Home Coronavirus Outbreak କରୋନା ସମ୍ବନ୍ଧୀୟ ସମ୍ପୂର୍ଣ୍ଣ ଜିଲ୍ଲାୱାରୀ ତଥ୍ୟ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ଆକ୍ରାନ୍ତ, କେତେ ମୃତ...

କରୋନା ସମ୍ବନ୍ଧୀୟ ସମ୍ପୂର୍ଣ୍ଣ ଜିଲ୍ଲାୱାରୀ ତଥ୍ୟ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ଆକ୍ରାନ୍ତ, କେତେ ମୃତ ଏବଂ କେତେ ସକ୍ରିୟ – ୮, ଜୁଲାଇ

264

ଭୁବନେଶ୍ୱର – ୮-୬ (ଓଡ଼ିଆ ପୁଅ) ରାଜ୍ୟରେ ଆଜି ୫୨୭ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ଏହା ସହ ମୋଟ ଆକ୍ରାନ୍ତ ୧୦୬୨୪ କୁ ବୃଦ୍ଧି ପାଇଛି। କ୍ୱାରେଣ୍ଟାଇନ୍ ସେଣ୍ଟରରୁ ୩୩୮ ଜଣ ଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ୧୮୯ କରୋନା ଆକ୍ରାନ୍ତ ଚିହ୍ନଟହୋଇଛନ୍ତି। ତେବେ ୨୬ ଟି ଜିଲ୍ଲାରୁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜି ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୨୧୫ ଆକ୍ରାନ୍ତ ଚିହ୍ନଟ

ପୁଣି କରୋନା ନେଇଛି ୬ ମୁଣ୍ଡ। କରୋନା କାରଣରୁ ୬ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ କାରଣରୁ ଜଣେ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଆଜି ଗଞ୍ଜାମରୁ ୩, ଖୋର୍ଦ୍ଧା, କେନ୍ଦ୍ରାପଡ଼ା, ରାୟଗଡ଼ାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ତେବେ କରୋନା କାରଣରୁ ମୃତ୍ୟୁ ସଂଖ୍ୟା ୪୮ କୁ ବୃଦ୍ଧି ପାଇଥିବା ବେଳେ ଅନ୍ୟ କାରଣରୁ ମୃତ୍ୟୁ ସଂଖ୍ୟା ୧୩ କୁ ବୃଦ୍ଧି ପାଇଛି।

କରୋନା କାରଣରୁ ନିମ୍ନ ଲିଖିତ ବ୍ୟକ୍ତିମାନଙ୍କର ମୃତ୍ୟୁ ହୋଇଛି
୧- ରାୟଗଡା ଜିଲ୍ଲାର ୮୦ ବର୍ଷ ବୟସ୍କ ପୁରୁଷ କରୋନା ରୋଗୀ କ୍ରନିକ୍ ଅବଷ୍ଟ୍ରକ୍ଟିଭ୍ ଫୁସଫୁସ ରୋଗରେ ମଧ୍ୟ ପୀଡିତ ଥିଲେ ତାଙ୍କର ମୃତ୍ୟୁ ହୋଇଛି।

୨- ଗଞ୍ଜାମ ଜିଲ୍ଲାର ୫୬ ବର୍ଷ ବୟସ୍କ ପୁରୁଷ କରୋନା ରୋଗୀଙ୍କର ମୃତ୍ୟୁ ହୋଇଛି।

୩- କେନ୍ଦ୍ରାପଡା ଜିଲ୍ଲାର ୪୯ ବର୍ଷ ବୟସ୍କ ପୁରୁଷ କରୋନା ଆକ୍ରାନ୍ତ ମଧୁମେହରେ ମଧ୍ୟ ପୀଡିତ ଥିଲେ।

୪- ଭୁବନେଶ୍ୱରର ୫୫ ବର୍ଷ ବୟସ୍କ ପୁରୁଷ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି।

୫- ଗଞ୍ଜାମର ୬୪ ବର୍ଷ ବୟସ୍କ ପୁରୁଷ କରୋନା ଆକ୍ରାନ୍ତ, ମଧୁମେହରେ ମଧ୍ୟ ପୀଡିତ ଥିଲେ।

୬- ଗଞ୍ଜାମର ୫୦ ବର୍ଷ ବୟସ୍କ ମହିଳା କରୋନା ରୋଗୀ, ମଧୁମେହରେ ମଧ୍ୟ ପୀଡିତ ଥିଲେ।

ଖୋର୍ଦ୍ଧା ଜିଲ୍ଲାର ୫୩ ବର୍ଷ ବୟସ୍କ ଜଣେ ଏଚ୍-ଆଇ-ଭି ପଜିଟିଭ୍ ପୁରୁଷ, ଯିଏକି କୋଭିଡ୍ ପାଇଁ ପଜିଟିଭ୍ ପରୀକ୍ଷା କରିଥିଲେ, ସେ ଏଚ୍-ଆଇ-ଭି- ହସ୍ପିଟାଲରେ ଚିକିତ୍ସିତ ହେଉଥିବାବେଳେ କୋଭିଡ୍ ପଜିଟିଭ୍ ରୋଗରେ ଆକ୍ରାନ୍ତ ହୋଇଥିଲେ। ତାଙ୍କର ମୃତ୍ୟୁ ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଏ ନେଇ ଓଡ଼ିଶା ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି।

ରାଜ୍ୟରେ ଆଜି ୫୨୭ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ଏହା ସହ ମୋଟ ଆକ୍ରାନ୍ତ ୧୦୬୨୪ କୁ ବୃଦ୍ଧି ପାଇଛି।

କେଉଁ ଜିଲ୍ଲାରୁ – କେତେ ଆକ୍ରାନ୍ତ ଚିହ୍ନଟ ଜାଣନ୍ତୁ

୧- ଅନୁଗୁଳ ଜିଲ୍ଲାରୁ – ୧
୨- ବାଲେଶ୍ୱର ଜିଲ୍ଲାରୁ – ୨୬
୩- ବରଗଡ଼ ଜିଲ୍ଲାରୁ – ୧
୪- ଭଦ୍ରକ ଜିଲ୍ଲାରୁ – ୨
୫- ବଲାଙ୍ଗୀର ଜିଲ୍ଲା: ୨୧
୬- କଟକ ଜିଲ୍ଲାରୁ – ୧୭
୭- ଢେଙ୍କାନାଳ ଜିଲ୍ଲାରୁ – ୧
୮- ଗଜପତି ଜିଲ୍ଲାରୁ – ୩
୯- ଗଞ୍ଜାମ ଜିଲ୍ଲାରୁ – ୨୧୫
୧୦- ଜଗତସିଂହପୁର ଜିଲ୍ଲାରୁ – ୪
୧୧- ଯାଜପୁର ଜିଲ୍ଲାରୁ – ୨୫
୧୨- ଝାରସୁଗୁଡ଼ା ଜିଲ୍ଲାରୁ – ୪
୧୩- କେନ୍ଦ୍ରାପଡ଼ା ଜିଲ୍ଲାରୁ – : ୫
୧୪- କେନ୍ଦୁଝର ଜିଲ୍ଲାରୁ – ୭
୧୫- ଖୋର୍ଦ୍ଧା ଜିଲ୍ଲା: ୫୦
୧୬- କୋରାପୁଟ ଜିଲ୍ଲାରୁ – ୬
୧୭- ମାଲକାନଗିରି : ୩
୧୮- ମୟୁରଭଞ୍ଜ ଜିଲ୍ଲାରୁ – ୧୦
୧୯- ନବରଙ୍ଗପୁର ଜିଲ୍ଲାରେ: ୩
୨୦- ନୟାଗଡ଼ ଜିଲ୍ଲାରୁ – ୧୮
୨୧- ନୂଆପଡ଼ା ଜିଲ୍ଲାରୁ – ୪
୨୨- ପୁରୀ ଜିଲ୍ଲାରୁ – ୧୬
୨୩- ରାୟଗଡ଼ା ଜିଲ୍ଲାରୁ – ୧
୨୪- ସମ୍ବଲପୁର ଜିଲ୍ଲାରୁ – ୧
୨୫- ସୋନପୁର ଜିଲ୍ଲାରୁ – ୫
୨୬- ସୁନ୍ଦରଗଡ଼ ଜିଲ୍ଲାରୁ – ୭୮

ଗତକାଲି ସୁସ୍ଥ ହୋଇଥିଲେ ୨୧୭ ଜଣ। ରାଜ୍ୟରେ ଏ ପର୍ଯ୍ୟନ୍ତ ମୋଟ କୋଭିଡ୍ – ୧୯ ଟେଷ୍ଟ ହୋଇଛି ୩୦୮୬୯୮ ଏବଂ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧିପାଇ ୧୦୬୨୪ ରେ ପହଁଚିଛି। ଏହା ସହ ରାଜ୍ୟରେ ମୋଟ ସୁସ୍ଥ ହେଲେଣି ୬୭୦୩ ଜଣ ଏବଂ ୩୮୬୦ ସକ୍ରୀୟ ଆକ୍ରାନ୍ତ ବିଭିନ୍ନ କୋଭିଡ୍ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।

ଜିଲ୍ଲାୱାରୀ ତଥ୍ୟ –

ଅନୁଗୁଳ ଜିଲ୍ଲାରେ ୧୧୨ [+୧] ଜଣ ସଂକ୍ରମିତ ହୋଇଥିବା ବେଳେ ୪୬ [+୧] ଜଣ ସକ୍ରୀୟ ଅଛନ୍ତି। ୬୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବାଲେଶ୍ୱର ଜିଲ୍ଲାରେ ୪୬୬ [+୨୬] ଜଣ ସଂକ୍ରମିତ ହୋଇଥିବା ବେଳେ ୧୨୧ [+୨୬] ଜଣ ସକ୍ରୀୟ ଅଛନ୍ତି। ୩୪୩ ଜଣ ସୁସ୍ଥ ହୋଇଛନ୍ତି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବରଗଡ଼ ଜିଲ୍ଲାରେ ୧୬୭ [+୧] ଜଣ ସଂକ୍ରମିତ ହୋଇଥିବା ବେଳେ ୭୨ [+୧] ଜଣ ସକ୍ରୀୟ ଅଛନ୍ତି। ୯୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଭଦ୍ରକ ଜିଲ୍ଲାରେ ୨୭୬ [+୨] ଜଣ ସଂକ୍ରମିତ ହୋଇଥିବା ବେଳେ ୩୭ [+୨] ଜଣ ସକ୍ରୀୟ ଅଛନ୍ତି। ୨୩୯ ଜଣ ସୁସ୍ଥ ହୋଇଛନ୍ତି।

ବଲାଙ୍ଗୀର ଜିଲ୍ଲାରେ ୨୪୮ [+୨୧] ଜଣ ସଂକ୍ରମିତ ହୋଇଥିବା ବେଳେ ୮୨ [+୨୧] ଜଣ ସକ୍ରୀୟ ଅଛନ୍ତି। ୧୬୬ ଜଣ ସୁସ୍ଥ ହୋଇଛନ୍ତି।

ବୌଦ୍ଦ ଜିଲ୍ଲାରେ ୪୫ ଜଣ ସଂକ୍ରମିତ ହୋଇଥିବା ବେଳେ ୪ ଜଣ ସକ୍ରୀୟ ଅଛନ୍ତି। ୪୧ ଜଣ ସୁସ୍ଥ ହୋଇଛନ୍ତି।

କଟକ ଜିଲ୍ଲାରେ ୮୭୨ [+୧୭] ଜଣ ସଂକ୍ରମିତ ହୋଇଥିବା ବେଳେ ୩୧୫ [+୧୭] ଜଣ ସକ୍ରୀୟ ଅଛନ୍ତି। ୫୪୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଦେବଗଡ଼ ଜିଲ୍ଲାରେ ୬୨ ଜଣ ସଂକ୍ରମିତ ହୋଇଥିବା ବେଳେ ୨୦ ଜଣ ସକ୍ରୀୟ ଅଛନ୍ତି। ୪୨ ଜଣ ସୁସ୍ଥ ହୋଇଛନ୍ତି।

ଢେଙ୍କାନାଳ ଜିଲ୍ଲାରେ ୮୭ [+୧] ଜଣ ସଂକ୍ରମିତ ହୋଇଥିବା ବେଳେ ୧୭ [+୧] ଜଣ ସକ୍ରୀୟ ଅଛନ୍ତି। ୭୦ ଜଣ ସୁସ୍ଥ ହୋଇଛନ୍ତି।

ଗଜପତିଜିଲ୍ଲାରେ ୫୨୧ [+୩] ଜଣ ସଂକ୍ରମିତ ହୋଇଥିବା ବେଳେ ୧୫୮ [+୩] ଜଣ ସକ୍ରୀୟ ଅଛନ୍ତି। ୩୬୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଗଞ୍ଜାମ ଜିଲ୍ଲାରେ ୨, ୮୩୬ [+୨୧୫] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୩୨୧ [+୨୧୨] ଜଣ ସକ୍ରୀୟ ଅଛନ୍ତି। ୧, ୪୮୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୭ [+୩] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଜଗତସିଂହପୁର ଜିଲ୍ଲାରେ ୩୬୧ [+୪] ଜଣ ସଂକ୍ରମିତ ହୋଇଥିବା ବେଳେ ୯୦ [+୪] ଜଣ ସକ୍ରୀୟ ଅଛନ୍ତି। ୨୭୧ ଜଣ ସୁସ୍ଥ ହୋଇଛନ୍ତି।

ଯାଜପୁର ଜିଲ୍ଲାରେ ୬୬୪ [+୨୫] ଜଣ ସଂକ୍ରମିତ ହୋଇଥିବା ବେଳେ ୨୫୩ [+୨୫] ଜଣ ସକ୍ରୀୟ ଅଛନ୍ତି। ୪୧୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଝାରସୁଗୁଡ଼ା ଜିଲ୍ଲାରେ ୧୩୩ [+୪] ଜଣ ସଂକ୍ରମିତ ହୋଇଥିବା ବେଳେ ୨୭ [+୪] ଜଣ ସକ୍ରୀୟ ଅଛନ୍ତି। ୧୦୬ ଜଣ ସୁସ୍ଥ ହୋଇଛନ୍ତି।

କଳାହାଣ୍ଡି ଜିଲ୍ଲାରେ ୭୯ ଜଣ ସଂକ୍ରମିତ ହୋଇଥିବା ବେଳେ ୮ ଜଣ ସକ୍ରୀୟ ଅଛନ୍ତି। ୭୧ ଜଣ ସୁସ୍ଥ ହୋଇଛନ୍ତି।

କନ୍ଧମାଳ ଜିଲ୍ଲାରେ ୧୯୦ ଜଣ ସଂକ୍ରମିତ ହୋଇଥିବା ବେଳେ ୧୨ ଜଣ ସକ୍ରୀୟ ଅଛନ୍ତି। ୧୭୮ ଜଣ ସୁସ୍ଥ ହୋଇଛନ୍ତି।

କେନ୍ଦ୍ରାପଡ଼ା ଜିଲ୍ଲାରେ ୨୮୨ [+୫] ଜଣ ସଂକ୍ରମିତ ହୋଇଥିବା ବେଳେ ୩୯ [+୪] ଜଣ ସକ୍ରୀୟ ଅଛନ୍ତି। ୨୪୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କେନ୍ଦୁଝର ଜିଲ୍ଲାରେ ୧୯୮ [+୭] ଜଣ ସଂକ୍ରମିତ ହୋଇଥିବା ବେଳେ ୭୯ [+୭] ଜଣ ସକ୍ରୀୟ ଅଛନ୍ତି। ୧୧୯ ଜଣ ସୁସ୍ଥ ହୋଇଛନ୍ତି।

ଖୋର୍ଦ୍ଦା ଜିଲ୍ଲାରେ ୧, ୦୭୯ [+୫୦] ଜଣ ସଂକ୍ରମିତ ହୋଇଥିବା ବେଳେ ୨୯୫ [+୪୮] ଜଣ ସକ୍ରୀୟ ଅଛନ୍ତି। ୭୭୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ [+୧] ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କୋରାପୁଟ ଜିଲ୍ଲାରେ ୭୩ [+୬] ଜଣ ସଂକ୍ରମିତ ହୋଇଥିବା ବେଳେ ୪୫ [+୬] ଜଣ ସକ୍ରୀୟ ଅଛନ୍ତି। ୨୮ ଜଣ ସୁସ୍ଥ ହୋଇଛନ୍ତି।

ମାଲକାନଗିରି ରେ ୧୧୫ [+୩] ଜଣ ସଂକ୍ରମିତ ହୋଇଥିବା ବେଳେ ୫୫ [+୩] ଜଣ ସକ୍ରୀୟ ଅଛନ୍ତି। ୬୦ ଜଣ ସୁସ୍ଥ ହୋଇଛନ୍ତି।

ମୟୁରଭଞ୍ଜ ଜିଲ୍ଲାରେ ୨୯୧ [+୧୦] ଜଣ ସଂକ୍ରମିତ ହୋଇଥିବା ବେଳେ ୯୪ [+୧୦] ଜଣ ସକ୍ରୀୟ ଅଛନ୍ତି। ୧୯୫ ଜଣ ସୁସ୍ଥ ହୋଇଛନ୍ତି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନବରଙ୍ଗପୁର ଜିଲ୍ଲାରେ ୮୯ [+୩] ଜଣ ସଂକ୍ରମିତ ହୋଇଥିବା ବେଳେ ୫୬ [+୩] ଜଣ ସକ୍ରୀୟ ଅଛନ୍ତି। ୩୨ ଜଣ ସୁସ୍ଥ ହୋଇଛନ୍ତି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୟାଗଡ଼ ଜିଲ୍ଲାରେ ୨୧୧ [+୧୮] ଜଣ ସଂକ୍ରମିତ ହୋଇଥିବା ବେଳେ ୭୩ [+୧୮] ଜଣ ସକ୍ରୀୟ ଅଛନ୍ତି। ୧୩୮ ଜଣ ସୁସ୍ଥ ହୋଇଛନ୍ତି।

ନୂଆପଡ଼ା ଜିଲ୍ଲାରେ ୮୬ [+୪] ଜଣ ସଂକ୍ରମିତ ହୋଇଥିବା ବେଳେ ୮ [+୪] ଜଣ ସକ୍ରୀୟ ଅଛନ୍ତି। ୭୮ ଜଣ ସୁସ୍ଥ ହୋଇଛନ୍ତି।

ପୁରୀ ଜିଲ୍ଲାରେ ୩୨୨ [+୧୬] ଜଣ ସଂକ୍ରମିତ ହୋଇଥିବା ବେଳେ ୮୩ [+୧୬] ଜଣ ସକ୍ରୀୟ ଅଛନ୍ତି। ୨୩୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ରାୟଗଡ଼ା ଜିଲ୍ଲାରେ ୧୩୯ [+୧] ଜଣ ସଂକ୍ରମିତ ହୋଇଥିବା ବେଳେ ୧୦୦ ଜଣ ସକ୍ରୀୟ ଅଛନ୍ତି। ୩୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସମ୍ବଲପୁର ଜିଲ୍ଲାରେ ୧୦୫ [+୧] ଜଣ ସଂକ୍ରମିତ ହୋଇଥିବା ବେଳେ ୫୮ [+୧] ଜଣ ସକ୍ରୀୟ ଅଛନ୍ତି। ୪୭ ଜଣ ସୁସ୍ଥ ହୋଇଛନ୍ତି।

ସୋନପୁର ଜିଲ୍ଲାରେ ୪୪ [+୫] ଜଣ ସଂକ୍ରମିତ ହୋଇଥିବା ବେଳେ ୭ [+୫] ଜଣ ସକ୍ରୀୟ ଅଛନ୍ତି। ୩୭ ଜଣ ସୁସ୍ଥ ହୋଇଛନ୍ତି।

ସୁନ୍ଦରଗଡ଼ ଜିଲ୍ଲାରେ ୪୭୧ [+୭୮] ଜଣ ସଂକ୍ରମିତ ହୋଇଥିବା ବେଳେ ୨୮୫ [+୭୮] ଜଣ ସକ୍ରୀୟ ଅଛନ୍ତି। ୧୮୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.