Home Coronavirus Outbreak ଆଜି ରାଜ୍ୟରେ ୩୬୦୦ ନୂଆ ଆକ୍ରାନ୍ତ ଚିହ୍ନଟ, ୧୬ ମୃତ – ଜାଣନ୍ତୁ ଆପଣଙ୍କ ଜିଲ୍ଲାର...

ଆଜି ରାଜ୍ୟରେ ୩୬୦୦ ନୂଆ ଆକ୍ରାନ୍ତ ଚିହ୍ନଟ, ୧୬ ମୃତ – ଜାଣନ୍ତୁ ଆପଣଙ୍କ ଜିଲ୍ଲାର ସବିଶେଷ ତଥ୍ୟ –

224

ଭୁବନେଶ୍ୱର ୨-୧୦ (ଓଡ଼ିଆ ପୁଅ) ଆଜି ରାଜ୍ୟରେ ୩୦ ଜିଲ୍ଲାରୁ ୩୬୦୦ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ମୋଟ ଆକ୍ରାନ୍ତ ୨୨୬୩୩୪ କୁ ବୃଦ୍ଧି ପାଇଛି। ଏ ନେଇ ଓଡ଼ିଶା ସରକାରଙ୍କର ସୂଚନା ଓ ଲୋକ ସଂମ୍ପର୍କ ବିଭାଗ ସୂଚନା ଦେଇଛି।
କ୍ୱାରେଣ୍ଟାଇନ୍ ସେଣ୍ଟରରୁ ୨୧୦୯ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୧୪୯୧ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ସୁସ୍ଥ ହୋଇଥିଲେ ୪୩୮୦ ଜଣ।
ମୋଟ କୋଭିଡ୍ – ୧୯ ଟେଷ୍ଟ ହୋଇଛି ୩୩୪୮୮୬୧। ମୋଟ ଆକ୍ରାନ୍ତ ୨୨୬୩୩୪ କୁ ବୃଦ୍ଧି ପାଇଛି। ମୋଟ ସୁସ୍ଥ ହେଲେଣି ୧୯୦୦୮୦ ଜଣ ଏବଂ ସକ୍ରୀୟ ଆକ୍ରାନ୍ତ ଅଛନ୍ତି ୩୫୩୨୬ ଜଣ।

ଆଜି ରାଜ୍ୟେରେ କରୋନା ନେଲା ୧୬ ମୁଣ୍ଡ। ମୋଟ ୮୭୫ ଜଣଙ୍କର ମୃତ୍ୟୁ ହୋଇଛି। ଏ ନେଇ ଓଡ଼ିଶା ସରକାରଙ୍କର ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି।

ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ଜଣ –

ବାଲେଶ୍ୱର ଜିଲ୍ଲାରୁ ମୋଟ ମୃତକ ହେଲେ ୩୦ [ଆଜି ୨ ଜଣ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି]

ବରଗଡ଼ ଜିଲ୍ଲା ରୁ ମୋଟ ମୃତକ ହେଲେ ୧୩ [ଆଜି ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି]

କଟକ ଜିଲ୍ଲାରୁ ମୋଟ ମୃତକ ହେଲେ ୭୪ [ଆଜି ୨ ଜଣ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି]

ଜଗତସିଂହପୁର ଜିଲ୍ଲାରୁ ମୋଟ ମୃତକ ହେଲେ ୧୦ [ଆଜି ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି]

କଳାହାଣ୍ଡି ଜିଲ୍ଲାରୁ ମୋଟ ମୃତକ ହେଲେ ୧୧ [ଆଜି ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି]

ଖୋର୍ଦ୍ଦା ଜିଲ୍ଲାରୁ ମୋଟ ମୃତକ ହେଲେ ୧୪୪ [ଆଜି ୬ ଜଣ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି]

ନୟାଗଡ଼ ଜିଲ୍ଲାରୁ ମୋଟ ମୃତକ ହେଲେ ୨୮ [ଆଜି ୩ ଜଣ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି]

ମୃତକଙ୍କ ବିଷୟରେ –

୧- ବାଲେଶ୍ୱର ଜିଲ୍ଲାର ଜଣେ ୬୦ ବର୍ଷ ବୟସ୍କା ମହିଳା ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୨- ବାଲେଶ୍ୱର ଜିଲ୍ଲାର ଜଣେ ୮୦ ବର୍ଷ ବୟସ୍କା ମହିଳା ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୩- ବରଗଡର ଜଣେ ୪୭ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୪- ଭୁବନେଶ୍ୱରର ଜଣେ ୭୫ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୫- ଭୁବନେଶ୍ୱରର ଜଣେ ୪୧ ବର୍ଷ ବୟସ୍କ ପୁରୁଷ ଯିଏ କ୍ରନିକ୍ କିଡନୀ ରୋଗ, ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୬- ଭୁବନେଶ୍ୱରର ଜଣେ ୪୬ ବର୍ଷ ବୟସ୍କ ପୁରୁଷ ଯିଏ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ।

୭- ଭୁବନେଶ୍ୱରର ଜଣେ ୮୨ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୮- କଟକ ଜିଲ୍ଲାର ଜଣେ ୬୪ ବର୍ଷ ବୟସ୍କା ମହିଳା।

୯- କଟକ ଜିଲ୍ଲାର ଜଣେ ୫୭ ବର୍ଷ ବୟସ୍କା ମହିଳା ଯିଏ ମଧୁମେହରେ ମଧ୍ୟ ପୀଡିତ ଥିଲେ।

୧୦- ଜଗତସିଂହପୁର ଜିଲ୍ଲାର ଜଣେ ୬୭ ବର୍ଷ ବୟସ୍କା ମହିଳା ଯିଏ ମଧୁମେହ ରୋଗରେ ପୀଡିତ ଥିଲେ।

୧୧- କଳାହାଣ୍ଡି ଜିଲ୍ଲାର ଜଣେ ୩୨ ବର୍ଷ ବୟସ୍କ ପୁରୁଷ।

୧୨- ଖୋର୍ଧା ଜିଲ୍ଲାର ଜଣେ ୮୪ ବର୍ଷ ବୟସ୍କା ମହିଳା ଯିଏ ମଧୁମେହ ଏବଂ ପାର୍କିନ୍ସନିଜିମ୍ ରେ ମଧ୍ୟ ପୀଡିତ ଥିଲେ।

୧୩- ଖୋର୍ଧା ଜିଲ୍ଲାର ଜଣେ ୬୭ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୧୪- ନୟାଗଡ଼ ଜିଲ୍ଲାର ଜଣେ ୭୬ ବର୍ଷ ବୟସ୍କ ପୁରୁଷ ଯିଏ ମଧ୍ୟ ମଧୁମେହରେ ପୀଡିତ ଥିଲେ।

୧୫- ନୟାଗଡ଼ ଜିଲ୍ଲାର ଜଣେ ୬୨ ବର୍ଷ ବୟସ୍କ ପୁରୁଷ।

୧୬- ନୟାଗଡ଼ ଜିଲ୍ଲାର ଜଣେ ୫୨ ବର୍ଷ ବୟସ୍କା ମହିଳା ଯିଏ ମଧୁମେହରେ ମଧ୍ୟ ପୀଡିତ ଥିଲେ।

ଆଜି ରାଜ୍ୟରେ ୩୦ ଜିଲ୍ଲାରୁ ୩୬୦୦ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
କେଉଁ ଜିଲ୍ଲାରୁ – କେତେ ଜାଣନ୍ତୁ

୧- ଅନୁଗୁଳ ଜିଲ୍ଲାରୁ – ୧୦୦
୨- ବାଲେଶ୍ୱର ଜିଲ୍ଲାରୁ – ୧୦୭
୩- ବରଗଡ଼ ଜିଲ୍ଲାରୁ – ୧୦୬
୪- ଭଦ୍ରକ ଜିଲ୍ଲାରୁ – ୮୨
୫- ବଲାଙ୍ଗୀର ଜିଲ୍ଲାରୁ – ୯୯
୬- ବୌଦ୍ଦ ଜିଲ୍ଲାରୁ – ୪୭
୭- କଟକ ଜିଲ୍ଲାରୁ – ୩୫୮
୮- ଦେବଗଡ଼ ଜିଲ୍ଲାରୁ – ୧୧
୯- ଢେଙ୍କାନାଳ ଜିଲ୍ଲାରୁ – ୪୭
୧୦- ଗଜପତି ଜିଲ୍ଲାରୁ – ୧୯
୧୧- ଗଞ୍ଜାମ ଜିଲ୍ଲାରୁ – ୩୧
୧୨- ଜଗତସିଂହପୁର ଜିଲ୍ଲାରୁ – ୭୩
୧୩- ଯାଜପୁର ଜିଲ୍ଲାରୁ – ୧୩୯
୧୪- ଝାରସୁଗୁଡ଼ା ଜିଲ୍ଲାରୁ – ୪୧
୧୫- କଳାହାଣ୍ଡି ଜିଲ୍ଲାରୁ – ୫୧
୧୬- କନ୍ଧମାଳ ଜିଲ୍ଲାରୁ – ୯୭
୧୭- କେନ୍ଦ୍ରାପଡ଼ା ଜିଲ୍ଲାରୁ – : ୧୨୯
୧୮- କେନ୍ଦୁଝର ଜିଲ୍ଲାରୁ – ୧୦୬
୧୯- ଖୋର୍ଦ୍ଧା ଜିଲ୍ଲାରୁ: ୭୬୬
୨୦- କୋରାପୁଟ ଜିଲ୍ଲାରୁ – ୬୬
୨୧- ମାଲକାନଗିରି : ୪୬
୨୨- ମୟୁରଭଞ୍ଜ ଜିଲ୍ଲାରୁ – ୧୫୬
୨୩- ନବରଙ୍ଗପୁର ଜିଲ୍ଲାରୁ: ୧୧୬
୨୪- ନୟାଗଡ଼ ଜିଲ୍ଲାରୁ – ୭୪
୨୫- ନୂଆପଡ଼ା ଜିଲ୍ଲାରୁ – ୮୪
୨୬- ପୁରୀ ଜିଲ୍ଲାରୁ – ୧୧୫
୨୭- ରାୟଗଡ଼ା ଜିଲ୍ଲାରୁ – ୩୨
୨୮- ସମ୍ବଲପୁର ଜିଲ୍ଲାରୁ – ୧୨୬
୨୯- ସୋନପୁର ଜିଲ୍ଲାରୁ – ୧୨୯
୩୦- ସୁନ୍ଦରଗଡ଼ ଜିଲ୍ଲାରୁ – ୮୯
୩୧- State Pool: ୧୫୮

ଜିଲ୍ଲାୱାରୀ ତଥ୍ୟ –

ଅନୁଗୁଳ ଜିଲ୍ଲା ରେ ୪, ୫୦୯ [+୧୦୦] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୫୧୪ [+୧୦୦] ଜଣ ସକ୍ରୀୟ ଅଛନ୍ତି। ୨, ୯୮୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୬ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବାଲେଶ୍ୱର ଜିଲ୍ଲା ରେ ୭, ୮୦୧ [+୧୦୭] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୩୩୩ [+୧୦୫] ଜଣ ସକ୍ରୀୟ ଅଛନ୍ତି। ୬, ୪୩୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୦ [+୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୫ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବରଗଡ଼ ଜିଲ୍ଲା ରେ ୬, ୫୭୬ [+୧୦୬] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୧୦୯ [+୧୦୫] ଜଣ ସକ୍ରୀୟ ଅଛନ୍ତି। ୫, ୪୫୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୩ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଭଦ୍ରକ ଜିଲ୍ଲା ରେ ୫, ୩୮୪ [+୮୨] ଜଣ ସଂକ୍ରମିତ ହୋଇଥିବା ବେଳେ ୮୨୪ [+୮୨] ଜଣ ସକ୍ରୀୟ ଅଛନ୍ତି। ୪, ୫୪୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବଲାଙ୍ଗୀର ଜିଲ୍ଲା ରେ ୪, ୪୮୮ [+୯୯] ଜଣ ସଂକ୍ରମିତ ହୋଇଥିବା ବେଳେ ୭୭୪ [+୯୯] ଜଣ ସକ୍ରୀୟ ଅଛନ୍ତି। ୩, ୬୯୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବୌଦ୍ଦ ଜିଲ୍ଲା ରେ ୧, ୯୩୮ [+୪୭] ଜଣ ସଂକ୍ରମିତ ହୋଇଥିବା ବେଳେ ୩୯୫ [+୪୭] ଜଣ ସକ୍ରୀୟ ଅଛନ୍ତି। ୧, ୫୪୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କଟକ ଜିଲ୍ଲା ରେ ୨୧, ୨୪୯ [+୩୫୮] ଜଣ ସଂକ୍ରମିତ ହୋଇଥିବା ବେଳେ ୩, ୭୮୯ [+୩୫୬] ଜଣ ସକ୍ରୀୟ ଅଛନ୍ତି। ୧୭, ୩୮୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭୪ [+୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଦେବଗଡ଼ ଜିଲ୍ଲା ରେ ୬୬୨ [+୧୧] ଜଣ ସଂକ୍ରମିତ ହୋଇଥିବା ବେଳେ ୧୦୫ [+୧୧] ଜଣ ସକ୍ରୀୟ ଅଛନ୍ତି। ୫୫୭ ଜଣ ସୁସ୍ଥ ହୋଇଛନ୍ତି।

ଢେଙ୍କାନାଳ ଜିଲ୍ଲା ରେ ୩, ୮୪୩ [+୪୭] ଜଣ ସଂକ୍ରମିତ ହୋଇଥିବା ବେଳେ ୫୬୪ [+୪୭] ଜଣ ସକ୍ରୀୟ ଅଛନ୍ତି। ୩, ୨୭୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୬ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଗଜପତିଜିଲ୍ଲା ରେ ୩, ୬୦୩ [+୧୯] ଜଣ ସଂକ୍ରମିତ ହୋଇଥିବା ବେଳେ ୧୬୯ [+୧୯] ଜଣ ସକ୍ରୀୟ ଅଛନ୍ତି। ୩, ୪୧୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଗଞ୍ଜାମ ଜିଲ୍ଲା ରେ ୨୦, ୨୨୪ [+୩୧] ଜଣ ସଂକ୍ରମିତ ହୋଇଥିବା ବେଳେ ୨୫୭ [+୩୧] ଜଣ ସକ୍ରୀୟ ଅଛନ୍ତି। ୧୯, ୭୩୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୨୦ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୮ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଜଗତସିଂହପୁର ଜିଲ୍ଲା ରେ ୫, ୪୬୩ [+୭୩] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୦୩୧ [+୭୨] ଜଣ ସକ୍ରୀୟ ଅଛନ୍ତି। ୪, ୪୨୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୦ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଯାଜପୁର ଜିଲ୍ଲା ରେ ୮, ୫୬୫ [+୧୩୯] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୪୧୪ [+୧୩୯] ଜଣ ସକ୍ରୀୟ ଅଛନ୍ତି। ୭, ୧୪୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୦ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଝାରସୁଗୁଡ଼ା ଜିଲ୍ଲା ରେ ୪, ୬୧୧ [+୪୧] ଜଣ ସଂକ୍ରମିତ ହୋଇଥିବା ବେଳେ ୬୬୨ [+୪୧] ଜଣ ସକ୍ରୀୟ ଅଛନ୍ତି। ୩, ୯୪୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କଳାହାଣ୍ଡି ଜିଲ୍ଲା ରେ ୩, ୪୧୩ [+୫୧] ଜଣ ସଂକ୍ରମିତ ହୋଇଥିବା ବେଳେ ୭୩୪ [+୫୦] ଜଣ ସକ୍ରୀୟ ଅଛନ୍ତି। ୨, ୬୬୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୧ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କନ୍ଧମାଳ ଜିଲ୍ଲା ରେ ୪, ୬୪୫ [+୯୭] ଜଣ ସଂକ୍ରମିତ ହୋଇଥିବା ବେଳେ ୬୮୩ [+୯୭] ଜଣ ସକ୍ରୀୟ ଅଛନ୍ତି। ୩, ୯୩୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କେନ୍ଦ୍ରାପଡ଼ା ଜିଲ୍ଲା ରେ ୫, ୨୮୨ [+୧୨୯] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୧୨୮ [+୧୨୯] ଜଣ ସକ୍ରୀୟ ଅଛନ୍ତି। ୪, ୧୪୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କେନ୍ଦୁଝର ଜିଲ୍ଲା ରେ ୪, ୪୬୬ [+୧୦୬] ଜଣ ସଂକ୍ରମିତ ହୋଇଥିବା ବେଳେ ୭୬୯ [+୧୦୬] ଜଣ ସକ୍ରୀୟ ଅଛନ୍ତି। ୩, ୬୮୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୦ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଖୋର୍ଦ୍ଦା ଜିଲ୍ଲା ରେ ୩୮, ୯୯୭ [+୭୬୬] ଜଣ ସଂକ୍ରମିତ ହୋଇଥିବା ବେଳେ ୬, ୫୨୧ [+୭୬୦] ଜଣ ସକ୍ରୀୟ ଅଛନ୍ତି। ୩୨, ୩୨୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୪୪ [+୬] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧୦ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କୋରାପୁଟ ଜିଲ୍ଲା ରେ ୬, ୨୬୨ [+୬୬] ଜଣ ସଂକ୍ରମିତ ହୋଇଥିବା ବେଳେ ୬୦୯ [+୬୬] ଜଣ ସକ୍ରୀୟ ଅଛନ୍ତି। ୫, ୬୪୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୦ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ମାଲକାନଗିରି ରେ ୩, ୭୩୪ [+୪୬] ଜଣ ସଂକ୍ରମିତ ହୋଇଥିବା ବେଳେ ୪୪୭ [+୪୬] ଜଣ ସକ୍ରୀୟ ଅଛନ୍ତି। ୩, ୨୭୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ମୟୁରଭଞ୍ଜ ଜିଲ୍ଲା ରେ ୮, ୩୩୬ [+୧୫୬] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୩୪୧ [+୧୫୬] ଜଣ ସକ୍ରୀୟ ଅଛନ୍ତି। ୬, ୯୬୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନବରଙ୍ଗପୁର ଜିଲ୍ଲା ରେ ୩, ୮୩୨ [+୧୧୬] ଜଣ ସଂକ୍ରମିତ ହୋଇଥିବା ବେଳେ ୮୨୯ [+୧୧୬] ଜଣ ସକ୍ରୀୟ ଅଛନ୍ତି। ୨, ୯୯୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୟାଗଡ଼ ଜିଲ୍ଲା ରେ ୪, ୯୩୦ [+୭୪] ଜଣ ସଂକ୍ରମିତ ହୋଇଥିବା ବେଳେ ୫୮୭ [+୭୧] ଜଣ ସକ୍ରୀୟ ଅଛନ୍ତି। ୪, ୩୧୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୮ [+୩] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୂଆପଡ଼ା ଜିଲ୍ଲା ରେ ୩, ୨୮୨ [+୮୪] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୦୩୨ [+୮୪] ଜଣ ସକ୍ରୀୟ ଅଛନ୍ତି। ୨, ୨୪୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ପୁରୀ ଜିଲ୍ଲା ରେ ୧୦, ୩୨୬ [+୧୧୫] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୫୦୬ [+୧୧୫] ଜଣ ସକ୍ରୀୟ ଅଛନ୍ତି। ୮, ୭୬୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫୭ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ରାୟଗଡ଼ା ଜିଲ୍ଲା ରେ ୭, ୫୩୨ [+୩୨] ଜଣ ସଂକ୍ରମିତ ହୋଇଥିବା ବେଳେ ୪୨୬ [+୩୨] ଜଣ ସକ୍ରୀୟ ଅଛନ୍ତି। ୭, ୦୬୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୮ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସମ୍ବଲପୁର ଜିଲ୍ଲା ରେ ୬, ୧୮୧ [+୧୨୬] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୧୧୧ [+୧୨୬] ଜଣ ସକ୍ରୀୟ ଅଛନ୍ତି। ୫, ୦୪୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୋନପୁର ଜିଲ୍ଲା ରେ ୩, ୧୦୩ [+୧୨୯] ଜଣ ସଂକ୍ରମିତ ହୋଇଥିବା ବେଳେ ୫୪୩ [+୧୨୯] ଜଣ ସକ୍ରୀୟ ଅଛନ୍ତି। ୨, ୫୫୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୁନ୍ଦରଗଡ଼ ଜିଲ୍ଲା ରେ ୭, ୬୭୭ [+୮୯] ଜଣ ସଂକ୍ରମିତ ହୋଇଥିବା ବେଳେ ୯୦୨ [+୮୯] ଜଣ ସକ୍ରୀୟ ଅଛନ୍ତି। ୬, ୭୩୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୦ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

State Pool ରେ ୫, ୪୨୦ [+୧୫୮] ଜଣ ସଂକ୍ରମିତ ହୋଇଥିବା ବେଳେ ୨, ୨୧୮ [+୧୫୮] ଜଣ ସକ୍ରୀୟ ଅଛନ୍ତି। ୩, ୨୦୨ ଜଣ ସୁସ୍ଥ ହୋଇଛନ୍ତି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.