Home Coronavirus Outbreak ଆଜି ୩୦୫୩ ନୂଆ ଆକ୍ରାନ୍ତ ଚିହ୍ନଟ, ୧୭ ମୃତ – ଜାଣନ୍ତୁ ଆପଣଙ୍କ ଜିଲ୍ଲାର ସମ୍ପୂର୍ଣ୍ଣ...

ଆଜି ୩୦୫୩ ନୂଆ ଆକ୍ରାନ୍ତ ଚିହ୍ନଟ, ୧୭ ମୃତ – ଜାଣନ୍ତୁ ଆପଣଙ୍କ ଜିଲ୍ଲାର ସମ୍ପୂର୍ଣ୍ଣ ତଥ୍ୟ –

105

ଭୁବନେଶ୍ୱର ୩-୧୦ (ଓଡ଼ିଆ ପୁଅ) ଆଜି ରାଜ୍ୟରେ ୩୦ ଜିଲ୍ଲାରୁ ୩୦୫୩ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ମୋଟ ଆକ୍ରାନ୍ତ ୨୨୯୩୮୭ କୁ ବୃଦ୍ଧି ପାଇଛି। ଏ ନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। କ୍ୱାରେଣ୍ଟାଇନ୍ ସେଣ୍ଟରରୁ ୧୮୦୪ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୧୨୪୯ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ଗତକାଲି ସୁସ୍ଥ ହୋଇଥିଲେ ୪୦୪୮ ଜଣ। ମୋଟ କୋଭିଡ୍ – ୧୯ ଟେଷ୍ଟ ହୋଇଛି ୩୩୯୫୨୬୫। ମୋଟ ଆକ୍ରାନ୍ତ ୨୨୯୩୮୭। ମୋଟ ସୁସ୍ଥ ହେଲେଣି ୧୯୪୧୨୮ ଏବଂ ସକ୍ରୀୟ ଆକ୍ରାନ୍ତ ଅଛନ୍ତି ୩୪୩୧୪ ଜଣ।
ଆଜି ରାଜ୍ୟରେ କରୋନା ନେଲା ୧୭ ମୁଣ୍ଡ – ମୋଟ ମୃତ୍ୟୁ ୮୯୨ କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସରକାରଙ୍କର ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି।

ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ –
ବାଲେଶ୍ୱର ଜିଲ୍ଲାରୁ ମୋଟ ମୃତ୍ୟୁ ସଂଖ୍ୟା ୩୩ (ଆଜି ୩ ଜଣ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି)

ଭଦ୍ରକ ଜିଲ୍ଲାରୁ ମୋଟ ମୃତ୍ୟୁ ସଂଖ୍ୟା ୧୫ (ଆଜି ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି)

ଢେଙ୍କାନାଳ ଜିଲ୍ଲାରୁ ମୋଟ ମୃତ୍ୟୁ ସଂଖ୍ୟା ୯ (ଆଜି ୩ ଜଣ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି)

ଗଞ୍ଜାମ ଜିଲ୍ଲାରୁ ମୋଟ ମୃତ୍ୟୁ ସଂଖ୍ୟା ୨୨୧ (ଆଜି ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି)

ଜଗତସିଂହପୁର ଜିଲ୍ଲାରୁ ମୋଟ ମୃତ୍ୟୁ ସଂଖ୍ୟା ୧୨ (ଆଜି ୨ ଜଣ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି)

ଯାଜପୁର ଜିଲ୍ଲାରୁ ମୋଟ ମୃତ୍ୟୁ ସଂଖ୍ୟା ୧୧ (ଆଜି ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି)

ଖୋର୍ଦ୍ଦା ଜିଲ୍ଲାରୁ ମୋଟ ମୃତ୍ୟୁ ସଂଖ୍ୟା ୧୪୬ (ଆଜି ୨ ଜଣ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି)

ମୟୁରଭଞ୍ଜ ଜିଲ୍ଲାରୁ ମୋଟ ମୃତ୍ୟୁ ସଂଖ୍ୟା ୨୪ (ଆଜି ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି)

ନୟାଗଡ଼ ଜିଲ୍ଲାରୁ ମୋଟ ମୃତ୍ୟୁ ସଂଖ୍ୟା ୨୯ (ଆଜି ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି)

ପୁରୀ ଜିଲ୍ଲାରୁ ମୋଟ ମୃତ୍ୟୁ ସଂଖ୍ୟା ୫୯ (ଆଜି ୨ ଜଣ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି)

ମୃତକଙ୍କ ବିଷୟରେ –

୧- ବାଲେଶ୍ୱର ଜିଲ୍ଲାର ଜଣେ ୪୭ ବର୍ଷ ବୟସ୍କ ପୁରୁଷ।

୨- ବାଲେଶ୍ୱର ଜିଲ୍ଲାର ୬୨ ବର୍ଷ ବୟସ୍କ ପୁରୁଷ।

୩- ବାଲେଶ୍ୱର ଜିଲ୍ଲାର ଜଣେ ୬୫ ବର୍ଷ ବୟସ୍କା ମହିଳା।

୪- ଭଦ୍ରକ ଜିଲ୍ଲାର ଜଣେ ୫୬ ବର୍ଷ ବୟସ୍କା ମହିଳା ଯିଏ ମଧୁମେହ, ଉଚ୍ଚ ରକ୍ତଚାପ ଏବଂ ହାଇପୋଥାଇରଏଡିଜିମ୍ ରୋଗରେ ପୀଡିତ ଥିଲେ।

୫- ଢେଙ୍କାନାଳ ଜିଲ୍ଲାର ଜଣେ ୩୬ ବର୍ଷ ବୟସ୍କ ପୁରୁଷ ଯିଏ କି କ୍ରନିକ୍ ଲିଭର ରୋଗରେ ପୀଡିତ ଥିଲେ।

୬- ଢେଙ୍କାନାଳ ଜିଲ୍ଲାର ଜଣେ ୬୫ ବର୍ଷ ବୟସ୍କ ପୁରୁଷ ଯିଏ ମଧ୍ୟ ମଧୁମେହରେ ପୀଡିତ ଥିଲେ।

୭- ଢେଙ୍କାନାଳ ଜିଲ୍ଲାର ଜଣେ ୬୧ ବର୍ଷ ବୟସ୍କ ପୁରୁଷ।

୮- ଗଞ୍ଜାମ ଜିଲ୍ଲାର ଜଣେ ୫୪ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୯- ଜଗତସିଂହପୁର ଜିଲ୍ଲାର ଜଣେ ୬୨ ବର୍ଷ ବୟସ୍କ ପୁରୁଷ।

୧୦- ଜଗତସିଂହପୁର ଜିଲ୍ଲାର ୪୯ ବର୍ଷ ବୟସ୍କ ପୁରୁଷ।

୧୧- ଯାଜପୁର ଜିଲ୍ଲାର ଜଣେ ୫୭ ବର୍ଷ ବୟସ୍କ ପୁରୁଷ ଯିଏ କି କ୍ରନିକ୍ କିଡନୀ ରୋଗ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୧୨- ଖୋର୍ଧା ଜିଲ୍ଲାର ଜଣେ ୬୮ ବର୍ଷ ବୟସ୍କା ମହିଳା ଯିଏ ମଧୁମେହ, ଉଚ୍ଚ ରକ୍ତଚାପ ଏବଂ ମୋଟାପଣରେ ମଧ୍ୟ ପୀଡିତ ଥିଲେ।

୧୩- ଖୋର୍ଧା ଜିଲ୍ଲାର ଜଣେ ୬୫ ବର୍ଷ ବୟସ୍କ ପୁରୁଷ ଯିଏ କି କ୍ରନିକ୍ କିଡନୀ ରୋଗରେ ପୀଡିତ ଥିଲେ।

୧୪- ମୟୁରଭଞ୍ଜ ଜିଲ୍ଲାର ଜଣେ ୫୬ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୧୫- ନୟାଗଡ଼ ଜିଲ୍ଲାର ଜଣେ ୫୩ ବର୍ଷ ବୟସ୍କା ମହିଳା ଯିଏ ମଧୁମେହରେ ପୀଡିତ ଥିଲେ।

୧୬- ପୁରୀ ଜିଲ୍ଲାର ଜଣେ ୮୫ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୧୭- ପୁରୀ ଜିଲ୍ଲାର ଜଣେ ୭୦ ବର୍ଷ ବୟସ୍କା ମହିଳା ଯିଏ ମଧ୍ୟ ମଧୁମେହରେ ପୀଡିତ ଥିଲେ।

ଆଜି ରାଜ୍ୟରେ ୩୦ ଜିଲ୍ଲାରୁ ୩୦୫୩ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
କେଉଁ ଜିଲ୍ଲାରୁ – କେତେ ଜାଣନ୍ତୁ

୧- ଅନୁଗୁଳ ଜିଲ୍ଲାରୁ – ୬୪
୨- ବାଲେଶ୍ୱର ଜିଲ୍ଲାରୁ – ୮୫
୩- ବରଗଡ଼ ଜିଲ୍ଲାରୁ – ୯୮
୪- ଭଦ୍ରକ ଜିଲ୍ଲାରୁ – ୭୦
୫- ବଲାଙ୍ଗୀର ଜିଲ୍ଲାରୁ – ୯୫
୬- ବୌଦ୍ଦ ଜିଲ୍ଲାରୁ – ୨୮
୭- କଟକ ଜିଲ୍ଲାରୁ – ୨୫୬
୮- ଦେବଗଡ଼ ଜିଲ୍ଲାରୁ – ୧୬
୯- ଢେଙ୍କାନାଳ ଜିଲ୍ଲାରୁ – ୫୧
୧୦- ଗଜପତି ଜିଲ୍ଲାରୁ – ୧୮
୧୧- ଗଞ୍ଜାମ ଜିଲ୍ଲାରୁ – ୫୨
୧୨- ଜଗତସିଂହପୁର ଜିଲ୍ଲାରୁ – ୭୨
୧୩- ଯାଜପୁର ଜିଲ୍ଲାରୁ – ୧୧୦
୧୪- ଝାରସୁଗୁଡ଼ା ଜିଲ୍ଲାରୁ – ୧୪୬
୧୫- କଳାହାଣ୍ଡି ଜିଲ୍ଲାରୁ – ୪୧
୧୬- କନ୍ଧମାଳ ଜିଲ୍ଲାରୁ – ୩୨
୧୭- କେନ୍ଦ୍ରାପଡ଼ା ଜିଲ୍ଲାରୁ – : ୧୧୫
୧୮- କେନ୍ଦୁଝର ଜିଲ୍ଲାରୁ – ୧୩୩
୧୯- ଖୋର୍ଦ୍ଧା ଜିଲ୍ଲାରୁ : ୫୬୧
୨୦- କୋରାପୁଟ ଜିଲ୍ଲାରୁ – ୪୪
୨୧- ମାଲକାନଗିରି : ୬୨
୨୨- ମୟୁରଭଞ୍ଜ ଜିଲ୍ଲାରୁ – ୧୫୩
୨୩- ନବରଙ୍ଗପୁର ଜିଲ୍ଲାରେ: ୧୪
୨୪- ନୟାଗଡ଼ ଜିଲ୍ଲାରୁ – ୬୭
୨୫- ନୂଆପଡ଼ା ଜିଲ୍ଲାରୁ – ୫୬
୨୬- ପୁରୀ ଜିଲ୍ଲାରୁ – ୧୨୭
୨୭- ରାୟଗଡ଼ା ଜିଲ୍ଲାରୁ – ୩୬
୨୮- ସମ୍ବଲପୁର ଜିଲ୍ଲାରୁ – ୧୨୩
୨୯- ସୋନପୁର ଜିଲ୍ଲାରୁ – ୮୩
୩୦- ସୁନ୍ଦରଗଡ଼ ଜିଲ୍ଲାରୁ – ୯୮
୩୧- State Pool: ୧୪୭

ଜିଲ୍ଲାୱାରୀ ତଥ୍ୟ –

ଅନୁଗୁଳ ଜିଲ୍ଲା ରେ ୪, ୫୭୩ [+୬୪] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୪୧୧ [+୬୪] ଜଣ ସକ୍ରୀୟ ଅଛନ୍ତି। ୩, ୧୫୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୬ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବାଲେଶ୍ୱର ଜିଲ୍ଲା ରେ ୭, ୮୮୬ [+୮୫] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୩୦୦ [+୮୨] ଜଣ ସକ୍ରୀୟ ଅଛନ୍ତି। ୬, ୫୪୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୩ [+୩] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୫ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବରଗଡ଼ ଜିଲ୍ଲା ରେ ୬, ୬୭୪ [+୯୮] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୧୦୧ [+୯୮] ଜଣ ସକ୍ରୀୟ ଅଛନ୍ତି। ୫, ୫୬୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଭଦ୍ରକ ଜିଲ୍ଲା ରେ ୫, ୪୫୪ [+୭୦] ଜଣ ସଂକ୍ରମିତ ହୋଇଥିବା ବେଳେ ୭୭୫ [+୬୯] ଜଣ ସକ୍ରୀୟ ଅଛନ୍ତି। ୪, ୬୬୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୫ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବଲାଙ୍ଗୀର ଜିଲ୍ଲା ରେ ୪, ୫୮୩ [+୯୫] ଜଣ ସଂକ୍ରମିତ ହୋଇଥିବା ବେଳେ ୮୨୪ [+୯୫] ଜଣ ସକ୍ରୀୟ ଅଛନ୍ତି। ୩, ୭୩୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବୌଦ୍ଦ ଜିଲ୍ଲା ରେ ୧, ୯୬୬ [+୨୮] ଜଣ ସଂକ୍ରମିତ ହୋଇଥିବା ବେଳେ ୩୮୮ [+୨୮] ଜଣ ସକ୍ରୀୟ ଅଛନ୍ତି। ୧, ୫୭୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କଟକ ଜିଲ୍ଲା ରେ ୨୧, ୫୦୫ [+୨୫୬] ଜଣ ସଂକ୍ରମିତ ହୋଇଥିବା ବେଳେ ୩, ୫୭୯ [+୨୫୬] ଜଣ ସକ୍ରୀୟ ଅଛନ୍ତି। ୧୭, ୮୪୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଦେବଗଡ଼ ଜିଲ୍ଲା ରେ ୬୭୮ [+୧୬] ଜଣ ସଂକ୍ରମିତ ହୋଇଥିବା ବେଳେ ୧୦୫ [+୧୬] ଜଣ ସକ୍ରୀୟ ଅଛନ୍ତି। ୫୭୩ ଜଣ ସୁସ୍ଥ ହୋଇଛନ୍ତି।

ଢେଙ୍କାନାଳ ଜିଲ୍ଲା ରେ ୩, ୮୯୪ [+୫୧] ଜଣ ସଂକ୍ରମିତ ହୋଇଥିବା ବେଳେ ୫୭୯ [+୪୮] ଜଣ ସକ୍ରୀୟ ଅଛନ୍ତି। ୩, ୩୦୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୯ [+୩] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଗଜପତିଜିଲ୍ଲା ରେ ୩, ୬୨୧ [+୧୮] ଜଣ ସଂକ୍ରମିତ ହୋଇଥିବା ବେଳେ ୧୭୪ [+୧୮] ଜଣ ସକ୍ରୀୟ ଅଛନ୍ତି। ୩, ୪୨୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଗଞ୍ଜାମ ଜିଲ୍ଲା ରେ ୨୦, ୨୭୬ [+୫୨] ଜଣ ସଂକ୍ରମିତ ହୋଇଥିବା ବେଳେ ୨୬୯ [+୫୧] ଜଣ ସକ୍ରୀୟ ଅଛନ୍ତି। ୧୯, ୭୭୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୨୧ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୮ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଜଗତସିଂହପୁର ଜିଲ୍ଲା ରେ ୫, ୫୩୫ [+୭୨] ଜଣ ସଂକ୍ରମିତ ହୋଇଥିବା ବେଳେ ୯୭୧ [+୭୦] ଜଣ ସକ୍ରୀୟ ଅଛନ୍ତି। ୪, ୫୫୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୨ [+୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଯାଜପୁର ଜିଲ୍ଲା ରେ ୮, ୬୭୫ [+୧୧୦] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୩୪୭ [+୧୦୯] ଜଣ ସକ୍ରୀୟ ଅଛନ୍ତି। ୭, ୩୧୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୧ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଝାରସୁଗୁଡ଼ା ଜିଲ୍ଲା ରେ ୪, ୭୫୭ [+୧୪୬] ଜଣ ସଂକ୍ରମିତ ହୋଇଥିବା ବେଳେ ୭୨୭ [+୧୪୬] ଜଣ ସକ୍ରୀୟ ଅଛନ୍ତି। ୪, ୦୨୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କଳାହାଣ୍ଡି ଜିଲ୍ଲା ରେ ୩, ୪୫୪ [+୪୧] ଜଣ ସଂକ୍ରମିତ ହୋଇଥିବା ବେଳେ ୭୨୨ [+୪୧] ଜଣ ସକ୍ରୀୟ ଅଛନ୍ତି। ୨, ୭୨୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କନ୍ଧମାଳ ଜିଲ୍ଲା ରେ ୪, ୬୭୭ [+୩୨] ଜଣ ସଂକ୍ରମିତ ହୋଇଥିବା ବେଳେ ୫୬୯ [+୩୨] ଜଣ ସକ୍ରୀୟ ଅଛନ୍ତି। ୪, ୦୮୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କେନ୍ଦ୍ରାପଡ଼ା ଜିଲ୍ଲା ରେ ୫, ୩୯୭ [+୧୧୫] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୧୦୧ [+୧୧୫] ଜଣ ସକ୍ରୀୟ ଅଛନ୍ତି। ୪, ୨୮୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କେନ୍ଦୁଝର ଜିଲ୍ଲା ରେ ୪, ୫୯୯ [+୧୩୩] ଜଣ ସଂକ୍ରମିତ ହୋଇଥିବା ବେଳେ ୭୯୫ [+୧୩୩] ଜଣ ସକ୍ରୀୟ ଅଛନ୍ତି। ୩, ୭୯୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୦ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଖୋର୍ଦ୍ଦା ଜିଲ୍ଲା ରେ ୩୯, ୫୫୮ [+୫୬୧] ଜଣ ସଂକ୍ରମିତ ହୋଇଥିବା ବେଳେ ୬, ୩୯୭ [+୫୫୯] ଜଣ ସକ୍ରୀୟ ଅଛନ୍ତି। ୩୩, ୦୦୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୪୬ [+୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧୦ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କୋରାପୁଟ ଜିଲ୍ଲା ରେ ୬, ୩୦୬ [+୪୪] ଜଣ ସଂକ୍ରମିତ ହୋଇଥିବା ବେଳେ ୫୮୯ [+୪୪] ଜଣ ସକ୍ରୀୟ ଅଛନ୍ତି। ୫, ୭୦୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୦ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ମାଲକାନଗିରି ରେ ୩, ୭୯୬ [+୬୨] ଜଣ ସଂକ୍ରମିତ ହୋଇଥିବା ବେଳେ ୪୬୧ [+୬୨] ଜଣ ସକ୍ରୀୟ ଅଛନ୍ତି। ୩, ୩୨୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ମୟୁରଭଞ୍ଜ ଜିଲ୍ଲା ରେ ୮, ୪୮୯ [+୧୫୩] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୩୮୫ [+୧୫୨] ଜଣ ସକ୍ରୀୟ ଅଛନ୍ତି। ୭, ୦୭୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୪ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନବରଙ୍ଗପୁର ଜିଲ୍ଲା ରେ ୩, ୮୪୬ [+୧୪] ଜଣ ସଂକ୍ରମିତ ହୋଇଥିବା ବେଳେ ୭୧୦ [+୧୪] ଜଣ ସକ୍ରୀୟ ଅଛନ୍ତି। ୩, ୧୨୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୟାଗଡ଼ ଜିଲ୍ଲା ରେ ୪, ୯୯୭ [+୬୭] ଜଣ ସଂକ୍ରମିତ ହୋଇଥିବା ବେଳେ ୬୦୭ [+୬୬] ଜଣ ସକ୍ରୀୟ ଅଛନ୍ତି। ୪, ୩୫୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୯ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୂଆପଡ଼ା ଜିଲ୍ଲା ରେ ୩, ୩୩୮ [+୫୬] ଜଣ ସଂକ୍ରମିତ ହୋଇଥିବା ବେଳେ ୯୮୭ [+୫୬] ଜଣ ସକ୍ରୀୟ ଅଛନ୍ତି। ୨, ୩୫୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ପୁରୀ ଜିଲ୍ଲା ରେ ୧୦, ୪୫୩ [+୧୨୭] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୪୩୬ [+୧୨୫] ଜଣ ସକ୍ରୀୟ ଅଛନ୍ତି। ୮, ୯୫୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫୯ [+୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ରାୟଗଡ଼ା ଜିଲ୍ଲା ରେ ୭, ୫୬୮ [+୩୬] ଜଣ ସଂକ୍ରମିତ ହୋଇଥିବା ବେଳେ ୩୬୩ [+୩୬] ଜଣ ସକ୍ରୀୟ ଅଛନ୍ତି। ୭, ୧୬୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୮ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସମ୍ବଲପୁର ଜିଲ୍ଲା ରେ ୬, ୩୦୪ [+୧୨୩] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୧୨୩ [+୧୨୩] ଜଣ ସକ୍ରୀୟ ଅଛନ୍ତି। ୫, ୧୫୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୋନପୁର ଜିଲ୍ଲା ରେ ୩, ୧୮୬ [+୮୩] ଜଣ ସଂକ୍ରମିତ ହୋଇଥିବା ବେଳେ ୫୬୫ [+୮୩] ଜଣ ସକ୍ରୀୟ ଅଛନ୍ତି। ୨, ୬୧୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୁନ୍ଦରଗଡ଼ ଜିଲ୍ଲା ରେ ୭, ୭୭୫ [+୯୮] ଜଣ ସଂକ୍ରମିତ ହୋଇଥିବା ବେଳେ ୯୦୨ [+୯୮] ଜଣ ସକ୍ରୀୟ ଅଛନ୍ତି। ୬, ୮୨୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୦ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

State Pool ରେ ୫, ୫୬୭ [+୧୪୭] ଜଣ ସଂକ୍ରମିତ ହୋଇଥିବା ବେଳେ ୨, ୦୫୨ [+୧୪୭] ଜଣ ସକ୍ରୀୟ ଅଛନ୍ତି। ୩, ୫୧୫ ଜଣ ସୁସ୍ଥ ହୋଇଛନ୍ତି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.