Home Coronavirus Outbreak ରାଜ୍ୟରେ ଆଜି ୩୦ ଜିଲ୍ଲାରୁ ୩୨୬୭ ନୂଆ ଆକ୍ରାନ୍ତ ଚିହ୍ନଟ ଏବଂ କରୋନା ୯ ମୃତ୍ୟୁ...

ରାଜ୍ୟରେ ଆଜି ୩୦ ଜିଲ୍ଲାରୁ ୩୨୬୭ ନୂଆ ଆକ୍ରାନ୍ତ ଚିହ୍ନଟ ଏବଂ କରୋନା ୯ ମୃତ୍ୟୁ – ଜାଣନ୍ତୁ ଜିଲ୍ଲାୱାରୀ ତଥ୍ୟ –

236

ଭୁବନେଶ୍ୱର ୦୪-୯ (ଓଡ଼ିଆ ପୁଅ) ରାଜ୍ୟରେ ଆଜି ୩୦ ଜିଲ୍ଲାରୁ ୩୨୬୭ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ମୋଟ ଆକ୍ରାନ୍ତ ୧୧୬୬୭୮ କୁ ବୃଦ୍ଧି ପାଇଛି। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୮୫୯ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କ୍ୱାରେଣ୍ଟାଇନ୍ ସେଣ୍ଟରରୁ ୧୯୬୧ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୧୩୦୬ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ଗତକାଲି ସୁସ୍ଥ ହୋଇଥିଲେ ୩୨୭୮ ଜଣ। ମୋଟ କୋଭିଡ୍ – ୧୯ ଟେଷ୍ଟ ହୋଇଛି ୧୯,୯୭,୩୪୫। ମୋଟ ଆକ୍ରାନ୍ତ ୧୧୬୬୭୮। ମୋଟ ସୁସ୍ଥ ହେଲେଣି ୮୭୩୫୧ ଜଣ ଏବଂ ସକ୍ରୀୟ ଆକ୍ରାନ୍ତ ଅଛନ୍ତି ୨୮୭୪୩ ଜଣ।

ପୁଣି କରୋନା ନେଇଛି ୯ ମୁଣ୍ଡ। କରୋନା କାରଣରୁ ମୃତ୍ୟୁ ସଂଖ୍ୟା ୫୩୧ କୁ ବୃଦ୍ଧି ପାଇଛି।
ଏ ନେଇ ଓଡ଼ିଶା ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି।

ବଲାଙ୍ଗୀର ଜିଲ୍ଲାରୁ ୨ ଜଣ,
କଟକ ଜିଲ୍ଲାରୁ ୨ ଜଣ,
ଗଞ୍ଜାମ ଜିଲ୍ଲାରୁ ୨ ଜଣ,
ଖୋର୍ଦ୍ଦା ଜିଲ୍ଲାରୁ ୨ ଜଣ,
ରାୟଗଡ଼ା ଜିଲ୍ଲାରୁ ଜଣେ,

ବ୍ୟକ୍ତିଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି।

ଚିକିତ୍ସିତ ହେଉଥିବା ବେଳେ ୯ ଜଣ କୋଭିଡ ପଜିଟିଭ ରୋଗୀଙ୍କର ମୃତ୍ୟୁ ହୋଇଛି।

୧- ବଲାଙ୍ଗୀର ଜିଲ୍ଲାର ଜଣେ ୧୮ ବର୍ଷ ବୟସ୍କ ପୁରୁଷ ଯିଏ କି ଅସୁସ୍ଥ ସେଲ୍ ବ୍ୟାଧିରେ ପୀଡିତ ଥିଲେ।

୨- ବଲାଙ୍ଗୀରର ୭୫ ବର୍ଷ ବୟସ୍କା ମହିଳା ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୩- ଭୁବନେଶ୍ୱରର ୯୦ ବର୍ଷ ବୟସ୍କ ପୁରୁଷ।

୪- କଟକ ଜିଲ୍ଲାର ଜଣେ ୫୦ ବର୍ଷ ବୟସ୍କ ପୁରୁଷ ଯିଏ ଯକ୍ଷ୍ମା ରୋଗରେ ପୀଡିତ ଥିଲେ।

୫- କଟକ ଜିଲ୍ଲାର ଜଣେ ୬୭ ବର୍ଷ ବୟସ୍କା ମହିଳା ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୬- ଗଞ୍ଜାମ ଜିଲ୍ଲାର ଜଣେ ୭୦ ବର୍ଷ ବୟସ୍କ ପୁରୁଷ।

୭- ଗଞ୍ଜାମ ଜିଲ୍ଲାର ଜଣେ ୫୦ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହରେ ପୀଡିତ ଥିଲେ।

୮- ଖୋର୍ଧା ଜିଲ୍ଲାର ଜଣେ ୬୭ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହରେ ମଧ୍ୟ ପୀଡିତ ଥିଲେ।

୯- ରାୟଗଡା ଜିଲ୍ଲାର ଜଣେ ୫୨ ବର୍ଷ ବୟସ୍କା ମହିଳା ଯିଏ ମଧ୍ୟ ମଧୁମେହରେ ପୀଡିତ ଥିଲେ।

ରାଜ୍ୟରେ ଆଜି ୩୦ ଜିଲ୍ଲାରୁ ୩୨୬୭ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି

କେଉଁ ଜିଲ୍ଲାରୁ – କେତେ ଜାଣନ୍ତୁ

୧- ଅନୁଗୁଳ ଜିଲ୍ଲାରୁ – ୬୦
୨- ବାଲେଶ୍ୱର ଜିଲ୍ଲାରୁ – ୯
୩- ବରଗଡ଼ ଜିଲ୍ଲାରୁ – ୧୨୦
୪- ଭଦ୍ରକ ଜିଲ୍ଲାରୁ – ୧୩୮
୫- ବଲାଙ୍ଗୀର ଜିଲ୍ଲାରୁ – ୪୩
୬- ବୌଦ୍ଦ ଜିଲ୍ଲାରୁ – ୪୪
୭- କଟକ ଜିଲ୍ଲାରୁ – ୩୮୪
୮- ଦେବଗଡ଼ ଜିଲ୍ଲାରୁ – ୨୩
୯- ଢେଙ୍କାନାଳ ଜିଲ୍ଲାରୁ – ୧୮
୧୦- ଗଜପତି ଜିଲ୍ଲାରୁ – ୧୮
୧୧- ଗଞ୍ଜାମ ଜିଲ୍ଲାରୁ – ୯୭
୧୨- ଜଗତସିଂହପୁର ଜିଲ୍ଲାରୁ – ୬୬
୧୩- ଯାଜପୁର ଜିଲ୍ଲାରୁ – ୨୩
୧୪- ଝାରସୁଗୁଡ଼ା ଜିଲ୍ଲାରୁ – ୩୭
୧୫- କଳାହାଣ୍ଡି ଜିଲ୍ଲାରୁ – ୩୭
୧୬- କନ୍ଧମାଳ ଜିଲ୍ଲାରୁ – ୨୭
୧୭- କେନ୍ଦ୍ରାପଡ଼ା ଜିଲ୍ଲାରୁ – : ୫୧
୧୮- କେନ୍ଦୁଝର ଜିଲ୍ଲାରୁ – ୧୦୭
୧୯- ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ – ୮୫୯
୨୦- କୋରାପୁଟ ଜିଲ୍ଲାରୁ – ୮୩
୨୧- ମାଲକାନଗିରି : ୧୭
୨୨- ମୟୁରଭଞ୍ଜ ଜିଲ୍ଲାରୁ – ୧୩୪
୨୩- ନବରଙ୍ଗପୁର ଜିଲ୍ଲାରେ: ୮୫
୨୪- ନୟାଗଡ଼ ଜିଲ୍ଲାରୁ – ୭୦
୨୫- ନୂଆପଡ଼ା ଜିଲ୍ଲାରୁ – ୪୦
୨୬- ପୁରୀ ଜିଲ୍ଲାରୁ – ୨୩୫
୨୭- ରାୟଗଡ଼ା ଜିଲ୍ଲାରୁ – ୧୬୯
୨୮- ସମ୍ବଲପୁର ଜିଲ୍ଲାରୁ – ୮୦
୨୯- ସୋନପୁର ଜିଲ୍ଲାରୁ – ୬୬
୩୦- ସୁନ୍ଦରଗଡ଼ ଜିଲ୍ଲାରୁ – ୧୨୭

ଜିଲ୍ଲାୱାରୀ ତଥ୍ୟ –

ଅନୁଗୁଳ ଜିଲ୍ଲା ରେ ୧, ୦୭୬ [+୬୦] ଜଣ ସଂକ୍ରମିତ ହୋଇଥିବା ବେଳେ ୪୪୭ [+୬୦] ଜଣ ସକ୍ରୀୟ ଅଛନ୍ତି। ୬୨୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବାଲେଶ୍ୱର ଜିଲ୍ଲା ରେ ୪, ୦୫୭ [+୯] ଜଣ ସଂକ୍ରମିତ ହୋଇଥିବା ବେଳେ ୯୧୧ [+୯] ଜଣ ସକ୍ରୀୟ ଅଛନ୍ତି। ୩, ୧୨୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୫ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବରଗଡ଼ ଜିଲ୍ଲା ରେ ୨, ୭୫୩ [+୧୨୦] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୨୮୨ [+୧୨୦] ଜଣ ସକ୍ରୀୟ ଅଛନ୍ତି। ୧, ୪୬୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୯ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଭଦ୍ରକ ଜିଲ୍ଲା ରେ ୩, ୧୩୭ [+୧୩୮] ଜଣ ସଂକ୍ରମିତ ହୋଇଥିବା ବେଳେ ୮୩୮ [+୧୩୮] ଜଣ ସକ୍ରୀୟ ଅଛନ୍ତି। ୨, ୨୮୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୯ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବଲାଙ୍ଗୀର ଜିଲ୍ଲା ରେ ୧, ୯୪୪ [+୪୩] ଜଣ ସଂକ୍ରମିତ ହୋଇଥିବା ବେଳେ ୪୭୦ [+୪୧] ଜଣ ସକ୍ରୀୟ ଅଛନ୍ତି। ୧, ୪୬୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭ [+୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବୌଦ୍ଦ ଜିଲ୍ଲା ରେ ୭୨୫ [+୪୪] ଜଣ ସଂକ୍ରମିତ ହୋଇଥିବା ବେଳେ ୧୮୦ [+୪୪] ଜଣ ସକ୍ରୀୟ ଅଛନ୍ତି। ୫୪୫ ଜଣ ସୁସ୍ଥ ହୋଇଛନ୍ତି।

କଟକ ଜିଲ୍ଲା ରେ ୯, ୭୪୮ [+୩୮୪] ଜଣ ସଂକ୍ରମିତ ହୋଇଥିବା ବେଳେ ୩, ୩୭୫ [+୩୮୨] ଜଣ ସକ୍ରୀୟ ଅଛନ୍ତି। ୬, ୩୩୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୬ [+୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଦେବଗଡ଼ ଜିଲ୍ଲା ରେ ୨୪୨ [+୨୩] ଜଣ ସଂକ୍ରମିତ ହୋଇଥିବା ବେଳେ ୫୪ [+୨୩] ଜଣ ସକ୍ରୀୟ ଅଛନ୍ତି। ୧୮୮ ଜଣ ସୁସ୍ଥ ହୋଇଛନ୍ତି।

ଢେଙ୍କାନାଳ ଜିଲ୍ଲା ରେ ୧, ୮୭୦ [+୧୮] ଜଣ ସଂକ୍ରମିତ ହୋଇଥିବା ବେଳେ ୫୪୬ [+୧୮] ଜଣ ସକ୍ରୀୟ ଅଛନ୍ତି। ୧, ୩୨୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଗଜପତିଜିଲ୍ଲା ରେ ୨, ୯୩୧ [+୧୮] ଜଣ ସଂକ୍ରମିତ ହୋଇଥିବା ବେଳେ ୧୮୫ [+୧୮] ଜଣ ସକ୍ରୀୟ ଅଛନ୍ତି। ୨, ୭୨୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୮ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଗଞ୍ଜାମ ଜିଲ୍ଲା ରେ ୧୮, ୪୪୨ [+୯୭] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୦୭୩ [+୯୫] ଜଣ ସକ୍ରୀୟ ଅଛନ୍ତି। ୧୭, ୧୬୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୯୯ [+୨]  ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୮ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଜଗତସିଂହପୁର ଜିଲ୍ଲା ରେ ୨, ୧୩୪ [+୬୬] ଜଣ ସଂକ୍ରମିତ ହୋଇଥିବା ବେଳେ ୭୩୫ [+୬୬] ଜଣ ସକ୍ରୀୟ ଅଛନ୍ତି। ୧, ୩୯୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୬ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଯାଜପୁର ଜିଲ୍ଲା ରେ ୪, ୧୪୫ [+୨୩] ଜଣ ସଂକ୍ରମିତ ହୋଇଥିବା ବେଳେ ୭୮୧ [+୨୩] ଜଣ ସକ୍ରୀୟ ଅଛନ୍ତି। ୩, ୩୫୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୬ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଝାରସୁଗୁଡ଼ା ଜିଲ୍ଲା ରେ ୧, ୪୯୭ [+୩୭] ଜଣ ସଂକ୍ରମିତ ହୋଇଥିବା ବେଳେ ୫୧୯ [+୩୭] ଜଣ ସକ୍ରୀୟ ଅଛନ୍ତି। ୯୭୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କଳାହାଣ୍ଡି ଜିଲ୍ଲା ରେ ୧, ୫୧୬ [+୩୭] ଜଣ ସଂକ୍ରମିତ ହୋଇଥିବା ବେଳେ ୩୫୩ [+୩୭] ଜଣ ସକ୍ରୀୟ ଅଛନ୍ତି। ୧, ୧୬୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କନ୍ଧମାଳ ଜିଲ୍ଲା ରେ ୨, ୩୨୮ [+୨୭] ଜଣ ସଂକ୍ରମିତ ହୋଇଥିବା ବେଳେ ୨୬୨ [+୨୭] ଜଣ ସକ୍ରୀୟ ଅଛନ୍ତି। ୨, ୦୫୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କେନ୍ଦ୍ରାପଡ଼ା ଜିଲ୍ଲା ରେ ୨, ୦୭୫ [+୫୧] ଜଣ ସଂକ୍ରମିତ ହୋଇଥିବା ବେଳେ ୭୮୬ [+୫୧] ଜଣ ସକ୍ରୀୟ ଅଛନ୍ତି। ୧, ୨୮୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କେନ୍ଦୁଝର ଜିଲ୍ଲା ରେ ୨, ୨୫୮ [+୧୦୭] ଜଣ ସଂକ୍ରମିତ ହୋଇଥିବା ବେଳେ ୬୨୨ [+୧୦୭] ଜଣ ସକ୍ରୀୟ ଅଛନ୍ତି। ୧, ୬୨୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୬ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଖୋର୍ଦ୍ଦା ଜିଲ୍ଲା ରେ ୧୯, ୭୪୦ [+୮୫୯] ଜଣ ସଂକ୍ରମିତ ହୋଇଥିବା ବେଳେ ୭, ୨୦୩ [+୮୫୭] ଜଣ ସକ୍ରୀୟ ଅଛନ୍ତି। ୧୨, ୪୫୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭୨ [+୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧୦ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କୋରାପୁଟ ଜିଲ୍ଲା ରେ ୩, ୮୯୧ [+୮୩] ଜଣ ସଂକ୍ରମିତ ହୋଇଥିବା ବେଳେ ୭୪୦ [+୮୩] ଜଣ ସକ୍ରୀୟ ଅଛନ୍ତି। ୩, ୧୪୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ମାଲକାନଗିରି ରେ ୨, ୪୯୦ [+୧୭] ଜଣ ସଂକ୍ରମିତ ହୋଇଥିବା ବେଳେ ୩୭୫ [+୧୭] ଜଣ ସକ୍ରୀୟ ଅଛନ୍ତି। ୨, ୧୦୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ମୟୁରଭଞ୍ଜ ଜିଲ୍ଲା ରେ ୪, ୨୯୩ [+୧୩୪] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୮୭୪ [+୧୩୪] ଜଣ ସକ୍ରୀୟ ଅଛନ୍ତି। ୨, ୪୧୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନବରଙ୍ଗପୁର ଜିଲ୍ଲା ରେ ୧, ୩୧୭ [+୮୫] ଜଣ ସଂକ୍ରମିତ ହୋଇଥିବା ବେଳେ ୩୯୦ [+୮୫] ଜଣ ସକ୍ରୀୟ ଅଛନ୍ତି। ୯୨୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୟାଗଡ଼ ଜିଲ୍ଲା ରେ ୩, ୨୮୫ [+୭୦] ଜଣ ସଂକ୍ରମିତ ହୋଇଥିବା ବେଳେ ୭୧୪ [+୭୦] ଜଣ ସକ୍ରୀୟ ଅଛନ୍ତି। ୨, ୫୫୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୩  ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୂଆପଡ଼ା ଜିଲ୍ଲା ରେ ୬୪୭ [+୪୦] ଜଣ ସଂକ୍ରମିତ ହୋଇଥିବା ବେଳେ ୨୨୯ [+୪୦] ଜଣ ସକ୍ରୀୟ ଅଛନ୍ତି। ୪୧୮ ଜଣ ସୁସ୍ଥ ହୋଇଛନ୍ତି।

ପୁରୀ ଜିଲ୍ଲା ରେ ୪, ୨୪୫ [+୨୩୫] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୧୮୬ [+୨୩୫] ଜଣ ସକ୍ରୀୟ ଅଛନ୍ତି। ୩, ୦୪୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୬ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ରାୟଗଡ଼ା ଜିଲ୍ଲା ରେ ୫, ୧୪୧ [+୧୬୯] ଜଣ ସଂକ୍ରମିତ ହୋଇଥିବା ବେଳେ ୬୮୨ [+୧୬୮] ଜଣ ସକ୍ରୀୟ ଅଛନ୍ତି। ୪, ୪୩୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୭ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସମ୍ବଲପୁର ଜିଲ୍ଲା ରେ ୩, ୧୩୨ [+୮୦] ଜଣ ସଂକ୍ରମିତ ହୋଇଥିବା ବେଳେ ୮୧୧ [+୮୦] ଜଣ ସକ୍ରୀୟ ଅଛନ୍ତି। ୨, ୩୦୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୋନପୁର ଜିଲ୍ଲା ରେ ୮୬୨ [+୬୬] ଜଣ ସଂକ୍ରମିତ ହୋଇଥିବା ବେଳେ ୩୩୦ [+୬୬] ଜଣ ସକ୍ରୀୟ ଅଛନ୍ତି। ୫୩୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୁନ୍ଦରଗଡ଼ ଜିଲ୍ଲା ରେ ୪, ୭୫୭ [+୧୨୭] ଜଣ ସଂକ୍ରମିତ ହୋଇଥିବା ବେଳେ ୭୯୦ [+୧୨୭] ଜଣ ସକ୍ରୀୟ ଅଛନ୍ତି। ୩, ୯୨୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୬ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.