Home Coronavirus Outbreak ଆସିଗଲା କରୋନା ସମ୍ବନ୍ଧୀୟ ସମ୍ପୂର୍ଣ୍ଣ ଜିଲ୍ଲାୱାରୀ ତଥ୍ୟ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ଆକ୍ରାନ୍ତ, କେତେ...

ଆସିଗଲା କରୋନା ସମ୍ବନ୍ଧୀୟ ସମ୍ପୂର୍ଣ୍ଣ ଜିଲ୍ଲାୱାରୀ ତଥ୍ୟ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ଆକ୍ରାନ୍ତ, କେତେ ମୃତ ଏବଂ କେତେ ସକ୍ରିୟ – ୫, ଜୁଲାଇ

390

ଭୁବନେଶ୍ୱର ୦୫-୭ (ଓଡ଼ିଆ ପୁଅ) ରାଜ୍ୟରେ ଆଉ ୪୬୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ୨୦ ଜିଲ୍ଲାରୁ ଏହି ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୧୧୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ରାଜ୍ୟରେ କରୋନା ନେଲା ପୁଣି ୨ ମୁଣ୍ଡ। ଗଜପତି ଏବଂ ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଅନ୍ୟ କାରଣରୁ ବାଲେଶ୍ୱର ଜିଲ୍ଲାରୁ ଅନ୍ୟ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି। ତେବେ ରାଜ୍ୟରେ ମୋଟ କରୋନା କାରଣରୁ ୩୬ ଜଣଙ୍କର ମୃତ୍ୟୁ ହୋଇସାରିଥିବା ବେଳେ ଅନ୍ୟ କାରଣରୁ ୧୦ ଜଣଙ୍କର ମୃତ୍ୟୁ ହୋଇଛି।

ଗଜପତି ଜିଲ୍ଲାର ୪୦ ବର୍ଷିୟ କରୋନା ଆକ୍ରାନ୍ତ ପୁରୁଷ ଏବଂ ସୁନ୍ଦରଗଡ ଜିଲ୍ଲାର ୬୪ ବର୍ଷିୟ କୋଭିଡ ପଜିଟିଭ ପୁରୁଷଙ୍କ ମୃତ୍ୟୁ ହୋଇଛି ସେ ମଧୁମେହରେ ପୀଡିତ ଥିଲେ।

ମାସିଭ୍ ହେମୋରେଜିକ୍ ଏକ୍ସୁଡେଟିଭ୍ ପ୍ଲୁରାଲ୍ ଇଫ୍ୟୁଜନ୍ କାରଣରୁ ବାଲେଶ୍ୱର ଜିଲ୍ଲାର ୪୫ ବର୍ଷିୟ କୋଭିଡ୍ ପଜିଟିଭ୍ ମହିଳାଙ୍କ ମୃତ୍ୟୁ ହୋଇଛି।

ଆଜି ଚିହ୍ନଟ ନୂଆ ଆକ୍ରାନ୍ତ ୪୬୯ ଜଣଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ୩୧୭ ଜଣ ଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୧୫୨ ଜଣ ଚିହ୍ନଟ ହୋଇଛନ୍ତି।

ଗତକାଲି ସୁସ୍ଥ ହୋଇଥିଲେ ୨୨୯ ଜଣ। ତେବେ ରାଜ୍ୟରେ ଏ ପର୍ଯ୍ୟନ୍ତ ମୋଟ କୋଭିଡ୍ – ୧୯ ଟେଷ୍ଟ ହୋଇଛି ୨୯୨୪୦୭ ଏବଂ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୦୭୦ କୁ ବୃଦ୍ଧି ପାଇଛି। ମୋଟ ସୁସ୍ଥ ହେଲେଣି ୫୯୩୪ ଜଣ ଏବଂ ଏବେ ସକ୍ରୀୟ ଆକ୍ରାନ୍ତ ଅଛନ୍ତି ୩୦୯୦ ଜଣ।

ଆଜି ଚିହ୍ନଟ ନୂଆ ୪୬୯ ଆକ୍ରାନ୍ତଙ୍କ ମଧ୍ୟରୁ ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

୧- ଅନୁଗୁଳ ଜିଲ୍ଲାରୁ – ୧୧

୨- ବାଲେଶ୍ୱର ଜିଲ୍ଲାରୁ – ୮

୩- ଭଦ୍ରକ ଜିଲ୍ଲାରୁ – ୧୬

୪- ବଲାଙ୍ଗୀର ଜିଲ୍ଲାରୁ : ୩

୫- କଟକ ଜିଲ୍ଲାରୁ – ୯୪

୬- ଗଜପତି ଜିଲ୍ଲାରୁ – ୧୨

୭- ଗଞ୍ଜାମ ଜିଲ୍ଲାରୁ – ୧୧୬

୮- ଯାଜପୁର ଜିଲ୍ଲାରୁ – ୨୫

୯- କଳାହାଣ୍ଡି ଜିଲ୍ଲାରୁ – ୨

୧୦- କନ୍ଧମାଳ ଜିଲ୍ଲାରୁ – ୧

୧୧- କେନ୍ଦ୍ରାପଡ଼ା ଜିଲ୍ଲାରୁ – : ୫

୧୨- କେନ୍ଦୁଝର ଜିଲ୍ଲାରୁ – ୨୫

୧୩- ଖୋର୍ଦ୍ଦା ଜିଲ୍ଲାରୁ – ୨୭

୧୪- ମାଲକାନଗିରି : ୧

୧୫- ମୟୁରଭଞ୍ଜ ଜିଲ୍ଲାରୁ – ୬

୧୬- ନବରଙ୍ଗପୁର ଜିଲ୍ଲା : ୨

୧୭- ନୟାଗଡ଼ ଜିଲ୍ଲାରୁ – ୨୪

୧୮- ପୁରୀ ଜିଲ୍ଲାରୁ – ୮

୧୯- ସମ୍ବଲପୁର ଜିଲ୍ଲାରୁ – ୧୩

୨୦- ସୁନ୍ଦରଗଡ଼ ଜିଲ୍ଲାରେ: ୬୬

୨୧- – NDRF କର୍ମଚାରୀ (ଯେଉଁମାନେ ଅମ୍ଫାନ୍ ଡ୍ୟୁଟି ସାରି ପଶ୍ଚିମବଙ୍ଗରୁ ଆସିଥିଲେ ) : ୪

ଜିଲ୍ଲାୱାରୀ ତଥ୍ୟ –

ଅନୁଗୁଳ ଜିଲ୍ଲାରେ ୧୦୬ [+୧୧] ଜଣ ସଂକ୍ରମିତ ହୋଇଥିବା ବେଳେ ୪୮ [+୧୧] ଜଣ ସକ୍ରୀୟ ଅଛନ୍ତି। ୫୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବାଲେଶ୍ୱର ଜିଲ୍ଲାରେ ୩୯୮ [+୮] ଜଣ ସଂକ୍ରମିତ ହୋଇଥିବା ବେଳେ ୮୭ [+୭] ଜଣ ସକ୍ରୀୟ ଅଛନ୍ତି। ୩୦୯ ଜଣ ସୁସ୍ଥ ହୋଇଛନ୍ତି। ୨ [+୧] ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବରଗଡ଼ ଜିଲ୍ଲାରେ ୧୩୩ ଜଣ ସଂକ୍ରମିତ ହୋଇଥିବା ବେଳେ ୬୭ ଜଣ ସକ୍ରୀୟ ଅଛନ୍ତି। ୬୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଭଦ୍ରକ ଜିଲ୍ଲାରେ ୨୬୧ [+୧୬] ଜଣ ସଂକ୍ରମିତ ହୋଇଥିବା ବେଳେ ୩୪ [+୧୬] ଜଣ ସକ୍ରୀୟ ଅଛନ୍ତି। ୨୨୭ ଜଣ ସୁସ୍ଥ ହୋଇଛନ୍ତି।

ବଲାଙ୍ଗୀର ଜିଲ୍ଲାରେ ୨୧୬ [+୩] ଜଣ ସଂକ୍ରମିତ ହୋଇଥିବା ବେଳେ ୫୧ [+୩] ଜଣ ସକ୍ରୀୟ ଅଛନ୍ତି। ୧୬୫ ଜଣ ସୁସ୍ଥ ହୋଇଛନ୍ତି।

ବୌଦ୍ଦ ଜିଲ୍ଲାରେ ୪୫ ଜଣ ସଂକ୍ରମିତ ହୋଇଥିବା ବେଳେ ୫ ଜଣ ସକ୍ରୀୟ ଅଛନ୍ତି। ୪୦ ଜଣ ସୁସ୍ଥ ହୋଇଛନ୍ତି।

କଟକ ଜିଲ୍ଲାରେ ୮୧୩ [+୯୮] ଜଣ ସଂକ୍ରମିତ ହୋଇଥିବା ବେଳେ ୨୯୪ [+୯୮] ଜଣ ସକ୍ରୀୟ ଅଛନ୍ତି। ୫୧୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଦେବଗଡ଼ ଜିଲ୍ଲାରେ ୬୨ ଜଣ ସଂକ୍ରମିତ ହୋଇଥିବା ବେଳେ ୨୦ ଜଣ ସକ୍ରୀୟ ଅଛନ୍ତି। ୪୨ ଜଣ ସୁସ୍ଥ ହୋଇଛନ୍ତି।

ଢେଙ୍କାନାଳ ଜିଲ୍ଲାରେ ୮୪ ଜଣ ସଂକ୍ରମିତ ହୋଇଥିବା ବେଳେ ୧୮ ଜଣ ସକ୍ରୀୟ ଅଛନ୍ତି। ୬୬ ଜଣ ସୁସ୍ଥ ହୋଇଛନ୍ତି।

ଗଜପତିଜିଲ୍ଲାରେ ୪୬୧ [+୧୨] ଜଣ ସଂକ୍ରମିତ ହୋଇଥିବା ବେଳେ ୨୦୩ [+୧୧] ଜଣ ସକ୍ରୀୟ ଅଛନ୍ତି। ୨୫୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଗଞ୍ଜାମ ଜିଲ୍ଲାରେ ୨, ୧୮୨ [+୧୧୬] ଜଣ ସଂକ୍ରମିତ ହୋଇଥିବା ବେଳେ ୯୪୨ [+୧୧୬] ଜଣ ସକ୍ରୀୟ ଅଛନ୍ତି। ୧, ୨୧୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୦ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଜଗତସିଂହପୁର ଜିଲ୍ଲାରେ ୩୧୭ ଜଣ ସଂକ୍ରମିତ ହୋଇଥିବା ବେଳେ ୭୯ ଜଣ ସକ୍ରୀୟ ଅଛନ୍ତି। ୨୩୮ ଜଣ ସୁସ୍ଥ ହୋଇଛନ୍ତି।

ଯାଜପୁର ଜିଲ୍ଲାରେ ୫୬୬ [+୨୫] ଜଣ ସଂକ୍ରମିତ ହୋଇଥିବା ବେଳେ ୧୬୭ [+୨୫] ଜଣ ସକ୍ରୀୟ ଅଛନ୍ତି। ୩୯୯ ଜଣ ସୁସ୍ଥ ହୋଇଛନ୍ତି।

ଝାରସୁଗୁଡ଼ା ଜିଲ୍ଲାରେ ୧୨୮ ଜଣ ସଂକ୍ରମିତ ହୋଇଥିବା ବେଳେ ୬୪ ଜଣ ସକ୍ରୀୟ ଅଛନ୍ତି। ୬୪ ଜଣ ସୁସ୍ଥ ହୋଇଛନ୍ତି।

କଳାହାଣ୍ଡି ଜିଲ୍ଲାରେ ୭୮ [+୨] ଜଣ ସଂକ୍ରମିତ ହୋଇଥିବା ବେଳେ ୮ [+୨] ଜଣ ସକ୍ରୀୟ ଅଛନ୍ତି। ୭୦ ଜଣ ସୁସ୍ଥ ହୋଇଛନ୍ତି।

କନ୍ଧମାଳ ଜିଲ୍ଲାରେ ୧୮୭ [+୧] ଜଣ ସଂକ୍ରମିତ ହୋଇଥିବା ବେଳେ ୯ [+୧] ଜଣ ସକ୍ରୀୟ ଅଛନ୍ତି। ୧୭୮ ଜଣ ସୁସ୍ଥ ହୋଇଛନ୍ତି।

କେନ୍ଦ୍ରାପଡ଼ା ଜିଲ୍ଲାରେ ୨୬୯ [+୫] ଜଣ ସଂକ୍ରମିତ ହୋଇଥିବା ବେଳେ ୩୭ [+୫] ଜଣ ସକ୍ରୀୟ ଅଛନ୍ତି। ୨୩୨ ଜଣ ସୁସ୍ଥ ହୋଇଛନ୍ତି।

କେନ୍ଦୁଝର ଜିଲ୍ଲାରେ ୧୮୨ [+୨୫] ଜଣ ସଂକ୍ରମିତ ହୋଇଥିବା ବେଳେ ୮୧ [+୨୫] ଜଣ ସକ୍ରୀୟ ଅଛନ୍ତି। ୧୦୧ ଜଣ ସୁସ୍ଥ ହୋଇଛନ୍ତି।

ଖୋର୍ଦ୍ଦା ଜିଲ୍ଲାରେ ୯୭୧ [+୨୭] ଜଣ ସଂକ୍ରମିତ ହୋଇଥିବା ବେଳେ ୨୩୦ [+୨୭] ଜଣ ସକ୍ରୀୟ ଅଛନ୍ତି। ୭୩୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କୋରାପୁଟ ଜିଲ୍ଲାରେ ୫୭ ଜଣ ସଂକ୍ରମିତ ହୋଇଥିବା ବେଳେ ୩୨ ଜଣ ସକ୍ରୀୟ ଅଛନ୍ତି। ୨୫ ଜଣ ସୁସ୍ଥ ହୋଇଛନ୍ତି।

ମାଲକାନଗିରି ରେ ୧୧୨ [+୧] ଜଣ ସଂକ୍ରମିତ ହୋଇଥିବା ବେଳେ ୫୯ [+୧] ଜଣ ସକ୍ରୀୟ ଅଛନ୍ତି। ୫୩ ଜଣ ସୁସ୍ଥ ହୋଇଛନ୍ତି।

ମୟୁରଭଞ୍ଜ ଜିଲ୍ଲାରେ ୨୫୯ [+୬] ଜଣ ସଂକ୍ରମିତ ହୋଇଥିବା ବେଳେ ୮୭ [+୬] ଜଣ ସକ୍ରୀୟ ଅଛନ୍ତି। ୧୭୧ ଜଣ ସୁସ୍ଥ ହୋଇଛନ୍ତି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନବରଙ୍ଗପୁର ଜିଲ୍ଲାରେ ୫୫ [+୨] ଜଣ ସଂକ୍ରମିତ ହୋଇଥିବା ବେଳେ ୪୧ [+୨] ଜଣ ସକ୍ରୀୟ ଅଛନ୍ତି। ୧୩ ଜଣ ସୁସ୍ଥ ହୋଇଛନ୍ତି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୟାଗଡ଼ ଜିଲ୍ଲାରେ ୧୮୮ [+୨୪] ଜଣ ସଂକ୍ରମିତ ହୋଇଥିବା ବେଳେ ୫୬ [+୨୪] ଜଣ ସକ୍ରୀୟ ଅଛନ୍ତି। ୧୩୨ ଜଣ ସୁସ୍ଥ ହୋଇଛନ୍ତି।

ନୂଆପଡ଼ା ଜିଲ୍ଲାରେ ୮୨ ଜଣ ସଂକ୍ରମିତ ହୋଇଥିବା ବେଳେ ୪ ଜଣ ସକ୍ରୀୟ ଅଛନ୍ତି। ୭୮ ଜଣ ସୁସ୍ଥ ହୋଇଛନ୍ତି।

ପୁରୀ ଜିଲ୍ଲାରେ ୨୯୯ [+୮] ଜଣ ସଂକ୍ରମିତ ହୋଇଥିବା ବେଳେ ୮୨ [+୮] ଜଣ ସକ୍ରୀୟ ଅଛନ୍ତି। ୨୧୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ରାୟଗଡ଼ା ଜିଲ୍ଲାରେ ୧୧୫ ଜଣ ସଂକ୍ରମିତ ହୋଇଥିବା ବେଳେ ୯୩ ଜଣ ସକ୍ରୀୟ ଅଛନ୍ତି। ୨୨ ଜଣ ସୁସ୍ଥ ହୋଇଛନ୍ତି।

ସମ୍ବଲପୁର ଜିଲ୍ଲାରେ ୮୩ [+୧୩] ଜଣ ସଂକ୍ରମିତ ହୋଇଥିବା ବେଳେ ୪୭ [+୧୩] ଜଣ ସକ୍ରୀୟ ଅଛନ୍ତି। ୩୬ ଜଣ ସୁସ୍ଥ ହୋଇଛନ୍ତି।

ସୋନପୁର ଜିଲ୍ଲାରେ ୩୯ ଜଣ ସଂକ୍ରମିତ ହୋଇଥିବା ବେଳେ ୪ ଜଣ ସକ୍ରୀୟ ଅଛନ୍ତି। ୩୫ ଜଣ ସୁସ୍ଥ ହୋଇଛନ୍ତି।

ସୁନ୍ଦରଗଡ଼ ଜିଲ୍ଲାରେ ୩୨୨ [+୬୬] ଜଣ ସଂକ୍ରମିତ ହୋଇଥିବା ବେଳେ ୧୪୧ [+୬୫] ଜଣ ସକ୍ରୀୟ ଅଛନ୍ତି। ୧୮୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.