Home Coronavirus Outbreak କରୋନା ସମ୍ବନ୍ଧୀୟ ସମ୍ପୂର୍ଣ୍ଣ ଜିଲ୍ଲାୱାରୀ ତଥ୍ୟ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ଆକ୍ରାନ୍ତ, କେତେ ମୃତ...

କରୋନା ସମ୍ବନ୍ଧୀୟ ସମ୍ପୂର୍ଣ୍ଣ ଜିଲ୍ଲାୱାରୀ ତଥ୍ୟ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ଆକ୍ରାନ୍ତ, କେତେ ମୃତ ଏବଂ କେତେ ସକ୍ରିୟ – ୧୧, ଜୁଲାଇ

291

ଭୁବନେଶ୍ୱର ୧୧-୭ (ଓଡ଼ିଆ ପୁଅ) ଆଜି ରାଜ୍ୟରେ ୫୭୦ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ଏବଂ ମୋଟ ଆକ୍ରାନ୍ତ ୧୨୫୨୬ କୁ ବୃଦ୍ଧି ହୋଇଛି।

ପୁଣି କରୋନା ନେଇଛି ୫ ମୁଣ୍ଡ। ପୁରୀ, କଟକ, ଖୋର୍ଦ୍ଧା (ଭୁବନେଶ୍ୱର), ଏବଂ କେନ୍ଦ୍ରାପଡା ଜିଲ୍ଲାରୁ ଜଣେ ଲେଖାଏଁ, ଗଞ୍ଜାମ (୨ଜଣ) କରୋନା ରୋଗୀଙ୍କର ମୃତ୍ୟୁ ହୋଇଛି।

କରୋନା କାରଣରୁ ମୃତ୍ୟୁ ସଂଖ୍ୟା ୬୧ କୁ ବୃଦ୍ଧି ପାଇଛି। ଏ ନେଇ ଓଡ଼ିଶା ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି।

ହସ୍ପିଟାଲରେ ଚିକିତ୍ସିତ ହେଉଥିବାବେଳେ କରୋନା ପଜିଟିଭ୍ ରୋଗୀଙ୍କ ମୃତ୍ୟୁ ହୋଇଛି।

ଜାଣନ୍ତୁ ମୃତକଙ୍କ ବିଷୟରେ –

୧- ପୁରୀ ଜିଲ୍ଲାର ଜଣେ ୭୦ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୨- କଟକ ଜିଲ୍ଲାର ଜଣେ ୪୬ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ, ଉଚ୍ଚ ରକ୍ତଚାପ ଏବଂ ହାଇପୋଥାଇରଏଡିଜିମ୍ ରୋଗରେ ପୀଡିତ ଥିଲେ।

୩- ଭୁବନେଶ୍ୱରର ଜଣେ ୫୬ ବର୍ଷ ବୟସ୍କା ମହିଳା ଯିଏ ମଧ୍ୟ ମଧୁମେହରେ ପୀଡିତ ଥିଲେ।

୪- ଗଞ୍ଜାମ ଜିଲ୍ଲାର ଜଣେ ୫୫ ବର୍ଷ ବୟସ୍କ ପୁରୁଷ।

୫- ଗଞ୍ଜାମ ଜିଲ୍ଲାର ଜଣେ ୭୨ ବର୍ଷ ବୟସ୍କ ପୁରୁଷ ଯିଏ ମଧ୍ୟ ମଧୁମେହରେ ପୀଡିତ ଥିଲେ।

୬- ମସ୍ତିଷ୍କ ଟ୍ୟୁମର ହେତୁ କେନ୍ଦ୍ରାପଡା ଜିଲ୍ଲାର ୬୨ ବର୍ଷିୟ କୋଭିଡ ପଜିଟିଭ ମହିଳାଙ୍କ ଦେହାନ୍ତ ହେଇଛି ସେ ମଧୁମେହ, ଉଚ୍ଚ ରକ୍ତଚାପ ଏବଂ ଆଜମା ରୋଗରେ ମଧ୍ୟ ପୀଡିତ ଥିଲେ।

ଆଜି ରାଜ୍ୟରେ ୫୭୦ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି

– ନୂଆ ଆକ୍ରାନ୍ତ: ୫୭୦

– କ୍ୱାରେଣ୍ଟାଇନ୍ ସେଣ୍ଟରରୁ: ୩୮୪

– ସ୍ଥାନୀୟ ଅଞ୍ଚଳରୁ୧୮୬

– ୧୯ ଜିଲ୍ଲାରୁ ନୂଆ ଆକ୍ରାନ୍ତ ଚିହ୍ନଟ

– ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ଆକ୍ରାନ୍ତ – ୨୧୮

– ଜାଣନ୍ତୁ କେଉଁ ଜିଲ୍ଲାରୁ – କେତେ

୧- ଅନୁଗୁଳ ଜିଲ୍ଲାରୁ – ୧୧

୨- ବାଲେଶ୍ୱର ଜିଲ୍ଲାରୁ – ୩

୩- ଭଦ୍ରକ ଜିଲ୍ଲାରୁ – ୨

୪- ବୌଦ୍ଦ ଜିଲ୍ଲାରୁ – ୩

୫- କଟକ ଜିଲ୍ଲାରୁ – ୪୬

୬- ଗଜପତି ଜିଲ୍ଲାରୁ – ୨୫

୭- ଗଞ୍ଜାମ ଜିଲ୍ଲାରୁ – ୨୧୮

୮- ଜଗତସିଂହପୁର ଜିଲ୍ଲାରୁ – ୧୬

୯- ଯାଜପୁର ଜିଲ୍ଲାରୁ – ୪୦

୧୦- ଝାରସୁଗୁଡ଼ା ଜିଲ୍ଲାରୁ – ୩୧

୧୧- କେନ୍ଦ୍ରାପଡ଼ା ଜିଲ୍ଲାରୁ – : ୬

୧୨- କେନ୍ଦୁଝର ଜିଲ୍ଲାରୁ – ୧୪

୧୩- ଖୋର୍ଦ୍ଧା : ୩୭

୧୪- କୋରାପୁଟ ଜିଲ୍ଲାରୁ – ୧୧

୧୫- ମୟୁରଭଞ୍ଜ ଜିଲ୍ଲାରୁ – ୧୦

୧୬- ନୟାଗଡ଼ ଜିଲ୍ଲାରୁ – ୩୭

୧୭- ପୁରୀ ଜିଲ୍ଲାରୁ – ୧୫

୧୮- ସମ୍ବଲପୁର ଜିଲ୍ଲାରୁ – ୧

୧୯- ସୁନ୍ଦରଗଡ଼ ଜିଲ୍ଲାରୁ – ୪୪

– ନୂଆ ସୁସ୍ଥ ହୋଇଥିଲେ ୫୬୫

– ମୋଟ କୋଭିଡ୍ – ୧୯ ଟେଷ୍ଟ ହୋଇଛି ୩୨୭୨୮୮

– ମୋଟ ଆକ୍ରାନ୍ତ ୧୨୫୨୬

– ମୋଟ ସୁସ୍ଥ ହେଲେଣି ୭୯୭୨

– ସକ୍ରୀୟ ଆକ୍ରାନ୍ତ – ୪୪୭୫

ଜିଲ୍ଲାୱାରୀ ତଥ୍ୟ –

ଅନୁଗୁଳ ଜିଲ୍ଲା ରେ ୧୩୩ [+୧୧] ଜଣ ସଂକ୍ରମିତ ହୋଇଥିବା ବେଳେ ୪୦ [+୧୧] ଜଣ ସକ୍ରୀୟ ଅଛନ୍ତି। ୯୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବାଲେଶ୍ୱର ଜିଲ୍ଲା ରେ ୫୦୮ [+୩] ଜଣ ସଂକ୍ରମିତ ହୋଇଥିବା ବେଳେ ୧୩୧ [+୩] ଜଣ ସକ୍ରୀୟ ଅଛନ୍ତି। ୩୭୫ ଜଣ ସୁସ୍ଥ ହୋଇଛନ୍ତି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବରଗଡ଼ ଜିଲ୍ଲା ରେ ୧୬୮ ଜଣ ସଂକ୍ରମିତ ହୋଇଥିବା ବେଳେ ୨୯ ଜଣ ସକ୍ରୀୟ ଅଛନ୍ତି। ୧୩୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଭଦ୍ରକ ଜିଲ୍ଲା ରେ ୨୮୨ [+୨] ଜଣ ସଂକ୍ରମିତ ହୋଇଥିବା ବେଳେ ୨୨ [+୨] ଜଣ ସକ୍ରୀୟ ଅଛନ୍ତି। ୨୫୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବଲାଙ୍ଗୀର ଜିଲ୍ଲା ରେ ୨୬୦ ଜଣ ସଂକ୍ରମିତ ହୋଇଥିବା ବେଳେ ୪୮ ଜଣ ସକ୍ରୀୟ ଅଛନ୍ତି। ୨୧୨ ଜଣ ସୁସ୍ଥ ହୋଇଛନ୍ତି।

ବୌଦ୍ଦ ଜିଲ୍ଲା ରେ ୫୩ [+୩] ଜଣ ସଂକ୍ରମିତ ହୋଇଥିବା ବେଳେ ୧୧ [+୩] ଜଣ ସକ୍ରୀୟ ଅଛନ୍ତି। ୪୨ ଜଣ ସୁସ୍ଥ ହୋଇଛନ୍ତି।

କଟକ ଜିଲ୍ଲା ରେ ୯୮୭ [+୪୬] ଜଣ ସଂକ୍ରମିତ ହୋଇଥିବା ବେଳେ ୩୩୪ [+୪୫] ଜଣ ସକ୍ରୀୟ ଅଛନ୍ତି। ୬୪୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୬ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଦେବଗଡ଼ ଜିଲ୍ଲା ରେ ୬୬ ଜଣ ସଂକ୍ରମିତ ହୋଇଥିବା ବେଳେ ୫ ଜଣ ସକ୍ରୀୟ ଅଛନ୍ତି। ୬୧ ଜଣ ସୁସ୍ଥ ହୋଇଛନ୍ତି।

ଢେଙ୍କାନାଳ ଜିଲ୍ଲା ରେ ୯୫ ଜଣ ସଂକ୍ରମିତ ହୋଇଥିବା ବେଳେ ୧୬ ଜଣ ସକ୍ରୀୟ ଅଛନ୍ତି। ୭୯ ଜଣ ସୁସ୍ଥ ହୋଇଛନ୍ତି।

ଗଜପତିଜିଲ୍ଲା ରେ ୫୯୩ [+୨୫] ଜଣ ସଂକ୍ରମିତ ହୋଇଥିବା ବେଳେ ୧୫୫ [+୨୫] ଜଣ ସକ୍ରୀୟ ଅଛନ୍ତି। ୪୩୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଗଞ୍ଜାମ ଜିଲ୍ଲା ରେ ୩, ୬୩୪ [+୨୧୮] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୭୦୫ [+୨୧୬] ଜଣ ସକ୍ରୀୟ ଅଛନ୍ତି। ୧, ୮୯୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୬ [+୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଜଗତସିଂହପୁର ଜିଲ୍ଲା ରେ ୩୮୯ [+୧୬] ଜଣ ସଂକ୍ରମିତ ହୋଇଥିବା ବେଳେ ୯୧ [+୧୬] ଜଣ ସକ୍ରୀୟ ଅଛନ୍ତି। ୨୯୮ ଜଣ ସୁସ୍ଥ ହୋଇଛନ୍ତି।

ଯାଜପୁର ଜିଲ୍ଲା ରେ ୭୯୯ [+୪୦] ଜଣ ସଂକ୍ରମିତ ହୋଇଥିବା ବେଳେ ୨୯୭ [+୪୦] ଜଣ ସକ୍ରୀୟ ଅଛନ୍ତି। ୫୦୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଝାରସୁଗୁଡ଼ା ଜିଲ୍ଲା ରେ ୧୬୫ [+୩୧] ଜଣ ସଂକ୍ରମିତ ହୋଇଥିବା ବେଳେ ୩୯ [+୩୧] ଜଣ ସକ୍ରୀୟ ଅଛନ୍ତି। ୧୨୬ ଜଣ ସୁସ୍ଥ ହୋଇଛନ୍ତି।

କଳାହାଣ୍ଡି ଜିଲ୍ଲା ରେ ୭୯ ଜଣ ସଂକ୍ରମିତ ହୋଇଥିବା ବେଳେ ୮ ଜଣ ସକ୍ରୀୟ ଅଛନ୍ତି। ୭୧ ଜଣ ସୁସ୍ଥ ହୋଇଛନ୍ତି।

କନ୍ଧମାଳ ଜିଲ୍ଲା ରେ ୧୯୩ ଜଣ ସଂକ୍ରମିତ ହୋଇଥିବା ବେଳେ ୮ ଜଣ ସକ୍ରୀୟ ଅଛନ୍ତି। ୧୮୫ ଜଣ ସୁସ୍ଥ ହୋଇଛନ୍ତି।

କେନ୍ଦ୍ରାପଡ଼ା ଜିଲ୍ଲା ରେ ୨୯୬ [+୬] ଜଣ ସଂକ୍ରମିତ ହୋଇଥିବା ବେଳେ ୩୬ [+୫] ଜଣ ସକ୍ରୀୟ ଅଛନ୍ତି। ୨୫୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ [+୧] ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କେନ୍ଦୁଝର ଜିଲ୍ଲା ରେ ୨୯୨ [+୧୪] ଜଣ ସଂକ୍ରମିତ ହୋଇଥିବା ବେଳେ ୧୪୪ [+୧୪] ଜଣ ସକ୍ରୀୟ ଅଛନ୍ତି। ୧୪୭ ଜଣ ସୁସ୍ଥ ହୋଇଛନ୍ତି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଖୋର୍ଦ୍ଦା ଜିଲ୍ଲା ରେ ୧, ୨୩୧ [+୩୭] ଜଣ ସଂକ୍ରମିତ ହୋଇଥିବା ବେଳେ ୩୮୮ [+୩୬] ଜଣ ସକ୍ରୀୟ ଅଛନ୍ତି। ୮୩୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୯ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କୋରାପୁଟ ଜିଲ୍ଲା ରେ ୯୫ [+୧୧] ଜଣ ସଂକ୍ରମିତ ହୋଇଥିବା ବେଳେ ୪୮ [+୧୧] ଜଣ ସକ୍ରୀୟ ଅଛନ୍ତି। ୪୭ ଜଣ ସୁସ୍ଥ ହୋଇଛନ୍ତି।

ମାଲକାନଗିରି ରେ ୧୩୪ ଜଣ ସଂକ୍ରମିତ ହୋଇଥିବା ବେଳେ ୩୩ ଜଣ ସକ୍ରୀୟ ଅଛନ୍ତି। ୧୦୧ ଜଣ ସୁସ୍ଥ ହୋଇଛନ୍ତି।

ମୟୁରଭଞ୍ଜ ଜିଲ୍ଲା ରେ ୩୨୭ [+୧୦] ଜଣ ସଂକ୍ରମିତ ହୋଇଥିବା ବେଳେ ୧୧୧ [+୧୦] ଜଣ ସକ୍ରୀୟ ଅଛନ୍ତି। ୨୧୪ ଜଣ ସୁସ୍ଥ ହୋଇଛନ୍ତି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନବରଙ୍ଗପୁର ଜିଲ୍ଲା ରେ ୮୯ ଜଣ ସଂକ୍ରମିତ ହୋଇଥିବା ବେଳେ ୩୫ ଜଣ ସକ୍ରୀୟ ଅଛନ୍ତି। ୫୩ ଜଣ ସୁସ୍ଥ ହୋଇଛନ୍ତି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୟାଗଡ଼ ଜିଲ୍ଲା ରେ ୨୬୫ [+୩୭] ଜଣ ସଂକ୍ରମିତ ହୋଇଥିବା ବେଳେ ୧୦୮ [+୩୭] ଜଣ ସକ୍ରୀୟ ଅଛନ୍ତି। ୧୫୭ ଜଣ ସୁସ୍ଥ ହୋଇଛନ୍ତି।

ନୂଆପଡ଼ା ଜିଲ୍ଲା ରେ ୮୬ ଜଣ ସଂକ୍ରମିତ ହୋଇଥିବା ବେଳେ ୪ ଜଣ ସକ୍ରୀୟ ଅଛନ୍ତି। ୮୨ ଜଣ ସୁସ୍ଥ ହୋଇଛନ୍ତି।

ପୁରୀ ଜିଲ୍ଲା ରେ ୩୫୩ [+୧୫] ଜଣ ସଂକ୍ରମିତ ହୋଇଥିବା ବେଳେ ୧୦୩ [+୧୪] ଜଣ ସକ୍ରୀୟ ଅଛନ୍ତି। ୨୪୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ରାୟଗଡ଼ା ଜିଲ୍ଲା ରେ ୧୩୯ ଜଣ ସଂକ୍ରମିତ ହୋଇଥିବା ବେଳେ ୧୫ ଜଣ ସକ୍ରୀୟ ଅଛନ୍ତି। ୧୨୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସମ୍ବଲପୁର ଜିଲ୍ଲା ରେ ୧୧୧ [+୧] ଜଣ ସଂକ୍ରମିତ ହୋଇଥିବା ବେଳେ ୫୫ [+୧] ଜଣ ସକ୍ରୀୟ ଅଛନ୍ତି। ୫୬ ଜଣ ସୁସ୍ଥ ହୋଇଛନ୍ତି।

ସୋନପୁର ଜିଲ୍ଲା ରେ ୪୪ ଜଣ ସଂକ୍ରମିତ ହୋଇଥିବା ବେଳେ ୭ ଜଣ ସକ୍ରୀୟ ଅଛନ୍ତି। ୩୭ ଜଣ ସୁସ୍ଥ ହୋଇଛନ୍ତି।

ସୁନ୍ଦରଗଡ଼ ଜିଲ୍ଲା ରେ ୬୬୦ [+୪୪] ଜଣ ସଂକ୍ରମିତ ହୋଇଥିବା ବେଳେ ୪୪୯ [+୪୪] ଜଣ ସକ୍ରୀୟ ଅଛନ୍ତି। ୨୦୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.