଲାରୁ – ୭

୧୯- ଯାଜପୁର ଜିଲ୍ଲାରୁ – ୧

୨୦- – NDRF କର୍ମଚାରୀ (ଯେଉଁମାନେ ଅମ୍ଫାନ୍ ଡ୍ୟୁଟି ସାରି ପଶ୍ଚିମବଙ୍ଗରୁ ଆସିଥିଲେ ): ୦୧
ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭୩୧୬ ହୋଇଛି।

ଆଜି ୨୫୧ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭୩୧୬ କୁ ବୃଦ୍ଧି ପାଇଛି।

କ୍ୱାରେଣ୍ଟାଇନ୍ ସେଣ୍ଟରରୁ ୨୦୮ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୪୩ ଜଣ ଚିହ୍ନଟ ହୋଇଛନ୍ତି। ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭୩୧୬ କୁ ବୃଦ୍ଧି ପାଇଛି। ୫୧୮୯ ଜଣ ସୁସ୍ଥ ହୋଇଛନ୍ତି।

ତେବେ ରାଜ୍ୟରେ ମୋଟ ଟେଷ୍ଟ ୨୭୦୬୭୮ ହୋଇଛି। କରୋନା କାରଣରୁ ୨୫ ଜଣଙ୍କର ମୃତ୍ୟୁ ହୋଇଛି। ଅନ୍ୟ କାରଣରୁ ୭ ଜଣଙ୍କର ମୃତ୍ୟୁ ହୋଇଛି। ୨୦୯୪ ଜଣ ସକ୍ରୀୟ ଅଛନ୍ତି ଏବଂ ବିଭିନ୍ନ କୋଭିଡ୍ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।

ଜିଲ୍ଲାୱାରୀ ତଥ୍ୟ –
ଅନୁଗୁଳ ଜିଲ୍ଲାରେ ୭୦ [+୧] ଜଣ ସଂକ୍ରମିତ ହୋଇଥିବା ବେଳେ ୧୭ [+୧] ଜଣ ସକ୍ରୀୟ ଅଛନ୍ତି। ୫୩ ଜଣ ସୁସ୍ଥ ହୋଇଛନ୍ତି।

ବାଲେଶ୍ୱର ଜିଲ୍ଲାରେ ୩୫୩ [+୨] ଜଣ ସଂକ୍ରମିତ ହୋଇଥିବା ବେଳେ ୭୪ [+୧] ଜଣ ସକ୍ରୀୟ ଅଛନ୍ତି। ୨୭୮ ଜଣ ସୁସ୍ଥ ହୋଇଛନ୍ତି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବରଗଡ଼ ଜିଲ୍ଲାରେ ୧୦୯ [+୧୨] ଜଣ ସଂକ୍ରମିତ ହୋଇଥିବା ବେଳେ ୫୨ [+୧୨] ଜଣ ସକ୍ରୀୟ ଅଛନ୍ତି। ୫୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଭଦ୍ରକ ଜିଲ୍ଲାରେ ୨୩୨ ଜଣ ସଂକ୍ରମିତ ହୋଇଥିବା ବେଳେ ୧୨ ଜଣ ସକ୍ରୀୟ ଅଛନ୍ତି। ୨୨୦ ଜଣ ସୁସ୍ଥ ହୋଇଛନ୍ତି।

ବଲାଙ୍ଗୀର ଜିଲ୍ଲାରେ ୧୮୭ [+୪] ଜଣ ସଂକ୍ରମିତ ହୋଇଥିବା ବେଳେ ୩୭ [+୪] ଜଣ ସକ୍ରୀୟ ଅଛନ୍ତି। ୧୫୦ ଜଣ ସୁସ୍ଥ ହୋଇଛନ୍ତି।

ବୌଦ୍ଦ ଜିଲ୍ଲାରେ ୪୨ ଜଣ ସଂକ୍ରମିତ ହୋଇଥିବା ବେଳେ ୨ ଜଣ ସକ୍ରୀୟ ଅଛନ୍ତି। ୪୦ ଜଣ ସୁସ୍ଥ ହୋଇଛନ୍ତି।

କଟକ ଜିଲ୍ଲାରେ ୬୦୮ [+୩୩] ଜଣ ସଂକ୍ରମିତ ହୋଇଥିବା ବେଳେ ୧୫୦ [+୩୩] ଜଣ ସକ୍ରୀୟ ଅଛନ୍ତି। ୪୫୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଦେବଗଡ଼ ଜିଲ୍ଲାରେ ୬୧ [+୪] ଜଣ ସଂକ୍ରମିତ ହୋଇଥିବା ବେଳେ ୨୦ [+୪] ଜଣ ସକ୍ରୀୟ ଅଛନ୍ତି। ୪୧ ଜଣ ସୁସ୍ଥ ହୋଇଛନ୍ତି।

ଢେଙ୍କାନାଳ ଜିଲ୍ଲାରେ ୮୦ ଜଣ ସଂକ୍ରମିତ ହୋଇଥିବା ବେଳେ ୨୪ ଜଣ ସକ୍ରୀୟ ଅଛନ୍ତି। ୫୬ ଜଣ ସୁସ୍ଥ ହୋଇଛନ୍ତି।

ଗଜପତିଜିଲ୍ଲାରେ ୪୪୧ [+୬] ଜଣ ସଂକ୍ରମିତ ହୋଇଥିବା ବେଳେ ୨୨୯ [+୬] ଜଣ ସକ୍ରୀୟ ଅଛନ୍ତି। ୨୧୨ ଜଣ ସୁସ୍ଥ ହୋଇଛନ୍ତି।

ଗଞ୍ଜାମ ଜିଲ୍ଲାରେ ୧, ୪୭୨ [+୧୦୨] ଜଣ ସଂକ୍ରମିତ ହୋଇଥିବା ବେଳେ ୪୬୪ [+୧୦୧] ଜଣ ସକ୍ରୀୟ ଅଛନ୍ତି। ୯୯୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ [+୧] ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଜଗତସିଂହପୁର ଜିଲ୍ଲାରେ ୨୯୮ ଜଣ ସଂକ୍ରମିତ ହୋଇଥିବା ବେଳେ ୧୨୨ ଜଣ ସକ୍ରୀୟ ଅଛନ୍ତି। ୧୭୬ ଜଣ ସୁସ୍ଥ ହୋଇଛନ୍ତି।

ଯାଜପୁର ଜିଲ୍ଲାରେ ୫୧୫ [+୧] ଜଣ ସଂକ୍ରମିତ ହୋଇଥିବା ବେଳେ ୧୪୭ [+୧] ଜଣ ସକ୍ରୀୟ ଅଛନ୍ତି। ୩୬୮ ଜଣ ସୁସ୍ଥ ହୋଇଛନ୍ତି।

ଝାରସୁଗୁଡ଼ା ଜିଲ୍ଲାରେ ୧୦୮ [+୫] ଜଣ ସଂକ୍ରମିତ ହୋଇଥିବା ବେଳେ ୬୪ [+୫] ଜଣ ସକ୍ରୀୟ ଅଛନ୍ତି। ୪୪ ଜଣ ସୁସ୍ଥ ହୋଇଛନ୍ତି।

କଳାହାଣ୍ଡି ଜିଲ୍ଲାରେ ୭୧ ଜଣ ସଂକ୍ରମିତ ହୋଇଥିବା ବେଳେ ୭ ଜଣ ସକ୍ରୀୟ ଅଛନ୍ତି। ୬୪ ଜଣ ସୁସ୍ଥ ହୋଇଛନ୍ତି।

କନ୍ଧମାଳ ଜିଲ୍ଲାରେ ୧୭୮ ଜଣ ସଂକ୍ରମିତ ହୋଇଥିବା ବେଳେ ୩ ଜଣ ସକ୍ରୀୟ ଅଛନ୍ତି। ୧୭୫ ଜଣ ସୁସ୍ଥ ହୋଇଛନ୍ତି।

କେନ୍ଦ୍ରାପଡ଼ା ଜିଲ୍ଲାରେ ୨୫୧ [+୪] ଜଣ ସଂକ୍ରମିତ ହୋଇଥିବା ବେଳେ ୩୪ [+୪] ଜଣ ସକ୍ରୀୟ ଅଛନ୍ତି। ୨୧୭ ଜଣ ସୁସ୍ଥ ହୋଇଛନ୍ତି।

କେନ୍ଦୁଝର ଜିଲ୍ଲାରେ ୧୪୫ ଜଣ ସଂକ୍ରମିତ ହୋଇଥିବା ବେଳେ ୫୨ ଜଣ ସକ୍ରୀୟ ଅଛନ୍ତି। ୯୩ ଜଣ ସୁସ୍ଥ ହୋଇଛନ୍ତି।

ଖୋର୍ଦ୍ଦା ଜିଲ୍ଲାରେ ୮୪୭ [+୨୬] ଜଣ ସଂକ୍ରମିତ ହୋଇଥିବା ବେଳେ ୨୧୦ [+୨୬] ଜଣ ସକ୍ରୀୟ ଅଛନ୍ତି। ୬୩୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କୋରାପୁଟ ଜିଲ୍ଲାରେ ୪୭ ଜଣ ସଂକ୍ରମିତ ହୋଇଥିବା ବେଳେ ୨୩ ଜଣ ସକ୍ରୀୟ ଅଛନ୍ତି। ୨୪ ଜଣ ସୁସ୍ଥ ହୋଇଛନ୍ତି।

ମାଲକାନଗିରି ରେ ୧୦୬ [+୧୦] ଜଣ ସଂକ୍ରମିତ ହୋଇଥିବା ବେଳେ ୫୪ [+୧୦] ଜଣ ସକ୍ରୀୟ ଅଛନ୍ତି। ୫୨ ଜଣ ସୁସ୍ଥ ହୋଇଛନ୍ତି।

ମୟୁରଭଞ୍ଜ ଜିଲ୍ଲାରେ ୨୧୩ [+୫] ଜଣ ସଂକ୍ରମିତ ହୋଇଥିବା ବେଳେ ୭୨ [+୫] ଜଣ ସକ୍ରୀୟ ଅଛନ୍ତି। ୧୪୦ ଜଣ ସୁସ୍ଥ ହୋଇଛନ୍ତି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନବରଙ୍ଗପୁର ଜିଲ୍ଲାରେ ୪୨ ଜଣ ସଂକ୍ରମିତ ହୋଇଥିବା ବେଳେ ୨୯ ଜଣ ସକ୍ରୀୟ ଅଛନ୍ତି। ୧୨ ଜଣ ସୁସ୍ଥ ହୋଇଛନ୍ତି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୟାଗଡ଼ ଜିଲ୍ଲାରେ ୧୫୮ [+୧୪] ଜଣ ସଂକ୍ରମିତ ହୋଇଥିବା ବେଳେ ୩୨ [+୧୪] ଜଣ ସକ୍ରୀୟ ଅଛନ୍ତି। ୧୨୬ ଜଣ ସୁସ୍ଥ ହୋଇଛନ୍ତି।

ନୂଆପଡ଼ା ଜିଲ୍ଲାରେ ୮୨ ଜଣ ସଂକ୍ରମିତ ହୋଇଥିବା ବେଳେ ୪ ଜଣ ସକ୍ରୀୟ ଅଛନ୍ତି। ୭୮ ଜଣ ସୁସ୍ଥ ହୋଇଛନ୍ତି।

ପୁରୀ ଜିଲ୍ଲାରେ ୨୬୮ [+୧୩] ଜଣ ସଂକ୍ରମିତ ହୋଇଥିବା ବେଳେ ୫୬ [+୧୩] ଜଣ ସକ୍ରୀୟ ଅଛନ୍ତି। ୨୧୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ରାୟଗଡ଼ା ଜିଲ୍ଲାରେ ୩୯ ଜଣ ସଂକ୍ରମିତ ହୋଇଥିବା ବେଳେ ୨୭ ଜଣ ସକ୍ରୀୟ ଅଛନ୍ତି। ୧୨ ଜଣ ସୁସ୍ଥ ହୋଇଛନ୍ତି।

ସମ୍ବଲପୁର ଜିଲ୍ଲାରେ ୫୬ [+୨] ଜଣ ସଂକ୍ରମିତ ହୋଇଥିବା ବେଳେ ୩୨ [+୨] ଜଣ ସକ୍ରୀୟ ଅଛନ୍ତି। ୨୪ ଜଣ ସୁସ୍ଥ ହୋଇଛନ୍ତି।

ସୋନପୁର ଜିଲ୍ଲାରେ ୩୭ [+୧] ଜଣ ସଂକ୍ରମିତ ହୋଇଥିବା ବେଳେ ୨ [+୧] ଜଣ ସକ୍ରୀୟ ଅଛନ୍ତି। ୩୫ ଜଣ ସୁସ୍ଥ ହୋଇଛନ୍ତି।

ସୁନ୍ଦରଗଡ଼ ଜିଲ୍ଲାରେ ୨୦୦ [+୭] ଜଣ ସଂକ୍ରମିତ ହୋଇଥିବା ବେଳେ ୪୩ [+୭] ଜଣ ସକ୍ରୀୟ ଅଛନ୍ତି। ୧୫୭ ଜଣ ସୁସ୍ଥ ହୋଇଛନ୍ତି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.