Home Coronavirus Outbreak କରୋନା ସମ୍ବନ୍ଧୀୟ ସମ୍ପୂର୍ଣ୍ଣ ଜିଲ୍ଲାୱାରୀ ତଥ୍ୟ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ଆକ୍ରାନ୍ତ, କେତେ ମୃତ...

କରୋନା ସମ୍ବନ୍ଧୀୟ ସମ୍ପୂର୍ଣ୍ଣ ଜିଲ୍ଲାୱାରୀ ତଥ୍ୟ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ଆକ୍ରାନ୍ତ, କେତେ ମୃତ ଏବଂ କେତେ ସକ୍ରିୟ – ୧୩, ଜୁଲାଇ

232

ଭୁବନେଶ୍ୱର ୧୩-୭ (ଓଡ଼ିଆ ପୁଅ) ଆଜି ରାଜ୍ୟରେ ୫୯୫ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ଏବଂ ମୋଟ ଆକ୍ରାନ୍ତ୧୩୧୨୧କୁ ବୃଦ୍ଧି ହୋଇଛି। କ୍ୱାରେଣ୍ଟାଇନ୍ ସେଣ୍ଟରରୁ ୩୯୪ ଏବଂ ସ୍ଥାନୀୟ ଅଞ୍ଚଳରୁ ୨୦୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ ୨୧ ଜିଲ୍ଲାରୁ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ଆକ୍ରାନ୍ତ ୨୩୦ ଜଣ ଚିହ୍ନଟ ହୋଇଛନ୍ତି। ଗତକାଲି ସୁସ୍ଥ ହୋଇଥିଲେ ୩୮୮ ଜଣ ମୋଟ କୋଭିଡ୍ – ୧୯ ଟେଷ୍ଟ ହୋଇଛି ୩୩୪୫୨୭। ମୋଟ ଆକ୍ରାନ୍ତ ୧୩୧୨୧ ହୋଇଥିବା ବେଳେ ମୋଟ ସୁସ୍ଥ ହେଲେଣି ୮୩୬୦ ଜଣ ଏବଂ ୪୬୭୭ ଜଣ ସକ୍ରୀୟ ଆକ୍ରାନ୍ତ ବିଭିନ୍ନ କୋଭିଡ୍ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।
ଅପର ପକ୍ଷରେ ଆଜି ପୁଣି କରୋନା ନେଇଛି ୩ ମୁଣ୍ଡ। ଗଞ୍ଜାମରୁ ୩ଜଣ କରୋନା ରୋଗୀଙ୍କର ମୃତ୍ୟୁ ହୋଇଛି। କରୋନା କାରଣରୁ ମୃତ୍ୟୁ ସଂଖ୍ୟା ୬୪ କୁ ବୃଦ୍ଧି ପାଇଛି। ଏ ନେଇ ଓଡ଼ିଶା ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି। ଅନ୍ୟ କାରଣରୁ ଖୋର୍ଦ୍ଧାରୁ ୨ ଜଣଙ୍କର ମୃତ୍ୟୁ ହୋଇଛି।

ଡାକ୍ତରଖାନାରେ ଚିକିତ୍ସିତ ହେଉଥିବାବେଳେ ତିନିଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି

୧- ଗଞ୍ଜାମ ଜିଲ୍ଲାର ଜଣେ ୫୬ ବର୍ଷ ବୟସ୍କ ପୁରୁଷ ଯିଏ ମଧ୍ୟ ମଧୁମେହରେ ପୀଡିତ ଥିଲେ।
୨- ଗଞ୍ଜାମ ଜିଲ୍ଲାର ଜଣେ ୫୦ ବର୍ଷ ବୟସ୍କ ପୁରୁଷ।
୩- ଗଞ୍ଜାମ ଜିଲ୍ଲାର ଜଣେ ୬୫ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

ଆଜି ରାଜ୍ୟରେ ୫୯୫ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି
– ଜାଣନ୍ତୁ କେଉଁ ଜିଲ୍ଲାରୁ – କେତେ
୧- ବାଲେଶ୍ୱର ଜିଲ୍ଲାରୁ – ୧୧
୨- ବରଗଡ଼ ଜିଲ୍ଲାରୁ – ୩
୩- ଭଦ୍ରକ ଜିଲ୍ଲାରୁ – ୧୧
୪- ବଲାଙ୍ଗୀର ଜିଲ୍ଲା: ୧
୫- କଟକ ଜିଲ୍ଲାରୁ – ୧୧
୬- ଗଜପତି ଜିଲ୍ଲାରୁ – ୨୦
୭- ଗଞ୍ଜାମ ଜିଲ୍ଲାରୁ – ୨୩୦
୮- ଜଗତସିଂହପୁର ଜିଲ୍ଲାରୁ – ୫
୯- ଯାଜପୁର ଜିଲ୍ଲାରୁ – ୯୭
୧୦- କଳାହାଣ୍ଡି ଜିଲ୍ଲାରୁ – ୪
୧୧- କେନ୍ଦ୍ରାପଡ଼ା ଜିଲ୍ଲାରୁ – : ୨
୧୨- କେନ୍ଦୁଝର ଜିଲ୍ଲାରୁ – ୩
୧୩- ଖୋର୍ଦ୍ଦା ଜିଲ୍ଲାରୁ – ୭୬
୧୪- କୋରାପୁଟ ଜିଲ୍ଲାରୁ – ୪୪
୧୫- ମାଲକାନଗିରି : ୩୬
୧୬- ମୟୁରଭଞ୍ଜ ଜିଲ୍ଲାରୁ – ୧୪
୧୭- ନୟାଗଡ଼ ଜିଲ୍ଲାରୁ – ୫
୧୮- ପୁରୀ ଜିଲ୍ଲାରୁ – ୧୦
୧୯- ରାୟଗଡ଼ା ଜିଲ୍ଲାରୁ – ୨
୨୦- ସମ୍ବଲପୁର ଜିଲ୍ଲାରୁ – ୨
୨୧- ସୁନ୍ଦରଗଡ଼ ଜିଲ୍ଲାରୁ – ୮

ଜିଲ୍ଲାୱାରୀ ତଥ୍ୟ –
ଅନୁଗୁଳ ଜିଲ୍ଲା ରେ ୧୩୩ ଜଣ ସଂକ୍ରମିତ ହୋଇଥିବା ବେଳେ ୩୨ ଜଣ ସକ୍ରୀୟ ଅଛନ୍ତି। ୧୦୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବାଲେଶ୍ୱର ଜିଲ୍ଲା ରେ ୫୧୯ [+୧୧] ଜଣ ସଂକ୍ରମିତ ହୋଇଥିବା ବେଳେ ୧୩୧ [+୧୧] ଜଣ ସକ୍ରୀୟ ଅଛନ୍ତି। ୩୮୬ ଜଣ ସୁସ୍ଥ ହୋଇଛନ୍ତି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବରଗଡ଼ ଜିଲ୍ଲା ରେ ୧୭୧ [+୩] ଜଣ ସଂକ୍ରମିତ ହୋଇଥିବା ବେଳେ ୩୧ [+୩] ଜଣ ସକ୍ରୀୟ ଅଛନ୍ତି। ୧୩୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଭଦ୍ରକ ଜିଲ୍ଲା ରେ ୨୯୩ [+୧୧] ଜଣ ସଂକ୍ରମିତ ହୋଇଥିବା ବେଳେ ୩୨ [+୧୧] ଜଣ ସକ୍ରୀୟ ଅଛନ୍ତି। ୨୫୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବଲାଙ୍ଗୀର ଜିଲ୍ଲା ରେ ୨୬୧ [+୧] ଜଣ ସଂକ୍ରମିତ ହୋଇଥିବା ବେଳେ ୪୯ [+୧] ଜଣ ସକ୍ରୀୟ ଅଛନ୍ତି। ୨୧୨ ଜଣ ସୁସ୍ଥ ହୋଇଛନ୍ତି।

ବୌଦ୍ଦ ଜିଲ୍ଲା ରେ ୫୩ ଜଣ ସଂକ୍ରମିତ ହୋଇଥିବା ବେଳେ ୧୧ ଜଣ ସକ୍ରୀୟ ଅଛନ୍ତି। ୪୨ ଜଣ ସୁସ୍ଥ ହୋଇଛନ୍ତି।

କଟକ ଜିଲ୍ଲା ରେ ୯୯୮ [+୧୧] ଜଣ ସଂକ୍ରମିତ ହୋଇଥିବା ବେଳେ ୩୧୯ [+୧୧] ଜଣ ସକ୍ରୀୟ ଅଛନ୍ତି। ୬୭୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୬ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଦେବଗଡ଼ ଜିଲ୍ଲା ରେ ୬୬ ଜଣ ସଂକ୍ରମିତ ହୋଇଥିବା ବେଳେ ୪ ଜଣ ସକ୍ରୀୟ ଅଛନ୍ତି। ୬୨ ଜଣ ସୁସ୍ଥ ହୋଇଛନ୍ତି।

ଢେଙ୍କାନାଳ ଜିଲ୍ଲା ରେ ୯୫ ଜଣ ସଂକ୍ରମିତ ହୋଇଥିବା ବେଳେ ୧୬ ଜଣ ସକ୍ରୀୟ ଅଛନ୍ତି। ୭୯ ଜଣ ସୁସ୍ଥ ହୋଇଛନ୍ତି।

ଗଜପତିଜିଲ୍ଲା ରେ ୬୧୩ [+୨୦] ଜଣ ସଂକ୍ରମିତ ହୋଇଥିବା ବେଳେ ୧୭୩ [+୨୦] ଜଣ ସକ୍ରୀୟ ଅଛନ୍ତି। ୪୩୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଗଞ୍ଜାମ ଜିଲ୍ଲା ରେ ୩, ୮୬୪ [+୨୩୦] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୭୪୫ [+୨୨୭] ଜଣ ସକ୍ରୀୟ ଅଛନ୍ତି। ୨, ୦୭୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୯ [+୩] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଜଗତସିଂହପୁର ଜିଲ୍ଲା ରେ ୩୯୪ [+୫] ଜଣ ସଂକ୍ରମିତ ହୋଇଥିବା ବେଳେ ୯୬ [+୫] ଜଣ ସକ୍ରୀୟ ଅଛନ୍ତି। ୨୯୮ ଜଣ ସୁସ୍ଥ ହୋଇଛନ୍ତି।

ଯାଜପୁର ଜିଲ୍ଲା ରେ ୮୯୬ [+୯୭] ଜଣ ସଂକ୍ରମିତ ହୋଇଥିବା ବେଳେ ୩୬୭ [+୯୭] ଜଣ ସକ୍ରୀୟ ଅଛନ୍ତି। ୫୨୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଝାରସୁଗୁଡ଼ା ଜିଲ୍ଲା ରେ ୧୬୫ ଜଣ ସଂକ୍ରମିତ ହୋଇଥିବା ବେଳେ ୩୭ ଜଣ ସକ୍ରୀୟ ଅଛନ୍ତି। ୧୨୮ ଜଣ ସୁସ୍ଥ ହୋଇଛନ୍ତି।

କଳାହାଣ୍ଡି ଜିଲ୍ଲା ରେ ୮୩ [+୪] ଜଣ ସଂକ୍ରମିତ ହୋଇଥିବା ବେଳେ ୧୨ [+୪] ଜଣ ସକ୍ରୀୟ ଅଛନ୍ତି। ୭୧ ଜଣ ସୁସ୍ଥ ହୋଇଛନ୍ତି।

କନ୍ଧମାଳ ଜିଲ୍ଲା ରେ ୧୯୩ ଜଣ ସଂକ୍ରମିତ ହୋଇଥିବା ବେଳେ ୮ ଜଣ ସକ୍ରୀୟ ଅଛନ୍ତି। ୧୮୫ ଜଣ ସୁସ୍ଥ ହୋଇଛନ୍ତି।

କେନ୍ଦ୍ରାପଡ଼ା ଜିଲ୍ଲା ରେ ୨୯୮ [+୨] ଜଣ ସଂକ୍ରମିତ ହୋଇଥିବା ବେଳେ ୩୨ [+୨] ଜଣ ସକ୍ରୀୟ ଅଛନ୍ତି। ୨୬୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କେନ୍ଦୁଝର ଜିଲ୍ଲା ରେ ୨୯୫ [+୩] ଜଣ ସଂକ୍ରମିତ ହୋଇଥିବା ବେଳେ ୧୧୬ [+୩] ଜଣ ସକ୍ରୀୟ ଅଛନ୍ତି। ୧୭୮ ଜଣ ସୁସ୍ଥ ହୋଇଛନ୍ତି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଖୋର୍ଦ୍ଦା ଜିଲ୍ଲା ରେ ୧, ୩୦୭ [+୭୬] ଜଣ ସଂକ୍ରମିତ ହୋଇଥିବା ବେଳେ ୪୨୫ [+୭୪] ଜଣ ସକ୍ରୀୟ ଅଛନ୍ତି। ୮୬୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୯ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୫ [+୨] ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କୋରାପୁଟ ଜିଲ୍ଲା ରେ ୧୩୯ [+୪୪] ଜଣ ସଂକ୍ରମିତ ହୋଇଥିବା ବେଳେ ୯୨ [+୪୪] ଜଣ ସକ୍ରୀୟ ଅଛନ୍ତି। ୪୭ ଜଣ ସୁସ୍ଥ ହୋଇଛନ୍ତି।

ମାଲକାନଗିରି ରେ ୧୭୦ [+୩୬] ଜଣ ସଂକ୍ରମିତ ହୋଇଥିବା ବେଳେ ୬୯ [+୩୬] ଜଣ ସକ୍ରୀୟ ଅଛନ୍ତି। ୧୦୧ ଜଣ ସୁସ୍ଥ ହୋଇଛନ୍ତି।

ମୟୁରଭଞ୍ଜ ଜିଲ୍ଲା ରେ ୩୪୧ [+୧୪] ଜଣ ସଂକ୍ରମିତ ହୋଇଥିବା ବେଳେ ୧୨୫ [+୧୪] ଜଣ ସକ୍ରୀୟ ଅଛନ୍ତି। ୨୧୪ ଜଣ ସୁସ୍ଥ ହୋଇଛନ୍ତି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନବରଙ୍ଗପୁର ଜିଲ୍ଲା ରେ ୮୯ ଜଣ ସଂକ୍ରମିତ ହୋଇଥିବା ବେଳେ ୩୫ ଜଣ ସକ୍ରୀୟ ଅଛନ୍ତି। ୫୩ ଜଣ ସୁସ୍ଥ ହୋଇଛନ୍ତି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୟାଗଡ଼ ଜିଲ୍ଲା ରେ ୨୭୦ [+୫] ଜଣ ସଂକ୍ରମିତ ହୋଇଥିବା ବେଳେ ୯୫ [+୫] ଜଣ ସକ୍ରୀୟ ଅଛନ୍ତି। ୧୭୫ ଜଣ ସୁସ୍ଥ ହୋଇଛନ୍ତି।

ନୂଆପଡ଼ା ଜିଲ୍ଲା ରେ ୮୬ ଜଣ ସଂକ୍ରମିତ ହୋଇଥିବା ବେଳେ ୪ ଜଣ ସକ୍ରୀୟ ଅଛନ୍ତି। ୮୨ ଜଣ ସୁସ୍ଥ ହୋଇଛନ୍ତି।

ପୁରୀ ଜିଲ୍ଲା ରେ ୩୬୩ [+୧୦] ଜଣ ସଂକ୍ରମିତ ହୋଇଥିବା ବେଳେ ୯୭ [+୧୦] ଜଣ ସକ୍ରୀୟ ଅଛନ୍ତି। ୨୬୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ରାୟଗଡ଼ା ଜିଲ୍ଲା ରେ ୧୪୧ [+୨] ଜଣ ସଂକ୍ରମିତ ହୋଇଥିବା ବେଳେ ୧୭ [+୨] ଜଣ ସକ୍ରୀୟ ଅଛନ୍ତି। ୧୨୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସମ୍ବଲପୁର ଜିଲ୍ଲା ରେ ୧୧୩ [+୨] ଜଣ ସଂକ୍ରମିତ ହୋଇଥିବା ବେଳେ ୪୩ [+୨] ଜଣ ସକ୍ରୀୟ ଅଛନ୍ତି। ୭୦ ଜଣ ସୁସ୍ଥ ହୋଇଛନ୍ତି।

ସୋନପୁର ଜିଲ୍ଲା ରେ ୪୪ ଜଣ ସଂକ୍ରମିତ ହୋଇଥିବା ବେଳେ ୭ ଜଣ ସକ୍ରୀୟ ଅଛନ୍ତି। ୩୭ ଜଣ ସୁସ୍ଥ ହୋଇଛନ୍ତି।

ସୁନ୍ଦରଗଡ଼ ଜିଲ୍ଲା ରେ ୬୬୮ [+୮] ଜଣ ସଂକ୍ରମିତ ହୋଇଥିବା ବେଳେ ୪୫୭ [+୮] ଜଣ ସକ୍ରୀୟ ଅଛନ୍ତି। ୨୦୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.