Home Coronavirus Outbreak ଆସିଗଲା କରୋନା ସମ୍ବନ୍ଧୀୟ ସମ୍ପୂର୍ଣ୍ଣ ଜିଲ୍ଲାୱାରୀ ତଥ୍ୟ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ଆକ୍ରାନ୍ତ, କେତେ...

ଆସିଗଲା କରୋନା ସମ୍ବନ୍ଧୀୟ ସମ୍ପୂର୍ଣ୍ଣ ଜିଲ୍ଲାୱାରୀ ତଥ୍ୟ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ଆକ୍ରାନ୍ତ, କେତେ ମୃତ ଏବଂ କେତେ ସକ୍ରିୟ – ୭, ଜୁଲାଇ

353

ଭୁବନେଶ୍ୱର ୦୭-୭ (ଓଡ଼ିଆ ପୁଅ) ରାଜ୍ୟରେ ଆଉ ୫୭୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ୨୧ ଜିଲ୍ଲାରୁ ଏହି ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୨୭୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଆଜି ରାଜ୍ୟରେ ୬ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ରାଜ୍ୟରେ ୪ ଜଣ କରୋନା ଆକ୍ରାନ୍ତଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ତେବେ ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୪୨ କୁ ବୃଦ୍ଧି ପାଇଛି। ଅନ୍ୟ କାରଣରୁ ମଧ୍ୟ ଆଉ ୨ ଜଣଙ୍କର ମୃତ୍ୟୁ ହୋଇଛି। ଏହାକୁ ମିଶାଇ ଅନ୍ୟ କାରଣରୁ ମଧ୍ୟ ମୃତକଙ୍କ ସଂଖ୍ୟା ୧୨ କୁ ବୃଦ୍ଧି ପାଇଛି। ତେବେ ଆଜି ମୋଟରେ ୬ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଥିବା ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ୱେବସାଇଟ୍ ରେ କୁହାଯାଇଛି। ମୃତକମାନଙ୍କ ମଧ୍ୟରୁ ୩ ଜଣ ଗଞ୍ଜାମ ଜିଲ୍ଲାରୁ ହୋଇଥିବା ବେଳେ ଜଣେ କଟକ ଜିଲ୍ଲାର। ଅନ୍ୟ କାରଣରୁ ଯେଉଁ ୨ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି ସେ କଟକ ଏବଂ ମୟୁରଭଞ୍ଜ ଜିଲ୍ଲାର।

କରୋନା ମୃତକମାନେ ହେଲେ

୧- ଗଞ୍ଜାମ ଜିଲ୍ଲାର ୭୦ ବର୍ଷର ପୁରୁଷ ଯିଏ ମଧ୍ୟ ମଧୁମେହରେ ପୀଡିତ ଥିଲେ।

୨- କଟକ ଜିଲ୍ଲାର ୪୮ ବର୍ଷର ପୁରୁଷ ଯିଏ କ୍ରନିକ୍ ଲିଭର ରୋଗ ଏବଂ ମଧୁମେହରେ ମଧ୍ୟ ପୀଡିତ ଥିଲେ।

୩- ଗଞ୍ଜାମ ଜିଲ୍ଲାର ୬୦ ବର୍ଷର ପୁରୁଷ ଯିଏ ମଧ୍ୟ ମଧୁମେହରେ ପୀଡିତ ଥିଲେ।

୪- ଗଞ୍ଜାମ ଜିଲ୍ଲାର ୫୩ ବର୍ଷର ପୁରୁଷ।

ଆଜି ଚିହ୍ନଟ ନୂଆ ଆକ୍ରାନ୍ତ ୫୭୧ ଜଣଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ୪୦୩ ଜଣ ଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୧୬୮ ଜଣ ଚିହ୍ନଟ ହୋଇଛନ୍ତି। ଗତକାଲି ସୁସ୍ଥ ହୋଇଥିଲେ ୨୬୨ ଜଣ। ତେବେ ରାଜ୍ୟରେ ଏ ପର୍ଯ୍ୟନ୍ତ ମୋଟ କୋଭିଡ୍ – ୧୯ ଟେଷ୍ଟ ହୋଇଛି ୩୦୨୭୮୦ ଏବଂ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦୦୯୭ କୁ ବୃଦ୍ଧି ପାଇଛି। ମୋଟ ସୁସ୍ଥ ହେଲେଣି ୬୪୮୬ ଜଣ ଏବଂ ଏବେ ସକ୍ରୀୟ ଆକ୍ରାନ୍ତ ଅଛନ୍ତି ୩୫୫୭ ଜଣ।

ଆଜି ଚିହ୍ନଟ ନୂଆ ୫୭୧ ଆକ୍ରାନ୍ତଙ୍କ ମଧ୍ୟରୁ ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

୧- ଅନୁଗୁଳ ଜିଲ୍ଲାରୁ – ୪
୨- ବାଲେଶ୍ୱର ଜିଲ୍ଲାରୁ – ୨୮
୩- ଭଦ୍ରକ ଜିଲ୍ଲାରୁ – ୧
୪- ବଲାଙ୍ଗୀର ଜିଲ୍ଲା: ୫
୫- କଟକ ଜିଲ୍ଲାରୁ – ୨୯
୬- ଢେଙ୍କାନାଳ ଜିଲ୍ଲାରୁ – ୧
୭- ଗଜପତି ଜିଲ୍ଲାରୁ – ୫୬
୮- ଗଞ୍ଜାମ ଜିଲ୍ଲାରୁ – ୨୭୩
୯- ଜଗତସିଂହପୁର ଜିଲ୍ଲାରୁ : ୧୭
୧୦- ଯାଜପୁର ଜିଲ୍ଲାରୁ – ୧୬
୧୧- ଝାରସୁଗୁଡ଼ା ଜିଲ୍ଲାରୁ – ୧
୧୨- କେନ୍ଦ୍ରାପଡ଼ା ଜିଲ୍ଲାରୁ – : ୩
୧୩- କେନ୍ଦୁଝର ଜିଲ୍ଲାରୁ – ୭
୧୪- ଖୋର୍ଦ୍ଦା ଜିଲ୍ଲାରୁ – ୩୭
୧୫- ମୟୁରଭଞ୍ଜ ଜିଲ୍ଲାରୁ – ୧୪
୧୬-ନବରଙ୍ଗପୁର ଜିଲ୍ଲା: ୭
୧୭-ନୟାଗଡ଼ ଜିଲ୍ଲାରୁ – ୧
୧୮- ପୁରୀ ଜିଲ୍ଲାରୁ – ୪
୧୯- ରାୟଗଡ଼ା ଜିଲ୍ଲାରୁ – ୧୦
୨୦- ସମ୍ବଲପୁର ଜିଲ୍ଲାରୁ – ୬
୨୧- ସୁନ୍ଦରଗଡ଼ ଜିଲ୍ଲାରେ: ୫୧

ଜିଲ୍ଲାୱାରୀ ତଥ୍ୟ –

ଅନୁଗୁଳ ଜିଲ୍ଲା ରେ ୧୧୧ [+୪] ଜଣ ସଂକ୍ରମିତ ହୋଇଥିବା ବେଳେ ୫୦ [+୪] ଜଣ ସକ୍ରୀୟ ଅଛନ୍ତି। ୬୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବାଲେଶ୍ୱର ଜିଲ୍ଲା ରେ ୪୪୦ [+୨୮] ଜଣ ସଂକ୍ରମିତ ହୋଇଥିବା ବେଳେ ୧୧୧ [+୨୮] ଜଣ ସକ୍ରୀୟ ଅଛନ୍ତି। ୩୨୭ ଜଣ ସୁସ୍ଥ ହୋଇଛନ୍ତି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବରଗଡ଼ ଜିଲ୍ଲା ରେ ୧୬୬ ଜଣ ସଂକ୍ରମିତ ହୋଇଥିବା ବେଳେ ୮୪ ଜଣ ସକ୍ରୀୟ ଅଛନ୍ତି। ୮୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଭଦ୍ରକ ଜିଲ୍ଲା ରେ ୨୭୪ [+୧] ଜଣ ସଂକ୍ରମିତ ହୋଇଥିବା ବେଳେ ୩୫ [+୧] ଜଣ ସକ୍ରୀୟ ଅଛନ୍ତି। ୨୩୯ ଜଣ ସୁସ୍ଥ ହୋଇଛନ୍ତି।

ବଲାଙ୍ଗୀର ଜିଲ୍ଲା ରେ ୨୨୭ [+୫] ଜଣ ସଂକ୍ରମିତ ହୋଇଥିବା ବେଳେ ୬୨ [+୫] ଜଣ ସକ୍ରୀୟ ଅଛନ୍ତି। ୧୬୫ ଜଣ ସୁସ୍ଥ ହୋଇଛନ୍ତି।

ବୌଦ୍ଦ ଜିଲ୍ଲା ରେ ୪୫ ଜଣ ସଂକ୍ରମିତ ହୋଇଥିବା ବେଳେ ୪ ଜଣ ସକ୍ରୀୟ ଅଛନ୍ତି। ୪୧ ଜଣ ସୁସ୍ଥ ହୋଇଛନ୍ତି।

କଟକ ଜିଲ୍ଲା ରେ ୮୫୫ [+୨୯] ଜଣ ସଂକ୍ରମିତ ହୋଇଥିବା ବେଳେ ୩୦୩ [+୨୭] ଜଣ ସକ୍ରୀୟ ଅଛନ୍ତି। ୫୪୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ [+୧] ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଦେବଗଡ଼ ଜିଲ୍ଲା ରେ ୬୨ ଜଣ ସଂକ୍ରମିତ ହୋଇଥିବା ବେଳେ ୨୦ ଜଣ ସକ୍ରୀୟ ଅଛନ୍ତି। ୪୨ ଜଣ ସୁସ୍ଥ ହୋଇଛନ୍ତି।

ଢେଙ୍କାନାଳ ଜିଲ୍ଲା ରେ ୮୬ [+୧] ଜଣ ସଂକ୍ରମିତ ହୋଇଥିବା ବେଳେ ୨୦ [+୧] ଜଣ ସକ୍ରୀୟ ଅଛନ୍ତି। ୬୬ ଜଣ ସୁସ୍ଥ ହୋଇଛନ୍ତି।

ଗଜପତିଜିଲ୍ଲା ରେ ୫୧୮ [+୫୬] ଜଣ ସଂକ୍ରମିତ ହୋଇଥିବା ବେଳେ ୧୫୫ [+୫୬] ଜଣ ସକ୍ରୀୟ ଅଛନ୍ତି। ୩୬୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଗଞ୍ଜାମ ଜିଲ୍ଲା ରେ ୨, ୬୨୧ [+୨୭୩] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୨୦୫ [+୨୭୦] ଜଣ ସକ୍ରୀୟ ଅଛନ୍ତି। ୧, ୩୯୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୪ [+୩] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଜଗତସିଂହପୁର ଜିଲ୍ଲା ରେ ୩୫୭ [+୧୭] ଜଣ ସଂକ୍ରମିତ ହୋଇଥିବା ବେଳେ ୮୯ [+୧୭] ଜଣ ସକ୍ରୀୟ ଅଛନ୍ତି। ୨୬୮ ଜଣ ସୁସ୍ଥ ହୋଇଛନ୍ତି।

ଯାଜପୁର ଜିଲ୍ଲା ରେ ୬୩୯ [+୧୬] ଜଣ ସଂକ୍ରମିତ ହୋଇଥିବା ବେଳେ ୨୩୪ [+୧୬] ଜଣ ସକ୍ରୀୟ ଅଛନ୍ତି। ୪୦୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଝାରସୁଗୁଡ଼ା ଜିଲ୍ଲା ରେ ୧୨୯ [+୧] ଜଣ ସଂକ୍ରମିତ ହୋଇଥିବା ବେଳେ ୩୧ [+୧] ଜଣ ସକ୍ରୀୟ ଅଛନ୍ତି। ୯୮ ଜଣ ସୁସ୍ଥ ହୋଇଛନ୍ତି।

କଳାହାଣ୍ଡି ଜିଲ୍ଲା ରେ ୭୯ ଜଣ ସଂକ୍ରମିତ ହୋଇଥିବା ବେଳେ ୮ ଜଣ ସକ୍ରୀୟ ଅଛନ୍ତି। ୭୧ ଜଣ ସୁସ୍ଥ ହୋଇଛନ୍ତି।

କନ୍ଧମାଳ ଜିଲ୍ଲା ରେ ୧୯୦ ଜଣ ସଂକ୍ରମିତ ହୋଇଥିବା ବେଳେ ୧୨ ଜଣ ସକ୍ରୀୟ ଅଛନ୍ତି। ୧୭୮ ଜଣ ସୁସ୍ଥ ହୋଇଛନ୍ତି।

କେନ୍ଦ୍ରାପଡ଼ା ଜିଲ୍ଲା ରେ ୨୭୭ [+୩] ଜଣ ସଂକ୍ରମିତ ହୋଇଥିବା ବେଳେ ୩୭ [+୩] ଜଣ ସକ୍ରୀୟ ଅଛନ୍ତି। ୨୪୦ ଜଣ ସୁସ୍ଥ ହୋଇଛନ୍ତି।

କେନ୍ଦୁଝର ଜିଲ୍ଲା ରେ ୧୯୧ [+୭] ଜଣ ସଂକ୍ରମିତ ହୋଇଥିବା ବେଳେ ୮୪ [+୭] ଜଣ ସକ୍ରୀୟ ଅଛନ୍ତି। ୧୦୭ ଜଣ ସୁସ୍ଥ ହୋଇଛନ୍ତି।

ଖୋର୍ଦ୍ଦା ଜିଲ୍ଲା ରେ ୧, ୦୨୯ [+୩୭] ଜଣ ସଂକ୍ରମିତ ହୋଇଥିବା ବେଳେ ୨୬୫ [+୩୭] ଜଣ ସକ୍ରୀୟ ଅଛନ୍ତି। ୭୫୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କୋରାପୁଟ ଜିଲ୍ଲା ରେ ୬୭ ଜଣ ସଂକ୍ରମିତ ହୋଇଥିବା ବେଳେ ୩୯ ଜଣ ସକ୍ରୀୟ ଅଛନ୍ତି। ୨୮ ଜଣ ସୁସ୍ଥ ହୋଇଛନ୍ତି।

ମାଲକାନଗିରି ରେ ୧୧୨ ଜଣ ସଂକ୍ରମିତ ହୋଇଥିବା ବେଳେ ୫୯ ଜଣ ସକ୍ରୀୟ ଅଛନ୍ତି। ୫୩ ଜଣ ସୁସ୍ଥ ହୋଇଛନ୍ତି।

ମୟୁରଭଞ୍ଜ ଜିଲ୍ଲା ରେ ୨୮୧ [+୧୪] ଜଣ ସଂକ୍ରମିତ ହୋଇଥିବା ବେଳେ ୯୯ [+୧୩] ଜଣ ସକ୍ରୀୟ ଅଛନ୍ତି। ୧୮୦ ଜଣ ସୁସ୍ଥ ହୋଇଛନ୍ତି। ୨ [+୧] ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନବରଙ୍ଗପୁର ଜିଲ୍ଲା ରେ ୮୬ [+୭] ଜଣ ସଂକ୍ରମିତ ହୋଇଥିବା ବେଳେ ୫୩ [+୭] ଜଣ ସକ୍ରୀୟ ଅଛନ୍ତି। ୩୨ ଜଣ ସୁସ୍ଥ ହୋଇଛନ୍ତି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୟାଗଡ଼ ଜିଲ୍ଲା ରେ ୧୯୩ [+୧] ଜଣ ସଂକ୍ରମିତ ହୋଇଥିବା ବେଳେ ୫୫ [+୧] ଜଣ ସକ୍ରୀୟ ଅଛନ୍ତି। ୧୩୮ ଜଣ ସୁସ୍ଥ ହୋଇଛନ୍ତି।

ନୂଆପଡ଼ା ଜିଲ୍ଲା ରେ ୮୨ ଜଣ ସଂକ୍ରମିତ ହୋଇଥିବା ବେଳେ ୪ ଜଣ ସକ୍ରୀୟ ଅଛନ୍ତି। ୭୮ ଜଣ ସୁସ୍ଥ ହୋଇଛନ୍ତି।

ପୁରୀ ଜିଲ୍ଲା ରେ ୩୦୬ [+୪] ଜଣ ସଂକ୍ରମିତ ହୋଇଥିବା ବେଳେ ୭୧ [+୪] ଜଣ ସକ୍ରୀୟ ଅଛନ୍ତି। ୨୩୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ରାୟଗଡ଼ା ଜିଲ୍ଲା ରେ ୧୩୮ [+୧୦] ଜଣ ସଂକ୍ରମିତ ହୋଇଥିବା ବେଳେ ୧୦୦ [+୧୦] ଜଣ ସକ୍ରୀୟ ଅଛନ୍ତି। ୩୮ ଜଣ ସୁସ୍ଥ ହୋଇଛନ୍ତି।

ସମ୍ବଲପୁର ଜିଲ୍ଲା ରେ ୧୦୪ [+୬] ଜଣ ସଂକ୍ରମିତ ହୋଇଥିବା ବେଳେ ୫୭ [+୬] ଜଣ ସକ୍ରୀୟ ଅଛନ୍ତି। ୪୭ ଜଣ ସୁସ୍ଥ ହୋଇଛନ୍ତି।

ସୋନପୁର ଜିଲ୍ଲା ରେ ୩୯ ଜଣ ସଂକ୍ରମିତ ହୋଇଥିବା ବେଳେ ୪ ଜଣ ସକ୍ରୀୟ ଅଛନ୍ତି। ୩୫ ଜଣ ସୁସ୍ଥ ହୋଇଛନ୍ତି।

ସୁନ୍ଦରଗଡ଼ ଜିଲ୍ଲା ରେ ୩୯୩ [+୫୧] ଜଣ ସଂକ୍ରମିତ ହୋଇଥିବା ବେଳେ ୨୦୭ [+୫୧] ଜଣ ସକ୍ରୀୟ ଅଛନ୍ତି। ୧୮୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.