Home Coronavirus Outbreak ରାଜ୍ୟରେ ଆଜି ୩୦ ଜିଲ୍ଲାରୁ ୩୭୭୭ ନୂଆ ଆକ୍ରାନ୍ତ ଚିହ୍ନଟ, ୧୧ ମୃତ, ମୃତକଙ୍କ ସଂଖ୍ୟା...

ରାଜ୍ୟରେ ଆଜି ୩୦ ଜିଲ୍ଲାରୁ ୩୭୭୭ ନୂଆ ଆକ୍ରାନ୍ତ ଚିହ୍ନଟ, ୧୧ ମୃତ, ମୃତକଙ୍କ ସଂଖ୍ୟା ୬୧୬ – ଜାଣନ୍ତୁ ଆପଣଙ୍କ ଜିଲ୍ଲାର ସମ୍ପୂର୍ଣ୍ଣ ତଥ୍ୟ –

138

ଭୁବନେଶ୍ୱର ୧୨-୯ (ଓଡ଼ିଆ ପୁଅ) ରାଜ୍ୟରେ ଆଜି ୩୦ ଜିଲ୍ଲାରୁ ୩୭୭୭ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ମୋଟ ଆକ୍ରାନ୍ତ ୧୪୬୮୯୪ କୁ ବୃଦ୍ଧି ପାଇଛି। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୮୧୫ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କ୍ୱାରେଣ୍ଟାଇନ୍ ସେଣ୍ଟରରୁ ୨୧୯୧ ଜଣ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୧୫୮୬ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ତେବେ ଗତକାଲି ସୁସ୍ଥ ହୋଇଥିଲେ ୪୦୬୧ ଜଣ। ମୋଟ କୋଭିଡ୍ – ୧୯ ଟେଷ୍ଟ ହୋଇଛି ୨୩୭୪୬୨୦। ମୋଟ ଆକ୍ରାନ୍ତ ୧୪୬୮୯୪ ଥିବା ବେଳେ ମୋଟ ସୁସ୍ଥ ହେଲେଣି ୧୧୨୦୬୨ ଜଣ। ସକ୍ରୀୟ ଆକ୍ରାନ୍ତ ଅଛନ୍ତି ୩୪୧୬୩ ଜଣ।
ପୁଣି କରୋନା ନେଇଛି ୧୧ ମୁଣ୍ଡ। କରୋନା କାରଣରୁ ମୃତ୍ୟୁ ସଂଖ୍ୟା ୬୧୬ କୁ ବୃଦ୍ଧି ପାଇଛି।
ଏ ନେଇ ଓଡ଼ିଶା ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି।

ବଲାଙ୍ଗୀର ଜିଲ୍ଲାରୁ ଜଣେ,
କଟକ ଜିଲ୍ଲାରୁ ୩ ଜଣ,
ଯାଜପୁର ଜିଲ୍ଲାରୁ ଜଣେ,
କନ୍ଧମାଳ ଜିଲ୍ଲାରୁ ଜଣେ,
କେନ୍ଦୁଝର ଜିଲ୍ଲାରୁ ଜଣେ,
ଖୋର୍ଦ୍ଦା ଜିଲ୍ଲାରୁ ୨ ଜଣ,
ନୟାଗଡ଼ ଜିଲ୍ଲାରୁ ଜଣେ,
ରାୟଗଡ଼ା ଜିଲ୍ଲାରୁ ଜଣେ,

ବ୍ୟକ୍ତିଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି।

ଚିକିତ୍ସିତ ହେଉଥିବା ବେଳେ ୧୧ ଜଣ କୋଭିଡ ପଜିଟିଭ ରୋଗୀଙ୍କର ମୃତ୍ୟୁ ହୋଇଛି।

୧- ଭୁବନେଶ୍ୱରର ଜଣେ ୩୦ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ, ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୨- ଭୁବନେଶ୍ୱରର ଜଣେ ୮୨ ବର୍ଷ ବୟସ୍କ ପୁରୁଷ।

୩- ବଲାଙ୍ଗୀର ଜିଲ୍ଲାର ଜଣେ ୭୦ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହରେ ପୀଡିତ ଥିଲେ।

୪- କଟକ ଜିଲ୍ଲାର ଜଣେ ୬୬ ବର୍ଷ ବୟସ୍କା ମହିଳା ଯିଏ ଉଚ୍ଚ ରକ୍ତଚାପ, ହାଇପୋଥାଇରଏଡିଜିମ୍ ଏବଂ ବ୍ରୋଙ୍କିଆଲ୍ ଆଜମା ରୋଗରେ ପୀଡିତ ଥିଲେ।

୫- କଟକ ଜିଲ୍ଲାର ଜଣେ ୮୮ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୬- କଟକ ଜିଲ୍ଲାର ଜଣେ ୪୫ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୭- ଯାଜପୁର ଜିଲ୍ଲାର ଜଣେ ୪୮ ବର୍ଷ ବୟସ୍କ ପୁରୁଷ ଯିଏ କି କ୍ରନିକ୍ କିଡନୀ ରୋଗରେ ପୀଡିତ ଥିଲେ।

୮- କନ୍ଧାମାଳ ଜିଲ୍ଲାର ଜଣେ ୬୪ ବର୍ଷ ବୟସ୍କା ମହିଳା ଯିଏକି ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ।

୯- କେନ୍ଦୁଝର ଜିଲ୍ଲାର ଜଣେ ୭୫ ବର୍ଷ ବୟସ୍କ ପୁରୁଷ ଯିଏ ପାନସାଇଟୋପେନିଆରେ ପୀଡିତ ଥିଲେ।

୧୦- ନୟାଗଡ଼ ଜିଲ୍ଲାର ଜଣେ ୫୬ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହରେ ମଧ୍ୟ ପୀଡିତ ଥିଲେ।

୧୧- ରାୟଗଡା ଜିଲ୍ଲାର ଜଣେ ୬୩ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହରେ ପୀଡିତ ଥିଲେ।

ଜିଲ୍ଲାୱାରୀ ତଥ୍ୟ –
୧- ଅନୁଗୁଳ ଜିଲ୍ଲାରୁ –  ୧୧୫

୨- ବାଲେଶ୍ୱର ଜିଲ୍ଲାରୁ –  ୧୨୭

୩- ବରଗଡ଼ ଜିଲ୍ଲାରୁ –  ୧୩୯

୪- ଭଦ୍ରକ ଜିଲ୍ଲାରୁ –  ୬୭

୫- ବଲାଙ୍ଗୀର ଜିଲ୍ଲାରୁ –  ୫୧

୬- ବୌଦ୍ଦ ଜିଲ୍ଲାରୁ –  ୨୬

୭- କଟକ ଜିଲ୍ଲାରୁ –  ୩୬୮

୮- ଦେବଗଡ଼ ଜିଲ୍ଲାରୁ –  ୧୪

୯- ଢେଙ୍କାନାଳ ଜିଲ୍ଲାରୁ –  ୬୭

୧୦- ଗଜପତି ଜିଲ୍ଲାରୁ –  ୧୩

୧୧- ଗଞ୍ଜାମ ଜିଲ୍ଲାରୁ –  ୫୮

୧୨- ଜଗତସିଂହପୁର ଜିଲ୍ଲାରୁ –  ୧୦୦

୧୩- ଯାଜପୁର ଜିଲ୍ଲାରୁ –  ୧୩୩

୧୪- ଝାରସୁଗୁଡ଼ା ଜିଲ୍ଲାରୁ –  ୭୦

୧୫- କଳାହାଣ୍ଡି ଜିଲ୍ଲାରୁ –  ୭୦

୧୬- କନ୍ଧମାଳ ଜିଲ୍ଲାରୁ –  ୪୯

୧୭- କେନ୍ଦ୍ରାପଡ଼ା ଜିଲ୍ଲାରୁ – : ୧୪୮

୧୮- କେନ୍ଦୁଝର ଜିଲ୍ଲାରୁ –  ୭୮

୧୯- ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ – ୮୧୫

୨୦- କୋରାପୁଟ ଜିଲ୍ଲାରୁ –  ୯୮

୨୧- ମାଲକାନଗିରି : ୨୬

୨୨- ମୟୁରଭଞ୍ଜ ଜିଲ୍ଲାରୁ –  ୫୮

୨୩- ନବରଙ୍ଗପୁର ଜିଲ୍ଲାରେ: ୧୦୭

୨୪- ନୟାଗଡ଼ ଜିଲ୍ଲାରୁ –  ୭୧

୨୫- ନୂଆପଡ଼ା ଜିଲ୍ଲାରୁ –  ୭୩

୨୬- ପୁରୀ ଜିଲ୍ଲାରୁ –  ୨୩୭

୨୭- ରାୟଗଡ଼ା ଜିଲ୍ଲାରୁ –  ୭୫

୨୮- ସମ୍ବଲପୁର ଜିଲ୍ଲାରୁ –  ୧୧୨

୨୯- ସୋନପୁର ଜିଲ୍ଲାରୁ –  ୭୨

୩୦- ସୁନ୍ଦରଗଡ଼ ଜିଲ୍ଲାରୁ –  ୧୪୮

୩୧- State Pool: ୧୯୨

ଜିଲ୍ଲାୱାରୀ ତଥ୍ୟ –

ଅନୁଗୁଳ ଜିଲ୍ଲା ରେ ୧, ୭୯୯ [+୧୧୫] ଜଣ ସଂକ୍ରମିତ ହୋଇଥିବା ବେଳେ ୮୩୪ [+୧୧୫] ଜଣ ସକ୍ରୀୟ ଅଛନ୍ତି। ୯୬୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବାଲେଶ୍ୱର ଜିଲ୍ଲା ରେ ୫, ୦୪୦ [+୧୨୭] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୦୭୧ [+୧୨୭] ଜଣ ସକ୍ରୀୟ ଅଛନ୍ତି। ୩, ୯୫୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୫ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବରଗଡ଼ ଜିଲ୍ଲା ରେ ୪, ୧୭୭ [+୧୩୯] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୭୭୩ [+୧୩୯] ଜଣ ସକ୍ରୀୟ ଅଛନ୍ତି। ୨, ୩୯୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୯ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଭଦ୍ରକ ଜିଲ୍ଲା ରେ ୩, ୭୬୪ [+୬୭] ଜଣ ସଂକ୍ରମିତ ହୋଇଥିବା ବେଳେ ୮୩୭ [+୬୭] ଜଣ ସକ୍ରୀୟ ଅଛନ୍ତି। ୨, ୯୧୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୦ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବଲାଙ୍ଗୀର ଜିଲ୍ଲା ରେ ୨, ୭୨୭ [+୫୧] ଜଣ ସଂକ୍ରମିତ ହୋଇଥିବା ବେଳେ ୮୩୬ [+୫୦] ଜଣ ସକ୍ରୀୟ ଅଛନ୍ତି। ୧, ୮୮୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୦ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବୌଦ୍ଦ ଜିଲ୍ଲା ରେ ୧, ୦୩୨ [+୨୬] ଜଣ ସଂକ୍ରମିତ ହୋଇଥିବା ବେଳେ ୩୫୩ [+୨୬] ଜଣ ସକ୍ରୀୟ ଅଛନ୍ତି। ୬୭୯ ଜଣ ସୁସ୍ଥ ହୋଇଛନ୍ତି।

କଟକ ଜିଲ୍ଲା ରେ ୧୨, ୬୩୩ [+୩୬୮] ଜଣ ସଂକ୍ରମିତ ହୋଇଥିବା ବେଳେ ୩, ୪୯୭ [+୩୬୫] ଜଣ ସକ୍ରୀୟ ଅଛନ୍ତି। ୯, ୦୮୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୫ [+୩] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଦେବଗଡ଼ ଜିଲ୍ଲା ରେ ୩୫୮ [+୧୪] ଜଣ ସଂକ୍ରମିତ ହୋଇଥିବା ବେଳେ ୧୧୫ [+୧୪] ଜଣ ସକ୍ରୀୟ ଅଛନ୍ତି। ୨୪୩ ଜଣ ସୁସ୍ଥ ହୋଇଛନ୍ତି।

ଢେଙ୍କାନାଳ ଜିଲ୍ଲା ରେ ୨, ୪୬୫ [+୬୭] ଜଣ ସଂକ୍ରମିତ ହୋଇଥିବା ବେଳେ ୫୧୭ [+୬୭] ଜଣ ସକ୍ରୀୟ ଅଛନ୍ତି। ୧, ୯୪୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଗଜପତିଜିଲ୍ଲା ରେ ୩, ୧୩୬ [+୧୩] ଜଣ ସଂକ୍ରମିତ ହୋଇଥିବା ବେଳେ ୨୧୮ [+୧୩] ଜଣ ସକ୍ରୀୟ ଅଛନ୍ତି। ୨, ୮୯୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୮ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଗଞ୍ଜାମ ଜିଲ୍ଲା ରେ ୧୯, ୧୨୫ [+୫୮] ଜଣ ସଂକ୍ରମିତ ହୋଇଥିବା ବେଳେ ୫୪୨ [+୫୮] ଜଣ ସକ୍ରୀୟ ଅଛନ୍ତି। ୧୮, ୩୬୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୧୪  ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୮ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଜଗତସିଂହପୁର ଜିଲ୍ଲା ରେ ୨, ୮୮୮ [+୧୦୦] ଜଣ ସଂକ୍ରମିତ ହୋଇଥିବା ବେଳେ ୮୯୮ [+୧୦୦] ଜଣ ସକ୍ରୀୟ ଅଛନ୍ତି। ୧, ୯୮୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୬ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଯାଜପୁର ଜିଲ୍ଲା ରେ ୫, ୬୦୬ [+୧୩୩] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୪୭୬ [+୧୩୨] ଜଣ ସକ୍ରୀୟ ଅଛନ୍ତି। ୪, ୧୨୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଝାରସୁଗୁଡ଼ା ଜିଲ୍ଲା ରେ ୨, ୩୪୬ [+୭୦] ଜଣ ସଂକ୍ରମିତ ହୋଇଥିବା ବେଳେ ୭୫୨ [+୭୦] ଜଣ ସକ୍ରୀୟ ଅଛନ୍ତି। ୧, ୫୯୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କଳାହାଣ୍ଡି ଜିଲ୍ଲା ରେ ୧, ୯୧୭ [+୭୦] ଜଣ ସଂକ୍ରମିତ ହୋଇଥିବା ବେଳେ ୫୩୫ [+୭୦] ଜଣ ସକ୍ରୀୟ ଅଛନ୍ତି। ୧, ୩୭୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କନ୍ଧମାଳ ଜିଲ୍ଲା ରେ ୨, ୭୫୮ [+୪୯] ଜଣ ସଂକ୍ରମିତ ହୋଇଥିବା ବେଳେ ୪୪୨ [+୪୮] ଜଣ ସକ୍ରୀୟ ଅଛନ୍ତି। ୨, ୩୦୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୫ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କେନ୍ଦ୍ରାପଡ଼ା ଜିଲ୍ଲା ରେ ୨, ୯୩୫ [+୧୪୮] ଜଣ ସଂକ୍ରମିତ ହୋଇଥିବା ବେଳେ ୯୪୮ [+୧୪୮] ଜଣ ସକ୍ରୀୟ ଅଛନ୍ତି। ୧, ୯୮୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କେନ୍ଦୁଝର ଜିଲ୍ଲା ରେ ୨, ୭୮୯ [+୭୮] ଜଣ ସଂକ୍ରମିତ ହୋଇଥିବା ବେଳେ ୫୫୮ [+୭୭] ଜଣ ସକ୍ରୀୟ ଅଛନ୍ତି। ୨, ୨୨୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଖୋର୍ଦ୍ଦା ଜିଲ୍ଲା ରେ ୨୫, ୪୪୦ [+୮୧୫] ଜଣ ସଂକ୍ରମିତ ହୋଇଥିବା ବେଳେ ୭, ୧୨୮ [+୮୧୩] ଜଣ ସକ୍ରୀୟ ଅଛନ୍ତି। ୧୮, ୨୧୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮୯ [+୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧୦ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କୋରାପୁଟ ଜିଲ୍ଲା ରେ ୪, ୬୫୯ [+୯୮] ଜଣ ସଂକ୍ରମିତ ହୋଇଥିବା ବେଳେ ୮୦୨ [+୯୮] ଜଣ ସକ୍ରୀୟ ଅଛନ୍ତି। ୩, ୮୫୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ମାଲକାନଗିରି ରେ ୨, ୭୨୦ [+୨୬] ଜଣ ସଂକ୍ରମିତ ହୋଇଥିବା ବେଳେ ୨୨୬ [+୨୬] ଜଣ ସକ୍ରୀୟ ଅଛନ୍ତି। ୨, ୪୮୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ମୟୁରଭଞ୍ଜ ଜିଲ୍ଲା ରେ ୫, ୪୭୧ [+୫୮] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୪୦୪ [+୫୮] ଜଣ ସକ୍ରୀୟ ଅଛନ୍ତି। ୪, ୦୫୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୯ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନବରଙ୍ଗପୁର ଜିଲ୍ଲା ରେ ୨, ୦୧୬ [+୧୦୭] ଜଣ ସଂକ୍ରମିତ ହୋଇଥିବା ବେଳେ ୭୫୩ [+୧୦୭] ଜଣ ସକ୍ରୀୟ ଅଛନ୍ତି। ୧, ୨୫୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୟାଗଡ଼ ଜିଲ୍ଲା ରେ ୩, ୭୩୭ [+୭୧] ଜଣ ସଂକ୍ରମିତ ହୋଇଥିବା ବେଳେ ୫୯୩ [+୭୦] ଜଣ ସକ୍ରୀୟ ଅଛନ୍ତି। ୩, ୧୨୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୬ [+୧]  ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୂଆପଡ଼ା ଜିଲ୍ଲା ରେ ୧, ୩୬୭ [+୭୩] ଜଣ ସଂକ୍ରମିତ ହୋଇଥିବା ବେଳେ ୭୩୨ [+୭୩] ଜଣ ସକ୍ରୀୟ ଅଛନ୍ତି। ୬୩୫ ଜଣ ସୁସ୍ଥ ହୋଇଛନ୍ତି।

ପୁରୀ ଜିଲ୍ଲା ରେ ୬, ୦୭୫ [+୨୩୭] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୯୫୪ [+୨୩୭] ଜଣ ସକ୍ରୀୟ ଅଛନ୍ତି। ୪, ୦୯୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ରାୟଗଡ଼ା ଜିଲ୍ଲା ରେ ୫, ୯୮୮ [+୭୫] ଜଣ ସଂକ୍ରମିତ ହୋଇଥିବା ବେଳେ ୮୨୦ [+୭୪] ଜଣ ସକ୍ରୀୟ ଅଛନ୍ତି। ୫, ୧୩୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୩ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସମ୍ବଲପୁର ଜିଲ୍ଲା ରେ ୩, ୮୪୬ [+୧୧୨] ଜଣ ସଂକ୍ରମିତ ହୋଇଥିବା ବେଳେ ୮୧୫ [+୧୧୨] ଜଣ ସକ୍ରୀୟ ଅଛନ୍ତି। ୩, ୦୧୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୬ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୋନପୁର ଜିଲ୍ଲା ରେ ୧, ୬୫୨ [+୭୨] ଜଣ ସଂକ୍ରମିତ ହୋଇଥିବା ବେଳେ ୮୯୦ [+୭୨] ଜଣ ସକ୍ରୀୟ ଅଛନ୍ତି। ୭୫୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୁନ୍ଦରଗଡ଼ ଜିଲ୍ଲା ରେ ୫, ୪୯୮ [+୧୪୮] ଜଣ ସଂକ୍ରମିତ ହୋଇଥିବା ବେଳେ ୯୧୪ [+୧୪୮] ଜଣ ସକ୍ରୀୟ ଅଛନ୍ତି। ୪, ୫୪୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୮ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

State Pool ରେ ୯୩୦ [+୧୯୨] ଜଣ ସଂକ୍ରମିତ ହୋଇଥିବା ବେଳେ ୯୩୦ [+୧୯୨] ଜଣ ସକ୍ରୀୟ ଅଛନ୍ତି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.