Odiapua.com

କରୋନା ସମ୍ବନ୍ଧୀୟ ସମ୍ପୂର୍ଣ୍ଣ ଜିଲ୍ଲାୱାରୀ ତଥ୍ୟ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ଆକ୍ରାନ୍ତ, କେତେ ମୃତ ଏବଂ କେତେ ସକ୍ରିୟ – ୧୪, ଜୁଲାଇ

ଭୁବନେଶ୍ୱର ୧୪-୭ (ଓଡ଼ିଆ ପୁଅ) ରାଜ୍ୟରେ ଆଜି ୫୪୩ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ଏବଂ ମୋଟ ଆକ୍ରାନ୍ତ ୧୪୨୮୦କୁ ବୃଦ୍ଧି ହୋଇଛି। କ୍ୱାରେଣ୍ଟାଇନ୍ ସେଣ୍ଟରରୁ ୩୫୪ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ୧୮୯ ଜଣ ଚିହ୍ନଟ ହୋଇଛନ୍ତି। ୨୩ ଜିଲ୍ଲାରୁ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ଆକ୍ରାନ୍ତ ୧୮୮ ଜଣ ଚିହ୍ନଟ ହୋଇଛନ୍ତି। ଗତକାଲି ସୁସ୍ଥ ହୋଇଥିଲେ ୫୦୫ ଜଣ। ମୋଟ କୋଭିଡ୍ – ୧୯ ଟେଷ୍ଟ ହୋଇଛି ୩୪୭୨୨୬। ମୋଟ ଆକ୍ରାନ୍ତ ୧୪୨୮୦ ହୋଇଥିବା ବେଳେ ମୋଟ ସୁସ୍ଥ ହେଲେଣି ୯୨୫୫ ଜଣ ଏବଂ ସକ୍ରୀୟ ଆକ୍ରାନ୍ତ ୪୯୨୯ ଜଣ ବିଭିନ୍ନ କୋଭିଜ୍ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।

ପୁଣି କରୋନା ନେଇଛି ୪ ମୁଣ୍ଡ। ଜଣ କରୋନା ୭୪ ଜଣ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। କଟକ ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ଜଣେ ଏବଂ ଖୋର୍ଦ୍ଦା ଜିଲ୍ଲାରୁ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କରୋନା କାରଣରୁ ମୃତ୍ୟୁ ସଂଖ୍ୟା ୭୪ କୁ ବୃଦ୍ଧି ପାଇଛି।

ଏ ନେଇ ଓଡ଼ିଶା ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି।

ସୁନ୍ଦରଗଡ଼ ଜିଲ୍ଲା ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି। ଅନ୍ୟ କାରଣରୁ ମୃତକଙ୍କ ସଂଖ୍ୟା ୨୨ ହେଲାଣି।

ଡାକ୍ତରଖାନାରେ ଚିକିତ୍ସିତ ହେଉଥିବାବେଳେ ଚାରିଜଣ କୋଭିଡ ପଜିଟିଭ ରୋଗୀଙ୍କ ମୃତ୍ୟୁ ହୋଇଛି।

୧- କଟକ ଜିଲ୍ଲାର ଜଣେ ୭୧ ବର୍ଷ ବୟସ୍କ ପୁରୁଷ ଯିଏ କି ଓରାଲ୍ କର୍କଟ ରୋଗରେ ପୀଡିତ ଥିଲେ।

୨- ଖୋର୍ଦ୍ଧା ଜିଲ୍ଲାର ଜଣେ ୪୦ ବର୍ଷ ବୟସ୍କା ମହିଳା।
୩- ଭୁବନେଶ୍ୱରର ଜଣେ ୭୧ ବର୍ଷ ବୟସ୍କ ପୁରୁଷ ଯିଏ ମଧ୍ୟ ରକ୍ତ କର୍କଟ ରୋଗରେ ପୀଡିତ ଥିଲେ।

୪- ଗଞ୍ଜାମ ଜିଲ୍ଲାର ଜଣେ ୮୦ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ହୃଦଘାତରେ ମଧ୍ୟ ପୀଡିତ ଥିଲେ।

ସୁନ୍ଦରଗଡ ଜିଲ୍ଲାର ୧ ବର୍ଷର ୩ ମାସର ଶିଶୁ ଯିଏକି କୋଭିଡ ପଜିଟିଭ ଥିଲା ଏବଂ ଜିଏମ୍ ୧ ଗ୍ୟାଙ୍ଗଲିଓସିଡୋସିସ୍ କାରଣରୁ ଶିଶୁଟିର ଦେହାନ୍ତ ହୋଇଛି।

ରାଜ୍ୟରେ ଆଜି ୫୪୩ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ଏବଂ ମୋଟ ଆକ୍ରାନ୍ତ ୧୪୨୮୦କୁ ବୃଦ୍ଧି ହୋଇଛି।

-ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ –

୧- ଅନୁଗୁଳ ଜିଲ୍ଲାରୁ – ୧
୨- ବାଲେଶ୍ୱର ଜିଲ୍ଲାରୁ – ୮
୩- ବରଗଡ଼ ଜିଲ୍ଲାରୁ – ୩
୪- ଭଦ୍ରକ ଜିଲ୍ଲାରୁ – ୧
୫- ବଲାଙ୍ଗୀର ଜିଲ୍ଲା : ୫
୬- ବୌଦ୍ଦ ଜିଲ୍ଲାରୁ – ୭
୭- କଟକ ଜିଲ୍ଲାରୁ – ୩୯
୮- ଢେଙ୍କାନାଳ ଜିଲ୍ଲାରୁ – ୨
୯- ଗଜପତି ଜିଲ୍ଲାରୁ – ୨୯
୧୦- ଗଞ୍ଜାମ ଜିଲ୍ଲାରୁ – ୧୮୮
୧୧- ଜଗତସିଂହପୁର ଜିଲ୍ଲାରୁ – ୧୫
୧୨- ଯାଜପୁର ଜିଲ୍ଲାରୁ – ୧
୧୩- ଝାରସୁଗୁଡ଼ା ଜିଲ୍ଲାରୁ – ୬
୧୪- କେନ୍ଦ୍ରାପଡ଼ା ଜିଲ୍ଲାରୁ – : ୧୦
୧୫- କେନ୍ଦୁଝର ଜିଲ୍ଲାରୁ – ୨୨
୧୬- ଖୋର୍ଦ୍ଦା ଜିଲ୍ଲାରୁ – ୮୭
୧୭- ମାଲକାନଗିରି : ୧୧
୧୮- ମୟୁରଭଞ୍ଜ ଜିଲ୍ଲାରୁ – ୨୨
୧୯- ନୟାଗଡ଼ ଜିଲ୍ଲାରୁ – ୧
୨୦- ପୁରୀ ଜିଲ୍ଲାରୁ – ୭
୨୧- ରାୟଗଡ଼ା ଜିଲ୍ଲାରୁ – ୨୪
୨୨- ସମ୍ବଲପୁର ଜିଲ୍ଲାରୁ – ୨
୨୩- ସୁନ୍ଦରଗଡ଼ ଜିଲ୍ଲାରୁ – ୫୨

ଜିଲ୍ଲାୱାରୀ ତଥ୍ୟ –

ଅନୁଗୁଳ ଜିଲ୍ଲାରେ ୧୪୧ [+୧] ଜଣ ସଂକ୍ରମିତ ହୋଇଥିବା ବେଳେ ୩୦ [+୧] ଜଣ ସକ୍ରୀୟ ଅଛନ୍ତି। ୧୧୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବାଲେଶ୍ୱର ଜିଲ୍ଲାରେ ୫୫୪ [+୮] ଜଣ ସଂକ୍ରମିତ ହୋଇଥିବା ବେଳେ ୧୫୭ [+୮] ଜଣ ସକ୍ରୀୟ ଅଛନ୍ତି। ୩୯୫ ଜଣ ସୁସ୍ଥ ହୋଇଛନ୍ତି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବରଗଡ଼ ଜିଲ୍ଲାରେ ୨୦୫ [+୩] ଜଣ ସଂକ୍ରମିତ ହୋଇଥିବା ବେଳେ ୫୬ [+୩] ଜଣ ସକ୍ରୀୟ ଅଛନ୍ତି। ୧୪୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଭଦ୍ରକ ଜିଲ୍ଲାରେ ୨୯୬ [+୧] ଜଣ ସଂକ୍ରମିତ ହୋଇଥିବା ବେଳେ ୨୬ [+୧] ଜଣ ସକ୍ରୀୟ ଅଛନ୍ତି। ୨୬୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବଲାଙ୍ଗୀର ଜିଲ୍ଲାରେ ୨୬୮ [+୫] ଜଣ ସଂକ୍ରମିତ ହୋଇଥିବା ବେଳେ ୫୬ [+୫] ଜଣ ସକ୍ରୀୟ ଅଛନ୍ତି। ୨୧୨ ଜଣ ସୁସ୍ଥ ହୋଇଛନ୍ତି।

ବୌଦ୍ଦ ଜିଲ୍ଲାରେ ୬୦ [+୭] ଜଣ ସଂକ୍ରମିତ ହୋଇଥିବା ବେଳେ ୧୫ [+୭] ଜଣ ସକ୍ରୀୟ ଅଛନ୍ତି। ୪୫ ଜଣ ସୁସ୍ଥ ହୋଇଛନ୍ତି।

କଟକ ଜିଲ୍ଲାରେ ୧, ୦୬୦ [+୩୯] ଜଣ ସଂକ୍ରମିତ ହୋଇଥିବା ବେଳେ ୨୬୩ [+୩୮] ଜଣ ସକ୍ରୀୟ ଅଛନ୍ତି। ୭୮୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଦେବଗଡ଼ ଜିଲ୍ଲାରେ ୬୬ ଜଣ ସଂକ୍ରମିତ ହୋଇଥିବା ବେଳେ ୪ ଜଣ ସକ୍ରୀୟ ଅଛନ୍ତି। ୬୨ ଜଣ ସୁସ୍ଥ ହୋଇଛନ୍ତି।

ଢେଙ୍କାନାଳ ଜିଲ୍ଲାରେ ୧୦୪ [+୨] ଜଣ ସଂକ୍ରମିତ ହୋଇଥିବା ବେଳେ ୧୯ [+୨] ଜଣ ସକ୍ରୀୟ ଅଛନ୍ତି। ୮୫ ଜଣ ସୁସ୍ଥ ହୋଇଛନ୍ତି।

ଗଜପତିଜିଲ୍ଲାରେ ୬୪୩ [+୨୯] ଜଣ ସଂକ୍ରମିତ ହୋଇଥିବା ବେଳେ ୧୯୩ [+୨୯] ଜଣ ସକ୍ରୀୟ ଅଛନ୍ତି। ୪୪୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଗଞ୍ଜାମ ଜିଲ୍ଲାରେ ୪, ୩୩୫ [+୧୮୮] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୮୫୬ [+୧୮୭] ଜଣ ସକ୍ରୀୟ ଅଛନ୍ତି। ୨, ୪୩୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୪ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଜଗତସିଂହପୁର ଜିଲ୍ଲାରେ ୪୨୭ [+୧୫] ଜଣ ସଂକ୍ରମିତ ହୋଇଥିବା ବେଳେ ୧୧୮ [+୧୫] ଜଣ ସକ୍ରୀୟ ଅଛନ୍ତି। ୩୦୯ ଜଣ ସୁସ୍ଥ ହୋଇଛନ୍ତି।

ଯାଜପୁର ଜିଲ୍ଲାରେ ୯୧୪ [+୧] ଜଣ ସଂକ୍ରମିତ ହୋଇଥିବା ବେଳେ ୩୫୨ [+୧] ଜଣ ସକ୍ରୀୟ ଅଛନ୍ତି। ୫୬୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଝାରସୁଗୁଡ଼ା ଜିଲ୍ଲାରେ ୧୮୨ [+୬] ଜଣ ସଂକ୍ରମିତ ହୋଇଥିବା ବେଳେ ୫୩ [+୬] ଜଣ ସକ୍ରୀୟ ଅଛନ୍ତି। ୧୨୯ ଜଣ ସୁସ୍ଥ ହୋଇଛନ୍ତି।

କଳାହାଣ୍ଡି ଜିଲ୍ଲାରେ ୮୩ ଜଣ ସଂକ୍ରମିତ ହୋଇଥିବା ବେଳେ ୭ ଜଣ ସକ୍ରୀୟ ଅଛନ୍ତି। ୭୬ ଜଣ ସୁସ୍ଥ ହୋଇଛନ୍ତି।

କନ୍ଧମାଳ ଜିଲ୍ଲାରେ ୧୯୯ ଜଣ ସଂକ୍ରମିତ ହୋଇଥିବା ବେଳେ ୧୦ ଜଣ ସକ୍ରୀୟ ଅଛନ୍ତି। ୧୮୯ ଜଣ ସୁସ୍ଥ ହୋଇଛନ୍ତି।

କେନ୍ଦ୍ରାପଡ଼ା ଜିଲ୍ଲାରେ ୩୦୯ [+୧୦] ଜଣ ସଂକ୍ରମିତ ହୋଇଥିବା ବେଳେ ୩୪ [+୧୦] ଜଣ ସକ୍ରୀୟ ଅଛନ୍ତି। ୨୭୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କେନ୍ଦୁଝର ଜିଲ୍ଲାରେ ୩୪୦ [+୨୨] ଜଣ ସଂକ୍ରମିତ ହୋଇଥିବା ବେଳେ ୧୫୬ [+୨୨] ଜଣ ସକ୍ରୀୟ ଅଛନ୍ତି। ୧୮୩ ଜଣ ସୁସ୍ଥ ହୋଇଛନ୍ତି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଖୋର୍ଦ୍ଦା ଜିଲ୍ଲାରେ ୧, ୪୨୩ [+୮୭] ଜଣ ସଂକ୍ରମିତ ହୋଇଥିବା ବେଳେ ୪୭୧ [+୮୫] ଜଣ ସକ୍ରୀୟ ଅଛନ୍ତି। ୯୩୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୨ [+୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୫ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କୋରାପୁଟ ଜିଲ୍ଲାରେ ୧୮୯ ଜଣ ସଂକ୍ରମିତ ହୋଇଥିବା ବେଳେ ୧୩୪ ଜଣ ସକ୍ରୀୟ ଅଛନ୍ତି। ୫୫ ଜଣ ସୁସ୍ଥ ହୋଇଛନ୍ତି।

ମାଲକାନଗିରି ରେ ୧୯୫ [+୧୧] ଜଣ ସଂକ୍ରମିତ ହୋଇଥିବା ବେଳେ ୯୪ [+୧୧] ଜଣ ସକ୍ରୀୟ ଅଛନ୍ତି। ୧୦୧ ଜଣ ସୁସ୍ଥ ହୋଇଛନ୍ତି।

ମୟୁରଭଞ୍ଜ ଜିଲ୍ଲାରେ ୩୭୬ [+୨୨] ଜଣ ସଂକ୍ରମିତ ହୋଇଥିବା ବେଳେ ୧୨୨ [+୨୨] ଜଣ ସକ୍ରୀୟ ଅଛନ୍ତି। ୨୫୨ ଜଣ ସୁସ୍ଥ ହୋଇଛନ୍ତି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନବରଙ୍ଗପୁର ଜିଲ୍ଲାରେ ୧୨୯ ଜଣ ସଂକ୍ରମିତ ହୋଇଥିବା ବେଳେ ୪୨ ଜଣ ସକ୍ରୀୟ ଅଛନ୍ତି। ୮୬ ଜଣ ସୁସ୍ଥ ହୋଇଛନ୍ତି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୟାଗଡ଼ ଜିଲ୍ଲାରେ ୨୭୧ [+୧] ଜଣ ସଂକ୍ରମିତ ହୋଇଥିବା ବେଳେ ୮୬ [+୧] ଜଣ ସକ୍ରୀୟ ଅଛନ୍ତି। ୧୮୫ ଜଣ ସୁସ୍ଥ ହୋଇଛନ୍ତି।

ନୂଆପଡ଼ା ଜିଲ୍ଲାରେ ୯୧ ଜଣ ସଂକ୍ରମିତ ହୋଇଥିବା ବେଳେ ୯ ଜଣ ସକ୍ରୀୟ ଅଛନ୍ତି। ୮୨ ଜଣ ସୁସ୍ଥ ହୋଇଛନ୍ତି।

ପୁରୀ ଜିଲ୍ଲାରେ ୩୭୧ [+୭] ଜଣ ସଂକ୍ରମିତ ହୋଇଥିବା ବେଳେ ୯୨ [+୭] ଜଣ ସକ୍ରୀୟ ଅଛନ୍ତି। ୨୭୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ରାୟଗଡ଼ା ଜିଲ୍ଲାରେ ୧୬୫ [+୨୪] ଜଣ ସଂକ୍ରମିତ ହୋଇଥିବା ବେଳେ ୪୦ [+୨୪] ଜଣ ସକ୍ରୀୟ ଅଛନ୍ତି। ୧୨୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସମ୍ବଲପୁର ଜିଲ୍ଲାରେ ୧୧୫ [+୨] ଜଣ ସଂକ୍ରମିତ ହୋଇଥିବା ବେଳେ ୨୩ [+୨] ଜଣ ସକ୍ରୀୟ ଅଛନ୍ତି। ୯୨ ଜଣ ସୁସ୍ଥ ହୋଇଛନ୍ତି।

ସୋନପୁର ଜିଲ୍ଲାରେ ୪୪ ଜଣ ସଂକ୍ରମିତ ହୋଇଥିବା ବେଳେ ୭ ଜଣ ସକ୍ରୀୟ ଅଛନ୍ତି। ୩୭ ଜଣ ସୁସ୍ଥ ହୋଇଛନ୍ତି।

ସୁନ୍ଦରଗଡ଼ ଜିଲ୍ଲାରେ ୭୨୫ [+୫୨] ଜଣ ସଂକ୍ରମିତ ହୋଇଥିବା ବେଳେ ୪୦୪ [+୫୧] ଜଣ ସକ୍ରୀୟ ଅଛନ୍ତି। ୩୧୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ [+୧] ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।