Home Coronavirus Outbreak କରୋନା ସମ୍ବନ୍ଧୀୟ ସମ୍ପୂର୍ଣ୍ଣ ଜିଲ୍ଲାୱାରୀ ତଥ୍ୟ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ଆକ୍ରାନ୍ତ, କେତେ ମୃତ...

କରୋନା ସମ୍ବନ୍ଧୀୟ ସମ୍ପୂର୍ଣ୍ଣ ଜିଲ୍ଲାୱାରୀ ତଥ୍ୟ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ଆକ୍ରାନ୍ତ, କେତେ ମୃତ ଏବଂ କେତେ ସକ୍ରିୟ – ୨, ଜୁଲାଇ

190

ଭୁବନେଶ୍ୱର ୦୨-୭ (ଓଡ଼ିଆ ପୁଅ) ରାଜ୍ୟରେ ଆଉ ୨୨୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ୧୯ ଜିଲ୍ଲାରୁ ଏହି ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୯୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ପୁଣି ରାଜ୍ୟରେ ଦୁଇ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି।

ତେବେ ହସ୍ପିଟାଲରେ ଚିକିତ୍ସିତ ହେଉଥିବାବେଳେ ଗଞ୍ଜାମ ଜିଲ୍ଲାର ୪୯ ବର୍ଷ ବୟସ୍କ ପୁରୁଷ ଏବଂ ଅନୁଗୁଳ ଜିଲ୍ଲାର ୫୭ ବର୍ଷ ବୟସ୍କ ପୁରୁଷଙ୍କ ମୃତ୍ୟୁ ହୋଇଥିବା ସୂଚନା ଦିଆଯାଇଛି।

ଆଜି ଚିହ୍ନଟ ନୂଆ ୨୨୯ ଆକ୍ରାନ୍ତଙ୍କ ମଧ୍ୟରୁ ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
୧- ଅନୁଗୁଳ ଜିଲ୍ଲାରୁ – ୧

୨- ବାଲେଶ୍ୱର ଜିଲ୍ଲାରୁ – ୨୪

୩- ବରଗଡ଼ ଜିଲ୍ଲାରୁ – ୧

୪- ବଲାଙ୍ଗୀର ଜିଲ୍ଲାରୁ : ୭

୫- ବୌଦ୍ଦ ଜିଲ୍ଲାରୁ – ୩

୬- କଟକ ଜିଲ୍ଲାରୁ – ୧୨

୭- ଦେବଗଡ଼ ଜିଲ୍ଲାରୁ – ୧

୮- ଗଜପତି ଜିଲ୍ଲାରୁ – ୧

୯- ଗଞ୍ଜାମ ଜିଲ୍ଲାରୁ – ୯୫

୧୦- ଜଗତସିଂହପୁର ଜିଲ୍ଲାରୁ – ୧

୧୧- ଯାଜପୁର ଜିଲ୍ଲାରୁ – ୨୨

୧୨- ଝାରସୁଗୁଡ଼ା ଜିଲ୍ଲାରୁ – ୧୦

୧୩- କେନ୍ଦୁଝର ଜିଲ୍ଲାରୁ – ୧

୧୪- ଖୋର୍ଦ୍ଦା ଜିଲ୍ଲାରୁ – ୨୧

୧୫- କୋରାପୁଟ ଜିଲ୍ଲାରୁ – ୧

୧୬- ମୟୁରଭଞ୍ଜ ଜିଲ୍ଲାରୁ – ୨

୧୭- ନୟାଗଡ଼ ଜିଲ୍ଲାରୁ – ୫

୧୮- ପୁରୀ ଜିଲ୍ଲାରୁ – ୪

୧୯- ସୁନ୍ଦରଗଡ଼ ଜିଲ୍ଲାରୁ – ୧୭

ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭୫୪୫ ହୋଇଛି।

ଆଜି ୨୨୯ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭୫୪୫ କୁ ବୃଦ୍ଧି ପାଇଛି।

କ୍ୱାରେଣ୍ଟାଇନ୍ ସେଣ୍ଟରରୁ ୧୯୩ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୪୩ ଜଣ ଚିହ୍ନଟ ହୋଇଛନ୍ତି। ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭୫୪୫ କୁ ବୃଦ୍ଧି ପାଇଛି। ୫୫୦୨  ଜଣ ସୁସ୍ଥ ହୋଇଛନ୍ତି।

ତେବେ ରାଜ୍ୟରେ ମୋଟ ଟେଷ୍ଟ ୨୭୪୬୭୨ ହୋଇଛି। କରୋନା କାରଣରୁ ୨୭ ଜଣଙ୍କର ମୃତ୍ୟୁ ହୋଇଛି। ଅନ୍ୟ କାରଣରୁ ୮ ଜଣଙ୍କର ମୃତ୍ୟୁ ହୋଇଛି। ୨୦୦୮ ଜଣ ସକ୍ରୀୟ ଅଛନ୍ତି ଏବଂ ବିଭିନ୍ନ କୋଭିଡ୍ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।

ପୁଣି ୧୪୯ ସୁସ୍ଥ ହୋଇ ଫେରିଛନ୍ତି। ଏ ନେଇ ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି।
ତେବେ ଜାଣନ୍ତୁ ଆଜି କେଉଁ ଜିଲ୍ଲାରୁ କେତେ ସୁସ୍ଥ ହୋଇଛନ୍ତି
୪୯ ଜଣ ଗଞ୍ଜାମ ଜିଲ୍ଲା

୨୪ ଜଣ ଖୋର୍ଦ୍ଧା ଜିଲ୍ଲାରେ

୧୪ ଜଣ ମୟୁରଭଞ୍ଜ ଜିଲ୍ଲା

୧୩ ଜଣ କଟକ ଜିଲ୍ଲା

୬ ଜଣ ଲେଖାଏଁ କଳାହାଣ୍ଡି ଜିଲ୍ଲା ଏବଂ କେନ୍ଦ୍ରାପଡ଼ା ଜିଲ୍ଲା

୫ ଜଣ ରାୟଗଡ଼ା ଜିଲ୍ଲା

୪ ଜଣ ଅନୁଗୁଳ ଜିଲ୍ଲା, ଝାରସୁଗୁଡ଼ା ଜିଲ୍ଲା ଏବଂ ସୁନ୍ଦରଗଡ଼ ଜିଲ୍ଲାରୁ

୩ ଜଣ ଲେଖାଏଁ ବଲାଙ୍ଗୀର, ଭଦ୍ରକ ଜିଲ୍ଲା, ଯାଜପୁର ଜିଲ୍ଲା ଏବଂ ପୁରୀ ଜିଲ୍ଲା

୨ ଜଣ ଲେଖାଏଁ ବାଲେଶ୍ୱର ଜିଲ୍ଲା, ଜଗତସିଂହପୁର ଜିଲ୍ଲା ଏବଂ ନୟାଗଡ଼ ଜିଲ୍ଲା

ଜଣେ ଲେଖାଏଁ ବଗଗଡ଼ ଜିଲ୍ଲାରେ ଏବଂ କୋରାପୁଟ ଜିଲ୍ଲା ସୁସ୍ଥା ହୋଇଛନ୍ତି।

ତେବେ ମୋଟ ଆରୋଗ୍ୟ ହୋଇଛନ୍ତି ୫୫୦୨ ଜଣ।

ଜିଲ୍ଲାୱାରୀ ତଥ୍ୟ –

ଅନୁଗୁଳ ଜିଲ୍ଲାରେ ୭୧ [+୧] ଜଣ ସଂକ୍ରମିତ ହୋଇଥିବା ବେଳେ ୧୩ [-୪] ଜଣ ସକ୍ରୀୟ ଅଛନ୍ତି। ୫୭ [+୪] ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବାଲେଶ୍ୱର ଜିଲ୍ଲାରେ ୩୭୭ [+୨୪] ଜଣ ସଂକ୍ରମିତ ହୋଇଥିବା ବେଳେ ୭୦ [+୨୨] ଜଣ ସକ୍ରୀୟ ଅଛନ୍ତି। ୩୦୬ [+୨] ଜଣ ସୁସ୍ଥ ହୋଇଛନ୍ତି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବରଗଡ଼ ଜିଲ୍ଲାରେ ୧୧୦ [+୧] ଜଣ ସଂକ୍ରମିତ ହୋଇଥିବା ବେଳେ ୫୨ ଜଣ ସକ୍ରୀୟ ଅଛନ୍ତି। ୫୭ [+୧] ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଭଦ୍ରକ ଜିଲ୍ଲାରେ ୨୩୨ ଜଣ ସଂକ୍ରମିତ ହୋଇଥିବା ବେଳେ ୮ [-୩] ଜଣ ସକ୍ରୀୟ ଅଛନ୍ତି। ୨୨୪ [+୩] ଜଣ ସୁସ୍ଥ ହୋଇଛନ୍ତି।

ବଲାଙ୍ଗୀର ଜିଲ୍ଲାରେ ରେ ୧୯୪ [+୭] ଜଣ ସଂକ୍ରମିତ ହୋଇଥିବା ବେଳେ ୪୧ [+୪] ଜଣ ସକ୍ରୀୟ ଅଛନ୍ତି। ୧୫୩ [+୩] ଜଣ ସୁସ୍ଥ ହୋଇଛନ୍ତି।

ବୌଦ୍ଦ ଜିଲ୍ଲାରେ ୪୫ [+୩] ଜଣ ସଂକ୍ରମିତ ହୋଇଥିବା ବେଳେ ୫ [+୩] ଜଣ ସକ୍ରୀୟ ଅଛନ୍ତି। ୪୦ ଜଣ ସୁସ୍ଥ ହୋଇଛନ୍ତି।

କଟକ ଜିଲ୍ଲାରେ ୬୨୦ [+୧୨] ଜଣ ସଂକ୍ରମିତ ହୋଇଥିବା ବେଳେ ୧୨୪ [-୧] ଜଣ ସକ୍ରୀୟ ଅଛନ୍ତି। ୪୯୧ [+୧୩] ଜଣ ସୁସ୍ଥ ହୋଇଛନ୍ତି ଏବଂ ୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଦେବଗଡ଼ ଜିଲ୍ଲାରେ ୬୨ [+୧] ଜଣ ସଂକ୍ରମିତ ହୋଇଥିବା ବେଳେ ୨୧ [+୧] ଜଣ ସକ୍ରୀୟ ଅଛନ୍ତି। ୪୧ ଜଣ ସୁସ୍ଥ ହୋଇଛନ୍ତି।

ଢେଙ୍କାନାଳ ଜିଲ୍ଲାରେ ୮୦ ଜଣ ସଂକ୍ରମିତ ହୋଇଥିବା ବେଳେ ୨୪ ଜଣ ସକ୍ରୀୟ ଅଛନ୍ତି। ୫୬ ଜଣ ସୁସ୍ଥ ହୋଇଛନ୍ତି।

ଗଜପତିଜିଲ୍ଲାରେ ୪୪୨ [+୧] ଜଣ ସଂକ୍ରମିତ ହୋଇଥିବା ବେଳେ ୨୩୦ [+୧] ଜଣ ସକ୍ରୀୟ ଅଛନ୍ତି। ୨୧୨ ଜଣ ସୁସ୍ଥ ହୋଇଛନ୍ତି।

ଗଞ୍ଜାମ ଜିଲ୍ଲାରେ ୧, ୫୬୭ [+୯୫] ଜଣ ସଂକ୍ରମିତ ହୋଇଥିବା ବେଳେ ୪୬୧ [+୪୫] ଜଣ ସକ୍ରୀୟ ଅଛନ୍ତି। ୧, ୦୯୦ [+୪୯] ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୫ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଜଗତସିଂହପୁ ଜିଲ୍ଲା ରେ ୨୯୯ [+୧] ଜଣ ସଂକ୍ରମିତ ହୋଇଥିବା ବେଳେ ୯୦ [-୧] ଜଣ ସକ୍ରୀୟ ଅଛନ୍ତି। ୨୦୯ [+୨] ଜଣ ସୁସ୍ଥ ହୋଇଛନ୍ତି।

ଯାଜପୁର ଜିଲ୍ଲାରେ ୫୩୭ [+୨୨] ଜଣ ସଂକ୍ରମିତ ହୋଇଥିବା ବେଳେ ୧୫୪ [+୧୯] ଜଣ ସକ୍ରୀୟ ଅଛନ୍ତି। ୩୮୩ [+୩] ଜଣ ସୁସ୍ଥ ହୋଇଛନ୍ତି।

ଝାରସୁଗୁଡ଼ା ଜିଲ୍ଲାରେ ୧୧୮ [+୧୦] ଜଣ ସଂକ୍ରମିତ ହୋଇଥିବା ବେଳେ ୭୦ [+୬] ଜଣ ସକ୍ରୀୟ ଅଛନ୍ତି। ୪୮ [+୪] ଜଣ ସୁସ୍ଥ ହୋଇଛନ୍ତି।

କଳାହାଣ୍ଡି ଜିଲ୍ଲାରେ ୭୧ ଜଣ ସଂକ୍ରମିତ ହୋଇଥିବା ବେଳେ ୧ [-୬] ଜଣ ସକ୍ରୀୟ ଅଛନ୍ତି। ୭୦ [+୬] ଜଣ ସୁସ୍ଥ ହୋଇଛନ୍ତି।

କନ୍ଧମାଳ ଜିଲ୍ଲାରେ ୧୭୮ ଜଣ ସଂକ୍ରମିତ ହୋଇଥିବା ବେଳେ ୩ ଜଣ ସକ୍ରୀୟ ଅଛନ୍ତି। ୧୭୫ ଜଣ ସୁସ୍ଥ ହୋଇଛନ୍ତି।

କେନ୍ଦ୍ରାପଡ଼ା ଜିଲ୍ଲାରେ ୨୫୧ ଜଣ ସଂକ୍ରମିତ ହୋଇଥିବା ବେଳେ ୨୫ [-୬] ଜଣ ସକ୍ରୀୟ ଅଛନ୍ତି। ୨୨୬ [+୬] ଜଣ ସୁସ୍ଥ ହୋଇଛନ୍ତି।

କେନ୍ଦୁଝର ଜିଲ୍ଲାରେ ୧୪୬ [+୧] ଜଣ ସଂକ୍ରମିତ ହୋଇଥିବା ବେଳେ ୫୧ [+୧] ଜଣ ସକ୍ରୀୟ ଅଛନ୍ତି। ୯୫ ଜଣ ସୁସ୍ଥ ହୋଇଛନ୍ତି।

ଖୋର୍ଦ୍ଦା ଜିଲ୍ଲାରେ ୮୬୮ [+୨୧] ଜଣ ସଂକ୍ରମିତ ହୋଇଥିବା ବେଳେ ୧୯୫ [-୩] ଜଣ ସକ୍ରୀୟ ଅଛନ୍ତି। ୬୬୬ [+୨୪] ଜଣ ସୁସ୍ଥ ହୋଇଛନ୍ତି ଏବଂ ୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କୋରାପୁଟ ଜିଲ୍ଲାରେ ୪୮ [+୧] ଜଣ ସଂକ୍ରମିତ ହୋଇଥିବା ବେଳେ ୨୩ ଜଣ ସକ୍ରୀୟ ଅଛନ୍ତି। ୨୫ [+୧] ଜଣ ସୁସ୍ଥ ହୋଇଛନ୍ତି।

ମାଲକାନଗିରି ରେ ୧୦୬ ଜଣ ସଂକ୍ରମିତ ହୋଇଥିବା ବେଳେ ୫୪ ଜଣ ସକ୍ରୀୟ ଅଛନ୍ତି। ୫୨ ଜଣ ସୁସ୍ଥ ହୋଇଛନ୍ତି।

ମୟୁରଭଞ୍ଜ ଜିଲ୍ଲାରେ ୨୧୫ [+୨] ଜଣ ସଂକ୍ରମିତ ହୋଇଥିବା ବେଳେ ୬୦ [-୧୨] ଜଣ ସକ୍ରୀୟ ଅଛନ୍ତି। ୧୫୪ [+୧୪] ଜଣ ସୁସ୍ଥ ହୋଇଛନ୍ତି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନବରଙ୍ଗପୁର ଜିଲ୍ଲାରେ ୪୨ ଜଣ ସଂକ୍ରମିତ ହୋଇଥିବା ବେଳେ ୨୯ ଜଣ ସକ୍ରୀୟ ଅଛନ୍ତି। ୧୨ ଜଣ ସୁସ୍ଥ ହୋଇଛନ୍ତି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୟାଗଡ଼ ଜିଲ୍ଲାରେ ୧୬୩ [+୫] ଜଣ ସଂକ୍ରମିତ ହୋଇଥିବା ବେଳେ ୩୪ [+୩] ଜଣ ସକ୍ରୀୟ ଅଛନ୍ତି। ୧୨୯ [+୨] ଜଣ ସୁସ୍ଥ ହୋଇଛନ୍ତି।

ନୂଆପଡ଼ା ଜିଲ୍ଲାରେ ୮୨ ଜଣ ସଂକ୍ରମିତ ହୋଇଥିବା ବେଳେ ୪ ଜଣ ସକ୍ରୀୟ ଅଛନ୍ତି। ୭୮ ଜଣ ସୁସ୍ଥ ହୋଇଛନ୍ତି।

ପୁରୀ ଜିଲ୍ଲାରେ ୨୭୨ [+୪] ଜଣ ସଂକ୍ରମିତ ହୋଇଥିବା ବେଳେ ୫୭ [+୧] ଜଣ ସକ୍ରୀୟ ଅଛନ୍ତି। ୨୧୩ [+୩] ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ରାୟଗଡ଼ା ଜିଲ୍ଲାରେ ୩୯ ଜଣ ସଂକ୍ରମିତ ହୋଇଥିବା ବେଳେ ୨୨ [-୫] ଜଣ ସକ୍ରୀୟ ଅଛନ୍ତି। ୧୭ [+୫] ଜଣ ସୁସ୍ଥ ହୋଇଛନ୍ତି।

ସମ୍ବଲପୁର ଜିଲ୍ଲାରେ ୫୬ ଜଣ ସଂକ୍ରମିତ ହୋଇଥିବା ବେଳେ ୩୨ ଜଣ ସକ୍ରୀୟ ଅଛନ୍ତି। ୨୪ ଜଣ ସୁସ୍ଥ ହୋଇଛନ୍ତି।

ସୋନପୁର ଜିଲ୍ଲାରେ ୩୭ ଜଣ ସଂକ୍ରମିତ ହୋଇଥିବା ବେଳେ ୨ ଜଣ ସକ୍ରୀୟ ଅଛନ୍ତି। ୩୫ ଜଣ ସୁସ୍ଥ ହୋଇଛନ୍ତି।

ସୁନ୍ଦରଗଡ଼ ଜିଲ୍ଲାରେ ୨୧୭ [+୧୭] ଜଣ ସଂକ୍ରମିତ ହୋଇଥିବା ବେଳେ ୫୩ [+୧୩] ଜଣ ସକ୍ରୀୟ ଅଛନ୍ତି। ୧୬୪ [+୪] ଜଣ ସୁସ୍ଥ ହୋଇଛନ୍ତି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.