Home Coronavirus Outbreak କରୋନା ସମ୍ବନ୍ଧୀୟ ସମ୍ପୂର୍ଣ୍ଣ ଜିଲ୍ଲାୱାରୀ ତଥ୍ୟ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ଆକ୍ରାନ୍ତ, କେତେ ମୃତ...

କରୋନା ସମ୍ବନ୍ଧୀୟ ସମ୍ପୂର୍ଣ୍ଣ ଜିଲ୍ଲାୱାରୀ ତଥ୍ୟ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ଆକ୍ରାନ୍ତ, କେତେ ମୃତ ଏବଂ କେତେ ସକ୍ରିୟ – ୧୩, ଜୁଲାଇ

273

ଭୁବନେଶ୍ୱର ୧୩-୭ (ଓଡ଼ିଆ ପୁଅ) ଆଜି ରାଜ୍ୟରେ ୬୧୬ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ଏବଂ ମୋଟ ଆକ୍ରାନ୍ତ ୧୩୭୩୭କୁ ବୃଦ୍ଧି ହୋଇଛି। ୨୩ ଜିଲ୍ଲାରୁ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ଆକ୍ରାନ୍ତ, ୨୮୩ ଚିହ୍ନଟ ହୋଇଛନ୍ତି। କ୍ୱାରେଣ୍ଟାଇନ୍ ସେଣ୍ଟରରୁ ୪୧୫ ଏବଂ ସ୍ଥାନୀୟ ଅଞ୍ଚଳରୁ ୨୦୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ସୁସ୍ଥ ହୋଇଥିଲେ ୩୯୦ ଜଣ। ମୋଟ କୋଭିଡ୍ – ୧୯ ଟେଷ୍ଟ ହୋଇଛି ୩୪୧୫୩୭। ରାଜ୍ୟରେ ମୋଟ ଆକ୍ରାନ୍ତ ୧୩୭୩୭ ହୋଇଥିବା ବେଳେ ମୋଟ ସୁସ୍ଥ ହେଲେଣି ୮୭୫୦ ଜଣ ଏବଂ ସକ୍ରୀୟ ଆକ୍ରାନ୍ତ ୪୮୯୬ ଜଣ ଚିକିତ୍ସିତ ହେଉଛନ୍ତି।
ପୁଣି କରୋନା ନେଇଛି ୬ ମୁଣ୍ଡ। ଗଞ୍ଜାମରୁ ୪ଜଣ, କଟକରୁ ଜଣେ, ଖୋର୍ଦ୍ଧାରୁ ଜଣେ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି।

କରୋନା କାରଣରୁ ମୃତ୍ୟୁ ସଂଖ୍ୟା ୭୦ କୁ ବୃଦ୍ଧି ପାଇଛି।

ଏ ନେଇ ଓଡ଼ିଶା ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି।
ଅନ୍ୟ କାରଣରୁ ଗଞ୍ଜାମରୁ ଜଣଙ୍କର ମୃତ୍ୟୁ ହୋଇଛି।

ଡାକ୍ତରଖାନାରେ ଚିକିତ୍ସିତ ହେଉଥିବାବେଳେ ଛଅଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି

୧- ଗଞ୍ଜାମ ଜିଲ୍ଲାର ଜଣେ ୪୫ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।
୨- ଭୁବନେଶ୍ୱରର ଜଣେ ୬୭ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ, ଉଚ୍ଚ ରକ୍ତଚାପ ଏବଂ କ୍ରନିକ୍ କିଡନୀ ରୋଗରେ ପୀଡିତ ଥିଲେ।
୩- ଗଞ୍ଜାମ ଜିଲ୍ଲାର ଜଣେ ୬୩ ବର୍ଷ ବୟସ୍କ ପୁରୁଷ।
୪- କଟକ ଜିଲ୍ଲାର ୪୦ ବର୍ଷ ବୟସ୍କ ପୁରୁଷ।
୫- ଗଞ୍ଜାମ ଜିଲ୍ଲାର ଜଣେ ୭୨ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ, ହୃଦ୍ ରୋଗ ଏବଂ କ୍ରନିକ୍ କିଡନୀ ରୋଗରେ ପୀଡିତ ଥିଲେ।
୬- ଗଞ୍ଜାମ ଜିଲ୍ଲାର ଜଣେ ୪୯ ବର୍ଷ ବୟସ୍କ ପୁରୁଷ ଯିଏ ମଧ୍ୟ ମଧୁମେହରେ ପୀଡିତ ଥିଲେ।

ଆଜି ଚିହ୍ନଟ ଆକ୍ରାନ୍ତ କେଉଁ ଜିଲ୍ଲାରୁ – କେତେ ଜାଣନ୍ତୁ

୧- ଅନୁଗୁଳ ଜିଲ୍ଲାରୁ – ୭
୨- ବାଲେଶ୍ୱର ଜିଲ୍ଲାରୁ – ୨୭
୩- ବରଗଡ଼ ଜିଲ୍ଲାରୁ – ୩୧
୪- ଭଦ୍ରକ ଜିଲ୍ଲାରୁ – ୨
୫- ବଲାଙ୍ଗୀର ଜିଲ୍ଲା : ୨
୬- କଟକ ଜିଲ୍ଲାରୁ – ୨୩
୭- ଢେଙ୍କାନାଳ ଜିଲ୍ଲାରୁ – ୭
୮- ଗଜପତି ଜିଲ୍ଲାରୁ – ୧
୯- ଗଞ୍ଜାମ ଜିଲ୍ଲାରୁ – ୨୮୩
୧୦- ଜଗତସିଂହପୁର ଜିଲ୍ଲାରୁ – ୧୮
୧୧- ଯାଜପୁର ଜିଲ୍ଲାରୁ – ୧୭
୧୨- ଝାରସୁଗୁଡ଼ା ଜିଲ୍ଲାରୁ – ୧୧
୧୩- କନ୍ଧମାଳ ଜିଲ୍ଲାରୁ – ୬
୧୪- କେନ୍ଦ୍ରାପଡ଼ା ଜିଲ୍ଲାରୁ – : ୧
୧୫- କେନ୍ଦୁଝର ଜିଲ୍ଲାରୁ – ୨୩
୧୬- ଖୋର୍ଦ୍ଦା ଜିଲ୍ଲାରୁ – ୨୯
୧୭- କୋରାପୁଟ ଜିଲ୍ଲାରୁ – ୫୦
୧୮- ମାଲକାନଗିରି : ୧୪
୧୯- ମୟୁରଭଞ୍ଜ ଜିଲ୍ଲାରୁ – ୧୩
୨୦- ନବରଙ୍ଗପୁର ଜିଲ୍ଲାରେ: ୪୦
୨୧- ନୂଆପଡ଼ା ଜିଲ୍ଲାରୁ – ୫
୨୨- ପୁରୀ ଜିଲ୍ଲାରୁ – ୧
୨୩- ସୁନ୍ଦରଗଡ଼ ଜିଲ୍ଲାରୁ – ୫

ଜିଲ୍ଲାୱାରୀ ତଥ୍ୟ –
ଅନୁଗୁଳ ଜିଲ୍ଲାରେ ୧୪୦ [+୭] ଜଣ ସଂକ୍ରମିତ ହୋଇଥିବା ବେଳେ ୩୪ [+୭] ଜଣ ସକ୍ରୀୟ ଅଛନ୍ତି। ୧୦୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବାଲେଶ୍ୱର ଜିଲ୍ଲାରେ ୫୪୬ [+୨୭] ଜଣ ସଂକ୍ରମିତ ହୋଇଥିବା ବେଳେ ୧୪୯ [+୨୭] ଜଣ ସକ୍ରୀୟ ଅଛନ୍ତି। ୩୯୫ ଜଣ ସୁସ୍ଥ ହୋଇଛନ୍ତି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବରଗଡ଼ ଜିଲ୍ଲାରେ ୨୦୨ [+୩୧] ଜଣ ସଂକ୍ରମିତ ହୋଇଥିବା ବେଳେ ୫୬ [+୩୧] ଜଣ ସକ୍ରୀୟ ଅଛନ୍ତି। ୧୪୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଭଦ୍ରକ ଜିଲ୍ଲାରେ ୨୯୫ [+୨] ଜଣ ସଂକ୍ରମିତ ହୋଇଥିବା ବେଳେ ୩୧ [+୨] ଜଣ ସକ୍ରୀୟ ଅଛନ୍ତି। ୨୬୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବଲାଙ୍ଗୀର ଜିଲ୍ଲାରେ ୨୬୩ [+୨] ଜଣ ସଂକ୍ରମିତ ହୋଇଥିବା ବେଳେ ୫୧ [+୨] ଜଣ ସକ୍ରୀୟ ଅଛନ୍ତି। ୨୧୨ ଜଣ ସୁସ୍ଥ ହୋଇଛନ୍ତି।

ବୌଦ୍ଦ ଜିଲ୍ଲାରେ ୫୩ ଜଣ ସଂକ୍ରମିତ ହୋଇଥିବା ବେଳେ ୮ ଜଣ ସକ୍ରୀୟ ଅଛନ୍ତି। ୪୫ ଜଣ ସୁସ୍ଥ ହୋଇଛନ୍ତି।

କଟକ ଜିଲ୍ଲାରେ ୧, ୦୨୧ [+୨୩] ଜଣ ସଂକ୍ରମିତ ହୋଇଥିବା ବେଳେ ୨୭୦ [+୨୨] ଜଣ ସକ୍ରୀୟ ଅଛନ୍ତି। ୭୪୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଦେବଗଡ଼ ଜିଲ୍ଲାରେ ୬୬ ଜଣ ସଂକ୍ରମିତ ହୋଇଥିବା ବେଳେ ୪ ଜଣ ସକ୍ରୀୟ ଅଛନ୍ତି। ୬୨ ଜଣ ସୁସ୍ଥ ହୋଇଛନ୍ତି।

ଢେଙ୍କାନାଳ ଜିଲ୍ଲାରେ ୧୦୨ [+୭] ଜଣ ସଂକ୍ରମିତ ହୋଇଥିବା ବେଳେ ୨୩ [+୭] ଜଣ ସକ୍ରୀୟ ଅଛନ୍ତି। ୭୯ ଜଣ ସୁସ୍ଥ ହୋଇଛନ୍ତି।

ଗଜପତିଜିଲ୍ଲାରେ ୬୧୪ [+୧] ଜଣ ସଂକ୍ରମିତ ହୋଇଥିବା ବେଳେ ୧୭୪ [+୧] ଜଣ ସକ୍ରୀୟ ଅଛନ୍ତି। ୪୩୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଗଞ୍ଜାମ ଜିଲ୍ଲାରେ ୪, ୧୪୭ [+୨୮୩] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୯୧୭ [+୨୭୮] ଜଣ ସକ୍ରୀୟ ଅଛନ୍ତି। ୨, ୧୮୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୩ [+୪] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ [+୧] ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଜଗତସିଂହପୁର ଜିଲ୍ଲାରେ ୪୧୨ [+୧୮] ଜଣ ସଂକ୍ରମିତ ହୋଇଥିବା ବେଳେ ୧୧୦ [+୧୮] ଜଣ ସକ୍ରୀୟ ଅଛନ୍ତି। ୩୦୨ ଜଣ ସୁସ୍ଥ ହୋଇଛନ୍ତି।

ଯାଜପୁର ଜିଲ୍ଲାରେ ୯୧୩ [+୧୭] ଜଣ ସଂକ୍ରମିତ ହୋଇଥିବା ବେଳେ ୩୫୯ [+୧୭] ଜଣ ସକ୍ରୀୟ ଅଛନ୍ତି। ୫୫୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଝାରସୁଗୁଡ଼ା ଜିଲ୍ଲାରେ ୧୭୬ [+୧୧] ଜଣ ସଂକ୍ରମିତ ହୋଇଥିବା ବେଳେ ୪୮ [+୧୧] ଜଣ ସକ୍ରୀୟ ଅଛନ୍ତି। ୧୨୮ ଜଣ ସୁସ୍ଥ ହୋଇଛନ୍ତି।

କଳାହାଣ୍ଡି ଜିଲ୍ଲାରେ ୮୩ ଜଣ ସଂକ୍ରମିତ ହୋଇଥିବା ବେଳେ ୭ ଜଣ ସକ୍ରୀୟ ଅଛନ୍ତି। ୭୬ ଜଣ ସୁସ୍ଥ ହୋଇଛନ୍ତି।

କନ୍ଧମାଳ ଜିଲ୍ଲାରେ ୧୯୯ [+୬] ଜଣ ସଂକ୍ରମିତ ହୋଇଥିବା ବେଳେ ୧୪ [+୬] ଜଣ ସକ୍ରୀୟ ଅଛନ୍ତି। ୧୮୫ ଜଣ ସୁସ୍ଥ ହୋଇଛନ୍ତି।

କେନ୍ଦ୍ରାପଡ଼ା ଜିଲ୍ଲାରେ ୨୯୯ [+୧] ଜଣ ସଂକ୍ରମିତ ହୋଇଥିବା ବେଳେ ୨୮ [+୧] ଜଣ ସକ୍ରୀୟ ଅଛନ୍ତି। ୨୬୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କେନ୍ଦୁଝର ଜିଲ୍ଲାରେ ୩୧୮ [+୨୩] ଜଣ ସଂକ୍ରମିତ ହୋଇଥିବା ବେଳେ ୧୩୬ [+୨୩] ଜଣ ସକ୍ରୀୟ ଅଛନ୍ତି। ୧୮୧ ଜଣ ସୁସ୍ଥ ହୋଇଛନ୍ତି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଖୋର୍ଦ୍ଦା ଜିଲ୍ଲାରେ ୧, ୩୩୬ [+୨୯] ଜଣ ସଂକ୍ରମିତ ହୋଇଥିବା ବେଳେ ୪୩୮ [+୨୮] ଜଣ ସକ୍ରୀୟ ଅଛନ୍ତି। ୮୮୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୦ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୫ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କୋରାପୁଟ ଜିଲ୍ଲାରେ ୧୮୯ [+୫୦] ଜଣ ସଂକ୍ରମିତ ହୋଇଥିବା ବେଳେ ୧୩୮ [+୫୦] ଜଣ ସକ୍ରୀୟ ଅଛନ୍ତି। ୫୧ ଜଣ ସୁସ୍ଥ ହୋଇଛନ୍ତି।

ମାଲକାନଗିରି ରେ ୧୮୪ [+୧୪] ଜଣ ସଂକ୍ରମିତ ହୋଇଥିବା ବେଳେ ୮୩ [+୧୪] ଜଣ ସକ୍ରୀୟ ଅଛନ୍ତି। ୧୦୧ ଜଣ ସୁସ୍ଥ ହୋଇଛନ୍ତି।

ମୟୁରଭଞ୍ଜ ଜିଲ୍ଲାରେ ୩୫୪ [+୧୩] ଜଣ ସଂକ୍ରମିତ ହୋଇଥିବା ବେଳେ ୧୦୦ [+୧୩] ଜଣ ସକ୍ରୀୟ ଅଛନ୍ତି। ୨୫୨ ଜଣ ସୁସ୍ଥ ହୋଇଛନ୍ତି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନବରଙ୍ଗପୁର ଜିଲ୍ଲାରେ ୧୨୯ [+୪୦] ଜଣ ସଂକ୍ରମିତ ହୋଇଥିବା ବେଳେ ୫୧ [+୪୦] ଜଣ ସକ୍ରୀୟ ଅଛନ୍ତି। ୭୭ ଜଣ ସୁସ୍ଥ ହୋଇଛନ୍ତି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୟାଗଡ଼ ଜିଲ୍ଲାରେ ୨୭୦ ଜଣ ସଂକ୍ରମିତ ହୋଇଥିବା ବେଳେ ୯୩ ଜଣ ସକ୍ରୀୟ ଅଛନ୍ତି। ୧୭୭ ଜଣ ସୁସ୍ଥ ହୋଇଛନ୍ତି।

ନୂଆପଡ଼ା ଜିଲ୍ଲାରେ ୯୧ [+୫] ଜଣ ସଂକ୍ରମିତ ହୋଇଥିବା ବେଳେ ୯ [+୫] ଜଣ ସକ୍ରୀୟ ଅଛନ୍ତି। ୮୨ ଜଣ ସୁସ୍ଥ ହୋଇଛନ୍ତି।

ପୁରୀ ଜିଲ୍ଲାରେ ୩୬୪ [+୧] ଜଣ ସଂକ୍ରମିତ ହୋଇଥିବା ବେଳେ ୯୬ [+୧] ଜଣ ସକ୍ରୀୟ ଅଛନ୍ତି। ୨୬୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ରାୟଗଡ଼ା ଜିଲ୍ଲାରେ ୧୪୧ ଜଣ ସଂକ୍ରମିତ ହୋଇଥିବା ବେଳେ ୧୭ ଜଣ ସକ୍ରୀୟ ଅଛନ୍ତି। ୧୨୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସମ୍ବଲପୁର ଜିଲ୍ଲାରେ ୧୧୩ ଜଣ ସଂକ୍ରମିତ ହୋଇଥିବା ବେଳେ ୨୧ ଜଣ ସକ୍ରୀୟ ଅଛନ୍ତି। ୯୨ ଜଣ ସୁସ୍ଥ ହୋଇଛନ୍ତି।

ସୋନପୁର ଜିଲ୍ଲାରେ ୪୪ ଜଣ ସଂକ୍ରମିତ ହୋଇଥିବା ବେଳେ ୭ ଜଣ ସକ୍ରୀୟ ଅଛନ୍ତି। ୩୭ ଜଣ ସୁସ୍ଥ ହୋଇଛନ୍ତି।

ସୁନ୍ଦରଗଡ଼ ଜିଲ୍ଲାରେ ୬୭୩ [+୫] ଜଣ ସଂକ୍ରମିତ ହୋଇଥିବା ବେଳେ ୪୨୪ [+୫] ଜଣ ସକ୍ରୀୟ ଅଛନ୍ତି। ୨୪୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.